ଶ୍ରଦ୍ଧା କପୁରଙ୍କୁ ପୂରିଲା ୩୩: ରୋମାନ୍ସ୍ ପାଇଁ ବେଳ ନାହିଁ
ମୁମ୍ବାଇ : ବଲିଉଡ୍ ଅଭିନେତ୍ରୀ ଶ୍ରଦ୍ଧା କପୁର ମଙ୍ଗଳବାର ୩୩ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୭ ମାର୍ଚ୍ଚ ୩ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ପିତା ଶକ୍ତି କପୁର ଫିଲ୍ମ ଇଣ୍ଡଷ୍ଟ୍ରିରେ ଥିବାରୁ ବଲିଉଡ୍ରେ ଅଭିନୟ କରିବା ପାଇଁ ପିଲାଟି ଦିନରୁ…
ରିଲିଜ ହେଲା ସୂର୍ଯ୍ୟବଂଶୀର ଟ୍ରେଲର: ଟ୍ରାଫିକ ଜାମ୍କୁ ଦୂରେଇବାକୁ ଅକ୍ଷୟଙ୍କ ନୂଆ ଫର୍ମୁଲା
ମୁମ୍ବାଇ: ବଲିଉଡ୍ ଅପ୍ କମିଂ ଫିଲ୍ମ ‘ସୂର୍ଯ୍ୟବଂଶୀ’ର ଟ୍ରେଲର ରିଲିଜ୍ ହୋଇଛି। ଏଥିରେ ମୁଖ୍ୟ ଭୂମିକାରେ ବଲିଉଡ୍ ଖିଲାଡି ବୟ ଅକ୍ଷୟ କୁମାର, କ୍ୟାଟ୍ରିନା କୈଫ, ଜ୍ୟାକି ଶ୍ରଫ, ଗୁଲଶନ ଗ୍ରୋଭର, ନିକିତିନ ଧିର, ବିଧାନ ଶର୍ମା ଆଦିଙ୍କୁ ଦେଖିବାକୁ ମିଳିବ।…
କେବଳ ବଲିଉଡ୍ ନୁହେଁ, ହଲିଉଡ୍ରେ ବି ସୁପରହିଟ୍ ଏହି ଅଭିନେତ୍ରୀ
ମୁମ୍ବାଇ: କିଛି ଅଭିନେତ୍ରୀ ଖାଲି ବଲିଉଡ୍ ନୁହେଁ, ହଲିଉଡ୍ରେ ମଧ୍ୟ ବେଶ୍ ଦମଦାର ଅଭିନୟ କରି ଦର୍ଶକଙ୍କ ଦୃଦୟ ଜିଣିଛନ୍ତି। ଐଶ୍ୱର୍ଯ୍ୟା ରାୟ: ନିଜର ସୌନ୍ଦର୍ଯ୍ୟ ଆଉ ବଳିଷ୍ଠ ଅଭିନୟକୁ ନେଇ ନୀଳନୟନା ଐଶ୍ୱର୍ଯ୍ୟା କେବଳ ବଲିଉଡ୍ରେ ନୁହେଁ ହଲିଉଡ୍ରେ ମଧ୍ୟ…
୩୦ ବର୍ଷରେ ଟାଇଗର ଶ୍ରଫ୍: ଦିଶା ପାଟନୀଙ୍କ ଭିଡ଼ିଓକୁ ଲାଇକ୍ କଲେ ୫ ଲକ୍ଷରୁ ଅଧିକ ୟୁଜର
ମୁମ୍ବାଇ: ବଲଉଡ୍ରେ ୬ ପ୍ୟାକ୍କୁ ନେଇ ଚର୍ଚ୍ଚାରେ ଥିବା ଅଭିନେତା ଟାଇଗର ଶ୍ରଫ୍ ସୋମବାର ୩୦ ବର୍ଷରେ ପାଦ ଦେଇଛନ୍ତି। ୧୯୯୦ ମାର୍ଚ୍ଚ ୨ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଜୟ ହେମନ୍ତ ଶ୍ରଫ୍। ଜନ୍ମଦିନରେ ସାଙ୍ଗସାଥି…
ନିକ୍ଙ୍କ ସହ ଘୋଡ଼ା ଚଢ଼ି ବୁଲିଲେ ପ୍ରିୟଙ୍କା, ଫଟୋ ଭାଇରାଲ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ସ୍ବାମୀ ନିକ୍ ଜୋନାସ୍ଙ୍କ ସହ ସପ୍ତାହ ଶେଷରେ ଖୁବ୍ ଏନ୍ଜୟ କରୁଥିବା ଦେଖିବାକୁ ମିଳିଛି। ଏହି ସମୟର କିଛି ଫଟୋ ନିକ୍ ତାଙ୍କ ଇନ୍ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଏଥିରେ ପ୍ରିୟଙ୍କା ଏବଂ ନିକ୍ ଘୋଡ଼ା…
ଏକଦା ଅନ୍ୟ ଘରେ କାମ କରି ପେଟ ପୋଷୁଥିଲେ: ପରେ ହେଲେ ସୁପରଷ୍ଟାର, ଗିନିଜ୍ ବୁକ୍ରେ ପାଇଲେ ସ୍ଥାନ
ସାଉଥ୍ ଫିଲ୍ମ ଇଣ୍ଡଷ୍ଟ୍ରିରେ ଏମିତି ଅନେକ କଳାକାର ରହିଛନ୍ତି ଯେଉଁମାନେ କୌଣସି ନା କୌଣସି କାମକୁ ନେଇ ଅନ୍ୟଠାରୁ ଭିନ୍ନ। ଏମିତି ଜଣେ କଳାକାର ହେଲେ ଅଭିନେତ୍ରୀ ମନୋରମା। ସେ ହେଉଛନ୍ତି ସାଉଥ୍ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର। ‘ଆଚି’ ନାମରେ ଲୋକପ୍ରିୟ…
ଶାହରୁଖ୍ଙ୍କ ସ୍କେଚ୍ କଲେ ଅବରାମ: ଟୁଇଟରରେ ପ୍ରଶଂସା କଲେ କିଙ୍ଗ ଖାଁ
ମୁମ୍ବାଇ: ଶାହରୁଖ୍ ଖାଁଙ୍କ ପୁଅ ଅବରାମ ପିତାଙ୍କ ସ୍କେଚ୍ ଆଙ୍କିଛନ୍ତି। ଏହାକୁ ଦେଖି ଶାହରୁଖ୍ ଇମ୍ପ୍ରେସ୍ ହୋଇଯାଇଛନ୍ତି। ପୁଅର ସ୍କେଚ୍କୁ ଟୁଇଟରରେ ଶେୟାର କରିବା ସହିତ କିଙ୍ଗ୍ ଖାଁ ଢେର୍ ପ୍ରଶଂସା କରିଛନ୍ତି। ଏବେ ଏହା ଭାଇରାଲ ହେବାରେ ଲାଗିଛି। ବହୁ…
ବିଳାସପୂର୍ଣ୍ଣ କାର୍ ଛାଡି ଅଟୋରେ ଭାଣିଜୀର ମେହେନ୍ଦୀ ସେରିମନୀକୁ ଗଲେ ରବିନା
ମୁମ୍ବାଇ: ଫିଲ୍ମ ‘କେଜିଏପ୍ ଚାପ୍ଟର-୨’ରୁ ବଡ଼ ପରଦାକୁ ଫେରୁଥିବା ବଲିଉଡ୍ ଅଭିନେତ୍ରୀ ରବୀନା ଟଣ୍ଡନ ଏବେ ସୋସିଆଲ ମିଡିଆରେ ବେଶ୍ ଆକ୍ଟିଭ୍ ରହୁଛନ୍ତି। ନିକଟରେ ସେ ନିଜର କିଛି ଫଟୋ ଓ ଭିଡିଓ ଇନ୍ଷ୍ଟାଗ୍ରାମରେ ଶେୟାର କରିଥିଲେ। ଏହି ଭିଡିଓରେ ନିଜର…
୩ କୋଟି ପାର ହେଲା ସଲମାନଙ୍କ ଫଲୋୟର୍ସଙ୍କ ସଂଖ୍ୟା: ଭିନ୍ନ ଢଙ୍ଗରେ ଦେଲେ ଧନ୍ୟବାଦ
ମୁମ୍ବାଇ: ବଲିଉଡ୍ ଭାଇଜାନ୍ ସଲମାନ ଖାଁଙ୍କର ପ୍ରଶଂସକଙ୍କ ସଂଖ୍ୟା କମ୍ ନାହିଁ। ତାଙ୍କ ଫିଲ୍ମ ହେଉ ଅବା ସୋସିଆଲ ମିଡିଆ ଆକାଉଣ୍ଟ ସବୁଠି ଦେଖିବାକୁ ମିଳେ ସଲମାନଙ୍କ ବହୁ ପ୍ରଶଂସକଙ୍କୁ। ଏବେ ତାଙ୍କର ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଫଲୋୟର୍ସଙ୍କ ସଂଖ୍ୟା ୩…
ଯାତ୍ରା ଅଲରାଉଣ୍ଡର ଦୀପ୍ତିଦିବ୍ୟ ଓରଫ୍ ମାନା
”ଜିନା ତେରି ଗଲି ମେଁ। ମରନା ତେରି ଗଲି ମେଁ। କଅଁଳ ଘାସ ଦେଖିଲେ ଛେଳି ଛୁଆଟା ଖାଲି ମେଁ ମେଁ। ଆଚ୍ଛା ତୋ ବୟଫ୍ରେଣ୍ଡ!“ ଏମିତି ଏକ ମାନିଆ ଡାଏଲଗ୍ ରହିଛି ଚଳିତବର୍ଷର ଏକ ବହୁ ଚର୍ଚ୍ଚିତ ନାଟକ ସି.ଆଇ.ଡି.…
ନିୟତିରୁ ଆରମ୍ଭ ଯାତ୍ରା
ତାଙ୍କର ମୂଳନାମ ପ୍ରଭାସିନୀ ପାଣିଗ୍ରାହୀ। ହେଲେ ଯାତ୍ରା ଇଣ୍ଡଷ୍ଟ୍ରିରେ ସେ କେବେଳ ମାମା ନାମରେ ହିଁ ପରିଚିତ। ଘର ଭଦ୍ରକ ଜିଲାର ବାସୁଦେବପୁର ଅନ୍ତର୍ଗତ ବ୍ରାହ୍ମଣଗଁ। । ବାପାମା’ଙ୍କ ବଡ଼ଝିଅ। ପୁଣି ବ୍ରାହ୍ମଣଘରର ଝିଅ। ଘରର ଆର୍ଥିକ ପରିସ୍ଥିତି ସେତେଟା ଭଲ…
ସେନା ପୋଷାକରେ ଆମିର
ମୁମ୍ବାଇ: ବଲିଉଡ୍ର ମିଷ୍ଟର ପରଫେକ୍ସନିଷ୍ଟ ଭାବେ ପରିଚିତ ଆମିର ଖାଁ ନିକଟରେ ସେନା ପୋଷାକରେ ନଜର ଆସିଛନ୍ତି। ସବୁବେଳେ ନିଜ କାମକୁ ଶହେ ପ୍ରତିଶତ ଦେବାକୁ ଚେଷ୍ଟା କରୁଥିବା ଆମିର ଏବେ ତାଙ୍କ ଅପ୍ କମିଙ୍ଗ ଫିଲ୍ମ ‘ଲାଲ ସିଂ ଚଢା’ର…
Archives


