ମନୋରଞ୍ଜନ

ନାଲି ଶାଢ଼ୀରେ ମରାଠୀ ଲୁକ୍‌ରେ ନଜର ଆସିଲେ ଫାତିମା

ମୁମ୍ବାଇ: ୨୦୧୬ରେ ଫୋଗାଟ ଭଉଣୀଙ୍କ ଉପରେ ତିଆରି ହୋଇଥିବା ଆମିର ଖାଁଙ୍କ ସୁପରହିଟ୍‌ ଫିଲ୍ମ ‘ଦବଙ୍ଗ’ରେ ଗୀତା ଫୋଗାଟ ଚରିତ୍ରରେ ଅଭିନୟ କରିଥିବା ଅଭିନେତ୍ରୀ ଫାତିମା ସନା ଶେଖ୍‌ଙ୍କ ଏବେ ଅପ୍‌ କମିଂ ଫିଲ୍ମ ଆସିବାକୁ ଯାଉଛି। ଫାତିମାଙ୍କ ଅପ୍‌ କମିଂ…

କରୀନାଙ୍କୁ ଭାଲେଣ୍ଟାଇନ୍ସ ଡେ’ ଓ୍ବିଶ୍‌ କଲେ ଅମୀର

ମୁମ୍ବାଇ : ଆଜି ସମଗ୍ର ବିଶ୍ୱରେ ପ୍ରେମୀଯୁଗଳ ପାଳନ କରୁଛନ୍ତି ଭାଲେଣ୍ଟାଇନ୍ସ ଡେ। ବଲିଉଡ୍‌ କଳାକାରମାନେ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହାନ୍ତି। କିଏ ବିଦେଶରେ ପାର୍ଟନରଙ୍କ ସହ ଛୁଟି ମନାଉଛନ୍ତି ତ ଆଉ କିଏ ନିଜର କାମ ପାଇଁ ଯୋଜନା କରୁଛନ୍ତି।…

ଦୀପିକାଙ୍କୁ ଗାଳି ଦିଅନ୍ତି ଶଶୁର, ଜାଣନ୍ତୁ କାହିଁକି

ବଲିଉଡ୍‌ର ଆଗଧାଡିର ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ ନିଜ ବ୍ୟକ୍ତିଗତ ଜୀବନୀକୁ ନେଇ ଏକ ଖୁଲାସା କରିଛନ୍ତି। ବିବାହ ପରେ ଆସିଥିବା ପରିବର୍ତ୍ତନକୁ ନେଇ ଏକ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ‘ବିବାହ ପରେ ପର୍ସନଲ ଓ ପ୍ରୋଫେସନାଲ ଲାଇଫରେ କିଛି ବି…

୬୦୦ କିଲୋମିଟର ସାଇକେଲ ଚଳାଇ ସଲମାନ୍‌ଙ୍କୁ ଭେଟିଲେ ପ୍ରଶଂସକ

ଗୁଆହାଟି, ୧୪।୨: ଚଳିତବର୍ଷ ଫିଲ୍ମ ଫେୟାର ମୁମ୍ବାଇରେ ନ ହୋଇ ଆସାମର ରାଜଧାନୀ ଗୁଆହାଟିଠାରେ ଅନୁଷ୍ଠିତ ହେବ। ଫେବୃୟାରୀ ୧୫ ଏବଂ ୧୬ରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ପୂର୍ବରୁ ବିଜେତାଙ୍କ ନାମ ଘୋଷଣା ହୋଇସାରିଛି। ଏହି କାର୍ଯ୍ୟକ୍ରମରେ ବଲିଉଡ୍‌ର ଅନ୍ୟ…

