ଭାରତୀୟ କ୍ରିକେଟ ଦଳର ଜର୍ସିରେ ଅନୁଷ୍କା ଶର୍ମା
ବଲିଉଡ୍ ଅଭିନେତ୍ରୀ ତଥା ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଅନେକ ଦିନ ବ୍ୟବଧାନ ପରେ ଫିଲ୍ମ ଶୁଟିଂ ଆରମ୍ଭ କରିଛନ୍ତି। ଶୁଟିଂ ସେଟ୍ରେ ତାଙ୍କୁ ଭାରତୀୟ କ୍ରିକେଟ ଦଳର ଜର୍ସି ପିନ୍ଧିଥିବାର ଦେଖାଯାଇଛି।...
ଆରପାରିରେ ବିଶିଷ୍ଟ ଫିଲ୍ମ ନିର୍ଦ୍ଦେଶକ ମନମୋହନ ମହାପାତ୍ର
ଭୁବନେଶ୍ୱର, ୧୩।୧: ବିଶିଷ୍ଟ ଫିଲ୍ମ ନିର୍ମାତା ଏବଂ ନିର୍ଦ୍ଦେଶକ ମନମୋହନ ମହାପାତ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୬୯ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ତାଙ୍କ ମୃତ୍ୟୁ ହୋଇଥିବା ସାନ ପୁଅ ମନତୋଷ ମହାପାତ୍ର ସୂଚନା...
ତାମିଲ ଫିଲ୍ମ ପାଇଁ ସମ୍ମାନୀତ ହେଲେ ତାପସୀ
ମୁମ୍ବାଇ: ବଲିଉଡ୍ର ଚୁଲ୍ବୁଲି ନାୟିକା ତାପସୀ ପନ୍ନୁ ଏବେ ତାମିଲ ଇଣ୍ଡଷ୍ଟ୍ରିରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଏବେ ନାରୀ କୈନ୍ଦ୍ରୀକ ଫିଲ୍ମ ଭଲ ବ୍ୟବସାୟ କରୁଥିବା ବେଳେ ନିକଟରେ ଦୀପିକା ପାଦୁକୋନଙ୍କ ଅଭିନୀତ ଏମିତି ଏକ ନାରୀ...
ଭାଲେଣ୍ଟାଇନ୍ ଡେ’ରେ ବିବାହ କରିବେ ନେହା-ଆଦିତ୍ୟ, କାର୍ଡ ଭାଇରାଲ
ବଲିଉଡ୍ର ପ୍ରସିଦ୍ଧ ଗାୟିକା ନେହା କକ୍କରଙ୍କ ବିବାହକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ସେ କୁଆଡେ, ପ୍ରସିଦ୍ଧ ଗାୟକ ଉଦିତ୍ ନାରାୟଣଙ୍କ ପୁଅ ଆଦିତ୍ୟ ନାରାୟଣଙ୍କୁ ବିବାହ କରିବାକୁ ଯାଉଛନ୍ତି। ଉଭୟଙ୍କ ବିବାହ ଆସନ୍ତା ଫେବୃୟାରୀ ୧୪ ଅର୍ଥାତ୍...
କିୟାରାଙ୍କ ପ୍ରେମରେ ପାଗଳ ହେଲେ ସିଦ୍ଧାର୍ଥ
ମୁମ୍ବାଇ: ବଲିଉଡ୍ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରାଙ୍କ ନାମ ପୂର୍ବରୁ କେତେଜଣ ବଲିଉଡ୍ ନାୟିକାଙ୍କ ସହ ଯୋଡି ହୋଇଥିବା ବେଳେ ଏବେ କିନ୍ତୁ କିୟାରା ଓ ସିଦ୍ଧାର୍ଥଙ୍କ ପ୍ରେମ କାହାଣୀ ରହିଛି ଚର୍ଚ୍ଚାରେ। ସିଦ୍ଧାର୍ଥଙ୍କ ନାମ ସହ ପ୍ରଥମେ ଆଲିଆ ଭଟ୍ଟ,...
‘ମଲଙ୍ଗ’ ଟ୍ରେଲରକୁ ଦେଖି ସଲମାନ କହିଲେ ‘ଝକାସ୍’
ମୁମ୍ବାଇ: ଗତ ସପ୍ତାହରେ ଫିଲ୍ମ ‘ମଲଙ୍ଗ’ର ଟ୍ରେଲର ରିଲିଜ୍ ହୋଇଛି। ଏହି ଫିଲ୍ମରେ ଅନୀଲ କପୁର, ଆଦିତ୍ୟ ରୟ କପୁର, ଦିଶା ପଟାନୀ ଓ କୃନାଲ ଖେମୁଙ୍କ ଦମ୍ଦାର ଅଭିନୟ ଦେଖିବାକୁ ମିଳିବ। ଏହି ଟ୍ରେଲରକୁ ପ୍ରଶଂସକ ବେଶ୍ ପସନ୍ଦ...
