ମନୋରଞ୍ଜନ

ହୋଟେଲ ବାଲକୋନିରୁ ଖସି ପଡ଼ି ଲୋକପ୍ରିୟ ହଲିଉଡ୍‌ ଷ୍ଟାରଙ୍କ ମୃତ୍ୟୁ, ପ୍ରଶଂସକ ସ୍ତବ୍ଧ !

ମୁମ୍ବାଇ: ‘ଓ୍ବାନ୍‌ ଡାଇରେକ୍ସନ’ ବ୍ୟାଣ୍ଡର ପୂର୍ବତନ ସଦସ୍ୟ ଲିଆମ୍‌ ପେନ୍‌ଙ୍କ ଦେହାନ୍ତ ହୋଇଛି। ବୁଧବାର ଆର୍ଜେଣ୍ଟିନାର ବୁଏନୋସ୍‌ ଆଇରେସ୍‌ରେ ଥିବା ନିଜ ହୋଟେଲର ବାଲକୋନି ଖସି ପଡ଼ିବା ପରେ ତାଙ୍କର ମୃତ୍ୟୁ ଘଟିଛି। ଏହି ଖବର ସାମ୍ନାକୁ ଆସିବା ପରେ ପ୍ରଶଂସକ…

ପିସିଙ୍କ ସ୍ବାମୀ ନିକ୍‌ଙ୍କ ଜୀବନ ପ୍ରତି ବିପଦ! କନସର୍ଟ ଅଧାରୁ ଷ୍ଟେଜ୍‌ ଛାଡ଼ି ଦୌଡ଼ିଲେ…

ଲଣ୍ଡନ: ବଲିଉଡ୍‌ର ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରାଙ୍କ ସ୍ବାମୀ ତଥା ପପ୍‌ଷ୍ଟାର ନିକ୍‌ ଜୋନାସଙ୍କ ଜୀବନ ପ୍ରତି ବିପଦ। ନିକଟରେ ‘ଜୋନାସ୍‌ ବ୍ରଦର୍ସ’ଙ୍କର ଏକ କନ୍‌ସର୍ଟ ସମୟରେ ସେଭଳି କିଛି ଘଟଣା ପ୍ରଶଂସକଙ୍କୁ ଚିନ୍ତାରେ ପକାଇଛି। ଏହାର ଭିଡିଓ ଭାଇରାଲ ହେଉଛି।…

ଫେମିନା ମିସ ଇଣ୍ଡିଆ ୨୦୨୪ର ଟାଇଟଲ ଜିତିଲେ ନିକିତା ପୋରୱାଲ, ଏହି ଫିଲ୍ମରେ ଆସିବେ ନଜର

ନୂଆଦିଲ୍ଲୀ,୧୭।୧୦: ଫେମିନା ମିସ ଇଣ୍ଡିଆ ୨୦୨୪ର ଗ୍ରାଣ୍ଡ ଫାଇନାଲ ଅକ୍ଟୋବର ୧୬ରେ ଆୟୋଜିତ ହୋଇଯାଇଛି। ଭାରତର ଏହି ମୋଷ୍ଟ ଆଇକନିକ ବିୟୁଟି ପେଜେଣ୍ଟର ୬୦ ତମ ବାର୍ଷିକୀରେ, ମଧ୍ୟପ୍ରଦେଶର ନିକିତା ପୋରୱାଲଙ୍କୁ ଏହି ଆଖ୍ୟା ମିଳିଛି। ଏହି କାର୍ଯ୍ୟକ୍ରମ ମୁମ୍ବାଇର ୱର୍ଲିରେ…

ଅଭିଷେକଙ୍କ ସହ ନିର୍ବନ୍ଧ ରୋକିବାକୁ ଚାହୁଁଥିଲେ ଐଶ୍ୱର୍ଯ୍ୟା! ହେଲା ବଡ଼ ଖୁଲାସା…

ବମ୍ବେ: ଗତ କିଛିଦିନ ଧରି ବିଗ୍‌ ବି ଅମିତାଭ ବଚ୍ଚନଙ୍କ ପୁଅ ତଥା ଅଭିନେତା ଅଭିଷେକ ବଚ୍ଚନ ଏବଂ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ପରସ୍ପରଠାରୁ ଅଲଗା ହେବାକୁ ଯାଉଥିବା ଚର୍ଚ୍ଚାରେ ରହିଆସୁଛି। ଉଭୟ ଏନେଇ ମୁହଁ ଖୋଲି ନ ଥିଲେ ହେଁ…

ସୁପରଷ୍ଟାର ସଲମାନଙ୍କ ପଛରେ କାହିଁକି ପଡ଼ିଛି ବିଶ୍ନୋଇ ଗ୍ୟାଙ୍ଗ? ପୁରା ଘଟଣାକ୍ରମକୁ ଜାଣନ୍ତୁ…

ବମ୍ବେ: ଜଣେ ବଲିଉଡ୍‌ ସୁପରଷ୍ଟାର ତ ଅନ୍ୟଜଣେ ଅଣ୍ଡରଓ୍ବାଲ୍ଡର ବଡ଼ ଗ୍ୟାଙ୍ଗଷ୍ଟର। ଫିଲ୍ମ କାହାଣୀ ହୋଇଥିଲେ ଗ୍ୟାଙ୍ଗଷ୍ଟରଙ୍କ ମୃତ୍ୟୁ ହୋଇଥାନ୍ତା, ହିରୋ ଜିତି ହୋଇଥାନ୍ତା ହାପି ଏଣ୍ଡିଂ। ହେଲେ ଏଠି କାହାଣୀ ଫିଲ୍ମର ନୁହେଁ ବରଂ ଅସଲ ଜୀବନର। ଫଳରେ ଗ୍ୟାଙ୍ଗଷ୍ଟର…

ବାବା ସିଦ୍ଧକିଙ୍କ ପରେ ଏବେ ବିଶ୍ନୋଇ ଗ୍ୟାଙ୍ଗ ଟାର୍ଗେଟରେ ମୁନାଓ୍ବର ଫାରୁକି

ବମ୍ବେ: ପୁଣି ଚର୍ଚ୍ଚାରେ ରିଆଲିଟି ଶୋ’ ବିଗ୍‌ ବସ୍‌ ୧୭ ବିଜେତା ମୁନାଓ୍ବର ଫାରୁକି। ଏଥର କିନ୍ତୁ ବିଷୟ ବ୍ୟକ୍ତିଗତ କିମ୍ବା କର୍ମ ଜୀବନକୁ ନେଇ ନୁହେଁ ବରଂ ଗାଙ୍ଗଷ୍ଟର ଲରେନ୍ସ ବିଶ୍ନୋଇଙ୍କୁ ନେଇ। ବାବା ସିଦ୍ଧକିଙ୍କ ପରେ ମୁନାଓ୍ବର ବିଶ୍ନୋଇ…

‘ଦୋ ପତ୍ତି’ ଟ୍ରେଲର ଆଉଟ

ମୁମ୍ବାଇ: ଅଭିନେତ୍ରୀ କାଜୋଲ, କ୍ରିତି ସାନନ୍‌ ଓ ଅଭିନେତା ଶାହିର ଶେଖ୍‌ଙ୍କ ଅଭିନୀତ ‘ଦୋ ପତ୍ତି’ ଟ୍ରେଲରକୁ ସୋମବାର ଜାରି କରାଯାଇଛି। ୨ ମିନିଟ ୩୬ ସେକେଣ୍ଡ ବିଶିଷ୍ଟ ଏହି ଟ୍ରେଲରକୁ ଦେଖିବା ପରେ ଫିଲ୍ମକୁ ନେଇ ପ୍ରଶଂସକମାନଙ୍କ ମଧ୍ୟରେ ଉତ୍ସାହ…

ଆଖିବୁଜିଲେ ପ୍ରସିଦ୍ଧ ଅଭିନେତା

ଜଣାଶୁଣା ଅଭିନେତା ଅତୁଲ ପାରଚୁରେଙ୍କ ୫୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ସେ କ୍ୟାନସର୍‌ରେ ପୀଡିତ ଥିଲେ। ସେ ‘ଦି କପିଲ ଶର୍ମା ଶୋ’ ସମେତ ଅନେକ ଟିଭି ସିରିଏଲ ଏବଂ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ଅତୁଲ ଜଣେ ଦକ୍ଷ ଅଭିନେତା…

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ଛାଡପତ୍ର କନଫର୍ମ! ବଡ଼ ସଙ୍କେତ ଦେଲେ ଅମିତାଭ ବଚ୍ଚନ, ଯାହାକୁ ନେଇ…

ମୁମ୍ବାଇ: ଦୀର୍ଘ ଦିନ ଧରି ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନଙ୍କ ମଧ୍ୟରେ ଛାଡପତ୍ର ଖବର ଚର୍ଚ୍ଚାରେ ରହିଛି। କୁହାଯାଉଛି ଯେ ଉଭୟ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ତେବେ ଏ ପର୍ଯ୍ୟନ୍ତ ଏହି ଖବର ଉପରେ ଦମ୍ପତି କିମ୍ବା ସେମାନଙ୍କ…

EMIରେ ଘର, ନିଜ ବ୍ୟାଙ୍କ ବାଲାନ୍ସକୁ ନେଇ ଖୋଲାଖୋଲି କହିଲେ ଅଭିନେତା ରାଜକୁମାର

ମୁମ୍ବାଇ: ବଲିଉଡ ତାରକା ରାଜକୁମାର ରାଓଙ୍କ ନୂଆ ଚଳଚ୍ଚିତ୍ର ’ବିକି ବିଦ୍ୟା କା ୱୋ ଓ୍ବାଲା ଭିଡିଓ’ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି। ଏହି ଚଳଚ୍ଚିତ୍ରଟି ବକ୍ସ ଅଫିସରେ ଭଲ ବ୍ୟବସାୟ କରୁଛି। ତାଙ୍କର ପୂର୍ବ ଚଳଚ୍ଚିତ୍ର ସ୍ତ୍ରୀ-୨ ବକ୍ସ ଅଫିସରେ ୮୫୦…

ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଛନ୍ତି ଅଭିଷେକ ବଚ୍ଚନ! ଜାଣିବା ପରେ ଐଶ୍ୱର୍ଯ୍ୟା…

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ଅଭିଷେକ ବଚ୍ଚନଙ୍କ ବିଷୟରେ ଗୁଜବ ବଢିବାରେ ଲାଗିଛି। ପ୍ରତ୍ୟେକ କାର୍ଯ୍ୟକ୍ରମରେ ସେମାନଙ୍କୁ ଅଲଗା ଅଲଗା ଦେଖିବାକୁ ମିଳୁଛନ୍ତି। ଫଳରେ ଗୁଜବ ବି ବଢି ଚାଲିଛି। ଏହି ସମୟରେ ଏକ ପୋଷ୍ଟ ଭାଇରାଲ ହେବାରେ ଲାଗିଛି…

ଫାତିମାଙ୍କ ସହ ରୋମାନ୍ସ କରିବେ ଆର୍‌. ମାଧବନ୍‌

ମୁମ୍ବାଇ: ଖୁବଶୀଘ୍ର ଏକାଠି ନଜର ଆସିବାକୁ ଯାଉଛନ୍ତି ଆର୍‌.ମାଧବନ୍‌ ଏବଂ ଫାତିମା ସାନା ଶେଖ। ଧର୍ମାଟିକ ଏଣ୍ଟରଟେନମେଣ୍ଟ ଦ୍ୱାରା ପ୍ରସ୍ତୁତ ଏକ ଫିଲ୍ମରେ ଦୁହେଁ ରୋମାନ୍ସ କରିବେ। ବିବେକ ସୋନିଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ବୟସ ବ୍ୟବଧାନରେ ଦୁଇ ଜଣଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?