ମଧୁବାଲା: ଦିଲ୍ଲୀପଙ୍କୁ ଭଲ ପାଇ କିଶୋରଙ୍କୁ କରିଥିଲେ ବିବାହ

ମୁମ୍ବାଇ: ବଲିଉଡ୍‌ ସୁନ୍ଦରୀ ଅଭିନେତ୍ରୀ ମଧୁବାଲାଙ୍କ ଜନ୍ମଦିନ ଶୁକ୍ରବାର ପାଳିତ ହେଉଛି। ସେ ୧୯୩୩ ଫେବୃୟାରୀ ୧୪ରେ ଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପୁରାନାମ ବେଗମ୍‌ ମୁମତାଜ୍‌ ଜାହାଁ ଦେହଲବି ଥିଲା। ମଧୁବାଲାଙ୍କର ଘରେ ଭାଇ ଭଉଣୀ ସଂଖ୍ୟା ଥିଲା ୧୧।…

ପ୍ରେମ ସପ୍ତାହରେ ଭାଙ୍ଗିଲା ସନାଙ୍କ ମନ: ମେଲଭିନ୍‌ଙ୍କଠାରୁ ଅଲଗା ହେଲେ

ବମ୍ବେ: ଚାରିଆଡ଼େ ପ୍ରେମ ସପ୍ତାହକୁ ନେଇ କ୍ରେଜ୍‌ ଥିବା ବେଳେ ପସନ୍ଦର ସାଥୀଙ୍କୁ ମନକଥା କହୁଛନ୍ତି ପ୍ରେମୀଯୁଗଳ। ହେଲେ ପ୍ରେମଦିବସ ଆସିବା ପୂର୍ବରୁ ଅଭିନେତ୍ରୀ ସନା ଖାଁଙ୍କ ହୃଦୟ ଭାଙ୍ଗିଛି। କହିବାର ତାତ୍ପର୍ଯ୍ୟ, ସେ ପ୍ରେମିକ ମେଲଭିନ୍‌ ଲୁଇସ୍‌ଙ୍କଠାରୁ ଅଲଗା ହୋଇଯାଇଛନ୍ତି।…

‘କେଜିଏଫ୍‌-୨’ରେ ଶଟ୍‌ଲେସ୍‌ ହେବେ ୟଶ-ସଞ୍ଜୟ: ଦମ୍‌ଦାର ହେବ ଆକ୍ସନ ଦୃଶ୍ୟ

ବମ୍ବେ: କନ୍ନଡ଼ ଫିଲ୍ମ ‘କେଜିଏଫ୍‌ ଚାପ୍ଟର-୨’କୁ ନେଇ ଚର୍ଚ୍ଚାରେ ସଞ୍ଜୟ ଦତ୍ତ। ଫିଲ୍ମ ଯୋଗେ ଦକ୍ଷିଣ ଭାରତୀୟ ସିନେମା ଜଗତରେ ନିଜର ଡେବ୍ୟୁ କରି ବାକୁ ଯାଉଛନ୍ତି ସଞ୍ଜୁବାବା। ପୂର୍ବରୁ କେଜିଏଫ୍‌ ଚାପ୍ଟର-୧ ଢେର ସଫଳତା ପାଇଥିଲା। ଏଥିରେ ଅଭିନେତା ୟଶ…

ବୟସ ତାରତମ୍ୟ ମାନିନି ପ୍ରେମ: ବଲିଉଡ୍‌ ଅଭିନେତ୍ରୀ ନିଜଠାରୁ କମ୍‌ ବୟସ୍କଙ୍କୁ କରିଛନ୍ତି ଜୀବନ ସାଥୀ

ପ୍ରେମ ଆଗରେ ଜାତି-ଧର୍ମ-ବର୍ଣ୍ଣ ବାଧା ସୃଷ୍ଟି କରି ନ ଥାଏ। ଏପରିସ୍ଥଳେ ବୟସର ତାରତମ୍ୟ ଅବା କିବା କଥା। ବଲିଉଡ୍‌ରେ ବହୁ ସେଲିବ୍ରିଟିଙ୍କ କ୍ଷେତ୍ରରେ ଏହା ଦେଖିବାକୁ ମିଳିଥାଏ । ଏଠି ଅଭିନେତ୍ରୀମାନେ ନିଜଠାରୁ କମ୍‌ ବୟସର ଜୀବନସାଥି ବାଛୁଥିବାର ବହୁ…

