କରୋନା ପାଇଁ ୭୩ତମ କାନ୍ସ ଫିଲ୍ମ ଫେଷ୍ଟିଭାଲ ସ୍ଥଗିତ
ମୁମ୍ବାଇ: ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା କରୋନା ଭାଇରସ୍ ଏବେ ସାରା ଦେଶରେ ଲକ୍ଡାଉନ୍ ପରିସ୍ଥିତି ସୃଷ୍ଟି କରିଦେଇଛି। କରୋନା ଯୋଗୁ ସାଧାରଣ ଜୀବନଠାରୁ ଆରମ୍ଭ କରି ଖେଳ, ଫିଲ୍ମ ଇଣ୍ଡଷ୍ଟ୍ରି ଓ ବ୍ୟବସାୟରେ ବହୁ ପ୍ରଭାବ ପକାଇଛି। କରୋନା…
‘ଇଶ୍କ ମୈ ଫିର୍ ମରଜାଓ୍ବା’ ପାଇଁ ୧୦ କେଜିର ଲେହେଙ୍ଗା ପିନ୍ଧି ସମୁଦ୍ରରେ ଶୁଟିଂ କଲେ ହେଲୀ
‘ୟେ ରିସ୍ତା ହୈ ଫ୍ୟାର କେ’ ଏବଂ ‘ଲାଲ ଇଶ୍କ’ପରି ଲୋକପ୍ରିୟ ଧାରାବାହିକରେ ଅଭିନୟ କରି ଘରେ ଘରେ ନିଜର ପରିଚୟ ସୃଷ୍ଟି କରିପାରିଥିବା ଚର୍ଚ୍ଚିତ ଅଭିନେତ୍ରୀ ହେଉଛନ୍ତି ହେଲୀ ଶାହ। ଖୁବ୍ଶୀଘ୍ର ହେଲୀଙ୍କୁ ଧାରାବାହିକ ‘ଇଶ୍କ ମୈ ମରଜାଓ୍ବା’ର ଦ୍ୱିତୀୟ…
ନିର୍ଭୟା ଦୋଷୀଙ୍କୁ ଫାଶୀ ମିଳିବା ପରେ ବଲିଉଡ୍ କଳାକାରଙ୍କ ପ୍ରତିକ୍ରିୟା
ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଶୁକ୍ରବାର ଭୋର ସାଢ଼େ ୫ଟାରେ ତିହାର ଜେଲରେ ଫାଶୀ ଦିଆଯାଇଛି। ବହୁ ପ୍ରତୀକ୍ଷାର ଅନ୍ତ ଘଟି ଶେଷରେ ଦୀର୍ଘ ୭ ବର୍ଷ ପରେ ନିର୍ଭୟା ଓ ତାଙ୍କ ପରିବାରଙ୍କୁ ନ୍ୟାୟ ମିଳିଛି। ଏହି…
କ୍ୟାମେରାକୁ ଦେଖି ଚିଡ଼ିଗଲେ ତୈମୁର, ଲୋକେ କହୁଛନ୍ତି, ‘ବେବୋଙ୍କଠାରୁ ଶିଖିଛନ୍ତି’
ବମ୍ବେ: କ୍ୟାମେରା ଫ୍ରେଣ୍ଡଲୀ କରିନା କପୁର ଖାଁ ଓରଫ ବେବୋଙ୍କ ପୁଅ ତୈମୁର। କ୍ୟାମେରା ଦେଖିଲେ ସେ ଭଳିକି ଭଳି ପୋଜ୍ ଦେଇଥାନ୍ତି। ପିଲାଦିନୁ ତାଙ୍କର ରହିଆସିଛି ଏଭଳି ଅଭ୍ୟାସ। ସୋସିଆଲ ମିଡିଆରେ ତାଙ୍କର ବିଭିନ୍ନ ଫଟୋ ମଧ୍ୟ ଭାଇରାଲ ହୋଇଥାଏ।…
ପିତାଙ୍କ ଶ୍ରାଦ୍ଧବାର୍ଷିକୀରେ ଇମୋଶନାଲ ହେଲେ ଐଶ୍ୱର୍ଯ୍ୟା
ମୁମ୍ବାଇ: ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପିତା କୃଷ୍ଣରାଜ ରାୟଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କୁ ମନେ ପକାଇଛନ୍ତି। ଐଶ୍ ତାଙ୍କ ଇନ୍ଷ୍ଟାଗ୍ରାମ ଆକାଉଣ୍ଟରେ ପିତାଙ୍କୁ ମନେ ପକାଇବା ସହିତ କିଛି ଫଟୋ ଶେୟାର କରିଛନ୍ତି। ଏଥିରେ ସେ ବହୁତ ଇମୋଶନାଲ୍ ହୋଇଯାଇଥିବା ଜଣାପଡୁଛନ୍ତି।…
ଗୀତ ଗାଇ, ପେଣ୍ଟିଂକରି ସମୟ ବିତାଉଛନ୍ତି ସଲମାନ୍
ସାରା ବିଶ୍ୱ ଏବେ କରୋରା ଭୟରେ। ଏଥିଲାଗି ଦେଶବ୍ୟାପୀ ହାଇଆଲର୍ଟ ଜାରି କରାଯିବା ସହ ବିଭିନ୍ନ କଟକଣା ଲଗାଯାଇଛି। କରୋନାକୁ ନେଇ ବଲିଉଡ୍ ଇଣ୍ଡଷ୍ଟ୍ରିରେ ପ୍ରାୟ ସବୁ ଫିଲ୍ମ ଶୁଟିଂ ବନ୍ଦ ହୋଇଯାଇଛି। କଳାକାରମାନେ ଆଉ ବାହାରକୁ ନ ବାହାରି ଘରେ…
ସୁପରହିଟ୍ ଫିଲ୍ମରେ କାମ ନ କରି ପଶ୍ଚାତ୍ତାପ କରୁଛନ୍ତି ଏହି କଳାକାର
ବଲିଉଡ୍ର ୯୦ ଦଶକର ସୁପରହିଟ୍ ଫିଲ୍ମ ‘ରାଜା ହିନ୍ଦୁସ୍ତାନୀ’ ଏବଂ ‘ଦିଲ୍ ତୋ ପାଗଲ ହୈ’ ପାଇଁ ନିର୍ମାତାଙ୍କର ପ୍ରଥମ ପସନ୍ଦ ଥିଲେ ଜୁହି ଚାଓ୍ବଲା। ମାତ୍ର ସେ ଏହି ଦୁଇଟିଯାକ ଫିଲ୍ମ ରିଜେକ୍ଟ କରିଦେଇଥିଲେ। ଯେଉଁଥିପାଇଁ ତାଙ୍କୁ ଆଜି ପର୍ଯ୍ୟନ୍ତ…
ସଲମାନଙ୍କ ବ୍ରେସ୍ଲେଟ୍ର ଆକାଉଣ୍ଟ ଖୋଲାଗଲେ ମୋଠାରୁ ଅଧିକ ଫଲୋଅର୍ସ ହେବେ: ଟାଇଗର
ବଲିଉଡର ଲାୟନ (ସିଂହ) ହେଉଛନ୍ତି ସଲମାନ୍ ଖାନ୍। ଇନ୍ଷ୍ଟାଗ୍ରାମ୍ରେ ସଲମାନ୍ଙ୍କ ବ୍ରେସ୍ଲେଟ୍ର ଏକ ଆକାଉଣ୍ଟ ଖୋଲାଗଲେ ତାହାର ଅନେକ ଫଲୋଅର୍ସ ହେବେ। ନିକଟରେ ଏକ ସାକ୍ଷାତ୍କାରରେ ଏପରି କହିଛନ୍ତି ଟାଇଗର୍ ଶ୍ରଫ୍। ପ୍ରକୃତ କଥାଟା ହେଲା ଟାଇଗର ହେଉଛନ୍ତି ସଲମାନ୍ଙ୍କ ଜଣେ…
ସକାଳେ ସୂର୍ଯ୍ୟ ନମସ୍କାର, ପ୍ରାଣାୟାମ
ନିଜର ୟୁନିକ୍ ଭଏସ୍ ପାଇଁ କଣ୍ଠଶିଳ୍ପୀ ସତ୍ୟଜିତ୍ ପ୍ରଧାନ ଓଲିଉଡ ଜଗତରେ ବେଶ ପରିଚିତ। ଗତ କିଛିବର୍ଷ ହେବ ତାଙ୍କର ଅନେକ ଗୀତକୁ ଶ୍ରୋତା ପସନ୍ଦ କରିବା ସହ ହିଟ୍ର ମୋହର ମାରିଛନ୍ତି। ୨୦୧୮ ମସିହାରେ ସତ୍ୟଜିତ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର…
ଲୁଚାଇଥିଲେ ଜୁହି
ଜୁହି ଚାଓ୍ବଲାଙ୍କ ବଲିଉଡ୍ କ୍ୟାରିୟର ଆରମ୍ଭ ହୋଇଥିଲା ‘କୟାମତ୍ ସେ କୟାମତ ତକ୍’ରୁ। କେବଳ ସେତିକି ନୁହେଁ, ଏହି ଫିଲ୍ମରୁ ଆମୀର ଖଁ। ପ୍ରଥମ ଥର ପାଇଁ ନାୟକ ସାଜିଥିଲେ। ଟିନ୍ ଏଜ୍ ଲଭ୍ଷ୍ଟୋରିକୁ ନେଇ ପ୍ରସ୍ତୁତ ଫିଲ୍ମଟି ସୁପରଡୁପର ହିଟ୍…
ରିଲିଜ୍ ଅପେକ୍ଷାରେ ଶହୀଦ ରଘୁ ସର୍ଦ୍ଦାର
ଆମ ରାଜ୍ୟର ଅନ୍ୟତମ ନାମୀ ସ୍ବାଧୀନତା ସଂଗ୍ରାମୀ ହେଉଛନ୍ତି ଶହୀଦ ରଘୁ ସର୍ଦ୍ଦାର। ତାଙ୍କ ଜୀବନର ବୀରତ୍ୱ ଗାଥାକୁ ସିନେମାରେ ସଜାଇଛନ୍ତି ନବାଗତ ପ୍ରଯୋଜକ ଡା. ବିଶ୍ୱନାଥ ପଟ୍ଟନାୟକ। ଚିତ୍ରଟିର ଟାଇଟଲ ରହିଛି ‘ଶହୀଦ ରଘୁ ସର୍ଦ୍ଦାର। ଏପରି ଏକ ଐତିହାସିକ…
ଦଣ୍ଡନୃତ୍ୟକୁ ମଞ୍ଚକୁ ଆଣିବା ମୋ ପାଇଁ ବଡ଼ ସଫଳତା
ନାଟ୍ୟଶ୍ରୀ ଗଦାଧର ବାରିକ ଜଣେ ବହୁମୁଖୀ ପ୍ରତିଭା। ଏକାଧାରରେ ସେ ଜଣେ ଅନ୍ତର୍ଜାତୀୟ ପୁରସ୍କାରପ୍ରାପ୍ତ ଅଭିନେତା, ନାଟ୍ୟକାର, ନିର୍ଦ୍ଦେଶକ, କୋରିଓଗ୍ରାଫର। କଳାକ୍ଷେତ୍ରରେ ନିଜକୁ ସମର୍ପିତ କରିଥିବା ଗଦାଧର ବହୁ ଯୁବ କଳାକାର ସୃଷ୍ଟି କରି ପାରିଛନ୍ତି। କ୍ଷୁଦ୍ର ଚଳଚ୍ଚିତ୍ର ନିର୍ମାଣ କରି…

