ବିଗ୍ବସ୍ ବଦଳାଇଲା ଭାଗ୍ୟ: ମହେଶ ଭଟ୍ଟଙ୍କ ଫିଲ୍ମରେ ନଜର ଆସିବେ ଆସିମ୍, ନାୟିକା ସାଜିବେ ସନ୍ନି !
ବମ୍ବେ: ଲୋକପ୍ରିୟ ରିଆଲିଟି ଶୋ’ ବିଗ୍ବସ ଭାଗ ନେଉଥିବା ପ୍ରତିଯୋଗୀଙ୍କ ଭାଗ୍ୟ ବଦଳାଇଦିଏ। ଠିକ୍ ଏପରି କିଛି ଘଟିଛି ‘ବିଗ୍ବସ୍-୧୩’ର ପ୍ରତିଯୋଗୀ ଅସିମ୍ ରିଆଜଙ୍କ କ୍ଷେତ୍ରରେ। ଅସିମ୍ ଚଳିତ ସିଜନ୍ର ସବୁଠାରୁ ଅଧିକ ପସନ୍ଦ କରାଯାଉଥିବା ସେଲିବ୍ରିଟି ପାଲଟିଛନ୍ତି। ଏଣୁ ବଲିଉଡର…
ସେନା ପୋଷାକରେ ନଜର ଆସିଛନ୍ତି ଏହି ବଲିଉଡ୍ କଳାକାର
ମୁମ୍ବାଇ: ବଲିଉଡ୍ରେ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ କାହଣୀକୁ ନେଇ ନିର୍ମାଣ କରାଯାଇଥାଏ ଫିଲ୍ମ। ଏମିତିକି ସତ ଘଟଣାକୁ ନେଇ ତିଆରି ହୋଇଥିବା ଫିଲ୍ମ ଦର୍ଶକଙ୍କ ମନକୁ ମଧ୍ୟ ବେଶ୍ ଛୁଇଁପାରେ। ଏହି କ୍ରମରେ ଭାରତୀୟ ସେନାଙ୍କୁ ମଧ୍ୟ ବଲିଉଡ୍ ପରଦାରେ…
୨ଶହ କୋଟି କ୍ଲବରେ ସାମିଲ ହେଲା ତାନାଜୀ
ମୁମ୍ବାଇ: ବଲିଉଡ୍ ନାୟକ ଅଜୟ ଦେବଗନ ଓ କାଜଲଙ୍କ ଅଭିନୀତ ଫିଲ୍ମ ‘ତାନାଜୀ: ଦ ଅନସଙ୍ଗ ଓ୍ବାରିୟର’ ୨ଶହ କୋଟି କ୍ଳବରେ ସାମିଲ ହୋଇଛି। ଫିଲ୍ମ କ୍ରିଟିକ ତରଣ ଆଦର୍ଶଙ୍କ ସୂଚନା ଅନୁଯାୟୀ, ତାନାଜୀ ଏବେସୁଦ୍ଧା ୨୦୨.୮୩ କୋଟି ଟଙ୍କା ଆୟ…
ଆତ୍ମହତ୍ୟା କଲେ ଟେଲିଭିଜନ କଳାକାର ସେଜଲ ଶର୍ମା: ଉଦୟପୁରରେ ହେବ ଅନ୍ତିମ ସଂସ୍କାର
ନୂଆଦିଲ୍ଲୀ,୨୫।୧: ଟେଲିଭିଜନ ଧାରାବାହିକ ‘ଦିଲ ତୋ ହାପି ହୈ ଜି’ର ଅଭିନେତ୍ରୀ ସେଜଲ ଶର୍ମା ଶୁକ୍ରବାର ଆତ୍ମହତ୍ୟା କରିଥିବା ଜଣାପଡିଛି। ସେଜଲଙ୍କ ଆତ୍ମହତ୍ୟାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନ ଥିବା ବେଳେ ବ୍ୟକ୍ତିଗତ କାରଣରୁ ସେ ଆତ୍ମହତ୍ୟା କରିଥାଇ ପାରନ୍ତି…
ଐଶ୍ଚର୍ଯ୍ୟା କ‘ଣ ପୁଣି ଗର୍ଭବତୀ !
