ମନୋରଞ୍ଜନ

ଆୟୋଜକ ପାକିସ୍ତାନୀ ବୋଲି ଆମେରିକା ଇଭେଣ୍ଟ୍‌ ରଦ୍ଦ କଲେ ସଲମାନ୍‌

ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନ୍‌ ଆମେରିକାର ହ୍ୟୁଷ୍ଟନ ସହରରେ ଆୟୋଜିତ ହେବାକୁ ଥିବା ଏକ ଲାଇଭ୍‌ ଇଭେଣ୍ଟରେ ଯୋଗ ଦେବାକୁ ମନା କରିଦେଇଛନ୍ତି। ଏହି ଇଭେଣ୍ଟକୁ ପାକିସ୍ତାନ ନାଗରିକ ରେହାନ ସିଦ୍ଦିକ ନାମକ ଜଣେ ବ୍ୟକ୍ତି ଆୟୋଜିତ କରୁଥିବାରୁ ସଲ୍ଲୁ ଏଭଳି…

ପଖାଳ ଖାଇବା ଅଭ୍ୟାସରେ ପଡ଼ିଯାଇଥିଲି

ସୁନ୍ଦରଗଡ଼ ଏସ୍‌ପି ସୌମ୍ୟା ମିଶ୍ରା । ୨୦୧୪ ବ୍ୟାଚ୍‌ ଓଡ଼ିଶା କ୍ୟାଡରର ଆଇପିଏସ୍‌ ଅଫିସର। ଉତ୍ତରପ୍ରଦେଶର ଆମେଠିର ଜଙ୍ଗଲଟୋକ୍ରୀ ଗ୍ରାମର ସୌମ୍ୟା ଭାରତୀୟ ପୋଲିସ ପ୍ରଶାସନିକ ସେବାର ଜଣେ ସୁଦକ୍ଷା ପ୍ରଶାସିକା। ସୁନ୍ଦରଗଡ଼ ପୋଲିସ ଜିଲାର ଏସ୍‌ପି ଭାବେ ଦାୟିତ୍ୱ ନିର୍ବାହ…

ଫିଟ୍‌ନେସ୍‌ ପାଇଁ ସିରିୟସ୍‌

ବାବୁସାନ ମହାନ୍ତି। ଓଡ଼ିଆ ସିନେ ଜଗତର ଜଣେ ଆଗଧାଡ଼ିର ଅଭିନେତା। କେବଳ ଜଣେ ଅଭିନେତା ନୁହେଁ ଜଣେ ଭଲ ଗାୟକ ମଧ୍ୟ। ନିଜର ଅଭିନୀତ ଅନେକ ଚଳଚ୍ଚିତ୍ରରେ ସେ କଣ୍ଠଦାନ କରିଛନ୍ତି, ଯାହା ସବୁ ଶ୍ରେତାଙ୍କ ହୃଦୟକୁ ଛୁଇଁଛି। ତାଙ୍କ ଅଭିନୟ…

୭୫ ଯୁବତୀଙ୍କୁ ଡେଟିଂ ପରେ ନେହାଙ୍କୁ ବିବାହ କରିଥିଲେ ଅଙ୍ଗଦ

ବଲିଉଡ୍‌ ଅଭିନେତା ଅଙ୍ଗଦ ବେଦୀ ୩୭ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୩ ମସିହା ଫେବୃୟାରୀ ୬ରେ ନୂଆଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତା ବିଶେନ ସିଂ ବେଦୀ ଭାରତର ଜଣେ ପ୍ରସିଦ୍ଧ କ୍ରିକେଟ ଖେଳାଳି ଥିଲେ। ପିତା କ୍ରିକେଟର୍‌ ଥିବା ସତ୍ତ୍ୱେ…

ମା’ଙ୍କ ଫିଲ୍ମ ରିମେକ୍‌ ପାଇଁ ଝିଅଙ୍କୁ ଅଫର୍‌

ମୁମ୍ବାଇ: ବଲିଉଡ୍‌ରେ ରିମେକ୍‌ ଫିଲ୍ମ କିଛି ନୂଆ କଥା ନୁହେଁ। ତେବେ ମଜାଦାର କଥା ହେଲା ଯେଉଁ ରିମେକ୍‌ରେ ଝିଅ ହିରୋଇନ୍‌ ଭୂମିକାରେ ନଜରକୁ ଆସିବେ. ତା’ର ମୂଳ ଫିଲ୍ମରେ ମା’ ହିରୋଇନ୍‌ ଭୂମିକାରେ ଅଭିନୟ କରି ଫିଲ୍ମଟି ହିଟ୍‌ କରିଥିଲେ।…

କୋରିଓଗ୍ରାଫର୍‌ ଗଣେଶ ଆଚାର୍ଯ୍ୟଙ୍କ ନାଁରେ ପୁଣି ଯୌନ ନିର୍ଯାତନା ମାମଲା

ମୁମ୍ବାଇ,୬।୨: ବଲିଉଡ୍‌ର ପ୍ରସିଦ୍ଧ କୋରିଓଗ୍ରାଫର ଗଣେଶ ଆଚାର୍ଯ୍ୟ କିଛି ଦିନ ହେବ ନକାରାତ୍ମକ ଖବରକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଦ୍ୱିତୀୟଥର ଜଣେ ମହିଳା ଗଣେଶଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ସିନିୟର ବ୍ୟାକଗ୍ରାଉଣ୍ଡ୍‌ ଡ୍ୟାନ୍ସର ଥିବା ଏହି ମହିଳା ଜଣଙ୍କ…

