‘ଏଠି ସଙ୍ଗୀତ, ସଂସ୍କୃତି, କଳାର ସ୍ବତନ୍ତ୍ର ଚାହିଦା ରହିଛି’
ନିଜ ସୁରିଲା କଣ୍ଠରେ ବିଭିନ୍ନ ଭାଷାରେ ଗୀତ ଗାଇ ଶ୍ରୋତାଙ୍କୁ ନିଜର କରିପାରୁଥିବା କଣ୍ଠଶିଳ୍ପୀ ହେଉଛନ୍ତି ନୀତିମୋହନ ଶର୍ମା, ଯାହାଙ୍କୁ ସମସ୍ତେ ନୀତିମୋହନ ନାମରେ ଜାଣନ୍ତି। ୧୯୭୯ ନଭେମ୍ବର ୧୮ରେ ଦିଲ୍ଲୀଠାରେ ତାଙ୍କର ଜନ୍ମ। ବଲିଉଡ୍କୁ ଅନେକ ହିଟ୍ ଗୀତ...
ଫେରୁଛନ୍ତି କପିଲ ଶର୍ମା
ମୁମ୍ବାଇ: କମେଡି କିଙ୍ଗ୍ କପିଲ ଶର୍ମା ‘ଦି ଗ୍ରେଟ୍ ଇଣ୍ଡିଆନ କପିଲ ଶୋ’ ସହିତ ଫେରୁଛନ୍ତି। ତାଙ୍କ ସହ ସୁନୀଲ ଗ୍ରୋଭର, କୃଷ୍ଣ ଅଭିଷେକ, ଅର୍ଚ୍ଚନା ପୁରନ୍ ସିଂ, କିକୁ ଶାରଦା ଏବଂ ରାଜୀବ ଠାକୁର ଅଛନ୍ତି। ଏହି ଶୋ’...
ବିଜେଡି ଛାଡ଼ିବା ପରେ ବି ସୋସିଆଲ ମିଡିଆ କଭରପେଜ୍ରୁ ନବୀନଙ୍କ ଫଟୋ ହଟାଇନାହାନ୍ତି ଅନୁଭବ
କଟକ,୩୦ା୩: ଶନିବାର ବିଜେଡି ଛାଡ଼ିଛନ୍ତି କେନ୍ଦ୍ରପଡ଼ା ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି। ବିଶେଷ କଥା ହେଲା ବିଜେଡିରୁ ଇସ୍ତଫା ଦେବା ପରେ...
ବିଜେଡି ଛାଡ଼ିବା ପରେ କ୍ଷୋଭ ପ୍ରକାଶ କଲେ ଅନୁଭବ, ଲେଖିଲେ ଏମିତି…
କଟକ,୩୦ା୩: ଜଣଙ୍କ ପରେ ଜଣେ ସିନେ ଷ୍ଟାର ବିଜେଡି ଛାଡ଼ିବାରେ ଲାଗିଛନ୍ତି। ପୂର୍ବରୁ ଷ୍ଟାଇଲଶ୍ ହିରୋ ଅରିନ୍ଦମ ରାୟ ବିଜେଡି ଛାଡ଼ିଥିବା ବେଳେ ଦୁଇଦିନ ତଳେ ସୁପରଷ୍ଟାର ସିଦ୍ଧାନ୍ତ ମହାପାତ୍ର ବିଜେଡି ଛାଡ଼ି ଭାଜପାରେ ସାମିଲ ହୋଇଥିଲେ। ଆଜି ଅର୍ଥାତ୍...
‘ନୋ ଏଣ୍ଟ୍ରି’ର ସିକ୍ୱେଲ କରିବେ ବୋନି, ରିପ୍ଲେସ ହେବେ ଅନିଲ-ସଲମାନ
ମୁମ୍ବାଇ: ୨୦୦୫ର ବ୍ଲକବଷ୍ଟର ମୁଭି ‘ନୋ ଏଣ୍ଟ୍ରି’ର ବହୁ ପ୍ରତୀକ୍ଷିତ ସିକ୍ୱେଲ ସ୍କ୍ରିନରେ ଧମାକାଦାର କମବ୍ୟାକ କରିବାକୁ ପ୍ରସ୍ତୁତ। ସୂଚନାଯୋଗ୍ୟ, ବରୁଣ ଧୱନ, ଅର୍ଜୁନ କପୁର ଏବଂ ଦିଲଜିତ ଦୋସାଞ୍ଜ ଏହି ମୁଭିରେ ଡବଲ ରୋଲରେ ଅଭିନୟ କରିବାକୁ ପ୍ରସ୍ତୁତ,...
ଟ୍ରାନ୍ସଜେଣ୍ଡରଙ୍କ ପାଇଁ ବଡ ହୃଦୟ ଦେଖାଇଲେ ଆୟୁଷ୍ମାନ
ମୁମ୍ବାଇ: ନିକଟରେ ବଲିଉଡ ତାରକା ଆୟୁଷ୍ମାନ ଖୁରାନା ଚଣ୍ଡିଗଡ଼ରେ ଏକ ନିଆରା କାର୍ଯ୍ୟକ୍ରମର ଉଦଘାଟନ କରିଛନ୍ତି। ସେ ଜିରକପୁରରେ ଏକ ଫୁଡ ଟ୍ରକର ଉଦଘାଟନ କରିଥିଲେ ଯାହା କେବଳ ଟ୍ରାନ୍ସଜେଣ୍ଡର ସମ୍ପ୍ରଦାୟର ସଦସ୍ୟଙ୍କ ଦ୍ୱାରା ପରିଚାଳିତ। ‘ସ୍ବୀକାର’ନାମକ ଏହି ଫୁଡ...
ପରିଚୟ ସୃଷ୍ଟି କରିବାକୁ ଲାଗେ ସମୟ
ଅଭିନେତ୍ରୀ କ୍ରିତି ସାନନ ଅଭିନୟ ସହ ଖୋଲାଖୋଲି ମନ୍ତବ୍ୟ ପାଇଁ ବେଶ୍ ଜଣାଶୁଣା। ନିକଟରେ ସେ ତାଙ୍କ ଫିଲ୍ମ ‘ଦି କ୍ରୁ’ ପାଇଁ ଚର୍ଚ୍ଚାରେ ରହିଛନ୍ତି। ଏହି ଫିଲ୍ମରେ ମୁଖ୍ୟ ଭୂମିକାରେ ଅଭିନେତ୍ରୀ କରୀନା କପୁର ଏବଂ ତବୁ ପ୍ରମୁଖ...
ରିଲ୍ ଲାଇଫର ‘ରାମ’ଙ୍କ ପରି ପୂର୍ବରୁ ‘ରାବଣ’ଙ୍କୁ ମଧ୍ୟ ଟିକେଟ୍ ଦେଇଛି ଭାଜପା, ଜାଣନ୍ତୁ ‘ଲଙ୍କେଶ’ଙ୍କ କିପରି ଥିଲା ରାଜନୈତିକ କ୍ୟାରିୟର
ମୁମ୍ବାଇ: ଚାରି ଦଶକ ପୂର୍ବରୁ ଟିଭି ସିରିଆଲରେ ଲୋକପ୍ରିୟ ହୋଇଥିଲା ରାମାୟଣ। ଏଥିରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲ ହିନ୍ଦୁଙ୍କ ରିଅଲ ଲାଇଫର ରାମ ହୋଇଯାଇଥିଲେ। ତେବେ ସମସ୍ତଙ୍କ ପ୍ରିୟ ରାମଙ୍କୁ ଭାଜପା ଚଳିତ ନିର୍ବାଚନ ପାଇଁ...
ଟ୍ରୋଲିଂକୁ ନେଇ ରାଗରେ ନିଆଁବାଣ ହେଲେ ସୋନୁ, କହିଲେ ‘ସେ ଆମ ହିରୋ’
ବମ୍ବେ,୨୯।୩: ଆରମ୍ଭରୁ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ର ୧୭ତମ ସିଜନ ଚର୍ଚ୍ଚାରେ ରହିଆସୁଛି। ସୋସିଆଲ ମିଡିଆରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ଏବଂ ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଘୃଣାର ଶିକାର ହେବାକୁ ପଡ଼ୁଛି। ରୋହିତ ଶର୍ମାଙ୍କ ସ୍ଥାନରେ ସେ ଅଧିନାୟକ ହୋଇଥିବାରୁ...
ଆଲିଆଙ୍କ ମହଙ୍ଗା ନେକଲେସ
ମୁମ୍ବାଇ: ନିକଟରେ ଲଣ୍ଡନରେ ଆୟୋଜିତ ହୋପ ଗାଲା କାର୍ଯ୍ୟକ୍ରମରେ ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟ ଯୋଗ ଦେଇଥିଲେ। ଆଲିଆ ନିଜେ ଏହି କାର୍ଯ୍ୟକ୍ରମ ହୋଷ୍ଟ କରିଥିଲେ। ଭାରତରେ ଅବହେଳିତ କିଶୋରମାନଙ୍କ ପାଇଁ ପାଣ୍ଠି ସଂଗ୍ରହ ପାଇଁ ସଲାମ ବମ୍ବେ ଫାଉଣ୍ଡେସନ...
ବିବାହ ପୂର୍ବରୁୁ ଦୀପିକାଙ୍କ ସହ ଥିଲା ଧୋନିଙ୍କର ସମ୍ପର୍କ?
ନୂଆଦିଲ୍ଲୀ,୨୯।୩: ମହେନ୍ଦ୍ର ସିଂ ଧୋନି ଆଇପିଏଲ ୨୦୨୪ ରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳାଳି ଭାବରେ ଖେଳୁଛନ୍ତି। ୧୭ ତମ ସିଜିନ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଧୋନି ଅଧିନାୟକ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଥିଲେ।...
ସର୍ବ ସମ୍ମୁଖରେ ବିଜୟ ଦେବାକୋଣ୍ଡାଙ୍କୁ ‘ଡାର୍ଲିଂ’ ବୋଲି ଡାକିଲେ ରଶ୍ମିକା
ଚେନ୍ନାଇ:ଅଭିନେତ୍ରୀ ରଶ୍ମିକା ମନ୍ଦାନା ଏବଂ ଅଭିନେତା ବିଜୟ ଦେବରକୋଣ୍ଡା ସେମାନଙ୍କ ଲଭ ଲାଇଫକୁ ନେଇ ଚର୍ଚ୍ଚାରେ ରହି ଆସୁଛନ୍ତି। ଯଦିଓ ଉଭୟ ନିଜ ରିଲେସନଶିପକୁ ନିଶ୍ଚିତ କରିନାହାଁନ୍ତି, ସେମାନଙ୍କର କ୍ଲୋଜ ବଣ୍ଡ ନିଶ୍ଚିତ ଭାବରେ ପ୍ରଶଂସକମାନଙ୍କୁ ଚିନ୍ତା କରିବାକୁ ବାଧ୍ୟ...
Archives


