ରିଲିଜ ହେଲା ଫିଲ୍ମ ‘କ୍ରୁ’: ଦମ୍ ଦେଖାଇଲେ ଏହି ୩ ଅଭିନେତ୍ରୀ
ମୁମ୍ବାଇ: କିଛି ବର୍ଷ ହେଲା ବଲିଉଡ୍ ଅଭିନେତ୍ରୀମାନେ ଫିଲ୍ମରେ ଚମତ୍କାର ପ୍ରଦର୍ଶନ କରିଆସୁଛନ୍ତି। ଏବେ ଫିଲ୍ମଗୁଡ଼ିକରେ ଆକ୍ସନ କେବଳ ହିରୋଙ୍କ କାନ୍ଧରେ ନୁହେଁ ବରଂ ଏହାର ଦାୟିତ୍ୱ ମଧ୍ୟ ହିରୋଇନମାନଙ୍କୁ ଦିଆଯାଉଛି। ବର୍ତ୍ତମାନ ବଲିଉଡ ଅଭିନେତ୍ରୀମାନେ କେବଳ ପ୍ରେମ, ସ୍ନେହ...
ଅନୁଷ୍କାଙ୍କ ସ୍ମାଇଲ୍
ମୁମ୍ବାଇ: ଅଭିନେତ୍ରୀ ଅନୁଷ୍କା ଶର୍ମା କିଛିଦିନର ବ୍ୟବଧାନ ପରେ ପୁଣି ଇନ୍ଷ୍ଟାଗ୍ରାମକୁ ଫେରିଛନ୍ତି। ଏହି ଅଭିନେତ୍ରୀ ବର୍ତ୍ତମାନ ଲଣ୍ଡନରେ ଥାଇ ନବଜାତ ପୁତ୍ର ଅକାୟଙ୍କ ଯତ୍ନ ନେବାରେ ବ୍ୟସ୍ତ ଅଛନ୍ତି। ସେ ଗୁରୁବାର ନିଜର ଏକ ସୁନ୍ଦର ଫଟୋ ସୋସିଆଲ...
୧୪ ବର୍ଷର ବନବାସ ଶେଷ କରି କାହିଁକି ରାଜନୀତିକୁ ଫେରିଲେ ଛୋଟେ ମିଆଁ
ମୁମ୍ବାଇ,୨୮।୩: ବଲିଉଡ଼ ଅଭିନେତା ତଥା ପୂର୍ବତନ ଏମପି ଗୋବିନ୍ଦା ଗୁରୁବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନାରେ ଯୋଗ ଦେଇଛନ୍ତି। ମୁମ୍ବାଇ ଉତ୍ତର ପଶ୍ଚିମରେ ଶିବସେନାର ଉଦ୍ଧବ ବାଲାସାହେବ ଠାକରେଙ୍କ ପ୍ରାର୍ଥୀ ଅମୋଲ କୀର୍ତ୍ତିକରଙ୍କ ବିରୋଧରେ ତାଙ୍କୁ ପ୍ରାର୍ଥୀ କରାଯାଇପାରେ...
ସିଦ୍ଧାର୍ଥଙ୍କୁ ବିବାହ ଲାଗି ହଁ କହିଲେ ଅଦିତି, ସରିଲା ନିର୍ବନ୍ଧ
ବମ୍ବେ: ବିବାହ ହୋଇନି, ସରିଛି ନିର୍ବନ୍ଧ। ଲୁଚାଛପାରେ ବଲିଉଡ୍ ଅଭିନେତ୍ରୀ ଅଦିତି ରାଓ ହୈଦରୀ ଏବଂ ସିଦ୍ଧାର୍ଥ କର୍ନାଟକର ଏକ ମନ୍ଦିରରେ ବିବାହ କରିନେଇଛନ୍ତି ବୋଲି ଚର୍ଚ୍ଚା ହୋଇଥିଲା। ହେଲେ ଏହି ଯୋଡ଼ି ସୋସିଆଲ ମିଡିଆରେ ଫଟୋ ଶେୟାର କରି...
ମନର ଯନ୍ତ୍ରଣା ବଖାଣିଲେ କରିନା
ଆଜିକାଲି କରୀନା କପୁର ଫିଲ୍ମ ‘କ୍ରୁ’କୁ ନେଇ ବେଶ୍ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ତାଙ୍କ ସହ ତବୁ ଏବଂ କ୍ରିତି ସାନନ ମଧ୍ୟ ମୁଖ୍ୟ ଭୂମିକାରେ ଅଛନ୍ତି। କରୀନା କପୁର ତାଙ୍କ କ୍ୟାରିୟରରେ ଅନେକ ହିଟ ଫିଲ୍ମ ଦେଇଛନ୍ତି।...
ମାତ୍ର ଦେଢ ବର୍ଷ ବୟସରେ ୨୫୦ କୋଟି ଟଙ୍କାର ମାଲିକାଣୀ ହେବେ ଏହି ଷ୍ଟାରକିଡ୍
ବଲିଉଡର ପାଓ୍ବାରଫୁଲ୍ କପଲ୍ ରଣବୀର କପୁର ଏବଂ ଆଲିଆ ଭଟ୍ଟ ମୁମ୍ବାଇର ବାନ୍ଦ୍ରାଠାରେ ନୂଆ ଘର ପ୍ରସ୍ତୁତ କରୁଛନ୍ତି। ଏହି ଦମ୍ପତି ଶୀଘ୍ର ନିଜ ନୂଆ ଘରକୁ ଯିବାକୁ ପ୍ରସ୍ତୁତ ଅଛନ୍ତି। ନିକଟରେ ଦୁହେଁ ଏହି ବିଳାସପୂର୍ଣ୍ଣ ବଙ୍ଗଳା ବାହାରେ...
ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର
ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ ହୋଇଛନ୍ତି। ଏହି ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ...
ମୁନାୱାର ଫାରୁକିଙ୍କୁ ଅଟକ ରଖିଲା ପୋଲିସ
ମୁମ୍ବାଇ: ‘ବିଗ୍ ବସ’ ୧୭ ବିଜେତା ତଥା ଷ୍ଟାଣ୍ଡଅପ ହାସ୍ୟ ଅଭିନେତା ମୁନାୱାର ଫାରୁକି ପୁଣି ଥରେ ଅସୁବିଧାରେ ପଡ଼ିଛନ୍ତି । ବାସ୍ତବରେ ମୁନାୱାର ଫାରୁକିଙ୍କୁ ଏକ ମାମଲାରେ ପୋଲିସ ଅଟକ ରଖିଛି। ମୁମ୍ବାଇରେ ଏକ ହୁକ୍କା ବାର୍ରେ ରେଡ...
ବିଦେଶି ବୟଫ୍ରେଣ୍ଡଙ୍କୁ ବିବାହ କଲେ ତାପସି? ଅନୁରାଗ କାଶ୍ୟପ ଅତିଥି!
ମୁମ୍ବାଇ: ଲଙ୍ଗ ଟାଇମ ବୟଫ୍ରେଣ୍ଡ ମୈଥିୟାସ ବୋଙ୍କ ସହ ବଲିଉଡ ଅଭିନେତ୍ରୀ ତାପସି ପନ୍ନୁଙ୍କ ବିବାହ ଖବର ଏବେ ହେଡଲାଇନରେ ରହିଛି। ଗତ ଦଶ ବର୍ଷ ଧରି ଡେଟିଂ କରୁଥିବା ଏହି ଦମ୍ପତି ମାର୍ଚ୍ଚରେ ବିବାହ କରିବାକୁ ଯାଉଥିଲେ ଏବଂ...
୫୧ ବର୍ଷ ବୟସରେ ଦ୍ୱିତୀୟ ଥର ପାଇଁ ମା’ ହେଲେ ଏହି ଅଭିନେତ୍ରୀ
ଓ୍ବାଶିଂଟନ: ହଲିଉଡର ପ୍ରସିଦ୍ଧ ଅଭିନେତ୍ରୀ କ୍ୟାମେରନ ଡିଆଜଙ୍କ ଘରେ ପୁଣିଥରେ ଖୁସିର ମୁହୂର୍ତ୍ତ ଆସିଛି। ଅଭିନେତ୍ରୀଙ୍କ ଘରେ କୁଆଁ କୁଆଁ ଡାକ ଶୁଭିଛି। ହଁ, କାମେରନ ପୁଣି ମା’ ହୋଇଛନ୍ତି। ସେ ୫୧ ବର୍ଷ ବୟସରେ ଏକ ସୁନ୍ଦର ପୁତ୍ରକୁ...
ହୋଲି ପୂର୍ବରୁ ‘ମମ ଟୁ ବି’ ୟାମି ଗୌତମ ପାଳିଲେ ରଙ୍ଗର ପର୍ବ
ମୁମ୍ବାଇ: ଚଳିତ ବର୍ଷ ରଙ୍ଗର ପର୍ବ ହୋଲି ୨୫ ମାର୍ଚ୍ଚକୁ ଅଧିକାଂଶ ସ୍ଥାନରେ ପାଳନ କରାଯାଉଛି। ଏହାକୁ ନେଇ ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ବଲିଉଡ ସେଲିବ୍ରିଟି ପର୍ଯ୍ୟନ୍ତ ସମସ୍ତେ ଉତ୍ସାହିତ ଅଛନ୍ତି। ବଲିଉଡର ମମ ଟୁ ବି ୟାମି...
କେବଳ ବଲିଉଡ୍ ନୁହେଁ, ସାଉଥ୍ ଫିଲ୍ମରେ ବି ହୋଲିର ଝଲକ
ମୁମ୍ବାଇ: ହୋଲି ହେଉଛି ଏକ ରଙ୍ଗର ପର୍ବ। ଯାହା ସମଗ୍ର ଭାରତରେ ପାଳନ କରାଯାଏ ଏବଂ କେତେକ ସ୍ଥାନରେ ଏହାର ମାହୋଲ ଏକ ମାସ ପୂର୍ବରୁ ମଧ୍ୟ ଦେଖିବାକୁ ମିଳେ। ବର୍ତ୍ତମାନ ସମୟ ସହିତ ଏହା ପ୍ରତ୍ୟେକ ଭାରତୀୟଙ୍କ ପାଇଁ...
Archives


