ମନୋରଞ୍ଜନ

ରିଲ୍‌ରେ ଦେଖାଦେବେ ରିୟଲ ଲାଇଫ୍‌ର ପିତାପୁତ୍ର ଯୋଡି

ମୁମ୍ବାଇ: ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ଖୁବ୍‌ କମ୍‌ ସମୟରେ ନିଜର ଏକ ଭିନ୍ନ ପରିଚୟ ସୃଷ୍ଟି କରିଥିବା ଟାଇଗର ଶ୍ରଫ ଏବେ ତାଙ୍କ ଆଗାମୀ ଫିଲ୍ମ ‘ବାଗି ୩’ର ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମ ଜରିଆରେ ଟାଇଗର ତାଙ୍କ ଫ୍ୟାନମାନଙ୍କୁ...

ଶେଷରେ ପ୍ରିୟାମଣି

ଆମ ଦେଶର ଅନ୍ୟତମ ଲୋକପ୍ରିୟ ଖେଳ ହେଲା ଫୁଟବଲ୍‌। ଏହାର ସ୍ବର୍ଣ୍ଣ ଜୟନ୍ତୀ ଅବସରରେ ନିର୍ମିତ ହେଉଛି ହିନ୍ଦୀ ସିନେମା ‘ମୈଦାନ’। ଏଥିରେ ଅଜୟ ଦେବଗନ ଫୁଟବଲ ଖେଳାଳି ତଥା ଭାରତୀୟ ଫୁଟବଲ ଦଳର ମ୍ୟାନେଜର ଭାବରେ ଦାୟିତ୍ୱ (୧୯୫୦-୧୯୬୩)...

ଅଡୁଆ କରୁଛି କିସ୍‌

ଦିଶା ପଟାନି ଏବେ ଟେନସନରେ। କାରଣ ଯେଉଁ କେତୋଟି ଅଫର ମିଳୁଛି ସେଥିରେ ଲିପ୍‌-ଲକ୍‌ ସିନ୍‌ ରହୁଛି। ଆଉ ଏକଥା ଶୁଣିବା ପରେ ଦିଶା ପ୍ରଥମେ କି ନିଷ୍ପତ୍ତି ନେବେ ଜାଣିପାରି ନ ଥିଲେ। କିଛି ଦିନ ଚିନ୍ତା କରିବା...

ସୁପରବୟ

ନୂଆ ଓଡ଼ିଆ ସିନେମା ‘ସୁପରବୟ’ ରିଲିଜ ଅପେକ୍ଷାରେ ରହିଛି। ଏକ ସସ୍‌ପେନ୍ସ କାହାଣୀକୁ ଆଧାର କରି ଫିଲ୍ମଟି ନିର୍ମିତ ହୋଇଛି। ଜଣେ ଯୁବକ କିପରି ସୁପର ପାଓ୍ବାରର ଅଧିକାରୀ ହୋଇଛି ଏବଂ ତା’ ଦ୍ୱାରା ସେ କ’ଣ କରିପାରୁଛି ସେକଥା...

୫୪ଟି କଷ୍ଟ୍ୟୁମ ପରେ…

ପ୍ରଯୋଜକ ୟଶ ଚୋପ୍ରା। ତାଙ୍କ ପ୍ରଯୋଜିତ ‘ଦିଲ୍‌ ତୋ ପାଗଲ ହେ’ ସୁପରହିଟ୍‌ ହୋଇଥିଲା। କେବଳ ଶାହରୁଖ, ଅକ୍ଷୟ କୁମାର, କରିସ୍ମା କପୁର ଏବଂ ମାଧୁରୀ ଦୀକ୍ଷିତଙ୍କ ବଳିଷ୍ଠ ଅଭିନୟ ନୁହେଁ, ଉତ୍ତମ ସିଂଙ୍କ ସ୍ବର ସଂଯୋଜିତ ଗୀତଗୁଡିକ ମଧ୍ୟ...

ଚୁଜି ହେଲେଣି ଆଲିୟା

ଆଲିୟା ଭଟ୍ଟଙ୍କ ଖୁସି ଏବେ କହିଲେ ନ ସରେ। କାରଣ ତାଙ୍କର ନୂଆ ସିନେମା ‘ଗାଙ୍ଗୁବାଈ କାତଆଓ୍ବାଡି’ର ପ୍ରଥମ ଲୁକ୍‌ ରିଲିଜ ହେବା ପରେ ତାହା ଭାଇରାଲ ହୋଇଛି। ଏଥିରେ ତାଙ୍କର ଗେଟ୍‌ ଅପ୍‌କୁ ବେଶ୍‌ ପ୍ରଶଂସା କରାଯାଇଛି। ଏ...

