ଏଥର ଦୁର୍ଗା ପୂଜାରେ ଦୁର୍ଗା
ଏଥର ଦୁର୍ଗା ପୂଜା ଅବସରରେ ରିଲିଜ ହେବାକୁ ଯାଉଥିବା ଫିଲ୍ମଗୁଡିକ ମଧ୍ୟରେ ରହିଛି ‘ଦୁର୍ଗା’। ଏକ ନାରୀକୈନ୍ଦ୍ରିକ ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ଏହି ଚଳଚ୍ଚିତ୍ରର ପ୍ରଯୋଜକ ହେଉଛନ୍ତି ଯୁବ ପ୍ରଯୋଜକ କୁମାର ପ୍ରୀତମ ସାହୁ। ଚଳଚ୍ଚିତ୍ରର ଟାଇଟଲ ଭୂମିକାରେ ଅଭିନୟ କରିଛନ୍ତି…
କିଛି ଜିନିଷ ସିକ୍ରେଟ୍ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ
ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା ପରେ ଏହି ପ୍ରଶ୍ନ ଅନେକ ଥର ଲୋକଙ୍କ ମନରେ ଉଠିଛି କି ପନ୍ତଙ୍କ ପ୍ରତି…
ସଲମାନଙ୍କ ସୁରକ୍ଷାରେ ତ୍ରୁଟି, ଭାଇଜାନଙ୍କୁ ରାତି ଅଧରେ…
ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାନଙ୍କ ସୁରକ୍ଷାରେ ପୁଣି ଥରେ ତ୍ରୁଟି ହୋଇଛି। ଜଣେ ଯୁବକ ତାଙ୍କ ବାଇକରେ କିଛି ସମୟ ପାଇଁ ସଲମାନ ଖାନଙ୍କ କାରକୁ ଫଲୋ କରିଥିଲେ। ଏହା ପରେ ସୁରକ୍ଷା କର୍ମୀମାନେ ତାଙ୍କୁ ଗାଲାକ୍ସି ବାହାରେ ଧରି…
ଜଣେ ଏମିତି ସାଥୀ ଚାହୁଁଛି ଯିଏ ମୋତେ ପାଗଳ ଭଳି ଭଲପାଇବ…ଛାଡପତ୍ର ବିବାଦ ଭିତରେ ଏମିତି କହିଦେଲେ ଐଶ୍ୱର୍ଯ୍ୟା
ମୁମ୍ବାଇ: ଐଶ୍ୱର୍ଯ୍ୟା ରୟ ଓ ଅଭିଷେକ ବଚ୍ଚନଙ୍କ ବିବାହକୁ ୧୭ବର୍ଷ ପୁରିଛି। ସେ ୨୦୦୭ରେ ଅଭିଷେକଙ୍କୁ ବିବାହ କରିଥିଲେ। ବିବାହ ପରେ ଐଶ୍ୱ ଖୁବ କମ ଫିଲ୍ମରେ ଅଭିନୟ କରିଛନ୍ତି। ବର୍ତ୍ତମାନ ଦୁହିଁଙ୍କ ଛାଡପତ୍ର ନେଇ ଆଲୋଚନା ଜୋର୍ ଧରିଛି। ଏହି…
ଐଶ୍ୱର୍ଯ୍ୟାଙ୍କ କଷ୍ଟ ଦେଖି ୨ ଦିନ ପର୍ଯ୍ୟନ୍ତ ଶୋଇ ପାରି ନ ଥିଲେ ଅମିତାଭ
ମୁମ୍ବାଇ: ବଚ୍ଚନ ପରିବାରର ‘ବୋହୂ’ ଐଶ୍ୱର୍ଯ୍ୟା ରାୟଙ୍କର କୌଣସି ପରିଚୟର ଆବଶ୍ୟକତା ନାହିଁ। ଇଣ୍ଡଷ୍ଟ୍ରିରେ କାର୍ଯ୍ୟ କରି ନିଜ ପାଇଁ ଏକ ବିଶେଷ ପରିଚୟ ସୃଷ୍ଟି କରିଥିବା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ନିକଟରେ ତାଙ୍କ ଝିଅ ଆରାଧ୍ୟା ବଚ୍ଚନଙ୍କ ସହ ଦକ୍ଷିଣ…
ଐଶ୍ୱର୍ଯ୍ୟା ଶ୍ରେଷ୍ଠ ଅଭିନେତ୍ରୀ
ଦୁବାଇ: ଦୁବାଇରେ ସୋମବାର ସାଉଥ୍ ଇଣ୍ଡିଆନ୍ ଇଣ୍ଟରନ୍ୟାଶନାଲ ମୁଭି ଆଓ୍ବାଡର୍ସ (ଏସ୍ଆଇଆଇଏମ୍ଏ) ୨୦୨୪ ଅନୁଷ୍ଠିତ ହୋଇଯାଇଛି। ମଣି ରତ୍ନମଙ୍କ ନିର୍ଦ୍ଦେଶିତ ତାମିଲ ଚଳଚ୍ଚିତ୍ର ‘ପୋନ୍ନିୟିନ୍ ସେଲଭନ: ପାର୍ଟ ୨’ରେ ଦମଦାର ଅଭିନୟ ପାଇଁ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କୁ ଏହି ସମାରୋହରେ ଶ୍ରେଷ୍ଠ…
ଲୁଚିଛପି ବିବାହ କଲେ ଅଦିତି-ସିଦ୍ଧାର୍ଥ
