ମନୋରଞ୍ଜନ

ବଜାରରେ ଦୀପିକାଙ୍କ ପଦ୍ମାବତୀ ଲୁକ୍‌ର କଣ୍ଢେଇ, ଭାଇରାଲ ହେଉଛି ଫଟୋ

ବମ୍ବେ: ଚଳଚ୍ଚିତ୍ର ‘ପଦ୍ମାବତ୍‌’ରେ ରାଣୀ ଭୂମିକାରେ ନଜର ଆସିଥିଲେ ଅଭିନେତ୍ରୀ ଦୀପିକା ପାଦୁକୋନ। ମହାରାଓ୍ବଲ ରତନ ସିଂଙ୍କ ସ୍ତ୍ରୀ ପଦ୍ମାବତୀଙ୍କ ରୂପରେ ବେଶ୍‌ ଭାଇରାଲ ହୋଇଥିଲା ତାଙ୍କ ଲୁକ୍‌। ଏବେ ଏହି ଲୁକ୍‌ର କିଛି କଣ୍ଢେଇ ବଜାରକୁ ଆସିଛି। ସୋସିଆଲ ମିଡିଆରେ…

ରିୟା @ ୩୩: ପ୍ରଯୋଜିକା ଭାବେ ସୃଷ୍ଟି କରିଛନ୍ତି ସ୍ବତନ୍ତ୍ର ପରିଚୟ

ଫିଲ୍ମ ପ୍ରଯୋଜିକା ତଥା ବଲିଉଡ୍‌ ଅଭିନେତା ଅନିଲ କପୁରଙ୍କ ଝିଅ ରିୟା କପୁର ମାର୍ଚ୍ଚ ୫ରେ ୩୩ ତମ ଜନ୍ମଦିନ ପାଳନ କରୁଛନ୍ତି। ମୁମ୍ବାଇରେ ଜନ୍ମିତ ରିୟା ଜଣେ ନିର୍ମାତା ସହ ଫ୍ୟାଶନ ଷ୍ଟାଇଲିଷ୍ଟ। ଭଉଣୀ ସୋନମଙ୍କ ସହ ମିଶି ଏକ…

ପତ୍ନୀଙ୍କ ପୁରୁଣା ଫଟୋ ଶେୟାର କଲେ ଅମିତାଭ

ମୁମ୍ବାଇ: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ। ଅନେକ ସମୟରେ ସେ ତାଙ୍କ ଟୁଇଟର ଓ ଇନଷ୍ଟାଗ୍ରାମରେ ଯାହା ଶେୟାର କରନ୍ତି ତାହା ଆସିଯାଇଥାଏ ଚର୍ଚ୍ଚାକୁ। ନିକଟରେ ସେ ଇନଷ୍ଟାଗ୍ରାମରେ ତାଙ୍କ ପତ୍ନୀ ଜୟାଙ୍କର ଏକ ପୁରୁଣା…

‘ସୂର୍ଯ୍ୟବଂଶୀ’ର ନୂଆ ପୋଷ୍ଟର ଶେୟାର କଲେ କ୍ୟାଟ୍ରିନା

ମୁମ୍ବାଇ: ରୋହିତ ସେଟ୍ଟୀଙ୍କ ଅପ୍‌ କମିଂ ଫିଲ୍ମ ‘ସୂର୍ଯ୍ୟବଂଶୀ’ର ନୂଆ ପୋଷ୍ଟର ଗୁରୁବାର ଶେୟାର କରିଛନ୍ତି ବଲିଉଡ୍‌ କୁଇନ୍‌ କ୍ୟାଟ୍ରିନା କୈଫ। ସେ ତାଙ୍କ ଇନଷ୍ଟାଗ୍ରାମ ପୋଷ୍ଟରେ ଏହାକୁ ଶେୟାର କରିଛନ୍ତି। ଏଥିରେ ବଲିଉଡ୍‌ ଖିଲାଡି ବୟ ପୋଲିସ ପୋଷାକରେ ଥିବା…

ଫିଲ୍ମ ‘ଅନ୍ତରଙ୍ଗୀ ରେ’ ର ଶୁଟିଂ ଆରମ୍ଭ: ୨୦୨୧ ଭାଲେଣ୍ଟାଇନ୍‌ରେ ରିଲିଜ୍‌ ହେବ

ଅଭିନେତ୍ରୀ ସାରା ଅଲ୍ଲି ଖାନ୍‌, ଅଭିନେତା ଧନୁଷ ଏବଂ ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ‘ଅନ୍ତରଙ୍ଗୀ ରେ’ ର ଶୁଟିଂ ମାର୍ଚ୍ଚ ୫ରୁ ଆରମ୍ଭ ହୋଇଯାଇଛି। ନିର୍ମାତା ଭୂଷଣ କୁମାର ସୋସିଆଲ ମିଡିଆରେ ଏକ ଫଟୋ ପୋଷ୍ଟକରି ଏହି ସୂଚନା ଦେଇଛନ୍ତି।…

ଓଡ଼ିଶାକୁ ପ୍ରତିନିଧିତ୍ୱ କରୁଥିବାରୁ ଖୁସି ଲାଗେ

ଡ୍ୟାନ୍ସରରୁ ଇଞ୍ଜିନିୟର। ଇଞ୍ଜିନିୟରରୁ ବ୍ଲଗର୍‌। ଆଉ ବ୍ଲଗର୍‌ରୁ ଆକ୍ଟର। ଏକାଧାରାରେ ଏତେ ପ୍ରତିଭାର ଅଧିକାରୀ ମେଘା ରାୟ ଏବେ ଜି ଟିଭିରେ ପ୍ରସାରିତ ହେଉଥିବା ଟେଲିଭିଜନ ଶୋ’ ‘ଦିଲ୍‌ ୟେ ଜିଦ୍ଦି ହୈ’ର ମୁଖ୍ୟ ନାୟିକା। ପ୍ରକୃତି ମିଶ୍ରଙ୍କ ପରେ ଦ୍ୱିତୀୟ…

ଡାଏଟିଂ କଷ୍ଟକର ଥିଲା

ଶିବାନୀ ସଙ୍ଗୀତା। ଓଡ଼ିଆ ସିନେ ଜଗତର ଜଣେ କ୍ୟୁଟ୍‌ ଓ ବବ୍‌ଲି ଅଭିନେତ୍ରୀ। ଶିଶୁ କଳାକାର ଭାବେ ସେ ‘ମିତରେ ମିତ’ ଚଳଚ୍ଚିତ୍ର ଜରିଆରେ ଓଡ଼ିଆ ଇଣ୍ଡଷ୍ଟ୍ରିକୁ ପ୍ରବେଶ କରିଥିଲେ। ‘ସିଷ୍ଟର ଶ୍ରୀଦେବୀ’ ଫିଲ୍ମରେ ସେ ବାବୁସାନଙ୍କ ଅପୋଜିଟ୍‌ରେ ଅଭିନେତ୍ରୀ ଭାବେ…

ସ୍ପେଶାଲ ବାର୍ଥ ଡେ’

ବଲିଉଡ୍‌ର ୟଙ୍ଗ୍‌ ସେନ୍‌ସେସନ ଟାଇଗର ଶ୍ରଫ୍‌ଙ୍କୁ ନେଇ ଏବେ ଚର୍ଚ୍ଚା। ନିକଟରେ ସେ ନିଜର ବାର୍ଥ ଡେ’ ପାଳନ କରିଥିଲେ। ଆଉ ଏହାକୁ ଭେରି ଭେରି ସ୍ପେଶାଲ ବୋଲି କହିଛନ୍ତି। ଏହି ଅବସରରେ ସେ ଅଭିନୟ କରିଥିବା ତଥା ଚଳିତ ମାସ…

ବାୟ ବାୟ ଦିଲ୍‌

ନୂଆ ଓଡ଼ିଆ ସିନେମା ‘ବାୟ ବାୟ ଦିଲ୍‌’କୁ ନେଇ ଓଲିଉଡ୍‌ରେ ଚର୍ଚ୍ଚା। କାରଣ ଏହାର ନାୟିକା ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି ରୁଷୀୟ ଲଳନା ଆଲେକ୍‌ଜାଣ୍ଡ୍ରା ସ୍କେଲସୁନୋଭା ଓରଫ ସାସା। ମଡେଲିଂ ସହ ଜଡ଼ିତ ଏହି ନବାଗତା ପ୍ରଥମ ଥର ପାଇଁ ଓଡ଼ିଆ…

କରିନାଙ୍କ ଫ୍ୟାଶନ ଟିପ୍ସ

କରିନା ଏବେ ଫ୍ୟାଶନ ଟିପ୍ସ ବାଣ୍ଟିବାରେ ବ୍ୟସ୍ତ। ନିଜର ବଲିଉଡ୍‌ କ୍ୟାରିୟରରେ ସେ ଫ୍ୟାଶନ ବିଷୟରେ ଯେତିକି ଜ୍ଞାନ ଅର୍ଜନ କରିଛନ୍ତି ତାକୁ ସେ ନିଜ ସାଙ୍ଗମାନଙ୍କ ସହ ଶେୟାର କରୁଛନ୍ତି। ତାଙ୍କୁ କୁଆଡେ ଦେଶୀ ଫ୍ୟାଶନ ବେଶି ଭଲ ଲାଗେ।…

କିଆରା ଆଡ଼ଭାନୀଙ୍କ ଭଳି ଦେଖାଯାଉଥିବା କଳ୍ପନାଙ୍କ ଟିକ୍‌ଟକ୍‌ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କିଆରା ଆଡ଼ଭାନୀଙ୍କ ଭଳି ଦେଖାଯାଉଥିବା କଳ୍ପନା ଶର୍ମାଙ୍କ ଟିକ୍‌ଟକ୍‌ ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସେ ଫିଲ୍ମ କବୀର ସିଂରେ ଥିବା କିଆରାଙ୍କ ଡାଏଲଗ୍‌ ଅତି ସୁନ୍ଦର ଭାବେ କହି ଟିକ୍‌ଟକ୍‌ ୟୁଜରଙ୍କୁ…

ବିଜୁବାବୁ ଓ ଓଡ଼ିଆ ଚଳଚ୍ଚିତ୍ର

ଜଣେ ଦୃଢ଼ମନା ରାଜନୀତିଜ୍ଞ ଏବଂ ଦକ୍ଷ ପ୍ରଶାସକ ଭାବେ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କର ଯଥେଷ୍ଟ ଖ୍ୟାତି ରହିଛି। ଜୀବନର ଅନ୍ତିମ ମୁହୂର୍ତ୍ତ ପର୍ଯ୍ୟନ୍ତ ସେ ସକ୍ରିୟ ରାଜନିତୀରେ ଜଡ଼ିତ ଥିଲେ। ରାଜନୀତି ବ୍ୟତୀତ ତାଙ୍କ ମନରେ ସଂସ୍କୃତିପ୍ରଣତା ଲୁଚି ରହିଥିଲା। ରାଜନୀତିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?