ଗାର୍ଲଫ୍ରେଣ୍ଡ୍‌ଙ୍କୁ ଏମିତି ଭାଲେଣ୍ଟାଇନ୍‌ ଓ୍ବିଶ୍‌ କଲେ ରାଜକୁମାର

ଭାଲେଣ୍ଟାଇନ୍‌ ଡେ’ ହେଉଛି ପ୍ରେମ ପରିପ୍ରକାଶର ଦିନ। ପ୍ରେମୀଯୁଗଳ ଏହିଦିନଟିକୁ ବେଶ୍‌ ଉତ୍ସାହର ସହ ଅପେକ୍ଷା କରିଥାନ୍ତି। ବଲିଉଡ୍‌ ଷ୍ଟାରମାନେ ମଧ୍ୟ ଏହିଦିନକୁ ସ୍ବତନ୍ତ୍ର ଭାବରେ ପାଳନ କରିବା ପାଇଁ କେତେ କ’ଣ ତରିକା ଆପଣାଇଥାନ୍ତି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ଅଭିନେତା…

ବିବାହ ବନ୍ଧନରେ ଆବଦ୍ଧ ହେବେ ରିଚା-ଅଲ୍ଲୀ ଫାଜଲ୍‌

ବଲିଉଡ୍‌ରେ ଏବେ ବିବାହ ଋତୁ ଚାଲିଛି। ନିକଟରେ କରିସ୍ମା ଏବଂ କରିନା କପୁରଙ୍କ ଭାଇ ଅରମାନ ଜୈନଙ୍କ ବିବାହ ଶେଷ ହୋଇଥିବାବେଳେ ଏବେ ଆଉ ଏକ ଯୋଡି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସେ ହେଲେ ଅଭିନେତ୍ରୀ ରିଚା ଚଢା…

ଅଧୁରା ପ୍ରେମ କାହାଣୀ

ମୁମ୍ବାଇ: ବଲିଉଡ୍‌ରେ ରହିଛି ଅନେକ ପ୍ରେମ କାହାଣୀ। ଅର୍ଥାତ୍‌ ଏଠାରେ ପରଦାରେ ନାୟକ ନାୟିକାର ଭୂମିକାରେ ଆସିଥିବା କେତେଜଣ କଳାକାର ରିୟଲ ଲାଇଫରେ ପତ୍ନୀପତିଭାବେ ଗଢିଛନ୍ତି ନିଜ ନିଜର ସୁନ୍ଦର ସଂସାର। ହେମାମାଳିନୀ-ଧର୍ମେନ୍ଦ୍ର କୁହନ୍ତୁ ଅବା ଜୟା-ଅମିତାଭ। ହେଲେ ଏଠି ଏମିତିବି…

ଜାହ୍ନବୀ-ଇଶାନଙ୍କ ପ୍ରେମ କାହାଣୀରେ ଲାଗିଲା ଫୁଲଷ୍ଟପ!

ମୁମ୍ବାଇ: ବଲିଉଡ୍‌ ଷ୍ଟାର କିଡ୍‌ ଜାହ୍ନବୀ କପୁର ଏବେ ତାଙ୍କ ଏକ୍ସ ବୟଫ୍ରେଣ୍ଡ ଅକ୍ଷତ ରାଜନଙ୍କ ସହ ସମୟ କାଟୁଥିବା ଶୁଣିବାକୁ ମିଳିଛି। ଆଉ ଏହା କୁଆଡେ ଧଡକ ଷ୍ଟାର ଇଶାନ ଖଟ୍ଟରଙ୍କୁ ଶକ୍ତ ଧକ୍କା ଦେଇଛି। ବଲିଉଡ୍‌ ମୁଭି ଧଡକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?