ମୁମ୍ବାଇ: ଆଦିତ୍ୟ ରାଓ ହାଇଦରୀ ଏବଂ ସିଦ୍ଧାର୍ଥ ଲୁଚିଛପି ବିବାହ କରଛନ୍ତି। ଏହି ଦମ୍ପତି ବିବାହ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ ଆଦିତ୍ୟ ଏବଂ ସିଦ୍ଧାର୍ଥ ପାରମ୍ପାରିକ ପୋଷାକରେ ନଜର ଆସିଛନ୍ତି। ଆଦିତ୍ୟ ଏବଂ ସିଦ୍ଧାର୍ଥ ୱାନାପାର୍ଥିର…
ଐଶ୍ୱର୍ଯ୍ୟା-ଅଭିଷେକଙ୍କ ମଧ୍ୟରେ ଛାଡପତ୍ର! ମିଳିଗଲା ବଡ଼ ପ୍ରମାଣ
ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଉଭୟଙ୍କ ମଧ୍ୟରେ ସବୁକିଛି ଠିକ ନ ଥିବା ଆଲୋଚନା ହେଉଛି। ଐଶ୍ୱର୍ଯ୍ୟା ରାୟ ପ୍ରାୟତଃ ଝିଅ ଆରାଧ୍ୟାଙ୍କ ସହିତ ନଜର ଆସିଥାନ୍ତି। ନିକଟରେ ଐଶ୍ୱର୍ଯ୍ୟା ଝିଅ ଆରାଧ୍ୟାଙ୍କ ସହ…
ଆମି ପୁରସ୍କାର ଘୋଷଣା: ଏହି ଫିଲ୍ମକୁ ମିଳିଲା ୧୪ ପୁରସ୍କାର
ଲସ ଆଞ୍ଜେଲ୍ସର ପିକକ୍ ଥିଏଟରରେ ୭୬ତମ ପ୍ରାଇମଟାଇମ ଆମି ପୁରସ୍କାର ଆୟୋଜିତ ହୋଇଛି। ମନୋରଞ୍ଜନ ଜଗତର ସବୁଠାରୁ ସମ୍ମାନଜନକ ପୁରସ୍କାର ସମାରୋହରେ ଏଥର ଫିଲ୍ମ ‘ଶୋଗୁନ’ ଏବଂ ‘ଦ ବିୟର୍’ ପ୍ରାଧାନ୍ୟ ବଜାୟ କରିଛନ୍ତି। ଏହି ବର୍ଷ ‘ଶୋଗୁନ’ ସର୍ବାଧିକ ସଂଖ୍ୟକ…
ଟିଭି ଇଣ୍ଡଷ୍ଟ୍ରିରେ ନିୟାଙ୍କ ୧୪ ବର୍ଷ
ମୁମ୍ବାଇ: ଟେଲିଭିଜନ ଇଣ୍ଡଷ୍ଟ୍ରିରେ ନିଖୁଣ ଅଭିନୟ କରି ଲଗାତର ଭାବେ ଦର୍ଶକଙ୍କ ପ୍ରଶଂସା ସାଉଁଟି ପାରୁଥିବା ଅଭିନେତ୍ରୀମାନଙ୍କ ମଧ୍ୟରୁ ନିୟା ଶର୍ମା ଅନ୍ୟତମ। ବହୁ ସଂଘର୍ଷ କରି ଅଭିନୟ କ୍ଷେତ୍ରରେ ସଫଳତା ପାଇଥିବା ନିୟା ରବିବାର ଟିଭି ଇଣ୍ଡଷ୍ଟ୍ରିରେ ୧୪ ବର୍ଷ…
ଇନ୍ଷ୍ଟାଗ୍ରାମ ବାୟୋ ପରିବର୍ତ୍ତନ କଲେ ଦୀପିକା, ପୋଷ୍ଟରେ ଲେଖିଲେ ଏମିତି…
ମୁମ୍ବାଇ: ନିକଟରେ ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ଡାକ୍ତରଖାନାରୁ ଡିସ୍ଚାର୍ଜ କରାଯାଇଛି। ସେପ୍ଟେମ୍ବର ୮ରେ ଦୀପିକା ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ, ଯାହା ବିଷୟରେ ରଣବୀର ସିଂ ଇନ୍ଷ୍ଟାଗ୍ରାମରେ ଦେଇଥିଲେ। ଡାକ୍ତରଖାନାରୁ ଡିସ୍ଚାର୍ଜ ହେବା ପୂର୍ବରୁ ଦୀପିକା ତାଙ୍କ ଇନ୍ଷ୍ଟାଗ୍ରାମ…
ଫିଲ୍ମ ଦୁନିଆରୁ ସନ୍ୟାସ ଘୋଷଣା କଲେ ସାଉଥ ସୁପରଷ୍ଟାର ଥାଲାପତି ବିଜୟ
ମୁମ୍ବାଇ: ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ଥାଲାପତି ବିଜୟ ଆଉ ଫିଲ୍ମରେ ଦେଖାଯିବେ ନାହିଁ। ଅଭିନେତା ଫିଲ୍ମରୁ ସନ୍ୟାସ ନେବାକୁ ମନସ୍ଥ କରିଛନ୍ତି। ନିଜ ପ୍ରଡକ୍ସନ ହାଉସ ଦ୍ବାରା ଏକ ଭିଡିଓ ରିଲିଜ କରି ସେ ଏହା ଘୋଷଣା କରିଛନ୍ତି। ଏହି…
Archives


