ମନୋରଞ୍ଜନ

୪ ବର୍ଷରୁ ଗୀତ ଗାଇବା ଆରମ୍ଭ କରିଥିଲେ ଶ୍ରେୟା

ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରିର ସଫଳ ଗାୟିକାଙ୍କ ମଧ୍ୟରୁ ଅନ୍ୟତମ ଶ୍ରେୟା ଘୋଷାଲ। ଇତିମଧ୍ୟରେ ସେ ଚାରୋଟି ରାଷ୍ଟ୍ରୀୟ ପୁରସ୍କାର ସମେତ ଅନେକ ପୁରସ୍କାର ନିଜ ନାମରେ କରିପାରିଛନ୍ତି। ୧୨ ମାର୍ଚ୍ଚ ୧୯୮୪ରେ ପଶ୍ଚିମବଙ୍ଗରେ ଜନ୍ମିତ ଶ୍ରେୟାଙ୍କର ଆଜି ହେଉଛି ଜନ୍ମଦିନ। ମାତ୍ର…

ବନାରସରେ ଅଛନ୍ତି ଓଡ଼ିଆ ଫ୍ୟାନ୍‌

ଡିଆଇଡି ଲିଟିଲ ମାଷ୍ଟର ରିଅଲିଟି ଶୋ’ରେ ଚମତ୍କାର ଡ୍ୟାନ୍ସ କରି ନିଜ ପ୍ରତିଭା ଦେଖାଇଥିଲେ କଟକର ଶୈଳେନ୍ଦ୍ର ସାମନ୍ତରାୟ। ସଞ୍ଜୟ ଓ ମନୋରମା ସାମନ୍ତରାୟଙ୍କ ସାନପୁଅ ତଥା କଟକ ମଧୁସୂଦନ ଆଇନ ମହାବିଦ୍ୟାଳୟର ଆଇନ ଛାତ୍ର ଶୈଳେନ୍ଦ୍ର ଓଡ଼ିଆ ମ୍ୟୁଜିକ୍‌ ଭିଡ଼ିଓ…

ଦୀପକ ଯାହା ଚାହୁଁଥିଲେ..

ବେଳେ ବେଳେ ଖୋଜିବା ଚିଜ ବି ହାତପାହାନ୍ତାରେ ମିଳିଯାଏ। ୨୦୦୬ରୁ ତାଙ୍କର ଆକ୍ଟିଂ କ୍ୟାରିୟର ଆରମ୍ଭ ହୋଇଥିଲା। ହେଲେ ତାଙ୍କ ଅଭିନୀତ ‘ହର୍‌ କିସେ କି ହିସେ-କାମୟାବ’ର ସଫଳତାକୁ ନେଇ ସେ ବେଶ୍‌ ଖୁସ୍‌। ସେ ହେଲେ ଦୀପକ ଡୋବ୍ରିୟାଲ। ରେଡ୍‌…

ଚୁଜି ହେଲେଣି ଅନନ୍ୟା

‘ଷ୍ଟୁଡେଣ୍ଟ ଅଫ ଦ ଇୟର-୨’ରୁ ବଲିଉଡ୍‌ କ୍ୟାରିୟର ଆରମ୍ଭ କରିଥିଲେ ଅନନ୍ୟା ପାଣ୍ଡେ। କରନ୍‌ ଜୋହରଙ୍କ ପରି ନାମୀ ପ୍ରଯୋଜକ ତାଙ୍କୁ ବ୍ରେକ୍‌ ଦେଇଥିଲେ। ହେଲେ ଇତି ମଧ୍ୟରେ ଚଙ୍କି ପାଣ୍ଡେଙ୍କ ଏହି କନ୍ୟାଙ୍କ ହାତରେ ମାତ୍ର କେତୋଟି ସିନେମା ରହିଛି।…

‘ନାଗିନ୍‌-୪’ରେ ରଶ୍ମୀ

ବମ୍ବେ: ଦୀର୍ଘଦିନ ପରେ ଟେଲି ପରଦାକୁ ଫେରୁଛନ୍ତି ଅଭିନେତ୍ରୀ ରଶ୍ମୀ ଦେଶାଇ। ଏକତା କପୁରଙ୍କ ଶୋ’ ‘ନାଗିନ୍‌-୪’ରେ ନଜର ଆସିବେ ସେ। ଶୋ’ରୁ କିଛି ଫଟୋ ଓ ଭିଡିଓ ଭାଇରାଲ ହେବା ପରେ ଏହା ସ୍ପଷ୍ଟ ହୋଇଛି। ଫଟୋରେ ରଶ୍ମୀ ହାତରେ…

ପ୍ରେମରେ ପଡ଼ିଛନ୍ତି ରୁଦ୍ର

ଅଭିନେତା ରୁଦ୍ର ପାଣିଗ୍ରାହୀ ଏବେ ପ୍ରେମରେ ପଡ଼ିଯାଇଛନ୍ତି। ପୁଣି କାହା ସହ ରୋମାନ୍ସ ଚାଲିଛି ଜାଣନ୍ତି ? ବଙ୍ଗୀୟ ଅଭିନେତ୍ରୀ ସୋଲାଙ୍କି ଭୌମିକଙ୍କ ସହ। ହେଲେ ଆରମ୍ଭରୁ ଏହା ପଛରେ ଥିବା ସତ କଥା ବିଷୟରେ ସୂଚନା ଦେଇଦେବା ହିଁ ଭଲ।…

ମାତ୍ର ୧୨ ଘଣ୍ଟା ମଧ୍ୟରେ ଷ୍ଟାର ପାଲଟି ଯାଇଥିଲେ ବିଗ୍‌ ବି ଅମିତାଭ

ମୁମ୍ବାଇ: ବଲିଉଡ୍‌ରେ ପ୍ରଥମେ ବିଗ୍‌ ବି ଅମିତାଭ ବଚ୍ଚନଙ୍କୁ ବହୁ ସଂଘର୍ଷ କରିବାକୁ ପଡ଼ିଛି। ଏହାପରେ ତାଙ୍କୁ ମିଳିଥିଲା ଷ୍ଟାର ମାନ୍ୟତା। ତାଙ୍କ ଅଭିନୀତ ଫିଲ୍ମ ଆନନ୍ଦକୁ ଗୁରୁବାର ୪୮ ବର୍ଷ ପୂରିଛି। ଏହି ଫିଲ୍ମଟି ୧୯୭୧ ମାର୍ଚ୍ଚ ୧୨ରେ ରିଲିଜ୍‌…

ଖୁସି ଅନ୍ତରାଳେ..

ବେଳେ ବେଳେ ମଣିଷ ଯାହା ଭାବୁଥାଏ ତାହା ସତରେ ପରିଣତ ହୁଏ। ସେଗୁଡ଼ିକ ମଧ୍ୟରୁ କେତେକରେ ସୁଖ ଅନୁଭୂତି ଥାଏ ତ କେତେକ ମନକୁ ଦୁଃଖରେ ଭାରାକ୍ରାନ୍ତ କରିଦିଏ। ହେଲେ ବେଶ୍‌ କିଛିଦିନ ଧରି ଦିଶା ପଟାନି ଯାହା ମନେ ମନେ…

ମୁଁ ଅଭିନେତ୍ରୀ

ଶାରଳା ପ୍ରଡକ୍ସନ ପ୍ରଯୋଜିତ ଏବଂ ଏସ୍‌ ବିଏସ୍‌ ଏଣ୍ଟରଟେନମେଣ୍ଟ ନିବେଦିତ ନୂଆ ଓଡ଼ିଆ ସିନେମା ‘ମୁଁ ଅଭିନେତ୍ରୀ’ର ଶୁଟିଂ ଆରମ୍ଭ ହୋଇଯାଇଛି। ପ୍ରକାଶ ଚନ୍ଦ୍ର ନାୟକଙ୍କ କାହାଣୀକୁ ଆଧାରକରି ଚିତ୍ରନାଟ୍ୟ, ସଂଳାପ ରଚନା କରିବା ସହ ନିର୍ଦ୍ଦେଶନା ଦାୟିତ୍ୱ ତୁଲାଉଛନ୍ତି ମିଷ୍ଟର…

ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନଙ୍କ ହାତ ଧରିଲେ ଅଭିନେତ୍ରୀ ଝିଲିକ୍‌

ଭୁବନେଶ୍ୱର: ହାତକୁ ଦୁଇ ହାତ ହେଲେ ଅଭିନେତ୍ରୀ ଝିଲିକ୍‌ ଭଟ୍ଟାଚାର୍ଯ୍ୟ। ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ଘଡେଇଙ୍କ ପୁଅ ତଥା ସୁକିନ୍ଦା ବିଧାୟକ ପ୍ରୀତିରଞ୍ଜନଙ୍କ ସହ ତାଙ୍କର ବିବାହ ସମ୍ପନ୍ନ ହୋଇଛି। ରାଜସ୍ଥାନରେ ବୁଧବାର ଆୟୋଜିତ ଏକ ଘରୋଇ ଉତ୍ସବରେ ଗୋପନୀୟ ଭାବେ…

ଟମ୍‌ ହଙ୍କ୍‌,ରିଟା ଓ୍ବିଲସନଙ୍କୁ କରୋନା ସଂକ୍ରମଣ

ଲସ୍‌ଏଞ୍ଜେଲସ୍‌,୧୨।୩: ହଲିଉଡ୍‌ ଅଭିନେତା ଟମ୍‌ ହଙ୍କ୍‌ ଏବଂ ତାଙ୍କ ସ୍ତ୍ରୀ ରିଟା ଓ୍ବିଲସନ୍‌ଙ୍କୁ କରୋନା ସଂକ୍ରମଣ ହୋଇଛି। ସେମାନଙ୍କ ନମୂନା ପରୀକ୍ଷାରୁ ଏହା ଜଣାପଡ଼ିଛି। ଅଷ୍ଟ୍ରେଲିଆରେ ହୋଇଥିବା ଏକ ପରୀକ୍ଷାରେ ଉଭୟ ଟମ୍‌ ଓ ରିଟାଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହୋଇଛି।…

ରାଗିଲେ କରିନା!

ମୁମ୍ବାଇ: ନିକଟରେ ବଲିଉଡ୍‌ ବେବୋ କରିନା କପୁର ଖାଁ ହୋଲି ଖେଳି ଫେରୁଥିବା ସମୟରେ ତାଙ୍କୁ ସ୍ପଟ କରାଯାଇଥିଲା। ଆଉ ଏତିକିବେଳେ ତାଙ୍କ ପ୍ରଶଂସକମାନେ କରିନାଙ୍କ ସହ ଏକ ସେଲ୍‌ଫି ନେବାକୁ ଚେଷ୍ଟା କରିଥିଲେ। କେହି କେହି ଏଥିରେ ସଫଳ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?