ମନୋରଞ୍ଜନ

୩୯ ବର୍ଷରେ ପାଦ ଦେଲେ ଶାହିଦ କପୁର: କରିନାଙ୍କ ସହିତ ବ୍ରେକ୍‌ଅପ୍‌ ପରେ ୧୪ ବର୍ଷ ସାନ ମୀରାଙ୍କୁ କରିଥିଲେ ବିବାହ

ମୁମ୍ବାଇ: ବଲିଉଡ୍‌ ଷ୍ଟାର ଶାହିଦ କପୁର ମଙ୍ଗଳବାର ୩୯ ବର୍ଷରେ ପାଦ ଦେଇଛନ୍ତି। ୧୯୮୧ ଫେବୃୟାରୀ ୨୫ରେ ସେ ନୂଆଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ଅଭିନୟ ପ୍ରତି ତାଙ୍କର ପିଲାଦିନୁ ଝୁଙ୍କ୍‌ ଥିଲା। ୨୦୦୩ରେ ସେ ରମେଶ ତୈରାନିଙ୍କ ଫିଲ୍ମ ଇଶ୍କ୍‌ ବିଶ୍କ୍‌ରେ…

ଡ୍ୟାନିଙ୍କ ନାମ ରଖିଥିଲେ ଜୟା ବଚ୍ଚନ: ସିକିମ୍‌ ରାଜକୁମାରୀଙ୍କୁ ଦୀର୍ଘ ଦିନ ପ୍ରେମ ପରେ କରିଥିଲେ ବିବାହ

ମୁମ୍ବାଇ: ବଲିଉଡ୍‌ ଖଳନାୟକ ଡ୍ୟାନି ଡେଞ୍ଜୋଙ୍ଗ୍‌ପା ମଙ୍ଗଳବାର ୭୨ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୪୮ ଫେବୃୟାରୀ ୨୫ରେ ସିକିମ୍‌ର ଗ୍ୟାଙ୍ଗଟକ୍‌ଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପ୍ରକୃତ ନାମ ଥେସରିଙ୍ଗ୍‌ ଫିଣ୍ଟୋସ୍‌ ଡେଞ୍ଜୋଙ୍ଗ୍‌ପା ଥିଲା। ଘରେ ମନାକରିବା ପରେ ମଧ୍ୟ ସେ…

ରାଧେ ପାଇଁ ଝାଳ ବୁହାଉଛନ୍ତି ଦିଶା: ସୋସିଆଲ ମିଡିଆରେ ଶେୟାର କଲେ ଭିଡିଓ

ନିକଟରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ମଲଙ୍ଗ’ର ସଫଳତା ନେଇ ଏହାର ଅଭିନେତ୍ରୀ ଦିଶା ପଟାନୀ ବହୁତ ଖୁସି ଅଛନ୍ତି। ଆଦିତ୍ୟ ରୟ କପୁର, ଅନିଲ କପୁର, କୁନାଲ ଖେମୁଙ୍କ ଅଭିନୀତ ଏହି ଫିଲ୍ମ ବକ୍ସ ଅଫିସରେ ଭଲ ବ୍ୟବସାୟ କରିଛି। ଏହା…

ଅନ୍ତରୀକ୍ଷ ଯାତ୍ରୀ ହେବେ ସଲମାନ୍‌!

ଭାରତର ପ୍ରଥମ ଅନ୍ତରୀକ୍ଷ ଯାତ୍ରୀ ରାକେଶ ଶର୍ମାଙ୍କ ବାୟୋପିକ୍‌ ‘ସାରେ ଜହାଁ ସେ ଅଚ୍ଛା’ ପୁଣି ଥରେ ଚର୍ଚ୍ଚାରେ। ପ୍ରଥମରୁ ହିଁ ଫିଲ୍ମର କଳାକାରଙ୍କୁ ନେଇ ଚର୍ଚ୍ଚା ଲାଗିରହିଛି। ପ୍ରଥମେ ଫିଲ୍ମରେ ଆମୀର ଖାନ୍‌ ପ୍ରମୁଖ ଚରିତ୍ରରେ ଅଭିନୟ କରିବେ ବୋଲି…

ଜୟଲଲିଥାଙ୍କ ୭୨ତମ ଜନ୍ମଦିନ ଅବସରରେ ଥାଲାଇବିର ନୂଆ ଲୁକ୍‌ ଶେୟାର କଲେ କଙ୍ଗନା

ମୁମ୍ବାଇ: ତାମିଲନାଡୁର ଦିବଙ୍ଗତ ମୁଖ୍ୟମନ୍ତ୍ରୀ ସ୍ବର୍ଗତା ଜୟଲଲିଥାଙ୍କ ସୋମବାର ୭୨ତମ ଜନ୍ମଦିନ। ଏହି ଅବସରରେ ବଲିଉଡ୍‌ କୁଇନ କଙ୍ଗନା ରଣାଓ୍ବତ ତାଙ୍କର ଅପ୍‌ କମିଂ ଫିଲ୍ମ ‘ଥାଲାଇବି’ରେ ଥିବା ତାଙ୍କ ଆଉ ଏକ ଲୁକ୍‌କୁ ଶେୟାର କରିଛନ୍ତି। ଏନେଇ ଇନ୍‌ଷ୍ଟାଗ୍ରାମ୍‌ରେ ସେ…

ସାତ ବର୍ଷ ପରେ ଏକାଠି ନଜର ଆସିବେ ଏକତା-ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାରଙ୍କ ଫିଲ୍ମ ଏବେ ଦର୍ଶକଙ୍କର ବେଶ୍‌ ପସନ୍ଦ ଆସୁଛି। ଚଳିତ ବର୍ଷ ଓ ଆସନ୍ତା ବର୍ଷ ତାଙ୍କ ହାତରେ ସବୁଠାରୁ ଅଧିକ ଅଫର ରହିଛି ବୋଲି ଜଣାପଡିଛି। ଏବେ ଏହାସହ ଆଉ ଏକ ପ୍ରୋଜେକ୍ଟ…

ଟ୍ରମ୍ପଙ୍କ ଭାଷଣରେ ବଲିଉଡ୍‌: ମନେ ପକାଇଲେ ସୋଲେ, ଡିଡିଏଲ୍‌ଜେ

ଅହମଦାବାଦ,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୨ ଦିନିଆ ଭାରତ ଗସ୍ତରେ ସୋମବାର ଗୁଜରାଟର ଅହମଦାବାଦରେ ପହଞ୍ଚିଛନ୍ତି। ସେଠାରେ ଥିବା ମୋଟେରା ଷ୍ଟାଡିୟମରେ ଆୟୋଜିତ ‘ନମସ୍ତେ ଟ୍ରମ୍ପ’କାର୍ଯ୍ୟକ୍ରମରେ ସେ ଯୋଗଦେଇଛନ୍ତି। ଏହି ସମୟରେ ସେ ସାଧାରଣ ଜନତାଙ୍କୁ ଉଦ୍‌ବୋଧନ ଦେବା ବେଳେ…

ମା’ ତୁମେ ବହୁତ ମନେ ପଡୁଛ…

ମୁମ୍ବାଇ: ବଲିଉଡ୍‌ର ଦିବଂଗତ ଅଭିନେତ୍ରୀ ଶ୍ରୀଦେବୀଙ୍କ ୨୪ ଫେବୃୟାରୀ ଅର୍ଥାତ୍‌ ସୋମବାର ଦ୍ୱିତୀୟ ଶ୍ରାଦ୍ଧବାର୍ଷିକୀ। ଆଜିର ଦିନରେ ଶ୍ରୀଦେବୀଙ୍କ ଅଚାନକ ମୃତ୍ୟୁ ସିନେପ୍ରେମୀଙ୍କୁ ହତବାକ କରିଦେଇଥିଲା। ୨୦୧୮ ଫେବୃୟାରୀ ୨୪ରେ ଦୁବାଇରେ ତାଙ୍କର ମୃତ୍ୟୁ ଘଟିଥିଲା। ଏଥିରେ ସ୍ବାମୀ ବୋନିକ କପୁର,…

ଦର୍ଶକଙ୍କୁ ଡରାଇ ପାରିଲାନି ‘ଭୂତ’: ୩ ଦିନରେ ୧୬.୩୬ କୋଟି ବ୍ୟବସାୟ

ମୁମ୍ବାଇ: ଭିକି କୌଶଲଙ୍କ ଅଭିନୀତ ଫିଲ୍ମ ‘ଭୂତ’ ରିଲିଜ ହୋଇସାରିଛି। ଟ୍ରେଲର ରିଲିଜ ପରେ ଦର୍ଶକେ ଯାହା ଆଶା କରୁଥିଲେ କିନ୍ତୁ ସେମିତି କିଛି କମାଲ କରିପାରିଲାନି ଏହି ଫିଲ୍ମ। ଲଗାତର ୩ ଦିନ ଫିଲ୍ମର କଲେକ୍ସନ ପ୍ରାୟ ସମାନ ରହିଲା।…

ରାସ୍ତାରେ ଜୋତା ପଲିଶ୍‌ କରୁଥିବା ସନି ଏବେ ଇଣ୍ଡିଆନ ଆଇଡଲ୍‌-୧୧ର ବିଜେତା

ମୁମ୍ବାଇ: ଦିନ ଥିଲା ରାସ୍ତାକଡ଼ରେ ବସି ଏହି ଯୁବକ ଜୋତା ପଲିଶ୍‌ କରୁଥିଲେ। ହେଲେ ଆଜି ସେ ଇଣ୍ଡିଆନ ଆଇଡଲ ସିଜିନ-୧୧ର ବିଜେତା। ସେ ଆଉ କିଏ ନୁହଁନ୍ତି ପଞ୍ଜାବ ଭଟିଣ୍ଡାର ସନି ହିନ୍ଦୁସ୍ତାନୀ। ଗତକାଲି ପପୁଲାର ରିୟଲଟି ଶୋ’ ଇଣ୍ଡିଆନ…

ସଫଳତା ପୂର୍ବରୁ ଟ୍ରେନ୍‌ରେ ଗୀତ ଗାଉଥିଲେ ଆୟୁଷ୍ମାନ୍‌

ମୁମ୍ବାଇ: ବି-ଟାଉନର ସବୁଠାରୁ ଲୋକପ୍ରିୟ ଅଭିନେତାମାନଙ୍କ ମଧ୍ୟରୁ ଆୟୁଷ୍ମାନ୍‌ ଖୁରାନା ଅନ୍ୟତମ। ସେ ଯେଉଁ ଗୀତ ଗାଆନ୍ତି ଏବଂ ଯେଉଁ ଫିଲ୍ମରେ ଅଭିନୟ କରନ୍ତି ସବୁ ହିଟ୍‌ ହୋଇଯାଏ। ଆୟୁଷ୍ମାନ୍‌ଙ୍କ ଅଭିନୀତ ଫିଲ୍ମ ‘ଅନ୍ଧାଧୂନ୍‌’ ଏବଂ ‘ବଧାଇ ହୋ’କୁ ଅନେକ ନ୍ୟାଶନାଲ୍‌…

ଜୋତାର ନିଆରା ମ୍ୟୁଜିୟମ୍‌

କାନାଡାର ଟରଣ୍ଟୋ ସ୍ଥିତ ବ୍ଲୋର୍‌ ଷ୍ଟ୍ରିଟ୍‌ଠାରେ ଥିବା ବାଟା ସୁ ମ୍ୟୁଜିୟମ ପୃଥିବୀର ଏକ ବିଖ୍ୟାତ ଜୋତା ମ୍ୟୁଜିୟମ୍‌ କହିଲେ ଅତ୍ୟୁକ୍ତି ହେବ ନାହିଁ। ଏଠାରେ ସଂଗୃହୀତ ହୋଇରହିଥିବା ସମସ୍ତ ଜୋତା ଏକ ଭିନ୍ନ କାହାଣୀ ବର୍ଣ୍ଣନା କରିଥାଏ। ଏହି ମ୍ୟୁଜିୟମ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?