ମନୋରଞ୍ଜନ

ଜାମିଆ ଛାତ୍ରଙ୍କ ସପକ୍ଷରେ ବାହାରିଲେ ଅଭିନେତ୍ରୀ ସୋନମ କପୁର

ନାଗରିକତ୍ୱ ସଂଶୋଧନ ଆଇନକୁ ବିରୋଧ କରି ନୂଆଦିଲ୍ଲୀର ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟ ଚର୍ଚ୍ଚାକୁ ଆସିଛି। ଏଠାକାର ଛାତ୍ରମାନେ ଏହି ଆଇନକୁ ତୀବ୍ର ବିରୋଧ କରିଛନ୍ତି। ଏନେଇ ବିଶ୍ୱବିଦ୍ୟାଳୟ ପରିସର ଅଶାନ୍ତ ହୋଇପଡିଥିବାବେଳେ ସେମାନଙ୍କୁ ସମର୍ଥନ କରିଛନ୍ତି ଦେଶର ଅନ୍ୟ...

ରିଲିଜ ହେଲା ‘ଷ୍ଟ୍ରିଟ୍‌ ଡ୍ୟାନ୍ସର’ର ଟ୍ରେଲର

ବମ୍ବେ: ରିଲିଜ ହୋଇଛି ଚଳଚ୍ଚିତ୍ର ‘ଷ୍ଟ୍ରିଟ୍‌ ଡ୍ୟାନ୍ସର’ର ଟ୍ରେଲର। ୨.୫୨ ମିନିଟର ଏହି ଟ୍ରେଲରରେ ଆକ୍ସନ, ରୋମାନ୍ସ ସାଙ୍ଗକୁ ଡ୍ୟାନ୍ସର ଭରପୂର ଝଲକ ଦେଖିବାକୁ ମିଳୁଛି। ଫିଲ୍ମଟିର ନିର୍ଦ୍ଦେଶନା ଦେଇଛନ୍ତି ରେମୋ ଡିସୁଜା। କଳାକାର ଭାବେ ବରୁଣ ଧାଓ୍ବନ, ଶ୍ରଦ୍ଧା...

ପୁଣି ଚର୍ଚ୍ଚାରେ ଅମିରଙ୍କ ଝିଅ ଇରା

ଅମିର ଖାଁଙ୍କ ଝିଅ ଇରା ଏବେ ଚର୍ଚ୍ଚାରେ। କେତେବେଳେ ଫିଲ୍ମର ନିର୍ଦ୍ଦେଶନା ଦେବାକୁ ନେଇ ତ ଆଉ କେତେବେଳେ ନିଜର ଫଟୋଶୁଟ୍‌କୁ ନେଇ ଚର୍ଚ୍ଚାରେ ରହୁଛନ୍ତି। ଏବେ ତାଙ୍କର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସେ...

ବଲିଉଡ୍‌ର କେଉଁ ଅଭିନେତ୍ରୀଙ୍କ ଡାକ ନାମ କ’ଣ ଜାଣନ୍ତି…

ବଲିଉଡ୍‌ର ଅଭିନେତ୍ରୀମାନଙ୍କ ପ୍ରକୃତ ନାମ ଜାଣିଛନ୍ତି। ମାତ୍ର ସେମାନଙ୍କର ପରଦା ପଛର ବି ବେଶ୍‌ କୌତୁକିଆ ନାଁ ରହିଛି। ଜାଣନ୍ତୁ କେଉଁ ଅଭିନେତ୍ରୀଙ୍କୁ ତାଙ୍କ ଘରେ କେଉଁ ନାମରେ ଡାକନ୍ତି… ଐଶ୍ୱର୍ଯ୍ୟା ରାୟ : ନୀଳନୟନା ଐଶ୍ୱର୍ଯ୍ୟା ରାୟଙ୍କ ଏକ...

ଜେଲ୍‌ର ଅନୁଭୂତି ବଖାଣିଲେ ପାୟଲ

ମୁମ୍ବାଇ: ଅଭିନେତ୍ରୀ ପାୟଲ ରୋହତଗି ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଓ ତାଙ୍କ ବାପା ମୋତିଲାଲ ନେହେରୁଙ୍କ ବିରୋଧରେ ଆପତ୍ତିଜନକ ଟିପ୍ପଣୀ ଦେଇ ବିବାଦ ଘେରକୁ ଚାଲିଆସିଥିଲେ। ସୋମବାର ରାଜସ୍ଥାନର ବୁନ୍ଦି ପୋଲିସ ଗିରଫ କରିଥିବା ବେଳେ ମଙ୍ଗଳବାର ରାଜସ୍ଥାନ...

ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛୁକ ପ୍ରସଙ୍ଗରେ ଅକ୍ଷୟଙ୍କ ପ୍ରତିକ୍ରିୟା: ମୁଁ ଖୁସିରେ ରହିବାକୁ ଚାହେଁ

ବମ୍ବେ: ଏକଦା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାକ୍ଷାତକାର କରି ଚର୍ଚ୍ଚାର ପରିସରକୁ ଆସିଥିଲେ ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର। କେହି କେହି ସେ ରାଜନୀତିରେ ପ୍ରବେଶ କରିପାରନ୍ତି ବୋଲି କହିଆସୁଥିଲେ। ହେଲେ ସେ ରାଜନୀତିରେ କେବେ ବି ପ୍ରବେଶ କରିବାକୁ...

