ମନୋରଞ୍ଜନ

ମାମୁଙ୍କ ବିବାହରେ ଖୁବ୍‌ ନାଚିଲେ ତୈମୁର

ମୁମ୍ବାଇ: ଷ୍ଟାର କିଡ ଭାବେ ବେଶ୍‌ ଚର୍ଚ୍ଚାରେ ରହୁଥିବା ଶୈଫିନାଙ୍କ ପୁଅ ତୈମୁର ଖାଁ ଏବେ ପୁଣି ଆସିଛନ୍ତି ଚର୍ଚ୍ଚାକୁ। ନିକଟରେ ବଲିଉଡ୍‌ ବେବୋ କରିନା କପୁର ଖାଁଙ୍କ କଜିନ ଭାଇ ଅରମାନ ଜୈନଙ୍କ ବିବାହରେ କରିନା ଓ ଶୈଫଙ୍କ ସହ…

ଖୁବ୍‌ଶୀଘ୍ର ଦ୍ୱିତୀୟ ପାଳି ଆରମ୍ଭ କରିବେ କ୍ରିକେଟର୍‌ ହରଭଜନ ସିଂ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଫ୍‌ସ୍ପିନର୍‌ ହରଭଜନ ସିଂ ଦ୍ୱିତୀୟ ପାଳି ଆରମ୍ଭ କରିବାକୁ ଯାଉଛନ୍ତି। କ୍ରିକେଟରେ ସଫଳ ହେବା ପରେ ସେ ଏବେ ବଲିଉଡ୍‌ ମୁହାଁ ହୋଇଛନ୍ତି। ଜେପିଆର ଏବଂ ଶ୍ୟାମ ସୂର୍ଯ୍ୟାଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଫେଣ୍ଡ୍‌ସିପ୍‌’ରେ ହରଭଜନ ଲିଡ୍‌…

୪୬ ବର୍ଷରେ ପାଦ ଥାପିଲେ ‘ରଙ୍ଗିଲା ଗର୍ଲ’: ନିଜଠାରୁ ୧୦ ବର୍ଷ ବୟସ ସାନ ଯୁବକଙ୍କୁ ଲୁଚାଛପାରେ କରିଥିଲେ ବିବାହ

ମୁମ୍ବାଇ: ବଲିଉଡ୍‌ର ‘ରଙ୍ଗିଲା ଗର୍ଲ’ ଭାବେ ପରିଚିତି ହାସଲ କରିଥିବା ଉର୍ମିଳା ମାତୋଣ୍ଡକର ମଙ୍ଗଳବାର ୪୬ ବର୍ଷରେ ପାଦ ଥାପିଛନ୍ତିି। ସେ ୧୯୭୪ ଜାନୁୟାରୀ ୪ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ମା ରୁକ୍‌ଶାନା ସୁଲତାନା ଜଣେ ମୁସଲମାନ୍‌ ଥିବାବେଳେ ପିତା…

ଜୟାଲଳିଥା ଜଣେ ଗ୍ଲାମରସ୍‌ ଷ୍ଟାର ଥିଲେ: କଙ୍ଗନା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାନାଓ୍ବତ ଖୁବ୍‌ଶୀଘ୍ର ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟାଲଳିଥାଙ୍କ ବାୟୋପିକରେ ନଜର ଆସିବେ। ‘ଥଲାଇବି’ ନାମକ ଏହି ବାୟୋପିକରେ ଜୟାଲଳିତାଙ୍କ ଜୀବନିକୁ ସ୍ଥାନ ଦିଆଯାଇଛି। ଏଥିରେ ବଲିଉଡ୍‌ ବିୟୁଟି କଙ୍ଗନା ଜୟାଲଳିଥାଙ୍କ ସବୁ ବୟସର ଚରିତ୍ରରେ ନଜର…

ଦିଶା ପଟାନୀ ଖୋଲିଲେ ଫିଟନେସର ରାଜ୍‌

ବଲିଉଡ୍‌ର ହଟ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ ଦିଶା ପଟାନୀ ଆଗାମୀ ଫିଲ୍ମ ‘ମଲାଙ୍ଗ’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହି ଅବସରରେ ନିଜ ଫିଟନେସର ରାଜ୍‌ ଖୋଲିଛନ୍ତି ଦିଶା। ସୁନ୍ଦର ସ୍ବାସ୍ଥ୍ୟ ପାଇଁ ସେ ପ୍ରତିଦିନ ଜିମ ଯିବା ସହ ଯୋଗାଭ୍ୟାସ ମଧ୍ୟ…

ହସ୍ପିଟାଲରେ ଋଷି କପୁର, ଦେଖିବାକୁ ଗଲେ ରଣବୀର-ଆଲିଆ

ବଲିଉଡ ଅଭିନେତା ଋଷି କପୁର ଦିଲ୍ଲୀର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏକ ବିବାହ କାର୍ଯ୍ୟକ୍ରମରେ ଯୋଗଦେବା ସମୟରେ ହଠାତ୍‌ ତାଙ୍କ ସ୍ବାସ୍ଥବସ୍ଥା ଖରାପ ହେବାକୁ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ତାଙ୍କୁ ଦେଖିବା ପାଇଁ ସ୍ତ୍ରୀ ନୀତୁ, ପୁଅ ରଣବୀର ଓ…

ସିଆଚେନ୍‌ ଗ୍ଲାସିୟରକୁ ନେଇ ନିର୍ମାଣ ହେବ ଫିଲ୍ମ ‘ସିଆଚେନ ଓ୍ବାରିୟର୍ସ’