ଗୋଟିଏ ଟ୍ରାଫିକ୍‌ରେ ଅଟକିଲା ସଲମାନ-ଅର୍ଜୁନଙ୍କ କାର୍‌, ତା’ ପରେ କ’ଣ ହେଲା ଜାଣନ୍ତୁ

ମୁମ୍ବାଇ: ସଲମାନ୍‌ ଖାଁ ଏବଂ ଅର୍ଜୁନ କପୁରଙ୍କ ମଧ୍ୟରେ ତିକ୍ତତା ଦୀର୍ଘଦିନରୁ ଲାଗିରହିଛି। ଏପରିକି କେହି କାହାର ଛାଇ ଦେଖିପାରନ୍ତି ନାହିଁ। କିନ୍ତୁ ବୋନି କପୁରଙ୍କ ସହ ସଲମାନଙ୍କ ଭଲ ପଡ଼େ। ସଲମାନ୍‌ ଏବଂ ଅର୍ଜୁନ ବେଳେବେଳେ କେଉଁଠି ନା କେଉଁଠି…

ଆସିମଙ୍କୁ ମନେ ପକାଇ ହିମାଂଶୀଙ୍କ ଭାବବିହ୍ବଳ ପୋଷ୍ଟ

ବମ୍ବେ: ବିଗ୍‌ବସ୍‌ର ନୂଆ ଲର୍ଭବର୍ଡ ଆସିମ-ହିମାଂଶୀକୁ ନେଇ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା। ଗୋଟିଏ ପଟେ ଆସିମଙ୍କ ପରିବାର ହିମାଂଶୀକୁ ପସନ୍ଦ କରୁନାହାନ୍ତି ତ ଅନ୍ୟପକ୍ଷେ ପ୍ରଶଂସକମାନେ ମଧ୍ୟ ତାଙ୍କ ଉପରେ ଏକରକମ ଖପ୍ପା। ହେଲେ ଏସବୁ ଭିତରେ ଆସିମଙ୍କୁ ମନେ…

ଚେନ୍ନାଇ ଏକ୍ସପ୍ରେସ୍‌ ସିକ୍ୟୁଏଲରେ ସାରା-କାର୍ତ୍ତିକଙ୍କୁ ନେବାକୁ ଚାହୁଁଛନ୍ତି ରୋହିତ ସେଟ୍ଟୀ

ବମ୍ବେ: ଫିଲ୍ମ କେଦାରନାଥ ରିଲିଜ ହେବା ପରେ ନିଜ ଅଭିନୟକୁ ନେଇ ବେଶ୍‌ ପ୍ରଶଂସିତ ହେଉଛନ୍ତି ସୈଫ ଲଳନା ସାରା ଅଲ୍ଲୀ ଖାଁ। ଆଗାମୀ ଦିନରେ କାର୍ତ୍ତିକ ଆର୍ୟନଙ୍କ ସହ ତାଙ୍କ ଚଳଚ୍ଚିତ୍ର ‘ଲଭ୍‌ ଆଜ୍‌ଅଲ’ ରିଲିଜ ହେବାକୁ ଯାଉଛି। ନିକଟରେ…

ମାଡାମ ତୁଷାଦରେ ପ୍ରଥମ ସାଉଥ୍‌ ଅଭିନେତ୍ରୀ

ମୁମ୍ବାଇ: ଦକ୍ଷିଣ ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରିର ପପୁଲାର ଅଭିନେତ୍ରୀ ତଥା ସିଂଘମ ଫ୍ରେମ୍‌ କାଜଲ ଅଗ୍ରଓ୍ବାଲ ନିଜ ଅଭିନୟ ଯାଦୁରେ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଛନ୍ତି। ପ୍ରଂଶସକ ତାଙ୍କୁ ବେଶ୍‌ ପସନ୍ଦ କରିଥିବା ବେଳେ କେତେକ ସୁପରହିଟ୍‌ ଫିଲ୍ମ ଦେଇ ସେ ଦେଶରେ…

ଭଲ ହୋଇଛି ମୋ ମାତାପିତାଙ୍କ ମଧ୍ୟରେ ଛାଡପତ୍ର ହୋଇଯାଇଛି: ସାରା

ବଲିଉଡ୍‌ରେ ଏବେ ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍‌ ରାଜ୍‌ ଚାଲିଛି। ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଦେଇ ପ୍ରଯୋଜକ ଏବଂ ନିର୍ଦ୍ଦେଶକଙ୍କ ପ୍ରଥମ ପସନ୍ଦ ହୋଇଛନ୍ତି ସେ। ଏବେ ସାରା ନିଜ ଆଗାମୀ ଫିଲ୍ମ ‘ଲଭ୍‌ ଆଜକଲ୍‌-୨’ର ପ୍ରମୋଶନରେ ବ୍ୟସ୍ତ…

ଅର୍‌ମାନଙ୍କ ରିସେପ୍‌ସନ ପାର୍ଟିରେ ମଲାଇକା, ଅର୍ଜୁନ

କରିନା- କରିସ୍ମାଙ୍କ ସମ୍ପର୍କୀୟ ଭାଇ ଅରମାନ ଜୈନଙ୍କ ରିସେପ୍‌ସନ ପାର୍ଟିରେ ବହୁ ନାମୀଦାମୀ ଅତିଥି ଯୋଗ ଦେଇଥିଲେ। ମାତ୍ର ପାର୍ଟିରେ ମୁଖ୍ୟ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥିଲେ ମଲାଇକା ଏବଂ ଅର୍ଜୁନ। ସମସ୍ତ ଅତିଥିଙ୍କ ନଜର ଥିଲା ଏହି ଯୋଡ଼ିଙ୍କ ଉପରେ। ଫଟୋଗ୍ରାଫରମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri