ରିଲିଜ ହେବ ‘ଶୁଭ ମଙ୍ଗଲ ଜ୍ୟାଦା ସାବଧାନ’- ‘ଭୂତ’: ବକ୍ସ ଅଫିସରେ ଆୟୁଷ୍ମାନ-ବିକ୍କିଙ୍କ ମଧ୍ୟରେ ଟକ୍କର
ବମ୍ବେ: ଆସନ୍ତା ସପ୍ତାହରେ ରିଲିଜ ହେବ ଦୁଇଟି ବହୁ ପ୍ରତୀକ୍ଷିତ ଫିଲ୍ମ। ଗୋଟିଏ ପଟେ ଆୟୁଷ୍ମାନ ଖୁରାନ୍ନାଙ୍କ ‘ଶୁଭ ମଙ୍ଗଲ ଜ୍ୟାଦା ସାବଧାନ’କୁ ଅନ୍ୟପକ୍ଷେ ବିକ୍କି କୌଶଲଙ୍କ ‘ଭୂତ’ର ବଡ଼ପରଦାରେ ହେବ ଟକ୍କର। ଦର୍ଶକଙ୍କୁ ସର୍ବଦା ଭରପୂର ମନୋରଞ୍ଜନର ଗ୍ୟାରେଣ୍ଟି ଦେଇଆସୁଥିବା…
ଶେହନାଜଙ୍କ ସ୍ବୟଂମ୍ବର ଦେଖି ରାକ୍ଷୀଙ୍କ ପ୍ରତିକ୍ରିୟା
ମୁମ୍ବାଇ: ବିଗ୍ ବସ ୧୩ ପରେ ଶେହନାଜ ଗିଲ୍ଙ୍କ ସ୍ବୟଂମ୍ବର ‘ମୁଝ୍ସେ ଶାଦୀ କରୋଗୀ’ ଆରମ୍ଭ ହୋଇଯାଇଛି। ଯେଉଁଥିରେ ପାରସ୍ ଛାବ୍ଡ଼ା ଏବଂ ଶେହନାଜଙ୍କୁ ବରକନ୍ୟା ଭାବରେ ଦେଖିବାକୁ ମିଳିଛି। ଏପରି ସ୍ବୟଂମ୍ବର ନୂଆ କଥା ନୁହେଁ, କାରଣ ଏହା ପୂର୍ବରୁ…
ମ୍ୟୁଜିକାଲ ଫିଲ୍ମ ‘୯୯ ସଙ୍ଗସ୍’ର ଟ୍ରେଲର ରିଲିଜ
ସଂଗୀତ ମାଧ୍ୟମରେ ସାରା ବିଶ୍ୱକୁ ଦିଓ୍ବାନା କରିଥିବା ସଂଗୀତକାର ଏ.ଆର୍ ରହମାନଙ୍କ ସିନେମା ‘୯୯ ସଙ୍ଗ୍ସ’ର ଟ୍ରେଲର ରିଲିଜ୍ ହୋଇଛି। ଏହା ଏକ ମ୍ୟୁଜିକାଲ ରୋମାଣ୍ଟିକ୍ ସିନେମା। ଏହାର ନିର୍ଦ୍ଦେଶନା ଦେଇଛନ୍ତି ବିଶ୍ୱେଶ କ୍ରିଷ୍ଣାମୂର୍ତ୍ତି। ଏଥିରେ ଇହାନ ଭଟ୍ଟ ଓ ଏଡଲ୍ସି…
‘ଇର୍ଫାନ ଖାନ୍ଙ୍କ ପାଇଁ ଆମେ ବର୍ଷେ ଅପେକ୍ଷା କରିଥିଲୁ’
ବଲିଉଡ ଭର୍ସାଟାଇଲ ଆକ୍ଟର ଇର୍ଫାନ ଖାନଙ୍କ ଫିଲ୍ମ ‘ଅଂଗ୍ରେଜୀ ମିଡିୟମ’କୁ ନେଇ ଚର୍ଚ୍ଚା ଚାଲିଛି। ଫିଲ୍ମର ଟ୍ରେଲର୍ ରିଲିଜ ହୋଇଛି। ପ୍ରଶଂସକ ତାଙ୍କ ପସନ୍ଦର ଅଭିନେତାଙ୍କୁ ପୁଣି ଥରେ ପରଦାରେ ଦେଖିବା ପାଇଁ ଅତେବେ ଏହା ପୂର୍ବରୁ ଇର୍ଫାନଙ୍କ ଏକ ଇମୋଶନାଲ…
ଫିଲ୍ମ ‘୮୩’ରେ ଦୀପିକାଙ୍କ ପ୍ରଥମ ଫଟୋ ଜାରି
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ୧୯୮୩ ମସିହା ବିଶ୍ୱକପ ବିଜେତା କପିଲ ଦେବଙ୍କ ଉପରେ ନିର୍ମାଣ ହୋଇଛି ଫିଲ୍ମ ‘୮୩’। ଏଥିରେ ମୁଖ୍ୟ ଭୂମିକାରେ ନଜର ଆସିବେ ରଣବୀର ସିଂହ। ଏହି ଫିଲ୍ମର ଗୋଟିଏ ପରେ ଗୋଟିଏ କଳାକାରଙ୍କୁ…
ପ୍ରଖ୍ୟାତ ଅଭିନେତ୍ରୀ କିଶୋରୀ ବଲାଲଙ୍କ ପରଲୋକ
ବଲିଉଡ୍ର ପ୍ରଖ୍ୟାତ ଅଭିନେତ୍ରୀ କିଶୋରୀ ବଲାଲଙ୍କ ପରଲୋକ ହୋଇଯାଇଛି। ବେଙ୍ଗାଲୁରୁର ଏକ ଡାକ୍ତରଖାନାରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। କେବଳ ବଲିଉଡ୍ ନୁହେଁ, କନ୍ନଡ ଫିଲ୍ମରେ ମଧ୍ୟ ସେ ଲୋକପ୍ରିୟତା ହାସଲ କରିଥିଲେ। ୧୯୬୦ ମସିହାରେ ସେ କନ୍ନଡ ଫିଲ୍ମରେ ଅଭିନୟ…
ପୂର୍ବତନ ମିସ୍ ଇଣ୍ଡିଆ ଏବେ ଲାଇମ୍ଲାଇଟ୍ରୁ ଦୂରରେ
ମୁମ୍ବାଇ: ୮୦ ଓ ୯୦ ଦଶକର ଏହି ଅଭିନେତ୍ରୀ ନିଜର ସୌନ୍ଦର୍ଯ୍ୟ ଓ ଅଭିନୟ ଜାଦୁରେ ସମସ୍ତଙ୍କ ମନ୍ତ୍ରମୁଗ୍ଧ କରିଥିଲେ। ନିଜର ସୌନ୍ଦର୍ଯ୍ୟ ପାଇଁ ମିସ୍ ଇଣ୍ଡିଆର ଖ୍ୟାତି ପାଇଥିବା ଏହି ଅଭିନେତ୍ରୀ ଜଣକ ସିନେମାଜଗତରେ ମଧ୍ୟ ବହୁ ନାଁ କମାଇଛନ୍ତି।…
ଆମେରିକା ଗଟ୍ ଟ୍ୟାଲେଣ୍ଟ ଶୋ’ ଜିତିଲେ ମୁମ୍ବାଇର ଭି. ଅନ୍ବିଟେବୁଲ୍ ଡ୍ୟାନ୍ସ ଗ୍ରୁପ୍
ମୁମ୍ବାଇ: ଆମେରିକା ଗଟ୍ ଟ୍ୟାଲେଣ୍ଟରେ ଭାଗ ନେଇ ଲୋକପ୍ରିୟତା ହାସଲ କରିଛନ୍ତି ଅନେକ ନୃତ୍ୟଶିଳ୍ପୀ। ହେଲେ ଚଳିତ ଥର ସମସ୍ତଙ୍କୁ ଚକିତ କରି ମୁମ୍ବାଇର ଭି.ଅନ୍ବିଟେବୁଲ ଡ୍ୟାନ୍ସ ଗ୍ରୁପ୍ ଶୋ’ ବିଜେତା ହୋଇଛନ୍ତି। ଏ ନେଇ ଗ୍ରୁପ୍ର ସମସ୍ତ ନୃତ୍ୟଶିଳ୍ପୀଙ୍କୁ ଚାରିଆଡୁ…
ଓଜନିଆ ଗାଉନ୍ ପିନ୍ଧି ଟ୍ରୋଲ୍ ହେଲେ ଉର୍ବଶୀ: ବସିବା ପାଇଁ ଲୋଡ଼ା ପଡ଼ିଲା ଚାରି ଜଣଙ୍କ ଜାଗା
ଚଳିତ ବର୍ଷ ଆସାମର ଗୌହାଟୀରେ ଫିଲ୍ମ ଫେୟାର ଆଓ୍ବାର୍ଡର ଆୟୋଜନ ହୋଇଛି। ବହୁ କଳାକାରଙ୍କୁ ଏଠାରେ ଦେଖିବାକୁ ମିଳିଥିଲା। ଏହି ଅବସରରେ ଅଭିନେତ୍ରୀ ଉର୍ବଶୀ ରୌତେଲା ବୋଲ୍ଡ ଲାଲ ରଙ୍ଗର ଏକ ଗାଉନ ପିନ୍ଧିଥିଲେ। ଏହା ଗାଉନ୍ ଏବେ ଚର୍ଚ୍ଚାରେ। କାରଣ…
ଜୁନ୍ରେ ରିଲିଜ୍ ହେବ ‘ବଣ୍ଟି ଔର ବବଲି ୨’
ମୁମ୍ବାଇ: ୟଶ ରାଜ ଫିଲ୍ମ ବ୍ୟାନରରେ ନିର୍ମାଣ କରାଯାଇଥିବା ‘ବଣ୍ଟି ଔର ବବଲି ’ ର ସିକ୍ୟୁଏଲ ‘ବଣ୍ଟି ଔର ବବଲି ୨’ ଆସନ୍ତା ଜୁନ୍ ୨୬ରେ ରିଲିଜ୍ ହେବ ବୋଲି ଜଣାପଡିଛି। ୟଶ ରାଜ ଫିଲ୍ମର ଅଫିସିଆଲ୍ ୟୁଟ୍ୟୁବ ଚ୍ୟାନେଲରେ…
ନେହାଙ୍କ ସହ ବ୍ରେକ୍ଅପ୍କୁ ନେଇ ମୁହଁ ଖୋଲିଲେ ହିମାଂଶ: ସମସ୍ତଙ୍କ ନଜରରେ ଖଳନାୟକ ହୋଇଯାଇଥିଲେ
ବଲିଉଡ୍ ସିଙ୍ଗର ନେହା କକ୍କର ଏବଂ ହିମାଂଶ କୋହଲିଙ୍କ ବ୍ରେକ୍ଅପ୍କୁ ଇତି ମଧ୍ୟରେ ଅନେକ ଦିନ ହୋଇସାରିଛି। ଉକ୍ତ ସମୟରେ ଉଭୟଙ୍କ ବ୍ରେକ୍ଅପ୍କୁ ନେଇ ଚର୍ଚ୍ଚା ଜୋର୍ ଧରିଥିଲା। ଏଥିରେ ନେହା ସମ୍ପୂର୍ଣ୍ଣ ରୂପେ ଭାଙ୍ଗି ପଡ଼ିଥିଲେ। ସୋସିଆଲ ମିଡିଆରେ ନେହା…
ଗୁଡ ବାୟ କହିବା ଏତେ ସହଜ ନୁହେଁ: ଅନୁଷ୍କା
ମୁମ୍ବାଇ: ବଲିଉଡ୍ ନାୟିକା ଅନୁଷ୍କା ଶର୍ମା ଓ ଭାରତୀୟ କ୍ରିକେଟ ଦଳର କ୍ୟାପଟେନ୍ ବିରାଟ କୋହଲିଙ୍କ ଯୋଡି ଅଧିକାଂଶ ସମୟରେ ଥାଆନ୍ତି ଚର୍ଚ୍ଚାରେ। ବିବାହ ପରେ ଅନୁଷ୍କା ଏକ ପ୍ରକାର ଅଭିନୟଠାରୁ ଦୂରେଇ ରହିଥିବା ବେଳେ ସେ ବିରାଟଙ୍କ ସହ କ୍ୱାଲିଟି…
Archives