ପ୍ରଥମେ ଶାହରୁଖ ପରେ ଅନିଲ

‘ସ୍ଲମଡଗ୍‌ ମିଲିୟନେୟାର’ ଦର୍ଶକଙ୍କୁ ବେଶ୍‌ ପ୍ରଭାବିତ କରିଥିଲା। ନିର୍ଦ୍ଦେଶକ ଡ୍ୟାନି ବୋୟଲେ ଯେତେବେଳେ ଏହାର କାଷ୍ଟିଂ ପାଇଁ ଚିନ୍ତା କଲେ ସେତେବେଳେ ତାଙ୍କ ମନକୁ ପ୍ରଥମେ ଶାହରୁଖ ଖଁ।ଙ୍କ ନାମ ଆସିଥିଲା। ହେଲେ କେତେକ କାରଣରୁ ଶାହରୁଖ ଏଥିରେ ଅଭିନୟ...

ମନ୍ଥନ ପାଇଁ…

ବଲିଉଡ୍‌ର ଅନ୍ୟତମ ନାମୀ ନିର୍ଦ୍ଦେଶକ ଶ୍ୟାମ ବେନେଗଲ। ତାଙ୍କ ନିର୍ଦ୍ଦେଶିତ ପ୍ରତିଟି ସିନେମା ଦର୍ଶକଙ୍କୁ ଭରପୂର ମନୋରଞ୍ଜନ ଦେଇଥାଏ। ୧୯୭୬ରେ ସେ ନିର୍ମାଣ କରିଥିଲେ କଳାତ୍ମକ ଚଳଚ୍ଚିତ୍ର ‘ମନ୍ଥନ’। ହେଲେ ଏଥିପାଇଁ ଅର୍ଥ ବାଧକ ସାଜିଥିବା ବେଳେ ତାଙ୍କୁ ଗୁଜରାଟର...

ପରଦାକୁ ଫେରିପାରେ ‘ପ୍ରେମ୍‌’

ମୁମ୍ବାଇ: ବଲିଉଡ୍‌ ଦବଙ୍ଗ ଭାଇଜାନ ସଲ୍‌ମାନ ଖାନଙ୍କ ଫ୍ୟାନ୍‌ମାନଙ୍କ ପାଇଁ ଏକ ଖୁସି ଖବର। ପରଦାକୁ ପୁଣି ଫେରିପାରନ୍ତି ପ୍ରେମ୍‌। ଯଦି ଆପଣ ମଧ୍ୟ ସଲ୍‌ମାନଙ୍କ ‘ପ୍ରେମ୍‌’ ଅବତାରର ଫ୍ୟାନ୍‌, ତେବେ ନିଶ୍ଚୟ ପରଦାରେ ପ୍ରେମ୍‌ଙ୍କୁ ଦେଖିବାକୁ ଅପେକ୍ଷା କରି...

ନେହା କକ୍କରଙ୍କ ବଦାନ୍ୟତା: ଦମକଳ କର୍ମଚାରୀଙ୍କୁ ୨ ଲକ୍ଷ ଟଙ୍କା ଦେଲେ ସହାୟତା

ବଲିଉଡ୍‌ ଗାୟିକା ନେହା କକ୍କର ଏବେ ବେଶ୍‌ ଚର୍ଚ୍ଚାରେ। ଗାୟକ ଉଦିତ୍‌ ନାରାୟଣଙ୍କ ପୁଅ ଆଦିତ୍ୟଙ୍କ ସହ ତାଙ୍କ ବିବାହକୁ ନେଇ ଆଲୋଚନା ଚାଲିଛି। ଇଣ୍ଡିଆନ୍‌ ଆଇଡଲ୍‌-୧୧ରେ ଜଜ୍‌ ଭୂମିକାରେ ଥିବା ନେହା ଜଣେ ଦମକଳ କର୍ମଚାରୀଙ୍କ ପ୍ରତି ବଦାନତା...

ନିର୍ଭୟା ବଳାତ୍କାରୀଙ୍କ ସହ ୪ ଦିନ ଜେଲରେ ରୁହନ୍ତୁ ଇନ୍ଦିରା ଜୟସିଂ: କଙ୍ଗନା

ମୁମ୍ବାଇ,୨୩।୧: ବଲିଉଡ୍‌ର ‘ପଙ୍ଗା’ ଅଭିନେତ୍ରୀ କଙ୍ଗନା ରାନାଓ୍ବତ କିଛି କା କିଛି ବିବାଦୀୟ ବୟାନ ଦେଇ ସବୁବେଳେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରିଥାଆନ୍ତି। ଏଥର ସେ ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଉପରେ ସେମିତି ଏକ ବିବାଦୀୟ ବୟାନ ଦେଇଛନ୍ତି।...

ମହାରାଷ୍ଟ୍ର ଦର୍ଶକଙ୍କ ପାଇଁ ଖୁସି ଖବର: ଫିଲ୍ମ ତାନାଜୀ ହେଲା ଟ୍ୟାକ୍ସ ଫ୍ରି

ମୁମ୍ବାଇ,୨୨।୧: ବଲିଉଡ୍‌ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ତାନାଜୀ-ଦ ଅନସଙ୍ଗ ଓ୍ବାରିୟର’ ବକ୍ସ ଅଫିସ୍‌ରେ ଏବେ ଧମାଲ୍‌ କରୁଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଥିବା ବେଳେ ଫିଲ୍ମ ଭଲ ବ୍ୟବସାୟ କରୁଛି। ସୂଚନା ମୂତାବକ ଏହି ଫିଲ୍ମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri