ମନୋରଞ୍ଜନ

ଲେଡି ଲଭ୍‌ଙ୍କ ସହ ପ୍ରଥମଥର ହୋଲି ଖେଳିଲେ ନିକ୍‌

ମୁମ୍ବାଇ: ଆମେରିକାନ ସିଙ୍ଗର ନିକ୍‌ ଜୋନସ୍‌ ଶୁକ୍ରବାର ପତ୍ନୀ ପ୍ରିୟଙ୍କା ଚୋପ୍ରା ଜୋନସଙ୍କ ସହ ମୁମ୍ବାଇରେ ପ୍ରଥମ ଥର ଲାଗି ହୋଲି ଖେଳିଛନ୍ତି। ଇଶା ଅମ୍ବାନିଙ୍କ ଦ୍ୱାରା ଆୟୋଜିତ ଏହି ହୋଲି କାର୍ଯ୍ୟକ୍ରମରେ ଆହୁରି ମଧ୍ୟ କେତେଜଣ ବଲିଉଡ୍‌ ସେଲିବ୍ରିଟିଙ୍କୁ ଦେଖିବାକୁ…

‘ବାଗି ୩’ ରିଲିଜ୍‌ ହେବା ପରେ ବୋହୂ ବେଶରେ ନଜର ଆସିଲେ ଅଙ୍କିତା

ମୁମ୍ବାଇ: ଟେଲିଭିଜନ ଦୁନିଆରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଙ୍କିତା ଲୋଖଣ୍ଡେ ଏବେ ବଲିଉଡ୍‌ ଦୁନିଆରେ ଦର୍ଶକଙ୍କ ଦୃଷ୍ଟ ଆକର୍ଷଣ କରିଛନ୍ତି। ‘ମଣିକର୍ନିକା’ରେ ଡେବ୍ୟୁ କରିଥିବା ଅଙ୍କିତାଙ୍କର ଦ୍ୱିତୀୟ ଫିଲ୍ମ ‘ବାଗି ୩’ ଏବେ ରିଲିଜ୍‌ ହୋଇଛି। ଏଥିରେ…

ସଂଘର୍ଷର ଦିନକୁ ମନେ ପକାଇଲେ ଜ୍ୟାକ୍‌ଲିନ୍‌: ଡେବ୍ୟୁ ପୂର୍ବରୁ ନାଁ ବଦଳାଇ ମୁସ୍କାନ’ରଖିବାକୁ କୁହାଯାଇଥିଲା

ବମ୍ବେ: ଅଭିନେତ୍ରୀ ଜ୍ୟାକ୍‌ଲିନ୍‌ ଫର୍ଣ୍ଣାଡିସ୍‌ ଏବେ ବଲିଉଡ୍‌ର ଜଣେ ଆଗଧାଡ଼ିର ନାୟିକା। ଅନେକ ଉତ୍ଥାନ ପତନ ପରେ ହିନ୍ଦି ସିନେମା ଜଗତରେ ପ୍ରତିଷ୍ଠିତ ହୋଇପାରିଛନ୍ତି ସେ। ହେଲେ ପ୍ରଥମେ ଏହା ଏତେ ସହଜ ନ ଥିଲା। ବଲିଉଡ୍‌ରେ ଡେବ୍ୟୁ କରିବା ପୂର୍ବରୁ…

୭୬ ବର୍ଷରେ ବି ଝିଅମାନଙ୍କୁ ଟକ୍କର ଦେଉଛନ୍ତି ତନୁଜା

ବଲିଉଡ୍‌ର ୭୬ ବର୍ଷିୟା ଭେଟେରାନ ଅଭିନେତ୍ରୀ ତନୁଜାଙ୍କର ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ସେ ନୀଳ ରଙ୍ଗର ଏକ ସୁଇମିଙ୍ଗ୍‌ ସୁଟ୍‌ ପିନ୍ଧିଥିବା ଦେଖିବାକୁ ମିଳିଛି। ଏହି ଫଟୋ ଝିଅ ତନୀଷାଙ୍କ ଜନ୍ମଦିନ ଅବସରରେ…

‘ଜେମ୍ସ ବଣ୍ଡ’ ଫିଲ୍ମରେ କାମ କରିବାକୁ ଚାହୁଛନ୍ତି ମଲାଇକା

ବଲିଉଡ୍‌ ଅଭିନେତ୍ରୀ ତଥା ଆଇଟମ୍‌ ଗର୍ଲ ମଲାଇକା ଅରୋରାଙ୍କର ବର୍ତ୍ତମାନ ଅଭିନୟରେ କୌଣସି ଆଗ୍ରହ ନାହିଁ। ତେବେ ଯଦି ଜେମ୍ସ ବଣ୍ଡ ଫିଲ୍ମରେ କାମ କରିବାର ସୁଯୋଗ ମିଳେ ନିଶ୍ଚିନ୍ତ କରିବେ ବୋଲି ସେ କହିଛନ୍ତି। ନିକଟରେ ଏକ ସାକ୍ଷାତକାରରେ ସେ…

୪ଦିନରେ ଶୁଟିଂ ହୋଇଥିଲା ଏହି ହୋଲି ଗୀତ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ଓ ରଣବୀର କପୁରଙ୍କ ଫିଲ୍ମ ‘ୟେ ଜଓ୍ବାନୀ ହେ ଦିଓ୍ବାନୀ’ର ଗୀତ ‘ବଲମ ପିଚ୍‌କାରୀ’ ସବୁଠାରୁ ଚର୍ଚ୍ଚିତ ଓ ଲୋକପ୍ରିୟ ହୋଲି ଗୀତ ମଧ୍ୟରୁ ଅନ୍ୟତମ। ଉକ୍ତ ଫିଲ୍ମ ବକ୍ସ ଅଫିସ୍‌ରେ ଭଲ ବ୍ୟବସାୟ…

ଇନ୍‌ଷ୍ଟାଗ୍ରାମରେ କରୀନାଙ୍କ ନୂଆ ଲୁକ୍‌, ୨୪ ଘଣ୍ଟାରେ ୪୦ ଲକ୍ଷରୁ ଅଧିକ ଫଲୋଅର୍ସ

ମୁମ୍ବାଇ: ସୋସିଆଲ ପ୍ଲାଟ୍‌ଫର୍ମରୁ ଦୂରେଇ ରହୁଥିବା କରୀନା କପୁର ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଯାହା ଏବେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। କରୀନା ତାଙ୍କ ପ୍ରୋଫାଇଲ୍‌ରେ ପିଲାଦିନର ଏକ ଫଟୋ ରଖିଥିଲେ। ମାତ୍ର ଗୋଟିଏ ଦିନ ପୂର୍ବରୁ ଏହାକୁ…

କରୋନା ଭୟରେ ଶୁଟିଂ ବନ୍ଦକଲେ ସଲମାନ

ସାରା ବିଶ୍ୱ ଏବେ କରୋନା ଭାଇରସକୁ ନେଇ ଚିନ୍ତାରେ। ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଅନେକ କଳାକାର ଅନ୍ୟ ସ୍ଥାନକୁ ଯିବା ବନ୍ଦ କରିଦେଇଛନ୍ତି। ସଲମାନ୍‌ ଖାନ୍‌ ମଧ୍ୟ କରୋନା ଭୟରେ ନିଜ ଶୁଟିଂ ବନ୍ଦ କରିଛନ୍ତି।…

କରୋନା ଭାଇରସ ଭୟ: ସ୍ଥଗିତ ରହିଲା ଆଇଫା ଆଓ୍ବାର୍ଡ ଉତ୍ସବ

ମୁମ୍ବାଇ,୬।୩: ସାରା ଦେଶରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରରେ ଆୟୋଜିତ ହେବାକୁ ଥିବା ଇଣ୍ଟରନ୍ୟାଶନାଲ ଇଣ୍ଡିଆନ ଫିଲ୍ମ ଏକାଡେମୀ(ଆଇଫା) ଆଓ୍ବାର୍ଡକୁ ସ୍ଥଗିତ ରଖାଯାଇଛି। ଦେଶରେ କରୋନା ଭାଇରସକୁ ଦେଖି ମହାରାଷ୍ଟ୍ର ସରକାରଙ୍କ ସହ…

ରିଲିଜ୍‌ ହେଲା ‘ଅଂଗ୍ରେଜୀ ମିଡିୟମ୍‌’ର ଗୀତ ‘କୁଡି ନୁ ନଚାନେ ଦେ’: ଏଥିରେ ସମସ୍ତ ଅଭିନେତ୍ରୀଙ୍କୁ ପ୍ରଶଂସା କଲେ ଅମିତାଭ୍‌

ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ୍‌। ଏହା ମାଧ୍ୟମରେ ସେ ବଲିଉଡ୍‌ ଫିଲ୍ମ, ଗୀତ ଏବଂ କଳାକାରଙ୍କୁ ପ୍ରଶଂସା ମଧ୍ୟ କରିଥାନ୍ତି। ଏବେ ସେ ଅଭିନେତ୍ରୀଙ୍କ ପ୍ରଶଂସା କରିଛନ୍ତି। ନିକଟରେ ଫିଲ୍ମ ‘ଅଂଗ୍ରେଜୀ ମିଡିୟମ୍‌’ର ଏକ ଗୀତ…

ଆଖି ଖାଇପାରେ ଧୋକା: ଅଭିନେତ୍ରୀଙ୍କ ଭଳି ଚେହେରା ପାଇ ଚର୍ଚ୍ଚାରେ ଏସବୁ ଟିକ୍‌ଟକ୍‌ କଳାକାର

ବମ୍ବେ: ଆଜିର ଅତ୍ୟାଧୁନିକ ଯୁଗରେ ଦିନକୁ ଦିନ ବଢ଼ିଚାଲିଛି ସୋସିଆଲ ମିଡିଆର ବ୍ୟବହାର। ଅନେକେ ଏଥିରେ ନିଜର ପ୍ରତିଭା ଦେଖାଇ ରାତାରାତି ପାଲଟି ଯାଉଛନ୍ତି ଷ୍ଟାର। ସେଭଳି ଏକ ପ୍ଲାଟଫର୍ମ ହେଉଛି ‘ଟିକ୍‌ଟକ୍‌’। ଘରେ ଘରେ ପରିଚିତ ଏହି ସୋସିଆଲ ମିଡିଆ…

ଆଦିତ୍ୟଙ୍କୁ ଛାଡ଼ି ଛୁଟି ମନାଇବାକୁ ବାହାରିଲେ ନେହା କକ୍କର

ମୁମ୍ବାଇ: ବଲିଉଡ୍‌ ଗାୟିକା ନେହା କକ୍କର ଆଜିକାଲି ରିଲାକ୍ସ ମୁଡ୍‌ରେ। ଇଣ୍ଡିଆନ୍‌ ଆଇଡଲ୍‌ରେ ପ୍ରସିଦ୍ଧ କଣ୍ଠଶିଳ୍ପୀ ଉଦିତ୍‌ ନାରାୟଣଙ୍କ ପୁଅ ଆଦିତ୍ୟଙ୍କ ସହ ବିବାହ ଡ୍ରାମା ପରେ ଏବେ ଏକୁଟିଆ ଛୁଟି ମନାଇବାକୁ ବାହାରିଛନ୍ତି। ଏହି ସମୟର କିଛି ଫଟୋ ନେହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?