ମୁମ୍ବାଇ: ନିକଟରେ ଅଭିଷେକ ବଚ୍ଚନ ନିଜ ଟୁଇଟର ହ୍ୟାଣ୍ଡେଲରେ ପ୍ରଶଂସକଙ୍କୁ ଏକ ସରପ୍ରାଇଜ୍ ଦେବାକୁ କହିଥିଲେ। ସେନେଇ ପ୍ରଶଂସକଙ୍କ ମଧ୍ୟରେ ନାନା କଳ୍ପନାଜଳ୍ପନା ଜାରି ରହିଥିଲା। କେତେକ ଘରକୁ ନୂଆ ଅତିଥି ଆସୁଥିବା ପ୍ରଶ୍ନ କରିଥିଲେ। ଐଶ୍ଚର୍ଯ୍ୟା ରାୟ ବଚ୍ଚନ କ‘ଣ…
ନସିରୁଦ୍ଦିନ-ଅନୁପମଙ୍କ ବିବାଦକୁ ନେଇ ଟୁଇଟ୍ କଲେ ରାହୁଲ
ମୁମ୍ବାଇ: ବଲିଉଡ୍ର ଦୁଇ ବରିଷ୍ଠ ଅଭିନେତା ନସିରୁଦ୍ଦିନ ଶାହା ଓ ଅନୁପମ ଖେର ଏବେ ଅଛନ୍ତି ଚର୍ଚ୍ଚାରେ। ନିକଟରେ ନସିରୁଦ୍ଦିନ ଶାହା ଏକ ସାକ୍ଷାତ୍କାରରେ ଅଭିନେତା ଅନୁପମ ଖେରଙ୍କୁ ପରିହାସକାରୀ ବ୍ୟକ୍ତି ବୋଲି କହିଥିଲେ। ଆଉ ଅନୁପମ ଏକ ଭିଟିଓ ଟୁଇଟ୍…
ଏୟାର ଫୋର୍ସ ପାଇଲଟ ଭୂମିକାରେ ନଜର ଆସିବେ କଙ୍ଗନା
ମୁମ୍ବାଇ: ଏଥର ଫ୍ରାଇଡେ ରିଲିଜରେ ସାମିଲ ହୋଇଛି କଙ୍ଗନା ରାନାଓ୍ବତଙ୍କ ଫିଲ୍ମ ‘ପଙ୍ଗା’। ଏହା ବକ୍ସ ଅଫିସରେ ହିଟ୍ ହେବ ବୋଲି ମେକର୍ସ ଆଶା ରଖିଛନ୍ତି। ଏହାସହ କଙ୍ଗନା ତାଙ୍କ ଅପ୍କମିଂ ଫିଲ୍ମ ବିଷୟରେ ମଧ୍ୟ ଘୋଷଣା କରିଛନ୍ତି। ଆଗାମୀ ଫିଲ୍ମରେ…
ଅଭିଷେକ ଶେୟାର କଲେ ଫିଲ୍ମ‘ବବ୍ ବିଶ୍ୱାସ’ର ଝଲକ
ବମ୍ବେ: ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ପୁଅ ହେବା ସତ୍ତ୍ୱେ ବଲିଉଡରେ ଅଭିଷେକ ଦବଦବା ସେତେଟା ଜଣାପଡେନାହିଁ। ଅନେକ ତାଙ୍କ ଅଭିନୟ ପ୍ରଭାବିତ କରୁ ନ ଥିବା ମତ ରଖନ୍ତି। ନିକଟରେ ବିକ୍କି କୌଶଲଙ୍କ ଫିଲ୍ମ ମନ ମର୍ଜିୟାରେ ସେ ନଜର ଆସିଥିଲେ।…
ରାନୁ ଟ୍ରୋଲ୍ ହେବା ପରେ ହିମେଶ କହିଲେ ଯାହାର ସ୍ଥାନ ଯେଉଁଠି
ପଶ୍ଚିମବଙ୍ଗର ରାଣାଘାଟ ରେଲଓ୍ବେ ଷ୍ଟେଶନରେ ବସି ଲତା ମଙ୍ଗେସକରଙ୍କ କଣ୍ଠରେ ଗୀତ ଗାଇ ରାନୁ ମଣ୍ଡଳ ରାତାରାତି ସୁପରଷ୍ଟାର ପାଲଟି ଯାଇଥିଲେ। ସେତେବେଳେ ରାନୁଙ୍କ ଏକ ଭିଡିଓ ସୋସିିଆଲ ମିଡିଆରେ ବେଶ୍ ଭାଇରାଲ ହୋଇଥିଲା। ଏହା ପରେ ବଲିଉଡ୍ର ଗୀତିକାର, ଗାୟକ…
୭୫ ବର୍ଷରେ ସୁଭାଷ ଘାଇ: ଅଭିନେତା ହେବାକୁ ଆସି ପାଲଟି ଗଲେ ନିର୍ଦ୍ଦେଶକ
ମୁମ୍ବାଇ: ବଲିଉଡ୍କୁ ଅଭିନେତା ହେବା ପାଇଁ ଆସି ଶେଷରେ ସୁଭାଷ ଘାଇ ପାଲଟି ଥିଲେ ନିର୍ଦ୍ଦେଶକ। ଶୁକ୍ରବାର ସେ ୭୫ତମ ଜନ୍ମ ଦିନ ପାଳନ କରୁଛନ୍ତି। ୧୯୪୫ ଜାନୁୟାରୀ ୨୪ରେ ନାଗପୁରଠାରେ ତାଙ୍କର ଜନ୍ମ ହୋଇଥିଲା। ଦିଲ୍ଲୀରେ ଗ୍ରାଜୁଏସନ୍ କରିବା ପରେ…
୩୯ରେ ରିୟା ସେନ : ବିବାହ ପୂର୍ବରୁ ଗର୍ଭବତୀ ଥିବା ନେଇ ହୋଇଥିଲା ଚର୍ଚ୍ଚା
ମୁମ୍ବାଇ: ବଲିଉଡ୍ର ଚୁଲ୍ବୁଲି ଅଭିନେତ୍ରୀ ସୁନ୍ଦରୀ ରିୟା ସେନ୍ ଶୁକ୍ରବାର ୩୯ ବର୍ଷରେ ପଦାର୍ପଣ କରିଛନ୍ତି । ସେ ୧୯୮୧ ଜାନୁୟାରୀ ୨୪ରେ କୋଲକତାଠାରେ ଜନ୍ମଗ୍ରହଣ କରିଥିଲେ। ନିଜର ବୋଲ୍ଡ୍ ନେସ୍ ପାଇଁ ରିୟା ବଲିଉଡ୍ରେ ବେଶ୍ ଚର୍ଚ୍ଚିତ ରହିଛନ୍ତି। ୧୯୯୧ରେ…
‘ଶୁଭ ମଙ୍ଗଲ୍ ଜ୍ୟାଦା ସାବଧାନ୍’ ଟ୍ରେଲର ରିଲିଜ୍ ପରେ ଆୟୁଷ୍ମାନ୍ଙ୍କ ମାତାପିତା କହିଲେ ଆମେ ଗର୍ବିତ
ଅଭିନେତା ଆୟୁଷ୍ମାନ ଖୁରାନା ବର୍ତ୍ତମାନ ବଲିଉଡ୍ର ଟପ୍ ଲିଷ୍ଟ୍ରେ ଅଛନ୍ତି। ଯେ କି ଲଗାତର ଗୋଟିଏ ପରେ ଗୋଟିଏ ହିଟ୍ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଚାଲିଛନ୍ତି। ଇତିମଧ୍ୟରେ ଆୟୁଷ୍ମାନଙ୍କ ଆଗାମୀ ଫିଲ୍ମ ‘ଶୁଭ ମଙ୍ଗଲ୍ ଜ୍ୟାଦା ସାବଧାନ୍’ର ଟ୍ରେଲର ରିଲିଜ୍ ହୋଇସାରିଛି।…
Archives


