ମନୋରଞ୍ଜନ

କରୋନାକୁ ଡରି ହୋଲି ଖେଳିବେନି ରାକ୍ଷୀ, ପ୍ରଶଂସକଙ୍କୁ କହିଲେ ସତର୍କ ରୁହନ୍ତୁ

ବମ୍ବେ: ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି କରୋନା। ଗୋଟିଏ ପରେ ଗୋଟିଏ ଦେଶରେ ଏହା ପ୍ରଭାବ ବିସ୍ତାର କରୁଛି। ବଲିଉଡ୍‌ କଳାକାର ମଧ୍ୟ ଏହାକୁ ନେଇ ସତର୍କ ହୋଇଗଲେଣି। ଅନେକେ ନିଜର ବିଦେଶ ଗସ୍ତ ବାତିଲ କରୁଥିବା ଦେଖାଯାଇଛି।…

ବିଜ୍ଞାପନ ଲାଗି ଗୋଟିଏ ଦିନରେ ସଲ୍‌ମାନଙ୍କୁ ମିଳେ…

ଯେକୌଣସି ଉତ୍ପାଦର ବିଜ୍ଞାପନ ପାଇଁ ବଲିଉଡ୍‌ ଷ୍ଟାର୍‌ମାନେ ମୋଟା ଅଙ୍କର ଅର୍ଥ ରୋଜଗାର କରିଥାନ୍ତି। ଏହି ତାଲିକାରେ ଅକ୍ଷୟ କୁମାରଙ୍କ ନାମ ସବୁଠୁ ଆଗରେ ଥିବା ବେଳେ ସଲମାନ ଏବେ ଏହି ରେକର୍ଡକୁ ଭାଙ୍ଗିଛନ୍ତି। ଇଣ୍ଡଷ୍ଟ୍ରିରେ ବେଶ୍‌ ନାଁ କମାଇଥିବା ସଲମାନ…

ଜାପାନରେ ବନ୍ଦହେଲା ଏକ ସିନେମା ହଲ୍‌, ଶେଷଥର ଲାଗି ଏଠାରେ ପ୍ରଦର୍ଶିତ ହୋଇଥିଲା ଅମୀରଙ୍କ ଏହି ସୁପରହିଟ୍‌ ଫିଲ୍ମ

ମୁମ୍ବାଇ: ଜାପାନର ଓସାକା ସହରରେ ଥିବା ଏକ ସିନେମା ହଲ୍‌ ବନ୍ଦ ହୋଇଯାଇଛି। ୨୯ ଫେବୃୟାରୀରେ ଏନେଇ ଏକ ଟୁଇଟ୍‌ କରାଯାଇଥିଲା। ଏଥିରେ ଲେଖାଥିଲା ‘ଫ୍ୟୁଜ୍‌ ଲାଇନ୍‌ ସିନେମା। ଶେଷଥର ପାଇଁ ଆଜି ୩.୩୦ରେ ହେବ। ଏହା ଖୁବ୍‌ ଭଲ ହେବ।…

ଶୁଟିଂ ସେଟ୍‌ରେ ସଲମାନ୍‌ଙ୍କୁ ଡରିଯାଇଥିଲେ ଆଦିତ୍ୟ

ମୋହିତ ସୁରୀଙ୍କ ସୁପରହିଟ୍‌ ଫିଲ୍ମ ‘ଆଶିକି-୨’ରେ ଅଭିନୟ କରି ବଲିଉଡ୍‌ ଜଗତରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ ଆଦିତ୍ୟ ରୟ କପୁର। ଏହି ଫିଲ୍ମ ପୂର୍ବରୁ ଆଦିତ୍ୟ ‘ଲଣ୍ଡନ ଡ୍ରିମ୍ସ’, ‘ଆକ୍ସନ ରିପ୍ଲେ’ ଏବଂ ‘ଗୁଜାରିଶ’ରେ କାମ କରିଥିଲେ।…

ଅନନ୍ୟା-ବିଜୟଙ୍କ ଯୋଡି ଏବେ ଚର୍ଚ୍ଚାରେ: ପ୍ରଶଂସକ ଦେଲେ ନୂଆ ନାମ ‘ଆନାକୋଣ୍ଡା’

ତେଲୁଗୁ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଏବଂ ବଲିଉଡ୍‌ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କ ଯୋଡି ଏବେ ଚର୍ଚ୍ଚାରେ। ବର୍ତ୍ତମାନ ଏହି ଯୋଡି ମୁମ୍ବାଇରେ ଫିଲ୍ମ ‘ଫାଇଟର’ର ଶୁଟିଂ କରୁଛନ୍ତି। ଇତିମଧ୍ୟରେ ଫିଲ୍ମର ଶୁଟିଂ ସମୟର କିଛି ଦୃଶ୍ୟ ସମ୍ମୁଖକୁ ଆସିଛି। ଯେଉଁଥିରେ ବିଜୟ…

କୁକୁର ସହିତ ସ୍ନୁକର ଖେଳିଲେ ସୋନାକ୍ଷୀ: ଇନଷ୍ଟାଗ୍ରାମ୍‌ରେ ଭିଡ଼ିଓ ଭାଇରାଲ

ମୁମ୍ବାଇ: ଏବେ ବଲିଉଡ୍‌ ଅଭିନେତ୍ରୀ ସୋନାକ୍ଷୀ ସିହ୍ନାଙ୍କର ଏକ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ୧ ମିନିଟ୍‌ର ଏହି ଭିଡ଼ିଓରେ ସୋନାକ୍ଷୀ ସ୍ନୁକର ଖେଳୁଥିବା ଦେଖିବାକୁ ମିଳୁଛି। ତେବେ ତାଙ୍କ ପୋଷା କୁକୁର ସ୍ନୁକର ବଲ୍‌କୁ ଧରିବା…

କୁମାୟୁନ୍‌ ସଂସ୍କୃତି ଉପରେ ୩୦୦ରୁ ଅଧିକ ଟିକ୍‌ଟକ୍‌ ଭିଡ଼ିଓ କରିଛନ୍ତି ଛାତ୍ରୀ: ୧୦ ଭିଡ଼ିଓକୁ ଦେଖା ସରିଲାଣି ୧ ନିୟୁତରୁ ଅଧିକ ଥର

ନୂଆଦିଲ୍ଲୀ,୪।୩: ଉତ୍ତରାଖଣ୍ଡ ପିଥୋରାଗଡ଼ର ନାପଡ଼ ଗାଁର ଜଣେ ପୋଷ୍ଟ ଗ୍ରାଜୁଏଟ୍‌ ଛାତ୍ରୀ ଏବେ ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛନ୍ତି। ତାଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା କୁମାୟୁନ୍‌ ସଂସ୍କୃତିର ୩୦୦ରୁ ଅଧିକ ଟିକ୍‌ଟକ୍‌ ଭିଡ଼ିଓ ଦେଖିବାକୁ ପ୍ରଶଂସକ ପସନ୍ଦ କରୁଛନ୍ତି।…

ରିତେଶଙ୍କୁ ‘ଶସ୍ତା ଡିଜେ ସ୍ନେକ୍‌’ କହିଲେ ଟ୍ରୋଲର, ଜବାବ ଦେଲେ ଅଭିନେତା

ବମ୍ବେ: ଟ୍ରୋଲ କରି ଲୋକହସା ହୋଇଛନ୍ତି ଅଭିନେତା ରିତେଶ ଦେଶମୁଖଙ୍କ ଜଣେ ପ୍ରଶଂସକ। ସବୁବେଳେ ଟ୍ରୋଲରମାନଙ୍କୁ ମଜାଳିଆ ପ୍ରତିକ୍ରିୟା ଦେଇ ଆସୁଥିବା ରିତେଶ ପୁଣି ସେଭଳି କିଛି କହିଛନ୍ତି। ରିତେଶଙ୍କ ନୂଆ ହେୟାରଷ୍ଟାଇଲ୍‌କୁ ନେଇ ଜଣେ ବ୍ୟକ୍ତି ତାଙ୍କୁ ଟ୍ରୋଲ କରିଥିଲେ।…

‘ସନ୍ଦିପ ଔର ପିଙ୍କି ଫରାର’ର ପ୍ରଥମ ପୋଷ୍ଟର ରିଲିଜ୍‌; ୨୦ରେ ପରଦାକୁ ଆସିବ

ବମ୍ବେ: ଅର୍ଜୁନ କପୁରଙ୍କ ସହ ବଲିଉଡ୍‌ରେ ପାଦ ରଖିଥିଲେ ପରିଣୀତି ଚୋପ୍ରା। ଫିଲ୍ମ ‘ଇସ୍‌କଜାଦେ’ରେ ଉଭୟଙ୍କ କେମେଷ୍ଟ୍ରି ହଜାଇ ଦେଇଥିଲା ଦର୍ଶକଙ୍କ ନିଦ। ଏବେ ଏହି ଯୋଡ଼ି ପୁଣି ଏକ ଫିଲ୍ମ ନେଇ ଦର୍ଶକଙ୍କ ନିକଟକୁ ଆସୁଛନ୍ତି। ଫିଲ୍ମଟି ହେଲା ‘ସନ୍ଦିପ…

କରୋନା ପାଇଁ ବଦଳିଲା ଅଭିନେତ୍ରୀମାନଙ୍କ ଏୟାରପୋର୍ଟ ଲୁକ୍‌; ମେମେ ଶେୟାର କରି ମନକଥା କହିଲେ ମଲାଇକା

ବମ୍ବେ: ବିଶ୍ୱବାସୀଙ୍କ ନିଦ ହଜାଇ ସାରିଲାଣି କରୋନା। ଚାଇନାରୁ ଆରମ୍ଭ ହୋଇ ଗୋଟିଏ ପରେ ଗୋଟିଏ ଦେଶକୁ ମାଡ଼ି ଚାଲିଛି ଏହି ସଂକ୍ରମଣ। ଭାରତରେ ତିନିଜଣ କରୋନା ରୋଗୀ ଚିହ୍ନଟ ପରେ ଏବେ ବିମାନବନ୍ଦରରେ ଗ୍ରହଣ କରାଯାଇଛି ସତର୍କତା। ଏଥିସହ ବିଦେଶ…

ପ୍ରଭାସ ନୁହନ୍ତି, ଏହି ବିବାହିତ ନିର୍ଦ୍ଦେଶକଙ୍କ ପ୍ରେମରେ ଅନୁଷ୍କା: ଶୀଘ୍ର କରିପାରନ୍ତି ବିବାହ

ବମ୍ବେ: ଦକ୍ଷିଣ ଭାରତୀୟ ସିନେ ଜଗତର ଆଗଧାଡ଼ିର ନାୟିକା ଅନୁଷ୍କା ସେଟ୍ଟୀ। ଚଳଚ୍ଚିତ୍ର ‘ବାହୁବଲୀ’ରେ ଚରିତ୍ରକୁ ନେଇ ଅଧିକ ଲୋକପ୍ରିୟ ହୋଇଥିଲେ ସେ। କେବଳ ସେତିକି ନୁହେଁ, ଫିଲ୍ମ ନାୟକ ପ୍ରଭାସଙ୍କ ସହ ତାଙ୍କର ଇଲୁ ଇଲୁ ଚାଲିଥିବା ନେଇ ଜୋର…

ରଣବୀରଙ୍କୁ କପି କଲେ ହ୍ରିତିକ୍‌: ଦୁବାଇରେ ଗାମୁଛା ପିନ୍ଧି ବୁଲିଲେ

ବଲିଉଡ୍‌ ଅଭିନେତା ରଣବୀର ସିଂହ ନିଜ ଡ୍ରେସିଂ ଷ୍ଟାଇଲ୍‌ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ନିଜ ପୋଷାକ ପାଇଁ ତାଙ୍କୁ ଅନେକ ସମୟରେ ଟ୍ରୋଲ ମଧ୍ୟ ହେବାକୁ ପଡ଼ିଛି। ଏବେ ରଣବୀରଙ୍କୁ ହ୍ରିତିକ୍‌ ରୋଶନ କପି କରିଥିବା ଦେଖିବାକୁ ମିଳିଛି। ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?