ମନୋରଞ୍ଜନ

ଦିନକୁ ୨୦୦ ସିଗାରେଟ୍‌ ଟାଣୁଥିଲେ ଅମିତାଭ ବଚ୍ଚନ: ଆଉ ଏବେ…

ବଲିଉଡ ମେଗାଷ୍ଟାର ଅମିତାଭ ବଚ୍ଚନ ଏକ ଶୃଙ୍ଖଳିତ ଜୀବନଶୈଳୀ ପାଇଁ ଜଣାଶୁଣା। ସେ ଧୂମପାନ କିମ୍ବା ମଦ୍ୟପାନ କରନ୍ତି ନାହିଁ । କିନ୍ତୁ ଏପରି ଏକ ସମୟ ଥିଲା ଯେତେବେଳେ ସେ ଦିନକୁ ୨୦୦ ସିଗାରେଟ ଟାଣୁଥିଲେ। ଏକ ପୁରୁଣା ସାକ୍ଷାତକାରରେ…

ଅମିତାଭଙ୍କ ସହ କାମ କରିବାକୁ ମନା କରିଦେଇଥିଲେ ଏହି ଅଭିନେତ୍ରୀ:ଆଉ ତା’ପରେ ବିଗ୍‌ ବି’ କରିଥିଲେ ଏମିତି କାମ…

ହିନ୍ଦୀ ସିନେମାର କିମ୍ବଦନ୍ତୀ ଅଭିନେତା ଅମିତାଭ ବଚ୍ଚନଙ୍କ ସହ କାମ କରିବା ପ୍ରତ୍ୟେକ କଳାକାରଙ୍କ ସ୍ବପ୍ନ ଥାଏ। ତେବେ ଇଣ୍ଡଷ୍ଟ୍ରୀରେ ଏମିତି ଜଣେ ଭେଟେରାନ ଅଭିନେତ୍ରୀ ଥିଲେ, ଯିଏ ବିଗ ବିଙ୍କ ସହ କାମ କରିବାକୁ ପ୍ରସ୍ତୁତ ନ ଥିଲେ। ପରେ…

ଓଡ଼ିଆ ଫିଲ୍ମ ଷ୍ଟାରଙ୍କୁ ମାଓବାଦୀଙ୍କ ଭୟ:  ହୋଇପାରନ୍ତି ଅପହରଣ ଗୁଇନ୍ଦା ବିଭାଗ ଦେଲେ ଆଗୁଆ…

ଭୁବନେଶ୍ୱର,୧।୧୦: ଓଡ଼ିଆ ଫିଲ୍ମ ଷ୍ଟାରଙ୍କୁ ଅପହରଣ କରିପାରନ୍ତି ମାଓବାଦୀ। ଏ ନେଇ ଓଡ଼ିଶା ପୋଲିସର ଗୁଇନ୍ଦା ବିଭାଗ ସତର୍କ କରାଇଛନ୍ତି। ତେବେ ପଶ୍ଚିମ ଓଡ଼ିଶାର ବଲାଙ୍ଗୀର ଜିଲା ଖପ୍ରାଖୋଲରେ ଏକ ଓଡ଼ିଆ ଫିଲ୍ମର ଶୁଟିଂ ଚାଲିଥିବା ବେଳେ ଏହି ଖବର ସାମ୍ନାକୁ…

ଗୋବିନ୍ଦାଙ୍କ ଶରୀରରେ କେମିତି ବାଜିଲା ଗୁଳି: ନିଜେ କଲେ ଖୁଲାସା

ବଲିଉଡ ଅଭିନେତା ଗୋବିନ୍ଦାଙ୍କ ଗୋଡରେ ଗୁଳି ବାଜିଛି। ସକାଳେ ନିଜ ପିସ୍ତଲ ରଖୁଥିବାବେଳେ ହଠାତ୍‌ ଅସାବଧାନତା କାରଣରୁ ତାଙ୍କ ବନ୍ଧୁକରୁ ଗୁଳି ଫୁଟିଥିଲା। ଏହା ପରେ ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା। ଗୋବିନ୍ଦା ବର୍ତ୍ତମାନ ବିପଦମୁକ୍ତ ଅଛନ୍ତି। ତାଙ୍କୁ ୨୪ ଘଣ୍ଟା…

ନିଜ ଗୁଳିରେ ଆହତ ହେଲେ ଗୋବିନ୍ଦା, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୧।୧୦: ଅଭିନେତା ଗୋବିନ୍ଦାଙ୍କ ଦେହରେ ବାଜିଲା ଗୁଳି। ଭୁଲବଶତଃ ଗୋବିନ୍ଦାଙ୍କ ଗୋଡ଼ରେ ଗୁଳି ବାଜିଥିବା ସୂଚନା ମିଳିଛି। ନିଜ ଲାଇସେନ୍ସପ୍ରାପ୍ତ ବନ୍ଧୁକରୁ ଭୁଲବଶତଃ ଗୁଳି ଫୁଟିଥିବା ଜଣାପଡିଛି। ତାଙ୍କୁ ମୁମ୍ବାଇର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୋଲିସର ସୂଚନାନୁସାରେ,ଗୁଳି ବାଜିବା ପରେ…