‘ଓସ୍କାର’ ପ୍ରତିଯୋଗିତାରୁ ବାଦ୍‌ ପଡ଼ିଲା ‘ଗଲି ବୟ’

ମୁମ୍ବାଇ: ବଲିଉଡ୍‌ପ୍ରେମୀଙ୍କ ପାଇଁ ଏକ ଦୁଃଖ ଖବର। ଓସ୍କାର ଆଓ୍ବାର୍ଡ ପ୍ରତିଯୋଗିତାରୁ ବାଦ୍‌ ପଡ଼ିଲା ଫିଲ୍ମ ‘ଗଲି ବୟ’। ଜୋୟା ଅଖ୍‌ତରଙ୍କ ଫିଲ୍ମ ‘ଗଲି ବୟ’ ଚଳିତବର୍ଷ ଓସ୍କାର ଆଓ୍ବାର୍ଡ ପାଇଁ ବେଷ୍ଟ ଇଣ୍ଟରନ୍ୟାଶନାଲ ଫିଚର୍‌ ଫିଲ୍ମ କ୍ୟାଟେଗୋରିରେ ଭାରତ...

ଅମିତ ଶାହଙ୍କୁ ଟିପ୍ସ ଦେଲେ ଅକ୍ଷୟ କୁମାର, ସନ୍ଧ୍ୟା ୬.୩୦ ପରେ ଖାଦ୍ୟ ଖାଆନ୍ତୁ ନାହିଁ

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ନିଜ ଫିଟ୍‌ନେସ୍‌ ଉପରେ ସର୍ବଦା ଧ୍ୟାନ ଦିଅନ୍ତି। ଠିକ୍‌ ସମୟରେ ଖାଇବା ଏବଂ ଶୋଇବାକୁ ନେଇ ସେ ବେଶ୍‌ ସତର୍କ ଥାନ୍ତି। ଏକପରିକି କୌଣସି ଫିଲ୍ମ ସାଇନ୍‌ କରିବା ପୂର୍ବରୁ ସେ ନିର୍ଦ୍ଦେଶକଙ୍କ ସହ...

୪୨ ବର୍ଷରେ ପଦାର୍ପଣ କଲେ ଶ୍ରୁତି: ଅର୍ଜୁନଙ୍କ ସହିତ ଅନ୍ତରଙ୍ଗ ସିନ୍‌ରେ ଶୁଟିଂସେଟ୍‌ରେ ହରାଇଥିଲେ ନିୟନ୍ତ୍ରଣ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଶ୍ରୁତି ସେଠ୍‌ ବୁଧବାର ୪୨ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୭ ଡିସେମ୍ବର ୧୮ରେ ସେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ୨୦୦୩ଠାରୁ ୨୬ ବୟସରେ ସେ ଅଭିନୟ କରିବା ଆରମ୍ଭ କରିଥିଲେ। ଛୋଟପରଦାରେ ସରାରତ୍‌ ତାଙ୍କୁ ନୂଆ...

କଟକରେ ବଲିଉଡ୍‌ ଚଳଚ୍ଚିତ୍ର ନିର୍ମାତା ଆଦିତ୍ୟ ସେଠ୍‌:‘ବାସ୍ତବତାକୁ କ୍ୟାମେରାରେ ତୋଳିବା ସହଜ ନୁହେଁ’

କଟକ ଅଫିସ,୧୭ା୧୨: ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାଣ କ୍ଷେତ୍ରରେ ଆଦିତ୍ୟ ସେଠ୍‌ ଜଣେ ଚର୍ଚ୍ଚିତ ଚେହେରା। ୧୯୮୬ ମସିହାରୁ ସେ ମନୋରଞ୍ଜନ ଦୁନିଆ ସହ ଜଡ଼ିତ। ଆଦିତ୍ୟଙ୍କ ଦ୍ୱାରା ନିର୍ମିତ ‘ବାହାଦୁର’ ପ୍ରାମାଣିକ ଚଳଚ୍ଚିତ୍ର ଦାଦା ସାହେବ ଫାଲ୍‌କେ ଆୱାର୍ଡ ଜିତିଛି।...

ପ୍ରଖ୍ୟାତ ଅଭିନେତା ଶ୍ରୀରାମ ଲାଗୁଙ୍କ ପରଲୋକ

ନୂଆଦିଲ୍ଲୀ,୧୮।୧୨:ବଲିଉଡର ପ୍ରଖ୍ୟାତ ଅଭିନେତା ଶ୍ରୀରାମ ଲାଗୁଙ୍କ ମଙ୍ଗଳବାର ସନ୍ଧ୍ୟାରେ ପରଲୋକ ଘଟିଛି। ତାଙ୍କୁ ୯୨ ବର୍ଷ ହୋଇଥିଲା। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ପୁନେସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ୧୦୦ରୁ ଊର୍ଦ୍ଧ୍ୱ ହିନ୍ଦୀ...

୨୦୧୯ର ଚର୍ଚ୍ଚିତ ଷ୍ଟାରକିଡ୍‌: ତାଲିକାରେ ତୈମୁର, ଇନାୟା, ସୁହାନା, ଅନନ୍ୟା….

ବମ୍ବେ: ବଲିଉଡ୍‌ର ଷ୍ଟାରକିଡ୍‌ମାନେ ନିଜ ନିଜ ମା’ବାପାଙ୍କଠାରୁ ଚର୍ଚ୍ଚିତ ହେବାରେ କମ୍‌ ନୁହନ୍ତି। ସେଥିପାଇଁ ତ ସେ ସୈଫ୍‌-କରିନାଙ୍କ ତୈମୁର ହୁଅନ୍ତୁ ଅଥବା ଶାହିଦ-ମୀରାଙ୍କ ମିଶା, ସମସ୍ତଙ୍କର ରହିଛି ବଡ଼ ଫ୍ୟାନ୍‌ ଫଲୋଇଙ୍ଗ। ସୋସିଆଲ ମିଡିଆରେ ସେମାନଙ୍କର ଫଟୋ ସେଲିବ୍ରିଟିଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri