ମନୋରଞ୍ଜନ

‘କଂସ’କୁ ନେଇ ଆଶାବାଦୀ ବିନୋଦ

ଆଗଧାଡ଼ିର ଯାତ୍ରା ନିର୍ଦ୍ଦେଶକ ଲିଟିଲ ମାଷ୍ଟର ବିନୋଦ ରାଉତ। ତାଙ୍କ ନାଟକ ପ୍ରତି ଦର୍ଶକମାନଙ୍କର ସ୍ବତନ୍ତ୍ର ଅପେକ୍ଷା ରହିଥାଏ। ଚଳିତବର୍ଷ ଖଣ୍ଡଗିରି ଯାତ୍ରା ମହାକୁମ୍ଭରେ ବିନୋଦ ରାଉତଙ୍କ ପ୍ରଶଂସକମାନେ ତାଙ୍କ ନିର୍ଦ୍ଦେଶିତ ନାଟକସବୁ ଦେଖିବା ପାଇଁ ଆଗ୍ରହାନ୍ବିତ ହୋଇ ଉଠିଛନ୍ତି। ବିନୋଦ…

ପ୍ରଦୀପଙ୍କ ଶିବ ଓ ସାବିତ୍ରୀ

ପ୍ରଦୀପ ବେହେରା ଏକାଧାରରେ ଜଣେ ନାଟ୍ୟକାର ଆଉ ନିର୍ଦ୍ଦେଶକ। ଚଳିତବର୍ଷ ଖଣ୍ଡଗିରି ଯାତ୍ରା ମହାକୁମ୍ଭରେ ତାଙ୍କ ରଚିତ ତଥା ନିର୍ଦ୍ଦେଶିତ ନାଟକଗୁଡ଼ିକ ଚର୍ଚ୍ଚାରେ ରହିବ ବୋଲି ଦର୍ଶକମାନେ ମତବ୍ୟକ୍ତ କରୁଛନ୍ତି। ତାଙ୍କ ନାଟକଗୁଡ଼ିକ ମଧ୍ୟରେ ରହିଛି ‘ସାବିତ୍ରୀ କରୁଛି ସ୍ବାମୀ ନିଲାମ’,…

ଗୋଟିଏ କିସ୍‌ରେ ଅମ୍ରିତା ସିଂଙ୍କୁ ପ୍ରେମ କରି ବସିଥିଲେ ଶୈଫ୍‌ ଅଲ୍ଲୀ ଖାଁ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଅମ୍ରିତା ସିଂ ରବିବାର ୬୨ ବର୍ଷରେ ପାଦ ଥାପିଛନ୍ତି। ୧୯୫୮ ଫେବୃୟାରୀ ୯ରେ ପାକିସ୍ତାନର ହଦାଳିଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ମାତା ରୁକ୍‌ସାନା ସୁଲତାନା ଏବଂ ପିତା ଶାବିନ୍ଦର ସିଂ ଥିଲେ। ବେତାବ ଫିଲ୍ମରେ ତାଙ୍କର ଅଭିନୟ…

ରୋଜ୍‌ ଡେ’ରେ ଟପ୍‌ଲେସ୍‌ ହେଲେ ଅଧ୍ୟୟନଙ୍କ ପ୍ରେମିକା, ଭାଇରାଲ ହେଉଛି ଫଟୋ

ବମ୍ବେ: ଚର୍ଚ୍ଚାରେ ଶେଖର ସୁମନଙ୍କ ପୁଅ ଅଧ୍ୟୟନଙ୍କ ପ୍ରେମିକା ମାୟରା ମିଶ୍ରା। ଭ୍ୟାଲେଣ୍ଟାଇନ୍‌ ସପ୍ତାହର ପ୍ରାରମ୍ଭ ରୋଜ୍‌ ଡେ’କୁ ନେଇ ଏକ ପୋଷ୍ଟ ଏହାର କାରଣ। ନିଜର ଇନ୍‌ଷ୍ଟା ପୃଷ୍ଠାରେ ପ୍ରଶଂସକମାନଙ୍କୁ ଶୁଭେଚ୍ଛା ଜଣାଇ ମାୟରା ଏକ ଟପ୍‌ଲେସ ଫଟୋ ଶେୟାର…

