ମନୋରଞ୍ଜନ

ଓଜନିଆ ଗାଉନ୍‌ ପିନ୍ଧି ଟ୍ରୋଲ୍‌ ହେଲେ ଉର୍ବଶୀ: ବସିବା ପାଇଁ ଲୋଡ଼ା ପଡ଼ିଲା ଚାରି ଜଣଙ୍କ ଜାଗା

ଚଳିତ ବର୍ଷ ଆସାମର ଗୌହାଟୀରେ ଫିଲ୍ମ ଫେୟାର ଆଓ୍ବାର୍ଡର ଆୟୋଜନ ହୋଇଛି। ବହୁ କଳାକାରଙ୍କୁ ଏଠାରେ ଦେଖିବାକୁ ମିଳିଥିଲା। ଏହି ଅବସରରେ ଅଭିନେତ୍ରୀ ଉର୍ବଶୀ ରୌତେଲା ବୋଲ୍ଡ ଲାଲ ରଙ୍ଗର ଏକ ଗାଉନ ପିନ୍ଧିଥିଲେ। ଏହା ଗାଉନ୍‌ ଏବେ ଚର୍ଚ୍ଚାରେ। କାରଣ…

ଜୁନ୍‌ରେ ରିଲିଜ୍‌ ହେବ ‘ବଣ୍ଟି ଔର ବବଲି ୨’

ମୁମ୍ବାଇ: ୟଶ ରାଜ ଫିଲ୍ମ ବ୍ୟାନରରେ ନିର୍ମାଣ କରାଯାଇଥିବା ‘ବଣ୍ଟି ଔର ବବଲି ’ ର ସିକ୍ୟୁଏଲ ‘ବଣ୍ଟି ଔର ବବଲି ୨’ ଆସନ୍ତା ଜୁନ୍‌ ୨୬ରେ ରିଲିଜ୍‌ ହେବ ବୋଲି ଜଣାପଡିଛି। ୟଶ ରାଜ ଫିଲ୍ମର ଅଫିସିଆଲ୍‌ ୟୁଟ୍ୟୁବ ଚ୍ୟାନେଲରେ…

ନେହାଙ୍କ ସହ ବ୍ରେକ୍‌ଅପ୍‌କୁ ନେଇ ମୁହଁ ଖୋଲିଲେ ହିମାଂଶ: ସମସ୍ତଙ୍କ ନଜରରେ ଖଳନାୟକ ହୋଇଯାଇଥିଲେ

ବଲିଉଡ୍‌ ସିଙ୍ଗର ନେହା କକ୍କର ଏବଂ ହିମାଂଶ କୋହଲିଙ୍କ ବ୍ରେକ୍‌ଅପ୍‌କୁ ଇତି ମଧ୍ୟରେ ଅନେକ ଦିନ ହୋଇସାରିଛି। ଉକ୍ତ ସମୟରେ ଉଭୟଙ୍କ ବ୍ରେକ୍‌ଅପ୍‌କୁ ନେଇ ଚର୍ଚ୍ଚା ଜୋର୍‌ ଧରିଥିଲା। ଏଥିରେ ନେହା ସମ୍ପୂର୍ଣ୍ଣ ରୂପେ ଭାଙ୍ଗି ପଡ଼ିଥିଲେ। ସୋସିଆଲ ମିଡିଆରେ ନେହା…

ଗୁଡ ବାୟ କହିବା ଏତେ ସହଜ ନୁହେଁ: ଅନୁଷ୍କା

ମୁମ୍ବାଇ: ବଲିଉଡ୍‌ ନାୟିକା ଅନୁଷ୍କା ଶର୍ମା ଓ ଭାରତୀୟ କ୍ରିକେଟ ଦଳର କ୍ୟାପଟେନ୍‌ ବିରାଟ କୋହଲିଙ୍କ ଯୋଡି ଅଧିକାଂଶ ସମୟରେ ଥାଆନ୍ତି ଚର୍ଚ୍ଚାରେ। ବିବାହ ପରେ ଅନୁଷ୍କା ଏକ ପ୍ରକାର ଅଭିନୟଠାରୁ ଦୂରେଇ ରହିଥିବା ବେଳେ ସେ ବିରାଟଙ୍କ ସହ କ୍ୱାଲିଟି…

ସବୁ ଭିକାରିଙ୍କ ପାଖରେ ରହିଛି ଏହି ଅଭିନେତାଙ୍କ ପର୍ସନାଲ ଫୋନ୍‌ ନମ୍ବର

ମୁମ୍ବାଇ: ମାୟାଗନରୀ କହିଲେ ବୁଝାଏ ବଲିଉଡ୍‌ କଳାକାରଙ୍କ ନଗରୀ। ଆଉ ଏହା ହେଉଛି ମୁମ୍ବାଇରେ। ଏଠାରେ ଥିବା ସବୁ ସେଲିବ୍ରିଟି କୋଟିପତି। ଏଠି ଗରିବ ବୋଲି କେହି ନାହିଁ କହିଲେ ଚଳେ। ହେଲେ ଏଠି ଏମିତି ଜଣେ ସେଲିବ୍ରିଟି ରହୁଛନ୍ତି ଯାହାଙ୍କର…

ଅମିତାଭଙ୍କୁ କାହିଁକି କ୍ଷମା ମାଗିଲେ ଅମର ସିଂହ

ନୂଆଦିଲ୍ଲୀ,୧୮।୨: ସମାଜବାଦୀ ପାର୍ଟି(ଏସ୍‌ପି)ର ପୂର୍ବତନ ନେତା ତଥା ରାଜ୍ୟସଭା ଏମ୍‌ପି ଅମର ସିଂହଙ୍କ ଖରାପ୍‌ ସ୍ବାସ୍ଥ୍ୟାବସ୍ଥା ଯୋଗୁ ବର୍ତ୍ତମାନ ସେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। କିଡନୀ ଜନିତ ସମସ୍ୟା ଥିବାରୁ ସେ ସିଙ୍ଗାପୁରର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିବାର ଜଣାପଡ଼ିଛି। ବର୍ତ୍ତମାନ…

‘ଲୁପ୍‌ ଲପେଟା’ରେ ଆସିବେ ତାପସୀ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତାପସୀ ପନ୍ନୁ ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଦର୍ଶକଙ୍କୁ ଦେଇଚାଲିଛନ୍ତି। ନିକଟରେ ତାଙ୍କ ଅଭିନୀତ ଫିଲ୍ମ ‘ଥାପ୍ପଡ’ର ଟ୍ରେଲର୍‌ ରିଲିଜ ହୋଇଥିଲା। ଦର୍ଶକଙ୍କୁ ଫିଲ୍ମର କନ୍ସେପ୍ଟ ବେଶ ଦମଦାର୍‌ ଲାଗୁଛି। ସୋସିଆଲ ମିଡିଆରେ ଏବେ ଦର୍ଶକ…

ଆଦିତ୍ୟଙ୍କ ସହ ବିବାହକୁ ନେଇ ଏମିତି କହିଲେ ନେହା

ବଲିଉଡ୍‌ ସିଙ୍ଗର ନେହା କକ୍କର ଏବଂ ଆଦିତ୍ୟ ନାରାୟଣଙ୍କ ମଧ୍ୟରେ ବିବାହର ଚର୍ଚ୍ଚା ଥମିବାର ନାଁ ନେଉନି। ଚର୍ଚ୍ଚା ହେଉଥିଲା ଯେ ଭାଲେଣ୍ଟାଇନ୍ସ ଡେ’ରେ ସେମାନେ ବାହା ହେବେ। ତେବେ ସେମାନଙ୍କ ବାହାଘର ସରିଯାଇଛି। ଆଉ ଏହାର ଫଟୋ ଓ ଭିଡିଓ…

ଚଙ୍କି ପାଣ୍ଡେ କରିପାରି ନ ଥିବା କାମ କରି ଦେଖାଇଲେ ଝିଅ ଅନନ୍ୟା

ଅଭିନୟ କ୍ୟାରିୟରରେ ବଲିଉଡ୍‌ ଅଭିନେତା ଚଙ୍କି ପାଣ୍ଡେ ଯେଉଁ କାମ କରିପାରି ନାହାନ୍ତି ତାହା ତାଙ୍କ ଝିଅ ଅନନ୍ୟା କରି ଦେଖାଇଛନ୍ତି। ଏ କଥା ନିଜେ ଚଙ୍କି କହିଛନ୍ତି। ପ୍ରକୃତ କଥାଟା ହେଲା ଏହି ନିକଟରେ ଫିଲ୍ମ ଫେୟାର ଆଓ୍ବାର୍ଡ ସମାରୋହ…

କଲେଜରେ ‘ଗଦ୍ଦର’ ଗୀତରେ ନାଚିଲେ ସନ୍ନି: ଭିଡିଓ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ନାୟକ ସନ୍ନି ଦେଓଲ ଏବେ ରାଜନୀତିରେ ପାଦ ଦେଇଛନ୍ତି। ରାଜନେତା ହେବା ପରେ ନିକଟରେ ସେ ପଞ୍ଜାବର ଏକ କଲେଜରେ ପହଞ୍ଚିଥିଲେ। ସେଠାରେ ସେ ପିଲାମାନଙ୍କ ସହ ମିଶି ତାଙ୍କ ଅଭିନୀତ ଫିଲ୍ମ ‘ଗଦ୍ଦର’ର ଏକ ଗୀତରେ ଡ୍ୟାନ୍ସ…

ଏମ୍‌ଏସ୍‌ ବିଟ୍ଟାଙ୍କ ବାୟୋପିକ୍‌ରେ ଅକ୍ଷୟ

ମୁମ୍ବାଇ:୨୦୧୯ ଡିସେମ୍ବରରେ ରିଲିଜ୍‌ ହୋଇଥିବା ଫିଲ୍ମ ‘ଗୁଡ୍‌ ନ୍ୟୁଜ୍‌’ ସୁପରହିଟ ହେବା ପରେ ଖିଲାଡି ବୟ ଅକ୍ଷୟ କୁମାର ନିଜର ଆଗାମୀ ପ୍ରୋଜେକ୍ଟ ‘ସୂର୍ଯ୍ୟବଂଶୀ’ ପାଇଁ ଏବେ ବ୍ୟସ୍ତ ଅଛନ୍ତି। ୨୦୨୧ପର୍ଯ୍ୟନ୍ତ ଅକ୍ଷୟଙ୍କ ପାଖରେ ବହୁ ପ୍ରୋଜେକ୍ଟ ରହିଥିବା ଜଣାପଡ଼ିଛି। ଇତିମଧ୍ୟରେ…

କରିନାଙ୍କୁ ଡେଟ୍‌ କରିବା ସମୟରେ ରାଣୀ ଦେଇଥିଲେ କିଛି ଉପଦେଶ: ଶୈଫ

ମୁମ୍ବାଇ: ବଲିଉଡ୍‌ର ଆଇଡିଆଲ୍‌ କପୁଲ ଭାବେ ବେଶ୍‌ ଜଣାଶୁଣା କରିନା କପୁର ଖାଁ ଓ ଶୈଫ ଅଲ୍ଲି ଖାଁ। ଏମାନଙ୍କ ଯୋଡିକୁ ନେଇ ଅନେକ ସମୟରେ ଚର୍ଚ୍ଚା ହୋଇଥାଏ। ନିକଟରେ ନିଜର ରିଲେଶନକୁ ନେଇ ଖୋଲା ଖୋଲି କଥା ହୋଇଛନ୍ତି ଶୈଫ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?