ମୁମ୍ବାଇ: ବଲିଉଡ୍‌ରେ ପୁଣିଥରେ ଦେଖିବାକୁ ମିଳିବ ଦେଶଭକ୍ତିର କାହାଣୀ। ତେବେ ଭାରତୀୟ ସେନାଙ୍କ କାହାଣୀକୁ ନେଇ ବଲିଉଡ୍‌ରେ ନିର୍ମାଣ କରାଯାଉଥିବା ଫିଲ୍ମ ଭଲ ବ୍ୟବସାୟ କରୁଥିବା ବେଳେ ଦର୍ଶକେ ଏହାର ଅପେକ୍ଷା ରହୁଥିବା ଦେଖାଯାଇଛି। ‘ଉରି-ଦ ସର୍ଜିକାଲ ଷ୍ଟ୍ରାଇକ୍‌’ ଏହାର ଏକ…

୬୫ତମ ଫିଲ୍ମ ଫେୟାର ଆଓ୍ବାର୍ଡ: ଓ୍ବାର, ଉରି ସମେତ ଏହି ଫିଲ୍ମ ମାରିଲେ ବାଜି

ମୁମ୍ବାଇ: ୬୫ତମ ଆମାଜନ ଫିଲ୍ମଫେୟାର ଆଓ୍ବାର୍ଡ ୨୦୨୦ ଚଳିତ ଥର ଆସାମରେ ଫେବୃୟାରୀ ୧୫ରେ ଅନୁଷ୍ଠିତ ହେବ। ତେବେ ଏହି ଆଓ୍ବାର୍ଡ ସେରିମନି ପୂର୍ବରୁ ନୋମିନେଶନ୍‌ ଲିଷ୍ଟ ଜାରି କରାଯାଇଛି। ଚଳିତ ଥର ମୁଖ୍ୟ ଆଓ୍ବାର୍ଡ ନୋମିନେଶନରେ ୧୯ କାଟାଗୋରିକୁ ସାମିଲ…

ଏହି କ୍ରିକେଟରଙ୍କ ପ୍ରେମରେ ପଡିଥିଲେ ବାହୁବଳୀ ଫେମ୍‌ ଅନୁଷ୍କା ସେଟ୍ଟୀ

ବଲିଉଡ ଏବଂ କ୍ରିକେଟ ମଧ୍ୟରେ ସମ୍ପର୍କ ବହୁ ପୁରୁଣା। ଅନେକ ସମୟରେ ବଲିଉଡ ଅଭିନେତ୍ରୀଙ୍କ ସହ କ୍ରିକେଟରଙ୍କ ପ୍ରେମ ସମ୍ପର୍କ ଗଣମାଧ୍ୟମରେ ବେଶ ଚର୍ଚ୍ଚା ହୋଇଥାଏ। ବଲିଉଡରେ ଅଭିନେତ୍ରୀଙ୍କୁ ନିଜ ପ୍ରିୟ କ୍ରିକେଟରଙ୍କ ବିଷୟରେ ପଚାରିଲେ ଅଧିକାଂଶ ବିରାଟ କୋହଲି, ରୋହିତ…

୨ସନ୍ତାନଙ୍କ ସହ ଅର୍ପିତାଙ୍କ ଫଟୋ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ଦବଙ୍ଗ ଖାଁଙ୍କ ଭଉଣୀ ଅର୍ପିତା ଖାଁ ଶର୍ମା ନିକଟରେ ଦ୍ୱିତୀୟ ସନ୍ତାନକୁ ଜନ୍ମ ଦେଇଛନ୍ତି। ଭାଇ ସଲମାନଙ୍କ ଜନ୍ମଦିନ ଅବସରରେ ଅର୍ଥାତ୍‌ ଡିସେମ୍ବର ୨୭ରେ ସେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ। ଜନ୍ମ ପରଠାରୁ ହିଁ ଅର୍ପିତା…

ବଲିଉଡ୍‌ରେ ଓ୍ବାହିଦା ରେହମାନଙ୍କୁ ଏହି ଅଭିନେତା ଦେଇଥିଲେ ବ୍ରେକ୍‌

ମୁମ୍ବାଇ: ହିନ୍ଦୀ ଚଳଚ୍ଚିତ୍ରର ପପୁଲାର ଓ ବରିଷ୍ଠ ଅଭିନେତ୍ରୀ ଓ୍ବାହିଦା ରେହମାନ ସୋମବାର ୮୨ ବର୍ଷରେ ପ୍ରଦାର୍ପଣ କରିଛନ୍ତି। ତାଙ୍କର ଜନ୍ମଦିନ ଅବସରରେ ବଲିଉଡ୍‌ ସେଲିବ୍ରିଟିଙ୍କଠାରୁ ଆରମ୍ଭ କରି ଶୁଭେଚ୍ଛୁଙ୍କ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ୧୯୩୮ ଫେବୃୟାରୀ ୩ରେ ତାମିଲନାଡୁରେ…

ଦିପ୍ତୀ ନାଭାଲଙ୍କୁ ପୂରିଲା ୬୮: ଆକ୍ଟିଂ କରିବାର ନିଶା ଟାଣି ଆଣିଥିଲା ବଲିଉଡ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଦିପ୍ତୀ ନାଭାଲ ସୋମବାର ୬୮ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୫୨ ଫେବୃୟାରୀ ୩ରେ ପଞ୍ଜାବର ଅମୃତସରଠାରେ ଜନ୍ମଗ୍ରହଣ କରିଥିଲେ। ପିଲାଟି ଦିନରୁ ଅଭିନୟ ପ୍ରତି ତାଙ୍କର ଭାରି ନିଶା ଥିଲା। ଏହାଯୋଗୁ ସେ ବଲିଉଡ୍‌କୁ ଆସିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?