ମନୋରଞ୍ଜନ

କୁକୁଡ଼ା ଚୋର

କୁକୁଡ଼ା ଚୋରିକୁ ନେଇ କ’ଣ ଏକ ସିନେମା ନିର୍ମାଣ କରାଯାଇପାରେ? ହେଲେ ସେପରି ଏକ କୌତୂହଳପୂର୍ଣ୍ଣ ତଥା ସତ୍ୟ ଘଟଣାକୁ ଆଧାର କରି ପ୍ରସ୍ତୁତ ହୋଇଛି ନୂଆ ଚଳଚ୍ଚିତ୍ରଟିଏ, ଯାହାର ଟାଇଟଲ ରହିଛି ‘କୁକୁଡ଼ା ଚୋର’। କୋରାପୁଟର ଏକ ଗଁ।ରେ କୁକୁଡ଼ା…

ଅପେରା ହାଲଚାଲ ରାତିତମାମ କାନ୍ଦିଥିଲେ ମୁନ୍ନା

ଅପେରା ଜଗତର ଆଗଧାଡିର ଅନ୍ୟତମ ନାୟକ ମୁନା। ଦୀର୍ଘ ୧୪ବର୍ଷ ଧରି ସେ ଅଭିନୟ ଜାରି ରଖିଛନ୍ତି। ପତ୍ନୀ ତଥା ଅଭିନେତ୍ରୀ ନମିତାଙ୍କ ସହ ସେ ଏବେ ଧଉଳି ଗଣନାଟ୍ୟରେ ନିଜର ଆକ୍ଟିଂ କ୍ୟରିୟର ଜାରି ରଖିଛନ୍ତି। ଅଭିନୟ ଜୀବନର ଏକ…

କଥା ରଖିଥିଲେ କିଆରା

ବଡ଼ ପରଦାରେ ଅଭିନୟ କରିବା ପୂର୍ବରୁ କିଆରା ଆଡ୍‌ଓ୍ବାନିଙ୍କ ପ୍ରକୃତ ନାମ କ’ଣ ଥିଲା ଜାଣନ୍ତି? ଆଲିୟା ଆଡ୍‌ଓ୍ବାନି। ତାଙ୍କ ଅଭିନୀତ ପ୍ରଥମ ସିନେମା ‘ଫୁଗ୍‌ଲି’ର ଶୁଟିଂ ସମୟରେ ତାଙ୍କର ଭେଟ ହୋଇଥିଲା ସଲ୍‌ମାନ ଖଁ।ଙ୍କ ସହ। ସେତେବେଳେ ସଲ୍ଲୁ ମିଅଁ।…

ନବାଗତା ଅମ୍ରିତା

ଆଉ ଜଣେ ବଙ୍ଗୀୟ ସୁନ୍ଦରୀ ଓଡ଼ିଆ ସିନେମାରେ ନିଜ କ୍ୟାରିୟର ଆରମ୍ଭ କରିବାକୁ ଯାଉଛନ୍ତି। ସେ ହେଲେ ଅମ୍ରିତା। ତାଙ୍କୁ ଏଭଳି ବ୍ରେକ୍‌ ଦେଇଛନ୍ତି ପ୍ରଯୋଜକ ସଚିକାନ୍ତ ଜେନା ଏବଂ ବିନି ପଟ୍ଟନାୟକ। ଖାସ୍‌ କଥା ହେଲା, ଓଡ଼ିଆ ସିନେମାରୁ ହିଁ…

ସେଲ୍ଫ ଆଇସୋଲେଶନରେ ସୋନମ: ଝରକା ଦେଇ ଶାଶୁଙ୍କ ସହ କଥା ହେଲେ

ମୁମ୍ବାଇ, ୧୯।୩: ବଲିଉଡ୍‌ ନାୟିକା ସୋନମ କପୁର କରୋନାରୁ ଦୂରେଇ ରହିବା ପାଇଁ ସେଲ୍ଫ ଆଇସୋଲେଶନରେ ଥିବା ଜଣାପଡିଛି। ନିକଟରେ ସେ ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ଲଣ୍ଡନରୁ ଫେରିଥିବା ବେଳେ ନିଜ ଘରେ ୧୪ ଦିନ ପାଇଁ ସେଲ୍ଫ…

ତନୁଶ୍ରୀ ଦତ୍ତଙ୍କୁ ପୂରିଲା ୩୬: ଇମରାନ୍‌ ହାସମୀଙ୍କ ସହିତ ଲିପ୍‌ଲକ୍‌ ନେଇ ବଲିଉଡ୍‌ରେ ହୋଇଥିଲା ଚର୍ଚ୍ଚା…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ତନୁଶ୍ରୀ ଦତ୍ତ ଗୁରୁବାର ୩୬ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୪ ମାର୍ଚ୍ଚ ୧୯ରେ ଜାମ୍‌ସେଦ୍‌ପୁରଠାରେ ଜନ୍ମଗ୍ରହଣ କରିଥିଲେ। ଅଭିନେତା ଇମରାନ୍‌ ହାସମୀଙ୍କ ସହିତ ଫିଲ୍ମ ‘ଆସିକି ବନାୟା ଆପନେ’ରେ ଲିପ୍‌ଲକ୍‌ ସହିତ ଅନ୍ତରଙ୍ଗ ସିନ୍‌ ଦେଇ…

ଇଂଲଣ୍ଡରୁ ଫେରିଲେ ଟିଏମ୍‌ସି ଏମ୍‌ପି: ଏବେ ପରିବାରଠାରୁ ୭ଦିନ ଯାଏଁ ରହିବେ ଅଲଗା

କୋଲକାତା,୧୮।୩: କୋଲକାତାର ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ମଙ୍ଗଳବାର ଇଂଲଣ୍ଡରୁ ଭାରତକୁ ଫେରିଛନ୍ତି। କୋଲକାତା ବିମାନବନ୍ଦରରେ ପହଞ୍ଚିବା ପରେ ମିମିଙ୍କୁ ଥର୍ମାଲ ସ୍କ୍ରିନିଂ କରାଯାଇଥିଲା। ତାଙ୍କଠାରେ କରୋନା ଲକ୍ଷଣ ଦେଖାଯାଇ ନ ଥିଲା। କିନ୍ତୁ…

କରୋନା ଚିନ୍ତାରୁ ଦୂରେଇବା ପାଇଁ ମାଧୁରୀଙ୍କ ଗୀତରେ ନୃତ୍ୟକଲେ ବିଦେଶୀ ମହିଳା

କରୋନା ଭୟରେ ଅଧିକାଂଶ ଦେଶର ଲୋକେ ଘରୁ ବାହାରିବା ବନ୍ଦ କରିଦେଲେଣି। ଏତିକିବେଳେ ଜର୍ମାନର ଜଣେ ମହିଳା କରୋନା ଚିନ୍ତାରୁ ମୁକୁଳିବା ପାଇଁ ଏକ ଖାସ୍‌ ଉପାୟ ବାଛିଛନ୍ତି। ସେ ରୋଷେଇ ଘରେ କାମ କରିବା ସମୟରେ ଅଭିନେତ୍ରୀ ମାଧୁରୀ ଦୀକ୍ଷିତଙ୍କ…

ଆଲିଆଙ୍କ ଜନ୍ମଦିନରେ ଶୁଭେଚ୍ଛା ବାର୍ତ୍ତାଟିଏ ବି ଦେଲେନି ରଣବୀର, କାରଣ ଖୋଜୁଛନ୍ତି ପ୍ରଶଂସକ

ମୁମ୍ବାଇ: କ୍ୟୁଟ୍‌ ଗାର୍ଲ ଆଲିଆ ଭଟ୍ଟ ଗତ ୧୫ ତାରିଖରେ ୨୭ତମ ଜନ୍ମଦିବସ ପାଳନ କରିଛନ୍ତି। ବଡ଼ ଭଉଣୀ ଶାହୀନ୍‌ ଏବଂ କିଛି ବାନ୍ଧବୀଙ୍କ ସହିତ ସେ ତାଙ୍କ ଜନ୍ମଦିନ ପାଳନ କରିଥିଲେ। ମାତ୍ର ତାଙ୍କ ବୟଫ୍ରେଣ୍ଡ୍‌ କୁହାଯାଉଥିବା ରଣବୀର କପୁର…

କରୋନା ଭୟରେ ଘରେ ରହି ଗାଜର ହାଲଓ୍ବା ଖାଉଛନ୍ତି କରୀନା

ସାରା ବିଶ୍ୱ ଏବେ କରୋନା ଭୟରେ। ଏହାକୁ ନେଇ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ପ୍ରାୟ ସବୁ ଫିଲ୍ମ ଶୁଟିଂ ବନ୍ଦ ହୋଇଯାଇଛି। କଳାକାରମାନେ ଆଉ ଘରୁ ବାହାରକୁ ବାହାରୁ ନାହାନ୍ତି। ଅଭିନେତ୍ରୀ କରୀନା କପୁର ମଧ୍ୟ ଏଥିରୁ ବାଦ୍‌ ପଡ଼ି ନାହାନ୍ତି। ସେ…

ବଲିଉଡ୍‌ ବିବାହରେ କରୋନା ଗ୍ରହଣ: ସ୍ଥଗିତ ହେଲା ଷ୍ଟାରଙ୍କ ଓ୍ବେଡିଂ

ମୁମ୍ବାଇ: କରୋନା ଭାଇରସ୍‌ ଯୋଗୁ ସାରା ବିଶ୍ୱରେ ଲକ୍‌ଡାଉନ୍‌ର ମାହୋଲ ସୃଷ୍ଟି ହୋଇଛି। କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ଲୋକମାନେ ଘରୁ ବାହାରିବା ବନ୍ଦ କରିସାରିଲେଣି। ପରୋକ୍ଷ ବା ପ୍ରତ୍ୟେକ୍ଷ ଭାବେ ପର୍ସନାଲ ଓ ପ୍ରୋଫେସନାଲ୍‌ ଲାଇଫ୍‌ ଉପରେ କରୋନାର ପ୍ରକୋପ…

‘ରେଡ୍‌’ ଫିଲ୍ମର ମେକିଂ ଭିଡିଓ ଶେୟାର କଲେ ଅଜୟ ଦେବଗନ

ମୁମ୍ବାଇ: ଅଜୟ ଦେବଗନଙ୍କ ‘ରେଡ୍‌’ ଫିଲ୍ମ ଦୁଇ ବର୍ଷ ତଳେ ଅର୍ଥାତ୍‌ ୧୬ ମାର୍ଚ୍ଚ ୨୦୧୮ରେ ମୁକ୍ତିଲାଭ କରିଥିଲା। ଫିଲ୍ମଟିକୁ ପୁଣି ମନେ ପକାଇ ଅଜୟ ଦେବଗନ ସୋସିଆଲ ମିଡିଆରେ ତାଙ୍କ ପ୍ରଶଂସକଙ୍କ ପାଇଁ ଫିଲ୍ମର ଭିଡିଓ ଶେୟାର କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?