ମନୋରଞ୍ଜନ

କରୋନା ପୀଡ଼ିତଙ୍କ ଚିକିତ୍ସା ପାଇଁ ମଡ ଆଇଲ୍ୟାଣ୍ଡ ଘରକୁ ଖୋଲିଲେ ସୋନୁ

ମୁମ୍ବାଇ: ବଲିଉଡ୍‌ ଦୁନିଆ କରୋନା ଭାଇରସର ମୁକାବିଲା କରିବାକୁ ଆଗକୁ ଆଗେଇ ଆସିଥିବା ଦେଖାଯାଇଛି। ଏବେ ବଲିଉଡ୍‌ ଗାୟକ ସୋନୁ ନିଗମ ଏ କ୍ଷେତ୍ରରେ ନିଜର ସହଯୋଗ ଦେଇଛନ୍ତି। ଏବେ ସେ ଦେଶ ବାହାରେ ଅର୍ଥାତ୍‌ ଦୁବଇରେ ଥାଇ ମଧ୍ୟ ଭାରତରେ…

୨୦୨୦ ମସିହାକୁ ଡିଲିଟ୍‌ କରିବାକୁ ଚାହୁଁଛନ୍ତି ଅମିତାଭ !

ମୁମ୍ବାଇ: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ। ଏବେ କରୋନା ଭାଇରସକୁ ନେଇ ମଧ୍ୟ ସେ ସୋସିଆଲ ମିଡିଆରେ ଭିନ୍ନ ଭିନ୍ନ ସମୟରେ କିଛି ନା କିଛି ପୋଷ୍ଟ କରୁଥିବା ଦେଖାଯାଇଛି। ଅତିତରେ ସେ କିଛି କବିତା…

ଯଦି ଶାହରୁଖ ରାଜି ହୋଇଥାଆନ୍ତେ..

ଥରେ ମନେପକାନ୍ତୁ ନା ସୁପରହିଟ୍‌ ଫିଲ୍ମ ‘ସ୍ଲମ୍‌ଡଗ୍‌ ମିଲିୟନେୟାର’କୁ। ଅନିଲ କପୁରଙ୍କ ଅଭିନୀତ ଏହି ଫିଲ୍ମଟି ଦର୍ଶକଙ୍କୁ ବେଶ୍‌ ପ୍ରଭାବିତ କରିଥିଲା। କିନ୍ତୁ ଏହାର କଳାକାର ଚୟନ ସମୟରେ ଏହି ଭୂମିକା ପାଇଁ ଆଉ ଜଣଙ୍କ ନାମ ବିଚାରକୁ ନିଆଯାଇଥିଲା। ଏପରି…

ବରୁଣଙ୍କ ଆକ୍ଟିଂ ଗୁରୁ

ବଲିଉଡ୍‌ର ଆଗଧାଡ଼ିର ନିର୍ଦ୍ଦେଶକ ଡେଭିଡ୍‌ ଧାଓ୍ବନଙ୍କ ପୁତ୍ର ବରୁଣ ଧାଓ୍ବନ। କରନ୍‌ ଜୋହରଙ୍କ ‘ଷ୍ଟୁଡେଣ୍ଟ ଅଫ୍‌ ଦ ଇୟର’ରୁ ନିଜର ବଡ଼ ପରଦା କ୍ୟାରିୟର ଆରମ୍ଭ କରିଥିଲେ। ହେଲେ ଆକ୍ଟିଂ ଲାଇନ୍‌କୁ ଆସିବା ପୂର୍ବରୁ ସେ ଜଣଙ୍କୁ ନିଜର ଆକ୍ଟିଂ ଗୁରୁ…

ପ୍ରଧାନମନ୍ତ୍ରୀ କେୟାର ଫଣ୍ଡ ଓ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ଦାନ କଲେ ବିରୁଷ୍କା

ମୁମ୍ବାଇ: ଦେଶରେ ମହାମାରୀ କରୋନା ଭାଇରସ୍‌ ସଂକ୍ରମଣକୁ ବ୍ୟାପିବାରୁ ରୋକିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଲକ୍‌ଡାଉନ୍‌ କରିଛନ୍ତି। ଏଥିସହ କରୋନା ବିରୋଧରେ ଜାରି ରହିଥିବା ଲଢ଼େଇ ପାଇଁ ଆର୍ଥିକ ସହାୟତା ଯୋଗାଇଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ନିବେଦନ…

କରୋନା ଭାଇରସ୍‌ ବିରୋଧରେ ଲଢ଼ିବା ପାଇଁ ସହାୟତାର ହାତ ବଢ଼ାଇଲେ କାର୍ତ୍ତିକ, ବାଦଶାହ

ମୁମ୍ବାଇ: ସାରା ଦେଶରେ କରୋନା ପ୍ରକୋପ ଜାରି ରହିଛି। ଦିନକୁ ଦିନ କରୋନା ଭାଇରସ୍‌ରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। କରୋନା ବିରୋଧରେ ଜାରି ରହିଥିବା ଲଢ଼େଇ ପାଇଁ ବିଭିନ୍ନ…

ପରିସ୍ଥିତି ନ ସୁଧୁରିଲେ ମେ’- ଜୁନ୍‌ରେ ବି ରିଲିଜ୍‌ ହେବନି ବଲିଉଡ୍‌ ଫିଲ୍ମ

ମୁମ୍ବାଇ,୨୯।୩: କରୋନା ଭାଇରସ କାରଣରୁ ଅକ୍ଷୟ କୁମାରଙ୍କ ‘ସୂର୍ଯ୍ୟବଂଶୀ’ ଓ ରଣବୀର ସିଂଙ୍କ ‘୮୩’ର ରିଲିଜ୍‌କୁ ସ୍ଥଗିତ ରଖାଯାଇଥିଲା। ହେଲେ ଏହି କରୋନା ଏବେ ଏଭଳି ପରିସ୍ଥିତି ସୃଷ୍ଟି କରିଛି ଇଦ୍‌ ପର୍ଯ୍ୟନ୍ତ ବି ବଲିଉଡ୍‌ର କୌଣସି ଫିଲ୍ମ ରିଲିଜ୍‌ କରାଯାଇ…

ଦିବ୍ୟାଙ୍କା କହିଲେ ମୋ’ ଭାଇ କରୋନା ସଂକ୍ରମିତ ନୁହନ୍ତି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଦିବ୍ୟାଙ୍କା ତ୍ରିପାଠୀଙ୍କ ଭୋପାଳସ୍ଥିତ ଘର ବାହାରେ ‘କୋଭିଡ୍‌-୧୯ ଡୁ ନଟ୍‌ ଭିଜିଟ୍‌’ ନୋଟିସ୍‌ ଲଗାଯାଇଛି। କାରଣ ତାଙ୍କ ଭାଇ ଐଶ୍ୱର୍ଯ୍ୟ ତ୍ରିପାଠୀ ଇଣ୍ଡିଗୋ ଫ୍ଲାଇଟ୍‌ରେ ପାଇଲଟ୍‌ ଥିଲେ। ଫ୍ଲାଇଟ୍‌ ଉଡ଼ାଣ କରି କିଛିଦିନ ତଳେ ସେ ଭୋପାଳ…

କରୋନାକୁ ନେଇ ଭବିଷ୍ୟବାଣୀ କରିଥିଲେ ମାଇକେଲ ଜ୍ୟାକସନ!

ଲସ୍‌ ଆଞ୍ଜେଲସ୍‌,୨୯।୩: କରୋନା ଭାଇରସ ଏବେ ସାରା ବିଶ୍ୱର ମୁଣ୍ଡ ବିଗାଡିଥିବା ବେଳେ ଏହାକୁ ନେଇ ବିଭିନ୍ନ କଥା ଶୁଣିବାକୁ ପଡିଛି। ତେବେ ପପ୍‌ ଗାୟକ ମାଇକେଲ ଜ୍ୟାକସନଙ୍କ ପୂର୍ବତନ ବଡି ଗାର୍ଡ ମେଟ୍‌ ଫିଡସ୍‌ କହିଛନ୍ତି ମାଇକେଲ୍‌ ଜ୍ୟାକସନ୍‌ ପୂର୍ବରୁ…

ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଅକ୍ଷୟ ଦାନକଲେ ୨୫ କୋଟି

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର୍‌ ଅକ୍ଷୟ କୁମାର କରୋନା ପ୍ରଭାବିତଙ୍କ ସହାୟତା ପାଇଁ ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨୫ କୋଟି ଟଙ୍କା ପ୍ରଦାନ କରିଛନ୍ତି। ସ୍ବାମୀଙ୍କ ଏପରି କାର୍ଯ୍ୟକୁ ନେଇ ଗର୍ବ ଅନୁଭବ କରିଛନ୍ତି ସ୍ତ୍ରୀ ଟ୍ବିଙ୍କିଲ୍‌ ଖାନ୍ନା। ସେ କହିଛନ୍ତି, ଅକ୍ଷୟଙ୍କୁ…

କରୋନା ପାଇଁ ସହାୟତାର ହାତ ବଢାଇଲେ ଅକ୍ଷୟ, ବରୁଣ ଧନ୍ୟବାଦ ଦେଲେ ମୋଦି

ମୁମ୍ବାଇ,୨୯।୩: କରୋନା ଭାଇରସ ଏବେ ବିଶ୍ୱକୁ ତା କବଳକୁ ନେଇଯିବା ଫଳରେ ସବୁଠି ଲକ୍‌ ଡାଉନ୍‌ ପରିସ୍ଥିତି। ଭାରତରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଭାରତରେ କରୋନା ସଂକ୍ରମଣ ସଂଖ୍ୟା ବଢି ଚାଲିଥିବା ବେଳେ…

୩୧ ବର୍ଷ ପରେ ଛୋଟପରଦାକୁ ଫେରୁଛନ୍ତି ବାଦ୍‌ଶାହା

ମୁମ୍ବାଇ: ବଲିଉଡ୍‌ ବାଦ୍‌ଶାହା ଶାହାରୁଖ୍‌ ଶେଷଥର ପାଇଁ ବଡ଼ପରଦାରେ ଫିଲ୍ମ ‘ଜିରୋ’ରେ ନଜର ଆସିଥିଲେ। ‘ଜିରୋ’ ପରଠାରୁ ତାଙ୍କୁ କୌଣସି ଫିଲ୍ମରେ ଆଉ ଦେଖିବାକୁ ମିଳିନାହିଁ କିମ୍ବା କୌଣସି ଫିଲ୍ମରେ ନଜର ଆସିବାର ଘୋଷଣା ମଧ୍ୟ ଏ ପର୍ଯ୍ୟନ୍ତ କରିନାହାନ୍ତି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?