ମନୋରଞ୍ଜନ

କନିକାଙ୍କୁ କରୋନା: ଦାୟିତ୍ୱହୀନତାକୁ ନେଇ ସୋସିଆଲ ମିଡିଆରେ ଭାଇରାଲ ହେଉଛି ମେମ୍‌

ବମ୍ବେ: ବଲିଉଡ୍‌ ଗାୟିକା କନିକା କପୁର କରୋନା ସଂକ୍ରମିତ। ଶୁକ୍ରବାର ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ଦଶଦିନ ତଳେ ଲଣ୍ଡନରୁ ଫେରିଥିଲେ ସେ। ହେଲେ ବିମାନ ବନ୍ଦରରେ ଯାଞ୍ଚ ସମୟରେ ତାଙ୍କ ପାଖରେ କରୋନାର କୌଣସି ଲକ୍ଷଣ ଦେଖାଯାଇ ନ ଥିଲା।…

ସ୍ଥିତି ସ୍ବାଭାବିକ ନ ହେଲେ ଭାରତ ଫେରିବେନି ସୋନୁ

ନୂଆଦିଲ୍ଲୀ,୨୧।୩: ଭାରତରେ ଲଗାତାର ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି ବଲିଉଡ୍‌ ଗାୟକ ସୋନୁ ନିଗମ ଏକ ନିଷ୍ପତ୍ତି ନେଇଛନ୍ତି। ଏବେ ସୋନୁ ଦୁବାଇରେ ଥିବା ବେଳେ କରୋନାକୁ ନେଇ ସାରା ବିଶ୍ୱର ପରିସ୍ଥିତି ସ୍ବାଭାବିକ…

କାର୍ତ୍ତିକଙ୍କ ଭିଡ଼ିଓକୁ ଶେୟାର କଲେ ମୋଦି

ମୁମ୍ବାଇ: କରୋନା ଭାଇରସ ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ପରିସ୍ଥିତିରେ ସମସ୍ତଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଜରୁରୀ ହୋଇପଡିଛି। ବଲିଉଡ୍‌ ମୁଭି ‘ପ୍ୟାର କି ପଞ୍ଚନାମା’ର ଅଭିନେତା କାର୍ତ୍ତିକ ଆର୍ଯ୍ୟନ ମଧ୍ୟ କରୋନା ଭାଇରସ ସମ୍ପର୍କରେ ସଚେତନତା…

ଭିଡ଼ିଓ ମାଧ୍ୟମରେ କରୋନା ସଚେତନତା ବାର୍ତ୍ତା ଦେଉଛନ୍ତି ଶାହାରୁଖ, ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ବାଦଶାହା ଶାହାରୁଖ ଖାଁ କରୋନା ଭାଇରସ ସଂକ୍ରମଣକୁ ନେଇ ସଚେତନତା ବାର୍ତ୍ତା ଦେଇଛନ୍ତି। କରୋନା ଭାଇରସ ଏବେ ମହାମାରୀରେ ପରିଣତ ହୋଇଥିବା ବେଳେ ଆବଶ୍ୟକ ନ ଥିଲେ ଘରୁ ବାହାରକୁ ଯାଆନ୍ତୁ ନାହିଁ ବୋଲି କହିଛନ୍ତି ଶାହାରୁଖ। ଏହାସହ…

ନିତ୍ୟାଙ୍କ କରୋନା ସଚେତନତା ବାର୍ତ୍ତା: ମନ ଜିଣୁଛି କୁନି ଅଭିନେତ୍ରୀଙ୍କ ପରାମର୍ଶ

ବମ୍ବେ: ମହାମାରୀ କରୋନା ଭୂତାଣୁ ସଂକ୍ରମଣରୁ ନିଜକୁ ରକ୍ଷା କରିବା ଆଜିକାଲି ସମୟରେ ବଡ଼ ଚ୍ୟାଲେଞ୍ଜ। ଏହାକୁ ନେଇ ଲୋକଙ୍କୁ କରାଯାଉଛି ସଚେତନ। ହେଲେ ସୋସିଆଲ ମିଡିଆରେ ଏପରି ଏକ ବାର୍ତ୍ତା ଘୂରି ବୁଲୁଛି, ଯାହାକୁ ଦେଖିଲେ ଆପଣ ଘଡ଼ିଏ ଅଟକିଯିବେ।…

କରୋନାକୁ ନାହିଁ ଡର: ୧୦୦ ବର୍ଷ ବୟସ୍କ ଭାରତୀୟ ଫିଲ୍ମ ନିର୍ମାତା କଲେ ବିବାହ

ଲଣ୍ଡନ,୨୧।୩: ସାରା ଦୁନିଆ କରୋନା ଆତଙ୍କରେ ଆତଙ୍କିତ ହୋଇପଡ଼ିଛି। ତେବେ ଏହାକୁ ୧୦୦ ବର୍ଷ ବୟସ୍କ ଭାରତୀୟ ଫିଲ୍ମ ନିର୍ମାତା ପାଓ୍ବ।ର ଅବାସ୍‌ ନ ଡରି ୭୦ ବର୍ଷ ବୟସ୍କା ପ୍ରେମିକା ଜୁର୍‌ ଜହିର୍‌ଙ୍କୁ ଲଣ୍ଡନର ଏକ କୋର୍ଟରେ ବିବାହ ବନ୍ଧନରେ…

୪୨ ବର୍ଷରେ ରାଣୀ ମୁଖାର୍ଜୀ: ଆଦିତ୍ୟଙ୍କୁ ସବୁଦିନେ ଦିଅନ୍ତି ଗାଳି…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରାଣୀ ମୁଖାର୍ଜୀ ଶନିବାର ୪୨ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୮ ମାର୍ଚ୍ଚ ୨୧ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ରାଣୀଙ୍କ ଅଭିନୟ ଦକ୍ଷତାକୁ ଦର୍ଶକ ବଶେ୍‌ ପସନ୍ଦ କରିଥାନ୍ତି। ନିକଟରେ ରିଲିଜ୍‌ ହୋଇଥିବା ତାଙ୍କ ଫିଲ୍ମ ମର୍ଦାନୀ…

ସଲମାନ୍‌ଙ୍କ ସହ କାମ କରିବା ପାଇଁ ୪ଗୁଣା ଫିସ୍‌ ବଢ଼ାଇଲେ ପୂଜା

ତାମିଲ ତଥା ବଲିଉଡ୍‌ ଅଭିନେତ୍ରୀ ପୂଜା ହେଗଡେଙ୍କ ଚାହିଦା ଏବେ ଆକାଣ ଛୁଁଆ। ‘ହାଉସଫୁଲ-୪’ ଏବଂ ଆଲୁ ଅର୍ଜୁନଙ୍କ ସହ ‘ଅଲ୍ଲା ବୈକୁଣ୍ଠପୁରାମୁଲୁ’ ରେ କାମ କରିଛନ୍ତି ପୂଜା। ଦୁଇଟି ଯାକ ଫିଲ୍ମ ହିଟ୍‌ ହେବା ପରେ ତାଙ୍କ ଡିମାଣ୍ଡ ବଢ଼ିଯାଇଛି।…

୧ ମିନିଟରୁ ଅଧିକ ସମୟ ହାତ ଧୋେଇ ଟ୍ରୋଲ ହେଲେ ଏକତା

କରୋନା ଭାଇରସ୍‌କୁ ଦୃଷ୍ଟିରେ ରଖି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ‘ସେଫ୍‌ ହ୍ୟାଣ୍ଡସ୍‌’ ଚ୍ୟାଲେଞ୍ଜ ଆରମ୍ଭ କରିଛି। ଏହି ଚ୍ୟାଲେଞ୍ଜକୁ ଅଭିନେତ୍ରୀ ଅନୁଷ୍କା ଶର୍ମା, ଦୀପିକା ପାଦୁକୋନଙ୍କ ଠାରୁ ଆରମ୍ଭ କରି ଅନେକ କଳାକାର ପାଳନ କରିଛନ୍ତି। ନିକଟରେ ଏକତା କପୁର ମଧ୍ୟ…

କରୋନା ପାଇଁ ସ୍ଥଗିତ ରହିଲା ‘୮୩’ର ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ନାୟକ ରଣବୀର ସିଂ ଓ ପତ୍ନୀ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘୮୩’ର ରିଲିଜ୍‌ ଡେଟ୍‌ ଏବେ ଘୋଷଣା କରାଯିବ ନାହିଁ ବୋଲି ଜଣାପଡିଛି। ଏହି ସୂଚନା ରଣବୀର ସିଂ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ମାଧ୍ୟମରେ ଦେଇଛନ୍ତି।…

କରୋନା ଲକ୍‌ ଡାଉନ୍‌: ଲଣ୍ଡନରେ ଫସିଥିଲେ ଇର୍‌ଫାନ ଖାନ୍‌ଙ୍କ ପୁଅ, ସିଙ୍ଗାପୁରରେ କାଜଲଙ୍କ ଝିଅ, ଫେରିଲେ ଭାରତ

ମୁମ୍ବାଇ: କରୋନା ଭାଇରସ୍‌ ସମଗ୍ର ବିଶ୍ୱକୁ ଗ୍ରାସ କରି ଚାରିଥିବା ବେଳେ ବିଦେଶରେ ରହୁଥିବା ଅନେକ ଷ୍ଟାର୍‌ କିଡ୍‌ ସ୍ବଦେଶ ତଥା ଭାରତ ଫେରିଆସିଛନ୍ତି। ସେମାନଙ୍କ ମଧ୍ୟରେ ଅଭିନେତା ଇର୍‌ଫାନ ଖାନ୍‌ଙ୍କ ପୁଅ ବାବିଲ, ଅଜୟ ଦେବଗନ-କାଜୋଲଙ୍କ ଝିଅ ନ୍ୟାସା, ବୋନି…

କରୋନାରେ ପୀଡ଼ିତ ବଲିଉଡ୍‌ ଗାୟିକା

ମୁମ୍ବାଇ,୨୦।୩: ବଲିଉଡ୍‌ ଗାୟିକା କନିକା କପୁର କରୋନା ଭାଇରସରେ ପୀଡ଼ିତ ଥିବା ଜଣାପଡିଛି। ଶୁକ୍ରବାର ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ସେ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। କିଛିଦିନ ପୂର୍ବରୁ ସେ ଲଣ୍ଡନରୁ ଫେରିଥିବା ବେଳେ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?