ବିବାହ ବିଚ୍ଛେଦର ୧୦ ବର୍ଷ ପରେ ପୁଣି ବେଦିରେ ବସିବେ ଏହି ଅଭିନେତ୍ରୀ
ମୁମ୍ବାଇ: ବିବାହ ବିଚ୍ଛେଦର ୧୦ ବର୍ଷ ପରେ ପୁଣି ଜଣଙ୍କ ହାତ ଧରି ବେଦିରେ ବସିବାକୁ ଯାଉଛନ୍ତି ବଲିଉଡ୍ର ଜଣେ ଅଭିନେତ୍ରୀ। ଏକଥା ଆମେ କହୁନାହୁଁ। ଏକ ସାକ୍ଷାତକାରରେ ଏହି କଥା ସ୍ପଷ୍ଟ କରିଛନ୍ତି ଖୋଦ୍ ଅଭିନେତ୍ରୀ ଜଣକ। ଆଉ କେହି…
ବାବାଜି ଅବତାର
ବିଜୁ ବଡ଼ଜେନା ଖଳନାୟକ ଭାବରେ ଅନେକ ଥର ବଡ଼ ପରଦାରେ ମୁହଁ ଦେଖାଇ ସାରିଛନ୍ତି। ଗତ ବର୍ଷ ରିଲିଜ୍ ହୋଇଥିବା ‘ମାଲ୍ ମହୁ ଜୀବନ ମାଟି’ରେ ସେ କମେଡି ଖଳନାୟକ ଭୂମିକାରେ ଅବତୀର୍ଣ୍ଣ ହୋଇଥିଲେ। ଏବେ ବାବାଜି ଅବତାରରେ ଦର୍ଶକଙ୍କ ସାମ୍ନାକୁ…
ସ୍ବପ୍ନ ସତ ହେଲା
ନାଟ୍ୟକାର, ନିର୍ଦ୍ଦେଶକ ତଥା ଅଭିନେତା ପ୍ରଦୀପ ବିଶ୍ୱାଳ। ହିନ୍ଦୁ-ମୁସ୍ଲିମ ଭାଇଚାରାକୁ ନେଇ ନିଜେ ରଚନା କରିଥିବା ଏବଂ ନିର୍ଦ୍ଦେଶନା ଦେଇଥିବା ତଥା ଅନ୍ୟତମ ଅଗ୍ରଣୀ ଥିଏଟର ନାଟ୍ୟାନୁଷ୍ଠାନ ‘ଶ୍ୱେତପଦ୍ମା’ ଦ୍ୱାରା ପରିବେଷିତ ମଞ୍ଚ ନାଟକ ‘ଜୀନତ’ର ସଫଳତା ତାଙ୍କ ପାଇଁ ଆଉ…
ଭିନ୍ନ ଧରଣର ସିନେମା ନିର୍ମାଣକୁ ଗୁରୁତ୍ୱ ଦିଏ
ଚର୍ଚ୍ଚିତ ଓଡ଼ିଆ ସିନେମା ‘ପାଟଣାଗଡ଼’ର ପ୍ରଯୋଜକ ନିକଟରେ ଅନ୍ତର୍ଜାତୀୟ ସିନେମା ଉତ୍ସବରେ ଶ୍ରେଷ୍ଠ ପ୍ରଯୋଜକ ଭାବରେ ସମ୍ମାନିତ ହୋଇଛନ୍ତି। ଓଡ଼ିଆ ସିନେମା ଆଉ ଭବିଷ୍ୟତ ଯୋଜନା ସମ୍ପର୍କରେ ଓଲିଉଡ୍ର ଆଗଧାଡ଼ିର ପ୍ରଯୋଜକ ଶ୍ରୀଧର ମାର୍ଥା ଯାହା କହନ୍ତି… ପ୍ର. ଚାରୋଟି ଫିଲ୍ମ…
ମୁଁ ପରଦେଶୀ ଚଢ଼େଇ
ଥରେ ମନେପକାନ୍ତୁ ନା ରବି କିନ୍ନାଗୀଙ୍କ ନିର୍ଦ୍ଦେଶିତ ତଥା ଶ୍ରୀରାମ ପଣ୍ଡା-ରାମେଶ୍ୱରୀ ଅଭିନୀତ ସେହି ସୁପରହିଟ୍ ଓଡ଼ିଆ ସିନେମା ‘ମାନିନୀ’କୁ। ରାଧାକୃଷ୍ଣ ଭଞ୍ଜଙ୍କ ସ୍ବର ସଂଯୋଜନାରେ ଏହାର ସମସ୍ତ ଗୀତ ଦର୍ଶକଙ୍କୁ ପ୍ରଭାବିତ କରିଥିଲା। ତନ୍ମଧ୍ୟରୁ ଗୋଟିଏ ଥିଲା ‘ମୁଁ ପରଦେଶୀ…
ଫିଲ୍ମ ଲାଗି ସିରିଏଲ ଛାଡ଼ିବିନି
ରାକେଶ ଧଳ। ବହୁ କମ୍ ଦିନରେ ଟେଲିଭିଜନ ଜଗତରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିଜ ଅଭିନୟ ଯାଦୁରେ ସେ ଘରେ ଘରେ ପରିଚିତ । ‘ନେଇ ଯାରେ ମେଘ ମୋତେ’, ‘ଏସିପି ନିକିତା’, ‘ରାନୀ’, ‘ଆମ ଘର…
ଅଫିସର
ଏକ ରାଜ୍ୟରେ ପାଞ୍ଚଜଣ ଅଫିସରଙ୍କ ଭିତରେ ଥାଏ ଅତୁଟ ବନ୍ଧୁତା। ସତେଯେମିତି ସେମାନେ ଗୋଟିଏ ରଜ୍ଜୁରେ ବନ୍ଧା। କାହାର ଅସୁବିଧା ପଡ଼ିଲେ ଏକାଠି ହୋଇ ସାହାଯ୍ୟର ହାତ ବଢ଼ାଇ ଦିଅନ୍ତି। ହେଲେ ହଠାତ୍ ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ ଜୀବନ ଆକାଶରେ କଳା…
କ’ଣ କରୁଛନ୍ତି ପରିଣୀତି
ପରିଣୀତି ଚୋପ୍ରା ଏବେ କ’ଣ କରୁଛନ୍ତି ? ଯେହେତୁ ଶୁଟିଂ ନାହିଁ ସେ ନିଶ୍ଚୟ ପରିବାର ସହ ସମୟ କଟାଉଥିବେ। ହେଲେ ଏହି ବ୍ରେକ୍ ସମୟରେ ସେ ଫରେନ୍ ଟୁରରେ ଅଛନ୍ତି। ଅର୍ଥାତ୍, ବର୍ତ୍ତମାନ ପରିଣୀତି ଅଷ୍ଟ୍ରିଆରେ ଡେରା ପକାଇଛନ୍ତି। ସେଠାକାର…
ଓସ୍କାର ଦୌଡ଼ରେ ନୀନାଙ୍କ ଫିଲ୍ମ
ମୁମ୍ବାଇ: ସେଲିବ୍ରିଟି ସୈଫ୍ରୁ ଫିଲ୍ମମେକର୍ ହୋଇଥିବା ବିକାଶ ଖାନ୍ନାଙ୍କ ପ୍ରଥମ ଫିଲ୍ମ ‘ଦ ଲାଷ୍ଟ କଲର୍’ ଓସ୍କାର ଆଓ୍ବାର୍ଡ ଦୌଡ଼ରେ ଫିଚର୍ ଫିଲ୍ମ ତାଲିକାଭୁକ୍ତ ହୋଇଛି। ଏନେଇ ଖୋଦ୍ ବିକାଶ ଖାନ୍ନା ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ତାଙ୍କ ପ୍ରଥମ ଫିଲ୍ମ…
ମଲାଇକା-ଅର୍ଜୁନଙ୍କ ରୋମାଣ୍ଟିକ୍: ନ୍ୟୁ ଇୟର ସେଲିବ୍ରେଶନ
ମୁମ୍ବାଇ: ଅର୍ଜୁନ କପୁର-ମଲାଇକା ଅରୋରା ହେଉଛନ୍ତି ବଲିଉଡ୍ର ଚର୍ଚ୍ଚିତ କପଲ୍ମାନଙ୍କ ମଧ୍ୟରୁ ଅନ୍ୟତମ। ଉଭୟଙ୍କ ରିଲେଶନଶିପ୍କୁ ନେଇ ଅନେକ ସମୟରେ ଖବର ଚର୍ଚ୍ଚା ସାଉଁଟିଥାଏ। କିଛିଦିନ ପୂର୍ବେ ଅର୍ଜୁନ ନିଜ ଜନ୍ମଦିନ ଅବସରରେ ମଲାଇକାଙ୍କ ପ୍ରେମ ସମ୍ପର୍କ ଥିବା ନେଇ ସୋସିଆଲ…
ମନେପଡ଼େ ପିଲାଦିନ
ବଲିଉଡ୍ର ଅନ୍ୟତମ ଆଗଧାଡ଼ି ନାୟକା ଭାବରେ କରୀନା କପୁର ବେଶ୍ ପରିଚିତ। ତାଙ୍କର ପିଲାଦିନ କିପରି କଟିଥିଲା ଏ ସମ୍ପର୍କରେ ନିକଟରେ ଏକ କାର୍ଯ୍ୟକ୍ରମରେ ସେ ସୂଚନା ଦେଇଥିଲେ। ସେ କହିଥିଲେ, ”ସମସ୍ତେ ଭାବନ୍ତି ଆମେ କପୁର ପରିବାରରୁ ଆସିଛୁ। ପିଲାଦିନ…
‘ବେହଦ -୨’ ଶୁଟିଂ ସେଟ୍ରେ ଶିବିନ୍ ନାରଙ୍ଗ ଆହତ
ଛୋଟପରଦାର ସିରିୟଲ ‘ବେହଦ-୨’ରେ ନଜର ଆସୁଛନ୍ତି ଜେନିଫର ଓ୍ବିଙ୍ଗେଟ୍ ଏବଂ ଶିବିନ୍ ନାରଙ୍ଗ। ଏହି ସିରିୟଲଟିକୁ ଦର୍ଶକ ବହୁ ପସନ୍ଦ ବି କରୁଛନ୍ତି। କିନ୍ତୁ ଏହି ଶୋ’ ସହିତ ଯୋଡ଼ା ଏକ ଖରାପ ଖବର ଶୁଣିବାକୁ ମିଳିଛି। ଶୁଟିଂ ସେଟ୍ରେ ଅଭିନେତା…
Archives


