କୃତିଙ୍କ ହେୟାର ମସାଜ୍ କରୁଛନ୍ତି ପୁଲକିତ
ମୁମ୍ବାଇ: କୃତି ଖରବନ୍ଦା ଏବଂ ପୁଲକିତ ସମ୍ରାଟ ଦୁହେଁ ଦୀର୍ଘ ଦିନ ହେବ ଲିଭ୍ ଇନ୍ ରିଲେଶନସିପ୍ରେ ରହୁଛନ୍ତି। କରୋନା ପାଇଁ ସାରା ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଥିବା ବେଳେ ଏହି ଲଭ୍ବାର୍ଡ ଦୁହେଁ ଦୁହିଁଙ୍କ ସହିତ କ୍ୱାଲିଟି ସମୟ ବିତାଉଛନ୍ତି।…
କଥକ ଅଭ୍ୟାସ କଲେ ସୋନାଲି
ମୁମ୍ବାଇ: ସାରା ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଥିବା ବେଳେ ସମସ୍ତେ ଘରେ ବନ୍ଦହୋଇ ରହିଛନ୍ତି। ଏଥିରୁ ବାଦ୍ ପଡ଼ିନାହାନ୍ତି ବଲିଉଡ ତାରକା। ଅଭିନେତା, ଅଭିନେତ୍ରୀମାନେ ଘରେ ରହି ବିଭିନ୍ନ ଉପାୟରେ ନିଜର ସମୟ ବିତାଉଛନ୍ତି। ଏମିତିରେ ‘ପ୍ୟାର କା ପଞ୍ଚନାମା ’ର…
ବିବାହ ବେଳର ଫଟୋ ଶେୟାର କଲେ ରାକ୍ଷୀ: ଦେଖାଇଲେ କେବଳ ସ୍ବାମୀ ରିତେଶଙ୍କ ହାତ, ପ୍ରଶଂସକ କହିଲେ ଦେଖାନ୍ତୁ ମୁହଁ
ବମ୍ବେ: ସର୍ବଦା ବିବାଦରେ ରହିବାକୁ ଭଲପାଆନ୍ତି ବଲିଉଡ୍ର ଆଇଟମ୍ ଗର୍ଲ ଭାବେ ପରିଚିତ ରାକ୍ଷୀ ସାଓ୍ବନ୍ତ। କିଛି ମାସ ତଳେ ସେ ବିବାହ କରି ସମସ୍ତଙ୍କୁ ଚମକାଇ ଦେଇଥିଲେ। ହେଲେ ସେବେଠାରୁ ତାଙ୍କ ସ୍ବାମୀ କିଏ ସେ ନେଇ ଚର୍ଚ୍ଚା ଲାଗି…
ରାଗିଲେ ହେମା
ମୁମ୍ବାଇ,୧୮।୪: କରୋନା ଭାଇରସକୁ ନେଇ ସାରା ଦେଶରେ ଜାରି ରହିଛି ଲକ୍ଡାଉନ୍। ଆଉ କରୋନାକୁ ହରାଇବାକୁ ଅନେକ ଲୋକ ସେମାନଙ୍କ ଜୀବନକୁ ବାଜି ଲଗାଇ ଦେଇଛନ୍ତି କହିଲେ ଚଳେ। ସେ ଡାକ୍ତର ହୁଅନ୍ତୁ ଅବା ପୋଲିସ। ଏମାନେ ସମସ୍ତେ ଦେଶବାସୀଙ୍କୁ କରୋନା…
ରାବଣ ବଧ ସହ ଶେଷ ହେଲା ରାମାୟଣ: ରବିବାରଠାରୁ ପ୍ରସାରିତ ହେବ ‘ଉତ୍ତର ରାମାୟଣ’
ନୂଆଦିଲ୍ଲୀ,୧୮।୪: ଦେଶରେ ଳକ୍ଡାଉନ୍ ଯୋଗୁ ଦୂରଦର୍ଶନରେ ରାମାୟଣ, ମହାଭାରତ ଓ ଶକ୍ତିମାନ ଭଳି ଅନେକ ପପୁଲାର ଶୋ’ ପ୍ରସାରିତ ହେଉଛି। ଲୋକମାନେ ଏହାକୁ ବେଶ୍ ପସନ୍ଦ ମଧ୍ୟ କରୁଛନ୍ତି। ତେବେ ଶନିବାର ଟେଲିକାଷ୍ଟ ହୋଇଥିବା ଏପିସୋଡ୍ରେ ଶ୍ରୀରାମ ରାବଣଙ୍କୁ ବଧ କରି…
କରୋନାକୁ ହରାଇ ଘରକୁ ଫେରିଲେ ବଲିଉଡ୍ ପ୍ରଯୋଜକ
ମୁମ୍ବାଇ,୧୮।୪: ବଲିଉଡ୍ ପ୍ରଯୋଜକ କରିମ ମୋରାନି ଓ ତାଙ୍କ ୨ଝିଅ ଶଜା ଓ ଜୋଆ କରୋନା ଭାଇରସ୍ରେ ସଂକ୍ରମିତ ହୋଇଥିଲେ। ପୂର୍ବରୁ କରୋନା କବଳରୁ ଶଜା ଓ ଜୋଆ ବାହାରି ଘରକୁ ଫେରିଥିବା ବେଳେ ଏବେ କରିମ କରୋନାକୁ ହରାଇ ସୁସ୍ଥ…
ନିଜ ରେକର୍ଡ ଭାଙ୍ଗିଲା ଦୂରଦର୍ଶନ: ପୁଣିଥରେ ହେଲା ନମ୍ବର ୧
ନୂଆଦିଲ୍ଲୀ,୧୮।୪: କିଛିଦିନ ହେବ ଲୋକେ ବିଭିନ୍ନ ଘରୋଇ ଚ୍ୟାନେଲ ଆଡକୁ ମୁହାଁଇଥିବା ବେଳେ ଏବେ ପୁଣିଥରେ ଦର୍ଶକେ ଦୂରଦର୍ଶନକୁ ଆପଣାର କରି ନେଇଛନ୍ତି। ଏବେ ଦୂରଦର୍ଶନ ନିଜ ରେକର୍ଡକୁ ଭାଙ୍ଗିଛି ବୋଲି କୁହାଯାଉଛି। କରୋନା ଭଇରସ ଯୋଗୁ ଲକ୍ଡାଉନ ଥିବାରୁ ପ୍ରାୟ…
‘ଡିଜାଇନ୍ର ଡ୍ରେସ୍ ପାଇଁ ପଇସା ନ ଥିଲା’
ମୁମ୍ବାଇ: ୧୯୯୪ ମସିହାରେ ସୁସ୍ମିତା ସେନ୍ ମିସ୍ଇଣ୍ଡିଆ କଣ୍ଟେଷ୍ଟ ଜିତିଥିଲେ। ଗତ କିଛିଦିନ ତଳେ ସେ ତାଙ୍କର ପୁରୁଣା ଦିନର ଏକ ଭିଡିଓ ଶେୟାର କରିଥିଲେ। ଏହି ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ସେ ମିସ୍ ଇଣ୍ଡିଆ ଜର୍ସି ବିଷୟରେ…
ସୋସିଆଲ ମିଡିଆ ଛାଡିଲେ ପରିଣିତି
ମୁମ୍ବାଇ: କରୋନା ଭାଇରସକୁ ନେଇ ସାରା ଦେଶରେ ଲକ୍ଡାଉନ ଚାଲିଥିବା ବେଳେ ଏବେ ବଲିଉଡ୍ ସେଲିବ୍ରିଟିମାନେ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ ଥିବା ଦେଖାଯାଉଛି। ହେଲେ ବଲିଉଡ୍ ନାୟିକା ପରିଣିତି ଚୋପ୍ରା ଏବେ ସୋସିଆଲ ମିଡିଆ ଛାଡିଥିବା ସମସ୍ତଙ୍କୁ ଟିକେ ଅଲଗା…
ଅମିତାଭ୍ଙ୍କ ‘ବ୍ଲଗ’କୁ ପୂରିଲା ୧୨ ବର୍ଷ: କହିଲେ ଲେଖିବାରେ ଦିନଟିଏ କରୁ ନ ଥିଲେ ମିସ୍
ମୁମ୍ବାଇ: ସମଗ୍ର ଦେଶରେ ବର୍ତ୍ତମାନ ଚାଲିଛି ଲକ୍ଡାଉନ୍। ଏବେ ଘରୁ କେହି ବାହାରକୁ ବାହାରୁନାହାନ୍ତି। ଏହି ସମୟରେ ବଲିଉଡ୍ର ନାମୀଦାମୀ କଳାକାରମାନେ ମଧ୍ୟ ଘରେ ସମୟ ବିତାଇବା ସହ ସୋସିଆଲ ମିଡିଆ ଜରିଆରେ ଫ୍ୟାନ୍ମାନଙ୍କ ସହ ସବୁକିଛି ଶେୟାର କରୁଛନ୍ତି। ଏଥିରୁ…
ଅମୀରଙ୍କ ଏହି ଫିଲ୍ମର ସିକ୍ୟୁଏଲ କରିବେ ଭୂଷଣ କୁମାର
ମୁମ୍ବାଇ: ୨୦୧୩ରେ ‘ଆଶିକ୍’ ସିକ୍ୟୁଏଲ ଆସିବା ପରଠାରୁ ‘ଆଶିକ୍-୩’କୁ ନେଇ ଚର୍ଚ୍ଚା ହୋଇଆସୁଛି। ଫିଲ୍ମ ନିର୍ମାଣ ନେଇ ୨୦୧୬ରୁ ଗ୍ରୀନ୍ ସିଗ୍ନାଲ ମଧ୍ୟ ମିଳିସାରିଛି। କିନ୍ତୁ ଫିଲ୍ମର ଶୁଟିଂ ଏପର୍ଯ୍ୟନ୍ତ ଆରମ୍ଭ ହୋଇନାହିଁ। ଏବେ ପୁଣି ଥରେ ନିର୍ମାତାମାନଙ୍କ ମଧ୍ୟରେ ଆଲୋଚନା…
ରୋହିତ ସେଟ୍ଟୀଙ୍କ ବଦାନ୍ୟତା
ମୁମ୍ବାଇ: ବଲିଉଡ୍ ଫିଲ୍ମ ଇଣ୍ଡଷ୍ଟ୍ରିରେ କରୋନା ମହାମାରୀର ମୁକାବିଲା ଲାଗି ସମସ୍ତେ ସହଯୋଗ କରିବାକୁ ଆଗେଇ ଆସିଛନ୍ତି। ସେମାନଙ୍କ ମଧ୍ୟରୁ ରୋହିତ ସେଟ୍ଟୀ ଅନ୍ୟତମ। କିଛିଦିନ ତଳେ ଅମିତାଭ ବଚ୍ଚନ ଟିଭି ଇଣ୍ଡଷ୍ଟ୍ରିରେ କାମ କରୁଥିବା ଶ୍ରମିକଙ୍କୁ ସାହାଯ୍ୟ କରିଥିବାବେଳେ ରୋହିତ…