ପିତାଙ୍କ ୮୦ତମ ଜନ୍ମଦିବସରେ ଏହି ପ୍ରଶ୍ନ ପଚାରିଥିଲେ ଅମିତାଭ, ଭିଡିଓ ଭାଇରାଲ
ବିଗ୍ ବି ଅମିତାଭ ବଚ୍ଚନ ନିଜର ଫିଲ୍ମ ଶୁଟିଂରୁ କିଛି ସମୟ ବାହାର କରି ସୋସିଆଲ ମିଡିଆରେ ଆକ୍ଟିଭ୍ ରହୁଛନ୍ତି। କବିତା ହେଉକି କି ଫ୍ୟାମିଲି ଫଟୋ ପ୍ରତିଦିନ କିଛି ନା କିଛି ଶେୟାର କରି ପ୍ରଶଂସକମାନଙ୍କୁ ଜଣାଉଛନ୍ତି। ଏବେ...
ନିଜକୁ ଐଶ୍ୱର୍ଯ୍ୟାଙ୍କ ପୁଅ ବୋଲି ଦାବିକଲେ ଯୁବକ
କିଛିଦିନ ତଳେ ଜଣେ ମହିଳା ନିଜକୁ ଅନୁରାଧା ପଡ଼ଓ୍ବାଲଙ୍କ ଝିଅ କହି ଚର୍ଚ୍ଚାକୁ ଆସିଥିବାବେଳେ ଏବେ ଜଣେ ୩୨ ବର୍ଷୀୟ ଯୁବକ ନିଜକୁ ଐଶ୍ୱର୍ଯ୍ୟା ରାୟବଚ୍ଚନଙ୍କ ପୁଅ ବୋଲି ଦାବି କରି ଚର୍ଚ୍ଚାକୁ ଆସିଛନ୍ତି। ପ୍ରାୟ ବର୍ଷକ ତଳେ ସଂପୃକ୍ତ...
ଓସ୍କାର ଦୌଡ଼ରେ ଥିବା ଚଳଚ୍ଚିତ୍ରରେ ଶୁଭ୍ରାଂଶୁ
କଟକ ଅଫିସ୧୩ା୧:: ଚଳିତବର୍ଷ ‘ଓସ୍କାର’ ଆୱାର୍ଡ ଦୌଡ଼ରେ ରହିଛି ବିଶ୍ୱର ୩୦୦ରୁ ଊର୍ଦ୍ଧ୍ୱ ଫିଲ୍ମ। ଏହି ଦୌଡରେ ସାମିଲ ହୋଇଛି ବଲିଉଡର ଏକ ଚଳଚ୍ଚିତ୍ର ‘ଲାଷ୍ଟ କଲର’। ବିକାଶ ଖାନାଙ୍କ ନିର୍ଦ୍ଦେଶନାରେ ପ୍ରସ୍ତୁତ ଏହି ଚଳଚ୍ଚିତ୍ରରେ ଡାଇରେକ୍ଟର ଅଫ୍ ଫଟୋଗ୍ରାଫି(ଡିଓପି)...
୩୭ ବର୍ଷରେ ଇମରାନ୍ ଖାଁ: ୧୯ ବର୍ଷ ବୟସରେ ବାନ୍ଧବୀ ଅବନ୍ତିକାଙ୍କ ପ୍ରେମରେ ପଡିଥିଲେ
ମୁମ୍ବାଇ: ବଲିଉଡ୍ ଷ୍ଟାର ଇମରାନ୍ ଖାଁ ସୋମବାର ୩୭ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୩ ଜାନୁୟାରୀ ୧୩ରେ ଆମେରିକା ଓ୍ବସକସିନ୍ର ମାଡିସନ୍ଠାରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍ରେ ସେ ୧୯୮୮ରେ ଶିଶୁ କଳାାର ଭାବେ କୟାମତ୍ ସେ କୟାମତ୍ ତକ୍...
ଅଭିନେତା ହେବା ଭାଗ୍ୟରେ ଥିଲା
ଦେବଦତ୍ତ ମହାନ୍ତି! ଏହା ତାଙ୍କର ଅସଲ ନାମ। ମାତ୍ର ସମସ୍ତେ ତାଙ୍କୁ ଜାଣନ୍ତି ‘ଶଙ୍ଖାଳି’ ଭାବରେ। ଓଡ଼ିଆ ଯାତ୍ରାଜଗତର ସେ ଜଣେ ଆଗଧାଡ଼ିର ଅଭିନେତା। ତାଙ୍କ ଅଭିନୟର ଏକ ସବୁଠୁ ଉତ୍ତମ ଦିଗ ହେଉଛି ତାଙ୍କର ସୁସ୍ପଷ୍ଟ ସଂଳାପ ଉଚ୍ଚାରଣ।...
ଗାଁ ଡ୍ରାମାରୁ ଆରମ୍ଭ
କେତେବେଳେ ସେ ନାୟିକା ହେଇ ମଞ୍ଚକୁ ଆସନ୍ତି ତ ପୁଣି କେତେବେଳେ ଖଳନାୟିକା ସାଜି। ଯେଉଁ ଭୂମିକାରେ ବି ଆସନ୍ତୁ, ଦର୍ଶକମାନେ ତାଙ୍କୁ ଗ୍ରହଣ କରନ୍ତି। ତାଙ୍କର ଅଭିନୟ ଦର୍ଶକଙ୍କୁ ମତୁଆଲାକରେ। ଆଉ ସାରା ରାତି ମଞ୍ଚ ତଳେ ବାନ୍ଧିରଖେ।...
Archives


