ମନୋରଞ୍ଜନ

ରାଗିକି ପଞ୍ଚମ ହୋଇଗଲେ ଜାଭେଦ ଅଖତର: ଦେଇଦେଲେ ଏମିତି ଧମକ

ପ୍ରବୀଣ ଗୀତିକାର ଜାଭେଦ ଅଖତର ପ୍ରତ୍ୟେକ ପ୍ରସଙ୍ଗରେ ସ୍ପଷ୍ଟ ମତ ରଖିବା ପାଇଁ ଜଣାଶୁଣା। ଅନ୍ୟ ଅନେକ ତାରକାଙ୍କ ପରି, ଆଜିକାଲି ସେ ମଧ୍ୟ ଡିପ୍‌ଫେକ୍‌ର ଶିକାର ହୋଇଛନ୍ତି। ଏଆଇ ଦ୍ୱାରା ହୋଇଥିବା ତାଙ୍କର ଏକ ଭିଡିଓ ଭାଇରାଲ ହେବା ପରେ…

ଭିନ୍ନ ଢଙ୍ଗରେ ନୂଆବର୍ଷକୁ ସ୍ବାଗତ କଲେ ବିରାଟ-ଅନୁଷ୍କା, ଫଟୋ ଶେୟାର କରି କହିଲେ ମୋ’ ଜୀବନର…

ମୁମ୍ବାଇ: କ୍ରିକେଟର ବିରାଟ କୋହଲି ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ୨୦୨୫କୁ ବିଦାୟ ଦେବା ସମୟରେ ଏକ ବିଶେଷ ମୁହୂର୍ତ୍ତକୁ ଶେୟାର କରି ଏକ ହୃଦୟସ୍ପର୍ଶୀ ଢଙ୍ଗରେ ୨୦୨୬ ନୂତନ ବର୍ଷକୁ ସ୍ବାଗତ କରିଛନ୍ତି। ଏହି ସେଲିବ୍ରିଟି ଦମ୍ପତି ଫଟୋ…

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା ଅନୁପମ ଖେର ନୂଆବର୍ଷରେ ଏକ ବଡ଼ ପ୍ରତିଜ୍ଞା କରିଛନ୍ତି। ସେ ତାଙ୍କ ପ୍ରଶଂସକଙ୍କ ସହିତ…

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା। ଫିଲ୍ମରେ ନୟନତାରାଙ୍କ ପ୍ରଥମ ଲୁକ ରିଲିଜ ହୋଇଛି। ନୟନତାରାଙ୍କ ପୋଷ୍ଟର ସୋସିଆଲ ମିଡିଆରେ ଚର୍ଚ୍ଚା…

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି। ଅନୁରୂପ ଭାବେ ସଙ୍ଗୀତକାର ସୋମେଶ ଶତପଥୀ ମଧ୍ୟ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ…

ସଲମାନଙ୍କ ଗାଲୱାନ ଟ୍ରେଲର ଦେଖି ରାଗିଗଲା ଚାଇନା, ଏପରି କହିଲା ଭାରତ

ନୂଆଦିଲ୍ଲୀ,୩୦।୧୨: ସଲମାନଙ୍କ ଉପରେ ରାଗିଗଲା ଡ୍ରାଗନ। ‘ବ୍ୟାଟେଲ ଅଫ୍ ଗାଲୱାନ’ର ଟିଜର ମୁକ୍ତିଲାଭ କରିବା ପରେ ଚାଇନା ଏଥିରେ କ୍ଷୁବ୍ଧ ହୋଇଛି। ଚାଇନାର ସରକାରୀ ଗଣମାଧ୍ୟମ ଏହି ଚଳଚ୍ଚିତ୍ର “ତଥ୍ୟକୁ ବିକୃତ କରୁଛି” ବୋଲି ଅଭିଯୋଗ କରି ଏକ ନୂଆ ବିବାଦ…

ୟାମିଙ୍କ ଇଚ୍ଛା

ମୁମ୍ବାଇ: ଆଦିତ୍ୟ ଧରଙ୍କ ଫିଲ୍ମ ‘ଧୁରନ୍ଧର’ ୨୦୨୫ର ସବୁଠାରୁ ବଡ଼ ଫିଲ୍ମ ହୋଇଛି। ଏହି ଫିଲ୍ମଟି ସାରା ବିଶ୍ୱରେ ୧୦୦୦ କୋଟିରୁ ଅଧିକ ଆୟ କରିଛି। ରଣବୀର ସିଂ, ଅକ୍ଷୟ ଖାନ୍ନା, ସଞ୍ଜୟ ଦତ୍ତ, ଅର୍ଜୁନ ରାମପାଲ ଏବଂ ସାରା ଅଲି…

Rashimka and Vijay Wedding: ସାମ୍ନାକୁ ଆସିଲା ରଶ୍ମିକା-ବିଜୟଙ୍କ ବିବାହ ତାରିଖ, ଏହି ଅତିଥି ଦେବେ ଯୋଗ

ନୂଆଦିଲ୍ଲୀ,୩୦ା୧୨ : ସାଉଥ ସିନେମାର ଷ୍ଟାର କପଲ୍ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ସେମାନଙ୍କ ବିବାହକୁ ନେଇ ବହୁତ ଦିନ ଧରି ଚର୍ଚ୍ଚାରେ ରହି ଆସିଛନ୍ତି । ସମ୍ପ୍ରତି ଗୁଜବ ପ୍ରଚାରିତ ହୋଇଥିଲା ଯେ ରଶ୍ମିକା ଏବଂ ବିଜୟ ଗୁପ୍ତ…

ମୋତେ ଆଉ ଝିଅ ମିଳିବେ ତ… ବର୍ଷାଙ୍କୁ ହାତ ଯୋଡି ଏମିତି କହିଦେଲେ ଗୁଲୁଆ

ଭୁବନେଶ୍ୱର,୩୦।୧୨: ଓଡ଼ିଆ କମେଡିଆନ ଗୁଲୁଆ ଏବଂ ତାଙ୍କ ସ୍ତ୍ରୀ ବର୍ଷାଙ୍କ ପାରିବାରିକ ବିବାଦ ପଦାରେ ପଡ଼ିଛି। ଗୁଲୁଆଙ୍କର ଏକାଧିକ ଝିଅଙ୍କ ସହ ସମ୍ପର୍କ ଥିବା ଅଭିଯୋଗ ଆଣିଛନ୍ତି ସ୍ତ୍ରୀ । ସେପଟେ ଜୀବନ ପ୍ରତି ବିପଦ ଥିବା କହୁଛନ୍ତି ଗୁଲୁଆ। ଏବେ…

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG) ବାସଭବନରେ ସେ ଆତ୍ମହତ୍ୟା କରିଛନ୍ତି। ପୋଲିସ ଘଟଣାସ୍ଥଳରୁ ଏକ ଡେଥ୍ ନୋଟ୍ ଜବତ କରିଛି,…

‘ଧୁରନ୍ଧର’ ବାପା ଚାଇନାର ଏହି ଫିଲ୍ମ, କଲାଣି ୧୮,୦୦୦ କୋଟିର ବ୍ୟବସାୟ

ନୂଆଦିଲ୍ଲୀ,୨୯।୧୨: ୨୦୨୫ ବର୍ଷର ଶେଷ ଭାଗରେ ବଲିଉଡ୍ ବକ୍ସ ଅଫିସ୍‌ରେ ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ସ୍ପାଏ-ଥ୍ରୀଲର ‘ଧୁରନ୍ଧର’ ନିଜର ଜୟଯାତ୍ରା ଜାରି ରଖିଛି। ରଣବୀର ସିଂ ଓ ଅକ୍ଷୟ ଖାନ୍ନାଙ୍କ ଅଭିନୀତ ଏହି ଫିଲ୍ମଟି ଡିସେମ୍ବର ୫ରେ ମୁକ୍ତିଲାଭ କରିବା ପରେ…

ଫ୍ୟାନ୍ସଙ୍କ ଭିଡ଼ ଯୋଗୁ ବିମାନବନ୍ଦରରେ ପଡ଼ିଗଲେ ସୁପରଷ୍ଟାର ବିଜୟ, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୨୯।୧୨: ସୁପରଷ୍ଟାର ବିଜୟ ଯେଉଁଠାକୁ ଯାଆନ୍ତି, ପ୍ରଶଂସକମାନେ ତାଙ୍କୁ ଘେରି ଯାଆନ୍ତି । ଏହି ଅଭିନେତା ହଜାର ହଜାର ଲୋକଙ୍କ ମଧ୍ୟରେ ହଇଚଇ ସୃଷ୍ଟି କରିବା ପାଇଁ ଜଣାଶୁଣା। ସେ କେବେବି ତାଙ୍କର ଷ୍ଟାର ପାୱାର ଦେଖାଇବାରେ ବିଫଳ ହୁଅନ୍ତି ନାହିଁ ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri