ମନୋରଞ୍ଜନ

କରୋନାକୁ ହରାଇ ଘରକୁ ଫେରିଲେ ଅଭିନେତା ଟମ୍‌ ହଙ୍କସ୍‌-ସ୍ତ୍ରୀ ରୀଟା

ଓ୍ବାଶିଂଟନ୍‌,୨୮।୩: କରୋନା ସହିତ ଲଢ଼ି ବିଜୟୀ ହୋଇ ହଲିଉଡ୍‌ ଅଭିନେତା ଟମ୍‌ ହଙ୍କସ୍‌ ଏବଂ ସ୍ତ୍ରୀ ରୀଟା ଓ୍ବିଲସନ୍‌ ହୋଇ ଘରକୁ ଫେରିଛନ୍ତି। ସେମାନଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହୋଇଥିଲା। ସେମାନଙ୍କୁ ଆଇସୋଲେଶନରେ ରଖାଯାଇଥିଲା। ସୁସ୍ଥ ହେବାପରେ ସେମାନେ ଆମେରିକାର ଲସ୍‌…

ଘରେ ରହି ପୂଜାପାଠ କରିବାକୁ ଉପଦେଶ ଦେଲେ ହେମା

ମୁମ୍ବାଇ: କରୋନା ଭାଇରସ ଯୋଗୁ ଏବେ ଦେଶର ପ୍ରତି କୋଣ ଅନୁକୋଣରେ ଲୋକେ ଘରେ ବନ୍ଦ ହୋଇ ରହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଲକ୍‌ଡାଉନ୍‌ ଘୋଷଣା ପରେ ଲୋକେ ଆଉ ବାହାରକୁ ବାହାରୁ ନାହାନ୍ତି। ଏହି ସମୟରେ ବଲିଉଡ୍‌ ଡ୍ରିମ୍‌ଗର୍ଲ ହେମା ମାଳିନୀ କହିଛନ୍ତି…

ସରକାରଙ୍କୁ ରିଷି କପୁରଙ୍କ ଅନୁରୋଧ: ସନ୍ଧ୍ୟାରେ ଖୋଲାଯାଉ ମଦ ଦୋକାନ

ମୁମ୍ବାଇ,୨୮।୩: କରୋନା ଭାଇରସର ଭୟାବହତାକୁ ଦେଖି ସାରା ଦେଶ ଲକ୍‌ଡାଉନ୍‌ ଥିବା ବେଳେ ଏହାକୁ ନେଇ ସମୟ ସମୟରେ ବଲିଉଡ୍‌ର ଭେଟେରାନ କଳାକାର ରିଷି କପୁର ଟୁଇଟର୍‌ରେ କିଛି ନା କିଛି ଶେୟାର କରୁଥିବା ଦେଖାଯାଇଛି। ଏହି ମାଇକ୍ରୋବ୍ଲଗିଙ୍ଗ ସାଇଟ୍‌ରେ ରିଷି…

ଲକ୍‌ଡାଉନ୍‌ ସମୟରେ ଘରେ ରୁଟି ତିଆରି କରୁଛନ୍ତି ହିମାଂଶୀ

ମୁମ୍ବାଇ: ମହାମାରୀ କରୋନା ଭାଇରସ୍‌ ସଂକ୍ରମଣକୁ ବ୍ୟାପିବାରୁ ରୋକିବା ପାଇଁ କେନ୍ଦ୍ର ସରକାର ୨୧ ଦିନ ଯାଏଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିଯୋଗୁ ଘରେ ବନ୍ଦୀ ରହିଥିବା ସେଲିବ୍ରିଟିମାନେ ପ୍ରତିଦିନ ନିଜର କୌଣସି ନା କୌଣସି ଭିଡିଓକୁ ଶେୟାର…

ହରିୟାଣା ଲୋକଙ୍କୁ ଘରେ ରହିବାକୁ ରାଜି କରାଇବେ ପୂର୍ବ ବିଶ୍ୱ ସୁନ୍ଦରୀ ମାନୁଷୀ

ଲକ୍‌ଡାଉନ୍‌ ଯୋଗୁ ଲୋକଙ୍କୁ ଘରେ ରହିବା ପାଇଁ ମନାଇବେ ବଲିଉଡ୍‌ ଅଭିିନେତ୍ରୀ ତଥା ପୂର୍ବ ବିଶ୍ୱ ସୁନ୍ଦରୀ ମାନୁଷୀ ଛିଲ୍ଲର। ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ଅନୁରୋଧ କ୍ରମେ ସେ ଏପରି କରିବା ପାଇଁ ରାଜି ହୋଇଥିବା ଜଣାପଡ଼ିଛି। କରୋନା…

ରାମାୟଣର ପ୍ରସାରଣ ପରେ ସୋସିଆଲ ମିଡିଆରେ ଖୁସି ବ୍ୟକ୍ତ କରୁଛନ୍ତି ଦର୍ଶକେ

ନୂଆଦିଲ୍ଲୀ,୨୮।୩: କରୋନା ଭାଇରସ ସଂକ୍ରମଣକୁ ରୋକିବାକୁ ଏବେ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ଦୂରଦର୍ଶନରେ ପୁଣିଥରେ ରାମାୟଣ ଧାରାବାହିକ ପ୍ରସାରଣ ହେବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଭିନ୍ନ ଭିନ୍ନ ମତ ପ୍ରକାଶ ପାଇଛି। କେହି…

ବିରାଟଙ୍କ କେଶ କାଟି ବାହାବା ସାଉଁଟୁଛନ୍ତି ଅନୁଷ୍କା: ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କରୋନା(କୋଭିଡ-୧୯) ସଂକ୍ରମଣକୁ ନେଇ ସମଗ୍ର ବିଶ୍ୱ ଏବେ ଚିନ୍ତାରେ। ଏହି ଭାଇରସକୁ ରୋକିବା ପାଇଁ ସମଗ୍ର ଦେଶକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରିଛନ୍ତି। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି କଳାକାର ପର୍ଯ୍ୟନ୍ତ…

୪୫ ବର୍ଷରେ ଅକ୍ଷୟ ଖାନ୍ନା: ଚାହୁଁଥିଲେ କରିଶ୍ମା କପୁରଙ୍କୁ ବିବାହ କରିବାକୁ;ବାଧା ଦେଇଥିଲେ ବବିତା

ମୁମ୍ବାଇ: ବଲିଉଡ୍‌ର ରୋମାଣ୍ଟିକ୍‌ ଅଭିନେତା ଅକ୍ଷୟ ଖାନ୍ନା ଶନିବାର ୪୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୫ ମାର୍ଚ୍ଚ ୨୮ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ପିତା ବିନୋଦ ଖାନ୍ନା ବଲିଉଡ୍‌ରେ ଥିବାରୁ ଅକ୍ଷୟଙ୍କର ମଧ୍ୟ ଫିଲ୍ମରେ ଅଭିନୟ କରିବାକୁ ଆଗ୍ରହଥିଲା। ୧୯୯୭ରେ…

ତୃତୀୟ ଥର ପାଇଁ କନିକାଙ୍କ ରିପୋର୍ଟ ଆସିଲା ପଜିଟିଭ

ମୁମ୍ବାଇ,୨୭।୩: ବଲିଉଡ୍‌ ଗାୟିକା କନିକା କପୁରଙ୍କ କରୋନା ପଜିଟିଭ୍‌ ଥିବା ତୃତୀୟ ଥର ରିପୋର୍ଟରେ ବି ଆସିଛି। ସେ କରୋନାରେ ପୀଡ଼ିତ ହେବା ପରେ ତାଙ୍କ ପରିବାର ଲୋକେ କରୋନା ଟେଷ୍ଟ ରିପୋର୍ଟକୁ ନେଇ ଅଭିଯୋଗ ଆଣିଥିଲେ। ଏହାପରେ ତାଙ୍କର ୨…

କରୋନା ସହ ଲଢିବାକୁ ପ୍ରଭାସ ଦେଲେ ୪ କୋଟି ଟଙ୍କା

ମୁମ୍ବାଇ: ବାହୁବଳୀ ଫେମ୍‌ ପ୍ରଭାସ କରୋନା ସଂକ୍ରମଣ ପାଇଁ ୪ କୋଟି ଟଙ୍କା ଦାନ କରିଥିବା ସୂଚନା ମିଳିଛି। ଏହି ଅଭିନେତା ଗୁରୁବାର ପ୍ରଧାନମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ୩ କୋଟି ଟଙ୍କା ଦେଇଥିବା ବେଳେ ୫୦ଲକ୍ଷ ଲେଖାଏଁ ତେଲେଙ୍ଗାନା ଓ ଆନ୍ଧ୍ରପ୍ରଦେଶ…

କରୋନାରୁ ରକ୍ଷା କରିବ ମାଗଣାରେ ମିଳୁଥିବା ଏହି ଔଷଧ: ସୁସ୍ମିତା

ବମ୍ବେ: ସାରା ବିଶ୍ୱ ଏବେ ଘାତକ କରୋନା ଭୂତାଣୁ କବଳରେ। ଦିନକୁ ଦିନ ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଭାରତରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ଛଅଶହ ଟପିଲାଣି। ପ୍ରତିଶେଧକ ବ୍ୟବସ୍ଥା ନ ଥିବାରୁ ଆଗାମୀ ଦିନରେ ଏହା ଆହୁରୀ ଅଧିକ…

କରୋନା ଭାଇରସ ସଂକ୍ରମଣରେ ହଲିଉଡ୍‌ ଅଭିନେତା ମାର୍କ ବ୍ଲମଙ୍କ ପରଲୋକ

ଲସ୍‌ ଆଞ୍ଜେଲସ୍‌,୨୭।୩: କରୋନା ଭାଇରସ କବଳରେ ଏବେ ସାରା ବିଶ୍ୱ। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନା ଭାଇରସ ଏବେ ଇଟାଲିରେ କାୟା ବିସ୍ତାର କରି ଚାଲିଛି। ହଲିଉଡ୍‌ ଅଭିନେତା ମାର୍କ ବ୍ଲମଙ୍କର କରୋନା ଭାଇରସ ସଂକ୍ରମଣରେ ମୃତ୍ୟୁ ହୋଇଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?