ମନୋରଞ୍ଜନ

ଶାହାରୁଖ୍‌ଙ୍କୁ ସାନିଟାଇଜର ଦେଇ କରୋନା ସଚେତନତା ବାର୍ତ୍ତା ଦେଲେ କାଜଲ

କରୋନା ଭାଇରସ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମହାମାରୀ ଘୋଷିତ କରାଯାଇଛି। ଏହାକୁ ନେଇ ଭାରତରେ ମଧ୍ୟ ଆତଙ୍କ ଖେଳିଯାଇଛି। ଏ ନେଇ ସରକାର ଲୋକଙ୍କୁ ସଚେତନ କରୁଥିବାବେଳେ ବଲିଉଡ୍‌ କଳାକାର ମଧ୍ୟ ନିଜ ପ୍ରଶଂସକଙ୍କୁ ନିରାପଦରେ ରହିବାକୁ ଅନୁରୋଧ କରୁଛନ୍ତି।…

ଡିନର୍‌ ଲାଗି ଏକାଠି ପହଞ୍ଚିଲେ ବିକ୍କି-କଟ୍ରିନା

ବମ୍ବେ: ଲୁଚିଛି ନା ଗୋଡ଼ ଦୁଇଟା ଦିଶୁଛି। ଏପରି କିଛି ଲୋକକଥା ବଲିଉଡ୍‌ ଅଭିନେତା ବିକ୍କି କୌଶଲ- ଅଭିନେତ୍ରୀ କଟ୍ରିନା କୈଫଙ୍କ ସମ୍ପର୍କ ପାଇଁ ପ୍ରଯୁଜ୍ୟ ବୋଲି କୁହାଯାଉଛି। ଏହା ପଛରେ କାରଣ ବି ରହିଛି। ସେଇଟି ହେଲା ଉଭୟଙ୍କ ଡେଟିଂର…

ଦୁଇ ଚଳଚ୍ଚିତ୍ର ପାଇଁ ବିଜୟଙ୍କ ପାରିଶ୍ରମିକ ୧୩୦ କୋଟି

ବମ୍ବେ: ଦୁଇଟି ଫିଲ୍ମ ପାଇଁ ଅଭିନେତାଙ୍କ ପାରିଶ୍ରମିକ ୧୩୦ କୋଟି। କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ହେଁ ସତ। ଦକ୍ଷିଣ ଭାରତୀୟ ଅଭିନେତା ଥାଲାପତି ବିଜୟଙ୍କୁ ଫିଲ୍ମ ‘ବିଗିଲ୍‌’ ଏବଂ ‘ମାଷ୍ଟର୍‌’ ପାଇଁ ଏତିକି ପାରିଶ୍ରମିକ ମିଳିଛି। ବିଜୟଙ୍କ ଘରେ ଆଇଟି ରେଡ୍‌…

ଆମିରଙ୍କ ପାଇଁ କାନ୍ଦିବାକୁ ପଡ଼ିଥିଲା ଦିବ୍ୟାଙ୍କୁ

ବଲିଉଡ୍‌ରେ ମିଷ୍ଟର ପରଫେକ୍ଟ ଭାବେ ପରିଚିତ ଆମିର ଖାଁ ସୁନ୍ଦର ଅଭିନୟ ଏବଂ ଫିଲ୍ମ ଚୟନ କ୍ଷମତା ପାଇଁ ଅନ୍ୟ କଳାକାରଙ୍କଠାରୁ ସମ୍ପୂର୍ଣ୍ଣ ଭିନ୍ନ। ବ୍ୟକ୍ତିଗତ ଜୀବନରେ ମଧ୍ୟ ସେ ବହୁତ ପ୍ରାକ୍ଟିକାଲ। ତେବେ ଏହି ମିଷ୍ଟର ପରଫେକ୍ଟଙ୍କ ପାଇଁ ଦିବଙ୍ଗତ…

ଫଟୋ ଶୁଟ୍‌ କରି ଟ୍ରୋଲ ହେଲେ ଦୀପିକା

ମୁମ୍ବାଇ: ବଲିଉଡ୍‌ର ଟ୍ୟାଲେଣ୍ଟେଡ ନାୟିକା ଦୀପିକା ପାଦୁକୋନ ଏବେ ଟ୍ରୋଲ ହେବାରେ ଲାଗିଛନ୍ତି। ନିକଟରେ ସେ ଏକ ବୋଲ୍ଡ ଫଟୋ ଶୁଟ୍‌ କରିଥିବାରୁ ଟ୍ରୋଲ୍‌ ହୋଇଥିବା କୁହାଯାଉଛି। ବିବାହ ପରେ ଏହି ନାୟିକା ବୋଲ୍ଡ ସିନ୍‌ ଠାରୁ ଦୂରେଇ ରହୁଥିଲେ ବୋଲି…

ଏକଦା ଦିନକୁ ୩୫ ଟଙ୍କା ରୋଜଗାର କରୁଥିଲେ ରୋହିତ, ଏବେ ଗୋଟିଏ ଫିଲ୍ମ ନିର୍ଦ୍ଦେଶନା ଲାଗି ନେଉଛନ୍ତି ୧୫ କୋଟି

ବମ୍ବେ: ବଲିଉଡ୍‌ର ହିଟ୍‌ ନିର୍ଦ୍ଦେଶକଙ୍କ ମଧ୍ୟରୁ ଜଣେ ହେଉଛନ୍ତି ରୋହିତ ସେଟ୍ଟୀ। ତାଙ୍କର ପ୍ରତିଟି ସିନେମାରେ ଥାଏ ଆକ୍ସନ, ରୋମାନ୍ସ, କମେଡିର ତଡକା। ଆଜି ହେଉଛି ଏହି ଅଲ୍‌ରାଉଣ୍ଡର ନିର୍ଦ୍ଦେଶକଙ୍କ ହାପି ଓ୍ବାଲା ବର୍ଥ ଡେ। ୧୯୭୬ ମସିହା ମାର୍ଚ୍ଚ ୧୪ରେ…

୧୦ ବର୍ଷ ହେବ ହାତ ଧୋଇ ନାହାନ୍ତି ଏହି ସେଲିବ୍ରିଟି

ଓ୍ବାଶିଂଟନ: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପି ସାରିଲାଣି କହିଲେ ଚଳେ। ଏହାଠାରୁ ଦୂରେଇ ରହିବା ପାଇଁ ସବୁ ଦେଶର ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ବାରମ୍ବାର ହାତ ଧୋଇବାକୁ ପରାମର୍ଶ ଦେଉଥିବା ଦେଖାଯାଇଛି। ହେଲେ ଏମିତି ଜଣେ…

କ୍ଷୀର ପରି ତୋଫା ଗୋରା ୪ ଅଭିନେତ୍ରୀଙ୍କ ଚେହେରା: ନେବାକୁ ପଡ଼େନି ମେକ୍‌ ଅପ୍‌

ମୁମ୍ବାଇ: ଫିଲ୍ମ ଶୁଟିଂ ସମୟରେ ଅଭିନେତ୍ରୀ, ଅଭିନେତା ତଥା ଅନ୍ୟ କଳାକାରଙ୍କୁ ମେକ୍‌ ଅପ୍‌ ନେବାକୁ ପଡ଼ିଥାଏ। ତେବେ ବିଲିଉଡ୍‌ର ୪ ଅଭିନେତ୍ରୀଙ୍କ ଚେହେରା କ୍ଷୀର ପରି ତୋଫା ଗୋରା। ତେଣୁ ସେମାନଙ୍କୁ ପ୍ରାୟତଃ କୌଣସି ମେକ୍‌ ଅପ୍‌ ନେବାକୁ ପଡ଼ି…

୫୫ ବର୍ଷରେ ଆମିର ଖାଁ: ରୀନାଙ୍କ ପାଖକୁ ଲେଖିଥିଲେ ରକ୍ତରେ ଚିଠି

ମୁମ୍ବାଇ: ବଲିଉଡ୍‌ ଷ୍ଟାର୍‌ ଆମିର ଖାଁ ଶନିବାର ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୬୫ ମାର୍ଚ୍ଚ ୧୪ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ଫିଲ୍ମ କୟାମତ୍‌ ସେ କୟାମତ୍‌ ତକ୍‌ରେ ସେ ଡେବ୍ୟୁ କରିଥିଲେ। ଆମିର ରୀନା ଦତ୍ତଙ୍କ ପ୍ରେମରେ ଥିଲେ…

ସାରା ବିଶ୍ୱରେ କରୋନା ପ୍ରକୋପ: ଭାଇରାଲ ହେଉଛି ଶର୍ଟ ଫିଲ୍ମ

ମୁମ୍ବାଇ: ସମଗ୍ର ବିଶ୍ୱରେ କରୋନା ଭାଇରସ୍‌ର ପ୍ରକୋପ ଦେଖିବାକୁ ମିଳୁଥିବା ବେଳେ ଏଥିରେ ସଂକ୍ରମିତ ହୋଇ ହଜାର ହଜାର ଲୋକଙ୍କ ଜୀବନ ଗଲାଣି। ଏଥିରୁ ରକ୍ଷା ପାଇବା ପାଇଁ ସାରା ବିଶ୍ବ ଯଥା ସମ୍ଭବ ଉଦ୍ୟମ ଚଳାଇଛି। ଏହି ଭାଇରସ୍‌ ଏତେ…

ଫୋନ୍‌ରେ ଶୁଣିବାକୁ ମିଳୁଥିବା କରୋନା ଟୋନ୍‌ ସହ ଯୋଡା ଗଲାଣି ବଲିଉଡ୍‌ ଫିଲ୍ମର କିଛି ଦୃଶ୍ୟ

ମୁମ୍ବାଇ: ଏବେ ସାରା ବିଶ୍ୱରେ କରୋନା ଭାଇରସ ଆତଙ୍କ ଖେଳାଇଥିବା ବେଳେ ଭାରତ ସରକାରଙ୍କ ପକ୍ଷରୁ ଏହାକୁ ନେଇ ସଚେତନତା ସୃଷ୍ଟି କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଏବେ କେତେକ ଟେଲିକମ କମ୍ପାନୀ ପକ୍ଷରୁ ଫୋନ୍‌ର ହ୍ୟାଲୋ ଟୋନ୍‌ରେ କରୋନା ଭାଇରସ…

‘ଗଜନି’ ଲୁକ୍‌ରେ ପୁଣି ଫେରିବେ ଆମିର!

‘ଗଜନି’ ଲୁକ୍‌ରେ ପୁଣି ଫେରିବେ ଆମିର! ମୁମ୍ବାଇ: ବଲିଉଡ୍‌ ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାଁଙ୍କ ଜନ୍ମଦିନ ପୂର୍ବରୁ ଏକ ଖୁସି ଖବର ଆସିଛି। ଆମିର ପୁଣିଥରେ ‘ଗଜନି’ ଲୁକ୍‌ରେ ନଜର ଆସିବେ ବୋଲି ଶୁଣିବାକୁ ମିଳିଛି। ୨୦୦୮ରେ ଆସିଥିବା ଏହି ଫିଲ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?