ରଜନୀକାନ୍ତଙ୍କ ପରେ ଏବେ ଅକ୍ଷୟଙ୍କ ପାଳି
ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସାଉଥ୍ ସୁପରଷ୍ଟାର ରଜନୀକାନ୍ତଙ୍କ ପରେ ଏବେ ବଲିଉଡ୍ ଖିଲାଡି ବୟଙ୍କ ପାଳି ପଡିଛି। ଡିସକଭରି ଚ୍ୟାନେଲର ମୋଷ୍ଟ ପପୁଲାର ଶୋ’ ‘ମ୍ୟାନ ଭର୍ସେସ ଓ୍ବାଇଲ୍ଡ’ରେ ଅକ୍ଷୟ କୁମାରଙ୍କୁ ଦେଖିବାକୁ ମିଳିବ। ଗୁରୁବାର ମଇଶୂରରେ ଏହାର…
ସ୍ପଷ୍ଟ କଲେ ରିୟା: ‘ବୀରେ ଦି ଓ୍ବେଡିଂ’ର ଆସିବ ସିକ୍ୟୁଏଲ
ବମ୍ବେ: ୨୦୧୮ରେ ରିଲିଜ ହୋଇଥିଲା କରିନା କପୁର ଖାଁ, ସୋନମ କପୁର, ସ୍ବରା ଭାସ୍କର, ଶିଖା ତଲ୍ସିନିୟା ଅଭିନୀତ ‘ବୀରେ ଦି ଓ୍ବେଡିଂ’। ଏବେ ଏହାର ସିକ୍ୟୁଏଲ(ଉତ୍ତରବୃତ୍ତାନ୍ତ) ନିର୍ମାଣ ହେବାକୁ ଯାଉଛି। ପ୍ରଯୋଜିକା ରିୟା କପୁର ନିଜ ଇନ୍ଷ୍ଟାଗ୍ରାମରେ ‘ଆସ୍କ ମି…
ମଲାଇକା ନୁହନ୍ତି, ଏହି ଅଭିନେତ୍ରୀଙ୍କ ସହ ‘ବ୍ଲାଇଣ୍ଡ୍ ଡେଟ୍’ରେ ଗଲେ ଅର୍ଜୁନ
ମୁମ୍ବାଇ: ଅଭିନେତା ଅର୍ଜୁନ କପୁର ଏବଂ ମଲାଇକା ଆରୋରାଙ୍କ ପ୍ରେମ ସମ୍ପର୍କ କାହାକୁ ଅଚ୍ଛପା ନାହିଁ। ମଲାଇକାଙ୍କ ସହ ଅର୍ଜୁନ ହସଖୁସିର ସମୟ କାଟୁଥିବା ବେଳେ ବିବାହ କରିବେ ବୋଲି ଏକପ୍ରକାର ନିଷ୍ପତ୍ତି ନେଇସାରିଛନ୍ତି। ଅନ୍ୟପଟେ ପ୍ରଥମ ଥର ପାଇଁ ତାଙ୍କ…
ଭୂତଙ୍କ କବଳରେ ଭିକି
ମୁମ୍ବାଇ: ବଲିଉଡ୍ ଅଭିନେତା ଭିକି କୌଶଳଙ୍କ ଅପ୍ କମିଂ ହରର, ଥ୍ରୀଲର ଓ ଡ୍ରାମା ଫିଲ୍ମ ‘ଭୂତ-ପାର୍ଟ ଓ୍ବାନ ଦ ହଣ୍ଟେଡ୍ ଶିପ୍’ର ଟିଜର ରିଲିଜ୍ ହୋଇଛି। ଭୟଙ୍କର ପୋଷ୍ଟର ଭଳି ଏହି ଟିଜର ମଧ୍ୟ ବହୁ ଭୟଙ୍କର ହୋଇଛି। ଟିଜରର…
ବିବାହ ପୂର୍ବରୁ ବ୍ୟାଚ୍ଲର୍ ପାର୍ଟି ଦେଲେ ନେହା, ଆଦିତ୍ୟ
ବଲିଉଡ୍ ପ୍ରସିଦ୍ଧ ଗାୟିକା ନେହା କକ୍କରଙ୍କ ବିବାହକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ପ୍ରସିଦ୍ଧ ଗାୟକ ଉଦିତ୍ ନାରାୟଣଙ୍କ ପୁଅ ଆଦିତ୍ୟ ନାରାୟଣଙ୍କୁ ବିବାହ କରିବେ। ଉଭୟଙ୍କ ବିବାହ ଆସନ୍ତା ଫେବୃୟାରୀ ୧୪ ଅର୍ଥାତ୍ ଭାଲେଣ୍ଟାଇନ ଡେ’ରେ ହେବ ବୋଲି…
ସିଏଏକୁ ନେଇ ପ୍ରତିକ୍ରିୟା ରଖିଲେ ଉର୍ମିଳା
ମୁମ୍ବାଇ,୩୧।୧: ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଏପର୍ଯ୍ୟନ୍ତ ସ୍ଥାନେ ସ୍ଥାନେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଶୁକ୍ରବାର ବଲିଉଡ୍ ରଙ୍ଗିଲା ଗର୍ଲ ଉର୍ମିଲା ମାତୋଣ୍ଡକର ସିଏଏକୁ ନେଇ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ ସିଏଏକୁ ବିରୋଧ କରି କହିଛନ୍ତି…
ପୃଥ୍ବୀରାଜର ଶୁଟିଂ ଆରମ୍ଭ କଲେ ମାନୁଷୀ, ଅକ୍ଷୟଙ୍କ ସହ ଡେବ୍ୟୁ କରିବାର ମିଳିଛି ସୁଯୋଗ
ବମ୍ବେ: ଖୁବ୍ଶୀଘ୍ର ବଡ଼ ପରଦାରେ ନଜର ଆସିବେ ମାନୁଷୀ ଛିଲ୍ଲର। ୨୦୧୭ରେ ବିଶ୍ୱ ସୁନ୍ଦରୀ ଆଖ୍ୟା ପାଇବା ପରେ ସେ ସୁଯୋଗ ଅପେକ୍ଷାରେ ରହିଥିଲେ। ଶେଷରେ ସେ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ସହ ଫିଲ୍ମ ‘ପୃଥ୍ବୀରାଜ’ରେ ଡେବ୍ୟୁ କରୁଛନ୍ତି। ଚଳଚ୍ଚିତ୍ରରେ ପୃଥ୍ବୀରାଜଙ୍କ…
୪୫ ବର୍ଷରେ ପାଦ ଦେଲେ ପ୍ରୀତି ଜିଣ୍ଟା: ୨ ଥର ନିଶ୍ଚିତ ମୁତ୍ୟୁ ମୁହଁରୁ ବଞ୍ଚିଥିଲେ
ମୁମ୍ବାଇ: ବଲିଉଡ୍ର ଡିମ୍ପଲ ଗର୍ଲ ପ୍ରୀତି ଜିଣ୍ଟା ଶୁକ୍ରବାର ୪୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୫ ଜାନୁୟାରୀ ୩୧ରେ ଶିମଲାଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ପ୍ରୀତମ୍ ସିଂ ଜିଣ୍ଟା। ତାଙ୍କୁ ୧୩ ବର୍ଷ ହୋଇଥିବାବେଳେ ପିତା ଦୁର୍ଗାନନ୍ଦ…
୫୦ କୋଟି କ୍ଲବ୍ରେ ‘ଷ୍ଟ୍ରିଟ୍ ଡ୍ୟାନ୍ସର’
ମୁମ୍ବାଇ: ଦର୍ଶକଙ୍କ ଭରପୂର ମନୋରଞ୍ଜନ କରୁଛି ବରୁଣ ଧାଓ୍ବନ-ଶ୍ରଦ୍ଧା କପୁର ଅଭିନୀତ ‘ଷ୍ଟ୍ରିଟ୍ ଡ୍ୟାନ୍ସର ଥ୍ରୀଡି’। ଛ’ ଦିନ ରିଲିଜ୍ ପରେ ଫିଲ୍ମ ୫୦ କୋଟି କ୍ଲବ୍ରେ ସାମିଲ ହୋଇଛି। ଏନେଇ ଟ୍ରେଡ୍ ଆନାଲିଷ୍ଟ ତରଣ ଆଦର୍ଶ ଟୁଇଟ୍ କରି ସୂଚନା…
ରଣବୀରଙ୍କ ମା’ଙ୍କ ଭୂମିକାରେ ନଜର ଆସିପାରନ୍ତି ରତ୍ନା
ମୁମ୍ବାଇ: ବଲିଉଡ୍ ନାୟକ ରଣବୀର ସିଂଙ୍କ ଷ୍ଟାର କାଷ୍ଟରେ ନିର୍ମାଣ ହେବାକୁ ଯାଉଛି ବଲିଉଡ୍ ମୁଭି ‘ଜୟେଶଭାଇ ଜୋରଦାର’। ଏଥିରେ ତାଙ୍କ ମାତାପିତାଙ୍କ ଭୂମିକାରେ ନଜର ଆସିବାକୁ ଥିବା କଳାକାଳରଙ୍କ ନାଁ ଏକ ପ୍ରକାର ଚୁଡାନ୍ତ ହୋଇଯାଇଛି ବୋଲି କୁହାଯାଉଛି। ଏହି…
ବୋଲ୍ଡ ଡ୍ରେସ୍ ପାଇଁ ଟ୍ରୋଲ ହେଲେ ପ୍ରିୟଙ୍କା
ମୁମ୍ବାଇ: ପ୍ରିୟଙ୍କା ଚୋପ୍ରା ନିକ୍ ଜୋନାସ୍ଙ୍କ ହାତ ଧରିବା ପରଠାରୁ ନିଜର ବେଶପୋଷାକ, ଚାଲିଚଳନକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଆସୁଛନ୍ତି। ଚଳିତବର୍ଷ ଆରମ୍ଭରୁ ସେ ଟ୍ରୋଲ ହୋଇଛନ୍ତି। ଗତ ୨୬ ତାରିଖରେ ଲସ୍ ଏଞ୍ଜେଲସ୍ର ଷ୍ଟେପ୍ଲେସ୍ ସେଣ୍ଟରରେ ଆୟୋଜିତ ବିଶ୍ୱର ସବୁଠୁ…
‘ମିଶନ ମଙ୍ଗଲ’ ନିର୍ଦ୍ଦେଶକଙ୍କ ଚିକିତ୍ସା ଖର୍ଚ୍ଚ ବହନ କରୁଛନ୍ତି ଅକ୍ଷୟ
ମୁମ୍ବାଇ: ବଲିଉଡ୍ ଫିଲ୍ମ ‘ମିଶନ ମଙ୍ଗଲ’ର ନିର୍ଦ୍ଦେଶକ ଜଗନ ଶକ୍ତି ହଠାତ୍ ଗତ ୨୫ ତାରିଖରେ ଅସୁସ୍ଥ ହୋଇ ପଡିଥିଲେ। ଏହାପରେ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ତାଙ୍କ ମୁଣ୍ଡରେ ରକ୍ତ ଜମାଟ ବାନ୍ଧିଥିବା କୁହାଯାଉଥିବା ବେଳେ ଜାନୁୟାରୀ…
Archives


