ଟୁ-ଇନ୍-ଓ୍ବାନ ଉପାସନା
ଏପଟେ ପ୍ରଯୋଜନା ସେପଟେ ଫିଲ୍ମର ନାୟିକା ଭୂମିକାରେ ଅଭିନୟ କରିବା। ଏପରି ଦୁଇଟି ଗୁରୁ ଦାୟିତ୍ୱ ତୁଲାଇବା ସହଜ ନୁହେଁ। ହେଲେ ତାହାକୁ ସୂଚାରୂ ରୂପେ ସମ୍ପାଦନ କରିବାକୁ ଅଣ୍ଟା ଭିଡିଛନ୍ତି ଉପାସନା। ନିର୍ମାଣାଧୀନ ଓଡିଆ ସିନେମା ‘ଚୁମକି ସେ ତ…
୨୫ ବର୍ଷ ସାନ ନାୟିକାଙ୍କ ସହ ରୋମାନ୍ସ କରିବେ ଅକ୍ଷୟ
ମୁମ୍ବାଇ: ବଲିଉଡ୍ ଖିଲାଡି ବୟ ଅକ୍ଷୟ କୁମାର ଏବେ ତାଙ୍କଠାରୁ ୨୫ ବର୍ଷ ସାନ ନାୟିକାଙ୍କ ସହ ରୋମାନ୍ସ କରିବେ ବୋଲି ଜଣାପଡିଛି। ୨୦୨୦ ଇଦ୍ରେ ପରଦାକୁ ଆସିବାକୁ ଥିବା ଅକ୍ଷୟଙ୍କ ଅପ୍କମିଙ୍ଗ ଫିଲ୍ମ ‘ଲକ୍ଷ୍ମୀ ବମ୍’କୁ ନେଇ ଏବେଠାରୁ ଚର୍ଚ୍ଚା…
ଆଉ ଜଣେ ନବାଗତା
ଜଣେ ନବାଗତା ନିଜ ନାମକୁ ନାୟିକା ଦୌଡରେ ସାମିଲ କରିଛନ୍ତି। ସେ ହେଲେ ସ୍ବାତୀ। ନିର୍ମାଣାଧୀନ ଓଡ଼ିଆ ସିନେମା ‘ଅଟୋଗ୍ରାଫ-ଏ ସାଇନ ଅଫ ଲଭ୍’ର ଫିମେଲ ଲିଡ୍ରେ ଅଭିନୟ କରୁଛନ୍ତି ସେ। ପ୍ରଥମେ ମଡେଲିଂ ଆଉ ଏବେ ବଡ ପରଦାରେ ଡାଇରେକ୍ଟ…
କାହାଣୀର ସଠିକ ଉପସ୍ଥାପନା ଉପରେ ଗୁରୁତ୍ୱ ଦିଏ
ନିର୍ଦ୍ଦେଶନା ଏକ ଗୁରୁ ଦାୟିତ୍ୱ। ପୁଣି ମଞ୍ଚରେ ତ କଟ୍ ଓକେ ନାହିଁ। ଲାଇଭ ଆକ୍ଟିଂ। ତେଣୁ ଅଭିନୟ କିପରି ଜୀବନ୍ତ ହେବ, କାହାଣୀରେ ଯାହା ଦର୍ଶାଯାଇଛି ତାହା କିପରି ସଠିକ ଭାବରେ କଳାକାରଙ୍କ ଦ୍ୱାରା ପରିବେଷିତ ହୋଇପାରିବ ତାହା ଉପରେ…
କ୍ୟାଟ୍ରିନାଙ୍କ ଫିଟ୍ନେସ୍ ମନ୍ତ୍ର
କ୍ୟାଟ୍ରିନା ଏବେ ବୁଲିବୁଲି ଫିଟ୍ନେସ ମନ୍ତ୍ର ବାଣ୍ଟୁଛନ୍ତି। କେବଳ ସେତିକି ନୁହେଁ, ନିଜ ଫିଗରକୁ ଆହୁରି ଆଟ୍ରାକ୍ଟିଭ କରିବାକୁ ସେ ଜିମ୍ରେ ଅଧିକ ସମୟ କଟାଇବା ସହ ଡାଏଟିଂ ଉପରେ ଗୁରୁତ୍ୱ ଦେଉଛନ୍ତି। ଏ ସମ୍ପର୍କରେ କ୍ୟାଟ୍ରିନା କହନ୍ତି, ‘ଆକ୍ଟିଂ ପାଇଁ…
କ୍ୟାଟ୍ରିନାଙ୍କୁ ଅଫର୍ ମିଳିବାରୁ ରାଗିଲେ ଶ୍ରଦ୍ଧା
ମୁମ୍ବାଇ: ଯେମିତି ସାଧାରଣ ଲୋକଙ୍କ ଜୀବନରେ ରାଗ, ରୁଷା, ଅଭିମାନ ଲାଗି ରହିଥାଏ, ବଲିଉଡ୍ରେ ମଧ୍ୟ ସମାନ ପରିସ୍ଥିତି ଦେଖିବାକୁ ମିଳିଥାଏ। କେତେବେଳେ ଫିଲ୍ମ ନ ମିଳିବାରୁ ଅଭିମାନ ତ କେତେବେଳେ କ୍ୟାଟ୍ ଫାଇଟ୍। ବି-ଟାଉନ୍ ତାରକାମାନେ ପରସ୍ପରକୁ ନେଇ ଈର୍ଷାପରାୟଣ…
୫୫ ବର୍ଷରେ ଫରହା ଖାଁ: ଶିରିଶ କୁନ୍ଦର ମଦ୍ୟପାନ କରି ତାଙ୍କୁ ଭଲ ପାଉଥିବା କହିଥିଲେ…
ମୁମ୍ବାଇ: ବଲିଉଡ୍ର ପ୍ରସିଦ୍ଧ କୋରିଓଗ୍ରାଫର ଫରହା ଖାଁ ଗୁରୁବାର ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୬୫ ଜାନୁୟାରୀ ୯ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ଶିଲା କି ଜବାନୀ, ମୁନ୍ନୀ ବଦନାମ୍ ହୁଇ ଭଳି ଗୀତରେ କୋରିଓଗ୍ରାଫି ଦେଇ ସେ ବେଶ୍…
ଫରହାନ ଅଖତରଙ୍କୁ ପୂରିଲା ୪୬: ପାଠପଢ଼ା ଅଧାରୁ ଛାଡି ବଲିଉଡ୍ରେ ଦେଇଥିଲେ ପାଦ; ୫୦ ଥର ଦେଖିଛନ୍ତି ଶୋଲେ ଫିଲ୍ମ
ମୁମ୍ବାଇ: ବଲିଉଡ୍ ଅଭିନେତା ତଥା ଫିଲ୍ମ ନିର୍ମାତା ଫରହାନ ଅଖତର ଗୁରୁବାର ତାଙ୍କର ୪୬ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୧୯୭୪ ଜାନୁୟାରୀ ୯ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ସେ ଅଧାରୁ ପାଠ ଛାଡି ରିତେଶ ସିଧ୍ୟଓ୍ବାନୀଙ୍କ ସହିତ ମିଶି ୧୭…
ସେହି ୧୬ବର୍ଷ
ଡିମ୍ପଲ କାପାଡିଆଙ୍କ ହିନ୍ଦୀ ସିନେମା କ୍ୟାରିୟର ଆରମ୍ଭ ହୋଇଥିଲା ‘ବବି’ରୁ। ରାଜ କପୁର ଏହି ନବାଗତାଙ୍କ ଉପରେ ଭରସା ରଖି ତାଙ୍କୁ ସେ ସମୟର ରୋମାଣ୍ଟିକ ନାୟକ ରିଷି କପୁରଙ୍କ ଅପୋଜିଟ୍ରେ ଚୟନ କରିଥିଲେ। ହେଲେ ସେତେବେଳେ ଡିମ୍ପଲଙ୍କ ବୟସ କେତେ…
ଆରମ୍ଭରୁ ତ୍ରିମୁଖୀ ଲଢ଼େଇ
ଗତ କିଛିବର୍ଷ ଧରି ଓଡ଼ିଆ ସିନେମାର ନିର୍ମାଣ ଏବଂ ରିଲିଜ ସଂଖ୍ୟା ୩୦ ଅତିକ୍ରମ କରିଛି। ୨୦୧୯ରେ ୩୪ଟି ସିନେମାର ପରଦା ଉପରକୁ ଆସିଥିଲା। ଚଳିତବର୍ଷ ଆରମ୍ଭରୁ ରିଲିଜକୁ ନେଇ ବେଶ୍ ଚର୍ଚ୍ଚା। କାରଣ ଜାନୁୟାରୀରେ ପଛକୁ ପଛ ତିନୋଟି ଓଡ଼ିଆ…
କୋର୍ଟ ପହଞ୍ଚିଲା ‘ଛପାକ’: ରିଲିଜ୍ ସ୍ଥଗିତ ରଖିବାକୁ ଆବେଦନ
ମୁମ୍ବାଇ,୯।୧: ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘ଛପାକ’ ଗୋଟିଏ ଦିନ ପରେ ରିଲିଜ୍ ହେବାକୁ ଯାଉଛି। ହେଲେ ରିଲିଜ୍ ପୂର୍ବରୁ ଏହା ଏବେ କୋର୍ଟରେ ପହଞ୍ଚିଯାଇଛି। ଆଇନଜୀବୀ ଅପର୍ଣ୍ଣା ଭଟ୍ଟ ଫିଲ୍ମର ରିଲିଜ୍କୁ ବନ୍ଦ କରିବାକୁ ଦିଲ୍ଲୀର ପଟିଆଲା…
କଣ୍ଠଶିଳ୍ପୀଙ୍କ ପାଇଁ ଦିନେ ନିଜ ହାତ ଜାଳି ଦେଇଥିଲେ ରାଜ କପୁର
ବଲିଉଡ୍ର ପ୍ରସିଦ୍ଧ କଣ୍ଠଶିଳ୍ପୀ ମହେନ୍ଦ୍ର କପୁରଙ୍କ ଆଜି ଜନ୍ମଦିନ। ୧୯୩୪ ମସିହା ଜାନୟାରୀ ୯ ତାରିଖରେ ପଞ୍ଜାବର ଅମୃତସରରେ ସେ ଜନ୍ମଗ୍ରହଣ କରିଥିଲେ। ବାଲ୍ୟକାଳରୁ ମୁମ୍ବାଇରେ ରହୁଥିବା ମହେନ୍ଦ୍ରଙ୍କ ପାଇଁ ନିଜ ହାତ ଜାଳି ଦେଇଥିଲେ ବଲିଉଡ୍ର ଶୋ’ ମ୍ୟାନ୍ ରାଜ୍…
Archives


