ମନୋରଞ୍ଜନ

ସିଏଏକୁ ନେଇ ପ୍ରତିକ୍ରିୟା ରଖିଲେ ଉର୍ମିଳା

ମୁମ୍ବାଇ,୩୧।୧: ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଏପର୍ଯ୍ୟନ୍ତ ସ୍ଥାନେ ସ୍ଥାନେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଶୁକ୍ରବାର ବଲିଉଡ୍‌ ରଙ୍ଗିଲା ଗର୍ଲ ଉର୍ମିଲା ମାତୋଣ୍ଡକର ସିଏଏକୁ ନେଇ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ ସିଏଏକୁ ବିରୋଧ କରି...

ପୃଥ୍ବୀରାଜର ଶୁଟିଂ ଆରମ୍ଭ କଲେ ମାନୁଷୀ, ଅକ୍ଷୟଙ୍କ ସହ ଡେବ୍ୟୁ କରିବାର ମିଳିଛି ସୁଯୋଗ

ବମ୍ବେ: ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ ମାନୁଷୀ ଛିଲ୍ଲର। ୨୦୧୭ରେ ବିଶ୍ୱ ସୁନ୍ଦରୀ ଆଖ୍ୟା ପାଇବା ପରେ ସେ ସୁଯୋଗ ଅପେକ୍ଷାରେ ରହିଥିଲେ। ଶେଷରେ ସେ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ସହ ଫିଲ୍ମ ‘ପୃଥ୍ବୀରାଜ’ରେ ଡେବ୍ୟୁ କରୁଛନ୍ତି। ଚଳଚ୍ଚିତ୍ରରେ...

୪୫ ବର୍ଷରେ ପାଦ ଦେଲେ ପ୍ରୀତି ଜିଣ୍ଟା: ୨ ଥର ନିଶ୍ଚିତ ମୁତ୍ୟୁ ମୁହଁରୁ ବଞ୍ଚିଥିଲେ

ମୁମ୍ବାଇ: ବଲିଉଡ୍‌ର ଡିମ୍ପଲ ଗର୍ଲ ପ୍ରୀତି ଜିଣ୍ଟା ଶୁକ୍ରବାର ୪୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୫ ଜାନୁୟାରୀ ୩୧ରେ ଶିମଲାଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ପ୍ରୀତମ୍‌ ସିଂ ଜିଣ୍ଟା। ତାଙ୍କୁ ୧୩ ବର୍ଷ ହୋଇଥିବାବେଳେ ପିତା...

୫୦ କୋଟି କ୍ଲବ୍‌ରେ ‘ଷ୍ଟ୍ରିଟ୍‌ ଡ୍ୟାନ୍ସର’

ମୁମ୍ବାଇ: ଦର୍ଶକଙ୍କ ଭରପୂର ମନୋରଞ୍ଜନ କରୁଛି ବରୁଣ ଧାଓ୍ବନ-ଶ୍ରଦ୍ଧା କପୁର ଅଭିନୀତ ‘ଷ୍ଟ୍ରିଟ୍‌ ଡ୍ୟାନ୍ସର ଥ୍ରୀଡି’। ଛ’ ଦିନ ରିଲିଜ୍‌ ପରେ ଫିଲ୍ମ ୫୦ କୋଟି କ୍ଲବ୍‌ରେ ସାମିଲ ହୋଇଛି। ଏନେଇ ଟ୍ରେଡ୍‌ ଆନାଲିଷ୍ଟ ତରଣ ଆଦର୍ଶ ଟୁଇଟ୍‌ କରି...

ରଣବୀରଙ୍କ ମା’ଙ୍କ ଭୂମିକାରେ ନଜର ଆସିପାରନ୍ତି ରତ୍ନା

ମୁମ୍ବାଇ: ବଲିଉଡ୍‌ ନାୟକ ରଣବୀର ସିଂଙ୍କ ଷ୍ଟାର କାଷ୍ଟରେ ନିର୍ମାଣ ହେବାକୁ ଯାଉଛି ବଲିଉଡ୍‌ ମୁଭି ‘ଜୟେଶଭାଇ ଜୋରଦାର’। ଏଥିରେ ତାଙ୍କ ମାତାପିତାଙ୍କ ଭୂମିକାରେ ନଜର ଆସିବାକୁ ଥିବା କଳାକାଳରଙ୍କ ନାଁ ଏକ ପ୍ରକାର ଚୁଡାନ୍ତ ହୋଇଯାଇଛି ବୋଲି କୁହାଯାଉଛି।...

ବୋଲ୍ଡ ଡ୍ରେସ୍‌ ପାଇଁ ଟ୍ରୋଲ ହେଲେ ପ୍ରିୟଙ୍କା

ମୁମ୍ବାଇ: ପ୍ରିୟଙ୍କା ଚୋପ୍ରା ନିକ୍‌ ଜୋନାସ୍‌ଙ୍କ ହାତ ଧରିବା ପରଠାରୁ ନିଜର ବେଶପୋଷାକ, ଚାଲିଚଳନକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଆସୁଛନ୍ତି। ଚଳିତବର୍ଷ ଆରମ୍ଭରୁ ସେ ଟ୍ରୋଲ ହୋଇଛନ୍ତି। ଗତ ୨୬ ତାରିଖରେ ଲସ୍‌ ଏଞ୍ଜେଲସ୍‌ର ଷ୍ଟେପ୍‌ଲେସ୍‌ ସେଣ୍ଟରରେ ଆୟୋଜିତ ବିଶ୍ୱର...

‘ମିଶନ ମଙ୍ଗଲ’ ନିର୍ଦ୍ଦେଶକଙ୍କ ଚିକିତ୍ସା ଖର୍ଚ୍ଚ ବହନ କରୁଛନ୍ତି ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ‘ମିଶନ ମଙ୍ଗଲ’ର ନିର୍ଦ୍ଦେଶକ ଜଗନ ଶକ୍ତି ହଠାତ୍‌ ଗତ ୨୫ ତାରିଖରେ ଅସୁସ୍ଥ ହୋଇ ପଡିଥିଲେ। ଏହାପରେ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ତାଙ୍କ ମୁଣ୍ଡରେ ରକ୍ତ ଜମାଟ ବାନ୍ଧିଥିବା କୁହାଯାଉଥିବା ବେଳେ...

ଭାରତୀୟ ଦଳକୁ ଏମିତି ବିଜୟର ଶୁଭେଚ୍ଛା ଜଣାଇଲେ ଅନୁଷ୍କା ଶର୍ମା

ଭାରତୀୟ କ୍ରିକେଟ ଦଳ ସୁପର ଓଭରରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିବା ପରେ ଦଳକୁ ଚାରିଆଡୁ ଅଭିନନ୍ଦନର ସୁଅ ଛୁଟିଛି। ଏଥିରେ ସାମିଲ ହୋଇଛନ୍ତି ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା। ଭାରତୀୟ ଦଳର ବିଜୟକୁ ସେ...

ମ୍ୟାନ ଭର୍ସେସ ଓ୍ବାଇଲ୍ଡର ଶୁଟିଂ କରି ଅଡୁଆରେ ଫସିଲେ ରଜନୀକାନ୍ତ

ନୂଆଦିଲ୍ଲୀ,୩୦।୧: ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ ନିକଟରେ ବିୟର ଗ୍ରୀଲ୍ସଙ୍କ ସହ ଡିସକଭରି ଚ୍ୟାନେଲ ପାଇଁ ମ୍ୟାନ ଭର୍ସେସ ଓ୍ବାଇଲ୍ଡ(Man Vs Wild)ର ଶୁଟିଂ କରିଛନ୍ତି। ଏହାପରେ ପ୍ରଥମେ ଶୁଣିବାକୁ ମିଳିଥିଲା କି ଶୁଟିଂ ସମୟରେ ରଜନୀକାନ୍ତ ଆହତ ହୋଇଥିଲେ। ଅବଶ୍ୟ...

ବାପା ପଡ଼ିଯିବା ଖବର ପାଇ ବି ଶୁଟିଂସେଟ୍‌ ଛାଡ଼ିପାରି ନ ଥିଲି

ସମ୍ବଲପୁରୀ ଆଲବମର ଜଣେ ଆଗଧାଡ଼ିର ଅଭିନେତା ଭାରତଗୌରବ ଦାଶ। ମାଆ ଗୀତାଞ୍ଜଳି ଓ ବାପା ଭିକାରିଚରଣ ଦାଶଙ୍କ ସୁଯୋଗ୍ୟ ସନ୍ତାନ ଭାରତଗୌରବ ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର କୋଣ ଅନୁକୋଣରେ ନିଜସ୍ବ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ସମ୍ବଲପୁର ଜିଲା...

କରନ୍‌ଙ୍କ ଉପରେ ରାଗିଗଲେ କଙ୍ଗନାଙ୍କ ଭଉଣୀ

ବମ୍ବେ: ବଲିଉଡ୍‌ର ଲୋକପ୍ରିୟ ଫିଲ୍ମ ନିର୍ମାତା କରନ୍‌ ଜୋହର ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କ ସହ ସମ୍ପର୍କ ସୁଧାରିବାକୁ ଚେଷ୍ଟା କରୁଥିବା କୁହାଯାଉଛି। ନିକଟରେ ପଦ୍ମଶ୍ରୀ ପୁରସ୍କାର ପାଉଥିବା ଅଭିନେତାଙ୍କ ତାଲିକା ପ୍ରକାଶ ପାଇଛି। ଏଥିରେ କରନ୍‌ ଏବଂ କଙ୍ଗନା ଅଛନ୍ତି।...

ଆଲମଙ୍କଠାରୁ ଅଲଗା ହେଲେ ଶ୍ରଦ୍ଧା !

ବମ୍ବେ: ଟେଲି ଅଭିନେତ୍ରୀ ଶ୍ରଦ୍ଧା ଆର଼୍ୟା ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ରିଆଲିଟି ଶୋ’ ‘ନଚ ବଲିୟେ’ରେ ପ୍ରେମିକ ଆଲମ ମକ୍କଡ଼ଙ୍କୁ ସମସ୍ତଙ୍କ ସହ ପରିଚିତ କରିଥିଲେ ଶ୍ରଦ୍ଧା। ସେତେବେଳେ ସେ ୯ ମାସ ଧରି ଉଭୟଙ୍କୁ ଡେଟ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri