ମନୋରଞ୍ଜନ

ରକୁଲ ‘ସ୍ତ୍ରୀ ନମ୍ବର ୧’

ମୁମ୍ବାଇ:ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଗୁରୁବାର ତାଙ୍କର ୩୪ତମ ଜନ୍ମଦିନ ପାଳନ କରିଛନ୍ତି। ବିବାହ କରିବାପରେ ଏହା ହେଉଛି ତାଙ୍କର ପ୍ରଥମ ଜନ୍ମଦିନ। ରକୁଲଙ୍କ ଜନ୍ମଦିନକୁ ସ୍ବାମୀ ଜ୍ୟାକି ଭଗ୍‌ନାନୀ ସ୍ବତନ୍ତ୍ର ଭାବେ ସେଲିବ୍ରେଟ କରିଛନ୍ତି। ସେ ତାଙ୍କ ଇନ୍‌ଷ୍ଟଗ୍ରାମରେ ରାକୁଲଙ୍କୁ…

ନାଁ ବଦଳାଇ ଦେଇଥିଲେ ଅମିତାଭ ବଚ୍ଚନ: ପ୍ରକୃତ ନାଁ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ବର୍ଷ ବର୍ଷ ଧରି ବଲିଉଡ ଇଣ୍ଡଷ୍ଟ୍ରିରେ ସକ୍ରିୟ ରହି ପ୍ରଶଂସକଙ୍କୁ ମନୋରଞ୍ଜନ କରୁଛନ୍ତି। ଅମିତାଭ ତାଙ୍କ ବୃତ୍ତିଗତ ଏବଂ ବ୍ୟକ୍ତିଗତ ଜୀବନରେ ଏକ ଭଲ ସନ୍ତୁଳନ ବଜାୟ ରଖନ୍ତି। ପ୍ରଶଂସକମାନେ ତାଙ୍କୁ ସ୍ନେହରେ ବିଗ ବି ବୋଲି…

ଏହି ଗୋଟିଏ ମାତ୍ର ଫିଲ୍ମର ପ୍ରଯୋଜକ ଥିଲେ ରତନ ଟାଟା, ଅଭିନୟ କରିଥିଲେ ଅମିତାଭ ବଚ୍ଚନ

ମୁମ୍ବାଇ,୧୦ା୧୦: ଜଣେ ଶିଳ୍ପପତି ହେବା ବ୍ୟତୀତ ରତନ ଟାଟା ମଧ୍ୟ ଜଣେ ଫିଲ୍ମପ୍ରେମୀ ଥିଲେ। ୨୦୦୪ରେ ରତନ ଟାଟା ଏକ ବଲିଉଡ୍‌ ଫିଲ୍ମର ପ୍ରଯୋଜନା କରିଥିଲେ। ରତନ ଟାଟା ଏହି ଫିଲ୍ମଟି ଜତିନ କୁମାରଙ୍କ ସହ ପ୍ରଯୋଜନା କରିଥିଲେ। ୧୯୯୬ରେ ହଲିଉଡ୍‌…

୬୫ ବର୍ଷରେ ଚତୁର୍ଥ ବିବାହ କଲେ ସଞ୍ଜୟ ଦତ୍ତ? ଭାଇରାଲ ହେଉଛି…

ବମ୍ବେ: ବଲିଉଡର ‘ଖଳନାୟକ’ ସଞ୍ଜୟ ଦତ୍ତ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ନବରାତ୍ରୀ ଅବସରରେ ସେ ପୁଣିଥରେ ବିବାହ କରିଛନ୍ତି। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛନ୍ତି। ଭିଡିଓରେ ସଞ୍ଜୟ ଧୋତି କୁର୍ତ୍ତା ପିନ୍ଧିଛନ୍ତି। ଚତୁର୍ଥ ଥର ଲାଗି…

୧୧ରୁ ଓଟିଟିରେ ‘ସର୍‌ଫିରା’

ମୁମ୍ବାଇ: ଅଭିନେତା ଅକ୍ଷୟ କୁମାର ଓ ଅଭିନେତ୍ରୀ ରାଧିକା ମଦାନଙ୍କ ‘ସର୍‌ଫିରା’ ଗତ ଜୁଲାଇ ୧୨ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା। ତେବେ ଏହା ବକ୍ସ ଅଫିସ୍‌ରେ ଭଲ ବ୍ୟବସାୟ କରି ପାରି ନ ଥିଲା। ପ୍ରାୟ ୧୦୦ କୋଟି ଟଙ୍କାର ବଜେଟରେ…

ରିଶବ ଶେଟ୍ଟୀ ଶ୍ରେଷ୍ଠ ଅଭିନେତା

ନୂଆଦିଲ୍ଲୀ, ୯।୧୦: ନୂଆଦିଲ୍ଲୀର ବିଜ୍ଞାନ ଭବନରେ ମଙ୍ଗଳବାର ୭୦ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିତରଣ ସମାରୋହ ଆୟୋଜିତ ହୋଇଯାଇଛି। ଏହି ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୧୫ ମହିଳାଙ୍କୁ ମିଶାଇ ସମୁଦାୟ ୮୫ ଜଣ…

ଓଡ଼ିଶା ପାଇଁ ଗୌରବ, ଦମନକୁ ଜାତୀୟ ପୁରସ୍କାର

ଭୁବନେଶ୍ୱର,୮।୧୦: ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର। ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ଦମନ ପୁରସ୍କୃତ ହୋଇଛି। ଦିଲ୍ଲୀ ବିଜ୍ଞାନ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କାର ପ୍ରଦାନ କରୁଛନ୍ତି। ବିଭିନ୍ନ ବର୍ଗରେ ମନୋନୀତ…

ବୁଢ଼ୀ ‘ଅନୁପମା’ଙ୍କୁ ଦେଖି ପ୍ରଶଂସକଙ୍କ ବଢ଼ିଲା ବିପି

ବମ୍ବେ: ଚର୍ଚ୍ଚାରେ ଟେଲିଭିଜନ ଦୁନିଆର ସବୁଠାରୁ ଲୋକପ୍ରିୟ ଧାରାବାହିକ ‘ଅନୁପମା’। ନିକଟରେ ନିର୍ମାତା ଏହାର ଲିପ୍‌ ନେଇ ଘୋଷଣା କରିଥିଲେ, ଯାହାର ପ୍ରମୋ ହୋଇଛି ରିଲିଜ। ଏହାପରେ ସୋସିଆଲ ମିଡିଆରେ ପ୍ରଶଂସକଙ୍କ ଆକ୍ରୋଶ ଦେଖିବାକୁ ମିଳୁଛି। ବିଶେଷକରି ରୂପାଲିଙ୍କ ଲୁକ୍‌ ପସନ୍ଦ…

‘ସିଂଘମ୍‌ ଏଗେନ୍‌’ ଟ୍ରେଲର ଆଉଟ୍

ମୁମ୍ବାଇ: ଅଜୟ ଦେବଗନଙ୍କ ‘ସିଂଘମ୍‌ ଏଗେନ୍‌’ ଫିଲ୍ମକୁ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି। ଫିଲ୍ମ ରିଲିଜ୍‌ ତାରିଖ ପାଖେଇ ଆସୁଥିବା ସହ ଲୋକଙ୍କ ଉତ୍ସାହ ବୃଦ୍ଧି ପାଇବାରେ ଲାଗିଛି। ଆସନ୍ତା ନଭେମ୍ବର ୧ରେ ଦୀପାବଳି ଉପଲକ୍ଷେ ରିଲିଜ୍‌ ହେବାକୁ ଯାଉଥିବା…

ପ୍ରଶଂସକଙ୍କୁ କ୍ଷମା ମାଗିଲେ ନିୟା

ମୁମ୍ବାଇ: ‘ବିଗ୍‌ବସ୍‌ ୧୮’ ରବିବାରଠାରୁ ଆରମ୍ଭ ହୋଇଛି। ଏହି ଶୋ’ରେ ଅଭିନେତ୍ରୀ ନିୟା ଶର୍ମା ଅଂଶଗ୍ରହଣ କରୁଥିବାନେଇ ବିଭିନ୍ନ ରିପୋର୍ଟ ପ୍ରକାଶ ପାଇଥିଲା। ନିୟା ମଧ୍ୟ ପୂର୍ବରୁ ଉକ୍ତ ରିପୋର୍ଟକୁ ସ୍ବୀକାର କରିଥିଲେ। ତେବେ ସେ ରବିବାର ଏହି ଶୋ’ରେ ଅଂଶଗ୍ରହଣ…

ଟ୍ରୋଲର୍ସଙ୍କୁ ଜବାବ ଦେଲେ କରନ୍‌

ମୁମ୍ବାଇ: ଆଲିଆ ଭଟ୍ଟଙ୍କ ଆଗାମୀ ଚଳଚ୍ଚିତ୍ର ‘ଜିଗ୍‌ରା’ ନିକଟରେ ଖୁବ୍‌ ଚର୍ଚ୍ଚାରେ ରହିଛି। ତେବେ ଫିଲ୍ମର ପ୍ରମୋଶନବେଳେ ଏକ ସାକ୍ଷାତ୍‌କାରରେ ଏହାର ନିର୍ଦ୍ଦେଶକ ଭାସନ୍‌ ବାଲାଙ୍କ ଏକ ମନ୍ତବ୍ୟକୁ ନେଇ ବିବାଦ ସୃଷ୍ଟି ହୋଇଛି। ‘ଜିଗ୍‌ରା’ ଫିଲ୍ମ ନିର୍ମାତା କରନ୍‌ ଜୋହର…

ସଲମାନଙ୍କୁ ଭେଟିଲେ ଆରଧ୍ୟା! ବି ଟାଉନ୍‌ରେ ହଲଚଲ, ଜାଣନ୍ତୁ ଭାଇରାଲ ଫଟୋ ପଛର ସତ୍ୟତା…

ମୁମ୍ବାଇ: ସଲମାନ ଖାନ ଏବେ ତାଙ୍କର ଆଗାମୀ ଫିଲ୍ମ ସିକନ୍ଦର ସୁଟିଂରେ ବ୍ୟସ୍ତ ଅଛନ୍ତି। ତେବେ ସୁଟିଂ ସେଟ୍‌ ଭିତରେ ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନଙ୍କ ଝିଅ ଆରାଧ୍ୟା ତାଙ୍କୁ ସାକ୍ଷାତ କରିଥିବା ଫଟୋ ଭାଇରାଲ ହୋଇଛି। ଯାହାକୁ ଦେଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?