‘ଶୁଭ ମଙ୍ଗଲ ଜାଦା ସାବଧାନ’ର ଟ୍ରେଲର ରିଲିଜ
ମୁମ୍ବାଇ: ଆୟୁଷ୍ମାନ ଖୁରାନାଙ୍କ ଅପ୍ କମିଂ ରୋମାଣ୍ଟିକ ଓ କମେଡି ଫିଲ୍ମ ‘ଶୁଭ ମଙ୍ଗଲ ଜାଦା ସାବଧାନ’ର ଟ୍ରେଲର ରିଲିଜ ହୋଇଛି। ଏହି ଟ୍ରେଲର ୨ମିନିଟ୍ ୪୧ ସେକେଣ୍ଡର ହୋଇଥିବା ବେଳେ ଏହାକୁ ପ୍ରଶଂସକ ବେଶ୍ ପସନ୍ଦ କରିଛନ୍ତି। ଏଥିରେ ଆୟୁଷ୍ମାନ…
ବିବାହ ବିଚ୍ଛେଦର ୧୪ବର୍ଷ ପରେ ପ୍ରଥମ ପତ୍ନୀଙ୍କ ପ୍ରେମରେ ପଡ଼ିଲେ ଏହି ସୁପରଷ୍ଟାର
ଫିଲ୍ମ ଇଣ୍ଡଷ୍ଟ୍ରିରେ ସମ୍ପର୍କ ଗଢ଼ିବା ଓ ଭାଙ୍ଗିବା ସାଧାରଣ କଥା। ବହୁଥର ଆମ ପସନ୍ଦର ପ୍ରତିଷ୍ଠିତ କଳାକାରଙ୍କ ସମ୍ପର୍କ ଗଢ଼ୁ ଗଢ଼ୁ ଭାଙ୍ଗିଯାଇଥିବା ଦେଖିବାକୁ ମିଳିଥାଏ। ହେଲେ ଏହି ସବୁ କଥା ଯେତେ ଲୁଚାଇଲେ ବି ବେଶୀ ଦିନ ଯାଏ ସମସ୍ତଙ୍କଠାରୁ…
ଫିଲ୍ମ ‘୮୩’ରେ ସୟଦ କିର୍ମାନୀଙ୍କ ଚରିତ୍ରରେ ନଜର ଆସିବେ ଏହି ଅଭିନେତା
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ୧୯୮୩ ମସିହା ବିଶ୍ୱକପ ବିଜେତା କପିଲ ଦେବଙ୍କ ଉପରେ ନିର୍ମାଣ ହେଉଛି ଫିଲ୍ମ ‘୮୩’। ଏଥିରେ ମୁଖ୍ୟ ଭୂମିକାରେ ନଜର ଆସିବେ ରଣବୀର ସିଂହ। ଏହି ଫିଲ୍ମର ଗୋଟିଏ ପରେ ଗୋଟିଏ କଳାକାରଙ୍କୁ…
ମା’ ଶ୍ରୀଦେବୀଙ୍କ ପରି ଶାଢ଼ିରେ ସୁନ୍ଦର ଦିଶୁଛନ୍ତି ଜାହ୍ନବୀ
ମୁମ୍ବାଇ: ଅଭିନେତ୍ରୀ ଜାହ୍ନବୀ କପୁର ସୋସିଆଲ ମିଡିଆରେ ବେଶ୍ ଆକ୍ଟିଭ୍ ରହୁଛନ୍ତି। ଇନ୍ଷ୍ଟାଗ୍ରାମ୍ରେ ଫ୍ୟାନ୍ମାନଙ୍କ ନିକଟତର ହେବାକୁ ପ୍ରତିଦିନ କିଛି ନା କିଛି ଫଟୋ ଶେୟାର କରୁଛନ୍ତି। ରବିବାର ଜାହ୍ନବୀ ଶାଢ଼ି ପିନ୍ଧିଥିବା କିଛି ଫଟୋ ଇନ୍ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଯାହା…
୨୦ ହଜାର ସ୍କ୍ରିନରେ ରିଏଣ୍ଟ୍ରି କରିବ ‘ଆଖେଁ’
ମୁମ୍ବାଇ: ପ୍ରାୟ ୨ଦଶକ ପୂର୍ବେ ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନଙ୍କ ଦ୍ୱାରା ଅଭିନୀତ ଫିଲ୍ମ ‘ଆଖେଁ’ ପୁଣିଥରେ ୨୦ ହଜାର ସ୍କ୍ରିନରେ ରିଏଣ୍ଟ୍ରି କରିବ ବୋଲି ଶୁଣିବାକୁ ମିଳିଛି। ଅବଶ୍ୟ ଏହା ଭାରତରେ ନୁହେଁ ସୌଦି ଆରବ ଓ ଚାଇନାରେ ରିଲିଜ୍…
ନୂଆବର୍ଷରେ କରିନାଙ୍କ ସହ ନଜର ଆସିବେ ଶାହାରୁଖ
ମୁମ୍ବାଇ: ବଲିଉଡର କିଙ୍ଗ ଖାନ୍ ଶାହାରୁଖଙ୍କ ଲେଉଟାଣିକୁ ଦର୍ଶକେ ବେଶ୍ ଆଗ୍ରହର ସହ ଅପେକ୍ଷା ରଖିଛନ୍ତି। ନିକଟରେ ଶୁଣିବାକୁ ମିଳିଥିଲା ଶାହାରୁଖ କରନ ଜୋହରଙ୍କ ଫିଲ୍ମରେ ଦର୍ଶକଙ୍କ ପାଖକୁ ପୁଣିଥରେ ଫେରିବେ। ଏବେ କିନ୍ତୁ ଶୁଣିବାକୁ ମିଳିଛି ଶାହାରୁଖ ବଲିଉଡ୍ ନିର୍ଦ୍ଦେଶକ…
ଉତ୍କଳ ଗଣନାଟ୍ୟରୁ ଯାତ୍ରା ସ୍ବପ୍ନମହଲ
‘ଉତ୍କଳ ଗଣନାଟ୍ୟ’ରୁ ଆରମ୍ଭ ହୋଇଥିଲା ତାଙ୍କ ଅଭିନୟର ଯାତ୍ରା। ଏହା ୧୯୯୧ ମସିହା କଥା। ପ୍ରଥମ ନାଟକ ଥିଲା ‘ପାଗଳୀ ଆସିଛି ଆମ ଗଁାକୁ’। ଚେହେରା ଥିଲା ଯେମିତି ଅଭିନୟ ବି ଥିଲା ସେମିତି। ଏହି ନାଟକ ଜରିଆରେ ଓଡ଼ିଶା ଯାତ୍ରା…
ବରୁଣେଶ୍ୱରରେ ମାୟାବିନୀ ମୌସୁମୀ
ଓଡ଼ିଶାର ଅନ୍ୟତମ ଯାତ୍ରା ମହାକୁମ୍ଭ ବରୁଣେଶ୍ୱର ମେଳା। ବରୁଣେଶ୍ୱରଙ୍କ ପୀଠରେ ଅନୁଷ୍ଠିତ ଏହି ମେଳାର ମୁଖ୍ୟ ଆକର୍ଷଣ ହେଉଛି ଯାତ୍ରା। ଯାତ୍ରାର ଏକ ଅଘୋଷିତ ମହାସମର ଅନୁଷ୍ଠିତ ହୋଇଥାଏ। ଚଳିତବର୍ଷ ମଧ୍ୟ ଯୁଦ୍ଧ ପାଇଁ ସଜବାଜ ହେଲେଣି ଯାତ୍ରାଦଳଗୁଡ଼ିକ। ଆଜିଠାରୁ ଆରମ୍ଭ…
ଶବାନାଙ୍କ ଡ୍ରାଇଭରଙ୍କ ନାଁରେ ଆସିଲା ଅଭିଯୋଗ
ମୁମ୍ବାଇ,୧୯।୧: ବଲିଉଡ୍ ଅଭିନେତ୍ରୀ ଶବାନା ଆଜମୀ ଶନିବାର ଏକ କାର୍ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଖବର ମିଳିଥିଲା। ଏଥିରେ ତାଙ୍କ ଡ୍ରାଇଭର ମଧ୍ୟ ଆହତ ହୋଇଥିଲେ। ହେଲେ କାର୍ରେ ତାଙ୍କ ସହ ଥିବା ତାଙ୍କ ସ୍ବାମୀ ଜାଭେଦ ଅଖତର ଅଳ୍ପକେ…
ସୈଫଙ୍କ ପସନ୍ଦ ଆସିଲାନି ଝିଅ ସାରାଙ୍କ ଫିଲ୍ମ ଟ୍ରେଲର
ସାରା ଅଲ୍ଲୀ ଖାନ୍ ଏବଂ କାର୍ତ୍ତିକ ଆର୍ୟନଙ୍କ ଅଭିନୀତ ଫିଲ୍ମ‘ଲଭ୍ ଆଜ୍ କଲ୍’ର ଟ୍ରେଲର ରିଲିଜ୍ ହୋଇସାରିଛି। ଏହା ପରେ ପ୍ରଶଂସକଙ୍କ ପ୍ରତିକ୍ରିୟା ଦେଖିବାକୁ ମିଳିଛି। କିଛି ପ୍ରଶଂସକ ସାରା-କାର୍ତ୍ତିକଙ୍କ ଅଭିନୟକୁ ପ୍ରଶଂସା କରୁଥିବା ବେଳେ ଆଉ କିଛି ଟ୍ରୋଲ୍ ବି…
ଲାକ୍ମୀ ଫ୍ୟାଶନ ଉଇକ୍ରେ ଚମକିଲେ ନେପାଳର ପ୍ରଥମ ଟ୍ରାନ୍ସଜେଣ୍ଡର ମହିଳା
ବମ୍ବେ: ଲାକ୍ମୀ ଫ୍ୟାଶନ ଉଇକ୍ରେ ଜଣେ ଟ୍ରାନ୍ସଜେଣ୍ଡର ମହିଳାଙ୍କ ଜଲଓ୍ବା। ସେ ବି ଏଭଳି ଯେ ସେଠାରେ ଉପସ୍ଥିତ ସମସ୍ତଙ୍କ ନଜର ତାଙ୍କ ଉପରେ କେନ୍ଦ୍ରୀଭୂତ ହୋଇଥିଲା। ନେପାଳର ନୁବାକେଟ ଜିଲାର ଏକ କୃଷକ ପରିବାରରେ ଜନ୍ମ ନେଇଥିବା ଅଞ୍ଜଳୀ ଲାମା…
କାର୍ ଦୁର୍ଘଟଣାରେ ଶବାନା ଆଜମୀ ଆହତ
ମୁମ୍ବାଇ,୧୮।୧: ବଲିଉଡ୍ ଅଭିନେତ୍ରୀ ଶବାନା ଆଜମୀ ଏକ ଦୁର୍ଘଟଣାରେ ଆହତ ହୋଇଥିବା ସୂଚନା ମିଳିଛି। ମୁମ୍ବାଇ-ପୁନେ ଏକ୍ସପ୍ରେସଓ୍ବେର କାହଲପୁରଠାରେ ତାଙ୍କ କାର୍ ଦୁର୍ଘଟଣା ହେବା ସହ ସେ ଓ ତାଙ୍କ ଡ୍ରାଇଭର ଏଥିରେ ଆହତ ହୋଇଛନ୍ତି। ସେଥିରେ ତାଙ୍କ ସ୍ବାମୀ ଜାଭେଦ…
Archives