‘ବିଗ୍‌ବସ୍‌’ରେ ଯୋଗ ଶିଖାଇବେ ଶିଳ୍ପା

ବମ୍ବେ: ବିଗ୍‌ବସ୍‌ ଘରେ ଶିଳ୍ପା ସେଟ୍ଟୀ। ପ୍ରତିଯୋଗୀମାନଙ୍କୁ ଯୋଗ ଶିଖାଇବା ସହ ତାଙ୍କ ସ୍ମୃତିକୁ ତାଜା କରିବେ। ଏଭଳି କିଛି ଦୃଶ୍ୟ ବିଗ୍‌ବସ୍‌ର ଆଗାମୀ ଏପିସୋଡ୍‌ରେ ଦେଖିବାକୁ ମିଳିବ। ନିଜର ଫିଟ୍‌ନେସ୍‌କୁ ନେଇ ଚର୍ଚ୍ଚାରେ ରହିଥା’ନ୍ତି ଶିଳ୍ପା। ଏବେ ସେ ନିଜ…

ଲାଲ୍‌ ଚୁଡ଼ି ପିନ୍ଧି ଫଟୋ ଶେୟାର କଲେ ନେହା କକ୍କର

ମୁମ୍ବାଇ: ଟେଲିଭିଜନଠାରୁ ଆରମ୍ଭ କରି ସୋସିଆଲ ମିଡିଆ ପର୍ଯ୍ୟନ୍ତ ବଲିଉଡ୍‌ର ପ୍ରସିଦ୍ଧ ଗାୟିକା ନେହା କକ୍କର ଏବଂ ଆଦିତ୍ୟ ନାରାୟଣଙ୍କ ବିବାହକୁ ନେଇ ବେଶ୍‌ ଚର୍ଚ୍ଚା ଚାଲିଛି। ‘ଇଣ୍ଡିଆନ୍‌ ଆଇଡଲ୍‌-୧୧’ରେ ନେହା ଜଜ୍‌ ଭୂମିକା ତୁଲାଉଥିବା ବେଳେ ଆଦିତ୍ୟ ଶୋ’ର ହୋଷ୍ଟ…

‘ନାଗିନ୍‌-୪’ ଛାଡ଼ିଲେ ଜାସ୍ମିନ

ବମ୍ବେ: ଟେଲି ଜଗତର ଲୋକପ୍ରିୟ ଧାରାବାହିକ ମଧ୍ୟରୁ ‘ନାଗିନ୍‌-୪’ ଅନ୍ୟତମ। ଏବେ ପ୍ରସାରିତ ହେଉଛି ଏହାର ଚତୁର୍ଥ ସିଜନ୍‌। ଶୋ’ରେ ବିଭିନ୍ନ ଭୂମିକାରେ ନିୟା ଶର୍ମା, ବିଜୟେନ୍ଦ୍ର କୁମାରିଆ ଏବଂ ଜାସ୍ମିନ ଭାସିନ ନଜରକୁ ଆସୁଛନ୍ତି। ହେଲେ ଆଗାମୀ ଦିନରେ ଜାସ୍ମିନ…

ପିଲାମାନଙ୍କୁ ସଫଳତାର ସୂତ୍ର କହିଲେ ସୋନୁ

ମୁମ୍ବାଇ: ବଲିଉଡ୍‌ର ନାଁ କରା ଗାୟକ ସୋନୁ ନିଗମ ନିକଟରେ ଏକ ସ୍କୁଲରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ତାଙ୍କ ସହ ନିର୍ଦ୍ଦେଶକ ସୁଭାଷ ଘାଇ ମଧ୍ୟ ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ସେଠାରେ ସୋନୁ ନିଗମ ପିଲାମାନଙ୍କୁ ସଫଳତାର ସୂତ୍ର…

ବଲିଉଡ୍‌ ମୁଭି ‘ଶିକାରା’ଦେଖି କାନ୍ଦି ପକାଇଲେ ଆଡଭାନୀ

ନୂଆଦିଲ୍ଲୀ,୮।୨: ବଲିଉଡ୍‌ର ନାମୀ ନିର୍ଦ୍ଦେଶକ ବିଧୁ ବିନୋଦ ଚୋପ୍ରାଙ୍କ ଫିଲ୍ମ ‘ଶିକାରା’ ରିଲିଜ୍‌ ହୋଇ ସାରିଛି। କଶ୍ମୀର ପଣ୍ଡିତଙ୍କ କାହାଣୀକୁ ନେଇ ତିଆରି ହୋଇଥିବା ଏହି ଫିଲ୍ମ ପ୍ରଥମ ଦିନରେ ୭୫ ଲକ୍ଷ ଟଙ୍କା ଆୟ କରିଛି। ଏହି ଫିଲ୍ମକୁ ଦେଖିବାକୁ…

ପରିବାର ସହ ମତଦାନ କଲେ ବଲିଉଡ୍‌ ଅଭିନେତ୍ରୀ

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶନିବାର ମତଦାନ ଆରମ୍ଭ ହୋଇଛି। ସକାଳୁ ବୁଥ୍‌ଗୁଡ଼ିକରେ ଲୋକମାନେ ଲମ୍ବା ଲାଇନ୍‌ରେ ଠିଆ ହୋଇ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ନେତାଙ୍କଠାରୁ ଆରମ୍ଭ କରି ବଲିଉଡ୍‌ ସେଲିବ୍ରିଟି ମଧ୍ୟ ଭୋଟ ଦେଇଛନ୍ତି। ଇତିମଧ୍ୟରେ ବଲିଉଡ୍‌…

ଡିସେମ୍ବରରେ ଆଲିୟା-ରଣବୀରଙ୍କ ବାହାଘର

ମୁମ୍ବାଇ: ବଲିଉଡ୍‌ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର। ଯଦି ଆପଣ ରଣବୀର କପୁର ଆଉ ଆଲିୟା ଭଟ୍ଟଙ୍କ ଫ୍ୟାନ୍‌ ତେବେ ଆପଣଙ୍କୁ ଏହି ଲାଟେଷ୍ଟ ଖବରଟି ନିଶ୍ଚୟ ଉତ୍ସାହିତ କରିଦେବ। ହେଲେ ରଣବୀରଙ୍କ ମହିଳା ଫ୍ୟାନ୍‌ ଆଉ ଆଲିୟାଙ୍କ ପୁରୁଷ…

୪ କୋଟିରେ ପହଞ୍ଚିଲା ଟୁଇଟର ଫଲୋଅର ସଂଖ୍ୟା: ବିଗ୍‌ ବିଙ୍କୁ ଶୁଭେଚ୍ଛା ଜଣାଉଛନ୍ତି ପ୍ରଶଂସକ

ବମ୍ବେ: ଆଜିର ଅତ୍ୟାଧୁନିକ ଯୁଗରେ କଳାକାରମାନେ ପ୍ରଶଂସକମାନଙ୍କ ସହ ବ୍ୟକ୍ତିଗତ ଭାବେ ଯୋଡ଼ି ହେଉଛନ୍ତି। ସେ ବି ସୋସିଆଲ ମିଡିଆ ଜରିଆରେ। ସେ ଟୁଇଟର ହେଉ ଅବା ଇନ୍‌ଷ୍ଟାଗ୍ରାମ ସବୁଠି ନିଜ ପସନ୍ଦର ଅଭିନେତା ଅଥବା ଅଭିନେତ୍ରୀଙ୍କୁ ଫଲୋ କରୁଛନ୍ତି ପ୍ରଶଂସକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?