ବିଳମ୍ବିତ ରାତ୍ରିରେ ହସ୍ପିଟାଲରେ ଭର୍ତ୍ତି ହେଲେ ସୁପରଷ୍ଟାର ରଜନୀକାନ୍ତ

ଚେନ୍ନାଇ,୧।୧୦: ହିନ୍ଦୀ ସିନେମା ଏବଂ ଦକ୍ଷିଣ ସିନେମାରେ ଜବରଦସ୍ତ ପରିଚୟ ତିଆରି କରିଥିବା ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକଙ୍କ ପାଇଁ ଏକ ଖରାପ। ସୋମବାର ବିଳମ୍ବିତ ରାତିରେ ୭୩ବର୍ଷୀୟ ରଜନୀକାନ୍ତଙ୍କୁ ଚେନ୍ନାଇର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ସେ…

ପ୍ରଥମ ପ୍ରଯୋଜିତ ଫିଲ୍ମକୁ ନେଇ ଆଶାବାଦୀ କ୍ରିତି

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କ୍ରିତି ସାନନଙ୍କ ପାଇଁ ଚଳିତବର୍ଷ ବେଶ୍‌ ଆଶାଜନକ ରହିଛି। ’କ୍ରୁ’ ଏବଂ ‘ତେରି ବାତୋଂ ମେ ଏସା ଉଲଜା ଜିଆ’ ଭଳି ହିଟ୍‌ ଚଳଚ୍ଚିତ୍ରରେ ନଜର ଆସିଥିବା କ୍ରିତି ବର୍ତ୍ତମାନ ପ୍ରଯୋଜକ ସାଜିଛନ୍ତି। ବର୍ତ୍ତମାନ ତାଙ୍କ ପ୍ରଡକ୍ସନ…

ଏମର୍ଜେନ୍ସି: କଇଁଚି ପାଇଁ କଙ୍ଗନା ରାଜି

ମୁମ୍ବାଇ,୧।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୀବନୀ ଆଧାରିତ ଫିଲ୍ମ ‘ଏମର୍ଜେନ୍ସି’ର କେତେକ ଦୃଶ୍ୟରେ କାଟଛାଣ୍ଟ ପାଇଁ ଅଭିନେତ୍ରୀ ତଥା ପ୍ରଯୋଜିକା କଙ୍ଗନା ରାଣାଓ୍ବତ୍‌ ରାଜି ହୋଇଛନ୍ତି। ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଫିଲ୍ମ ସାର୍ଟିଫିକେଶନ୍‌ (ସିବିଏଫ୍‌ସି) ସୋମବାର ବମ୍ବେ ହାଇକୋର୍ଟଙ୍କୁ ଏହା…

ନିଜକୁ ବିବାହ କରିଥିବା ସୋସିଆଲ ମିଡିଆ ଷ୍ଟାର କଲେ ଆତ୍ମହତ୍ୟା

ଅଙ୍କାରା,୩୦।୯: ତୁର୍କୀର ପ୍ରସିଦ୍ଧ ଟିକ ଟକ ଷ୍ଟାର କୁବ୍ରା ଆଇକୁଟ ଆତ୍ମହତ୍ୟା କରିଛନ୍ତି। ଖବର ଅନୁଯାୟୀ, ଏକ ଆପାର୍ଟମେଣ୍ଟର ପଞ୍ଚମ ମହଲାରୁ ଡେଇଁ କୁବ୍ରା ତାଙ୍କ ଜୀବନ ହାରିଛନ୍ତି। ପୋଲିସ ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି। ତାଙ୍କ ଶେଷ…

ବଲିଉଡରୁ ଅବସର ନେବେ ଶାହାରୁଖ!

ମୁମ୍ବାଇ,୩୦।୯: ବଲିଉଡର କିଙ୍ଗ ଶାହାରୁଖ ଖାନ ଦୀର୍ଘ ଦିନ ଧରି ଦର୍ଶକଙ୍କୁ ମନୋରଞ୍ଜନ ଦେଇଆସୁଥିଲେ। ତାଙ୍କୁ ବଲିଉଡର ଶେଷ ସୁପରଷ୍ଟାର ଭାବେ ବିବେଚନା କରାଯାଏ। ପ୍ରଶଂସକମାନେ ଶାହାରୁଖଙ୍କୁ କିଙ୍ଗ ଖାନ ବୋଲି ମଧ୍ୟ ସମ୍ବୋଧନ କରନ୍ତି। ସମ୍ପ୍ରତି ଶାହାରୁଖ ଖାନ IIFA…

ମିଥୁନଙ୍କୁ ମିଳିବ ଦାଦା ସାହେବ ଫାଲକେ ଆଓ୍ବାର୍ଡ

ମୁମ୍ବାଇ,୩୦।୯: ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଭାରତୀୟ ସିନେମାର ଦିଗ୍‌ଜ ଓ ଲୋକପ୍ରିୟ କଳାକାର ଅଟନ୍ତି। ତାଙ୍କୁ ଦାଦା ସାହେବ ଫାଲକେ ସମ୍ମାନ ମିଳିବାକୁ ଯାଉଛି। ଏନେଇ କେନ୍ଦ୍ରମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ ଟ୍ବିଟ କରି ସୂଚନା ଦେଇଛନ୍ତି। ଅକ୍ଟୋବର ୮ ନ୍ୟାଶନାଲ ଫିଲ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?