ମନୋରଞ୍ଜନ

‘ରୋମିଓ ରଜା’ରେ ଅମ୍ଳାନଙ୍କ ସହ ସ୍କ୍ରିନ୍‌ ସେୟାର କରୁଛନ୍ତି ତମନ୍ନା

କଲେଜରେ ପ୍ରଥମ ଥର ପାଇଁ ପାଦ ଦେବା ସମୟରେ ପିଲାମାନଙ୍କର ମନ ସତେଯେମିତି ଆକାଶରେ ଉଡୁଥାଏ। ନୂଆ ଦୁନିଆ ଆଉ ରଙ୍ଗିନ୍‌ ପରିବେଶରେ ସେମାନଙ୍କ ମଧ୍ୟରୁ କେତେକ ପ୍ରେମ ମାୟାରେ ପଡିଯାଇଥାଆନ୍ତି। ବାସ୍‌, ଠିକ୍‌ ସେମିତି ପ୍ରଥମ ଦେଖାରେ ଜଣେ କଲେଜ…

ସଲମାନଙ୍କ ସହ ଡେବ୍ୟୁ କରି ମିଳିଥିଲା ଲୋକପ୍ରିୟତା, ଏବେ ଅଭିନୟରୁ ଦୂରରେ ଏହିସବୁ ଅଭିନେତ୍ରୀ

ବମ୍ବେ: ବଲିଉଡ୍‌ର ଭାଇଜାନ ସଲମାନ ଖାନ୍‌ଙ୍କ ସହ କାମ କରିବାକୁ ନବାଗତାମାନେ ଚାହିଁ ବସିଥାନ୍ତି। ତାଙ୍କ ସହ କାମ କରିବା ମାନେ ସଫଳତାକୁ ପାଖରେ ଦେଖିବା ବୋଲି ଅନେକେ ମନେ କରିଥାନ୍ତି। ହେଲେ ଏପରି କେତେଜଣ ଅଭିନେତ୍ରୀ ଅଛନ୍ତି ଯେଉଁମାନେ ସଲମାନଙ୍କ…

‘ପଙ୍ଗା’ର ନୂଆ ପୋଷ୍ଟର ରିଲିଜ୍‌

ମୁମ୍ବାଇ: କଙ୍ଗନା ରାନାଓ୍ବତଙ୍କ ଲିଡ୍‌ ରୋଲରେ ପରଦାକୁ ଆସିବ ‘ପଙ୍ଗା’। ଶନିବାର ଅଭିନେତ୍ରୀ ନିନା ଗୁପ୍ତା ଏହାର ଏକ ପୋଷ୍ଟର ରିଲିଜ୍‌ କରିଛନ୍ତି। ଏହି ପୋଷ୍ଟରରେ ନିନା, କଙ୍ଗନା ଓ ଗାୟକ ଜେସି ଗିଲ୍‌ ଏକ ଶୋଫା ଉପରେ ବସି ହସଖୁସି…

‘ଦବଙ୍ଗ-୩’ ପାଇଁ ପଛରେ ପଡିଲା ‘ମର୍ଦାନୀ-୨’

ମୁମ୍ବାଇ: ଏଥର ଫ୍ରାଇଡେରେ ରିଲିଜ୍‌ ହୋଇଥିଲା ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁଙ୍କ ଅଭିନୀତ ଫିଲ୍ମ ‘ଦବଙ୍ଗ-୩’। ପ୍ରଥମ ଦିନରେ ଏହା କଲେକ୍ସନ କରିଛି ପାଖାପାଖି ୨୪ କୋଟି ଟଙ୍କା। ପ୍ରାୟ ୩ହଜାର ସ୍କ୍ରିନରେ ରିଲିଜ୍‌ ହୋଇଥିବା ଏହି ଫିଲ୍ମ ହିନ୍ଦୀ ବ୍ୟତୀତ…

ସିଏଏ ବିରୋଧରେ ଟୁଇଟ୍‌ କରି ଅଡ଼ୁଆରେ ଫରହାନ

ମୁମ୍ବାଇ,୨୧।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରିବା ଅଭିନେତା ତଥା ପ୍ରଯୋଜକ ଫରହାନ ଅଖତରଙ୍କୁ ମହଙ୍ଗା ପଡ଼ିଛି। ତେଲଙ୍ଗାନାରେ ତାଙ୍କ ବିରୋଧରେ ଅଭିଯୋଗ କରାଯାଇଥିବା ଜଣାପଡ଼ିଛି। ଏହି ଅଭିଯୋଗ ହିନ୍ଦୁ ସଂଗଠନର ସଂସ୍ଥାପକ ତଥା ହାଇଦ୍ରାବାଦର ଓକିଲ କରୁଣା ସାଗରଙ୍କ ପକ୍ଷରୁ…

ଷ୍ଟାର୍‌ କିଡ୍‌ ଆରାଧ୍ୟାଙ୍କ ଓଜସ୍ବିନୀ ଭାଷଣ ଶୁଣି ଚକିତ ହେଲେ ଦର୍ଶକ

ଐଶ୍ୱର୍ଯ୍ୟା ଏବଂ ଅଭିଷେକ ବଚ୍ଚନଙ୍କ ଝିଅ ଆରାଧ୍ୟାଙ୍କ ଓଜସ୍ବିନୀ ଭାଷଣ ଶୁଣି ଦର୍ଶକ ଚକିତ ହୋଇଯାଇଛନ୍ତି। ୮ ବର୍ଷୀୟା ଆରାଧ୍ୟା ଧୀରୁଭାଇ ଅମ୍ବାନୀ ସ୍କୁଲରେ ପାଠ ପଢୁଛନ୍ତି। ସେ ତାଙ୍କ ସ୍କୁଲର ବାର୍ଷିକୋତ୍ସବରେ ନାରୀ ସଶକ୍ତୀକରଣ ଉପରେ ଏକ ଭାଷଣ ଦେଇଛନ୍ତି,…

ଟ୍ବିଙ୍କିଲ୍‌ କାନରେ ପିନ୍ଧିଲେ ପିଆଜ ଇୟର ରିଙ୍ଗ୍‌

ମୁମ୍ବାଇ: ପିଆଜ ଦାମ ଆକାଶ ଛୁଆଁ ହୋଇଛି। ଏହାକୁ ନେଇ ସୋସିଆଲ୍‌ ମିଡ଼ିଆରେ ବହୁ ରୋଚକ ଫଟୋ ଶେୟାର କରାଯାଉଛି। ବଲିଉଡ୍‌ ଅଭିନେତ୍ରୀ ଟ୍ବିଙ୍କିଲ୍‌ ଖାନ୍ନାଙ୍କୁ ତାଙ୍କ ସ୍ବାମୀ ଖିଲାଡ଼ି ବୟ ଅକ୍ଷୟ କୁମାର ପିଆଜରେ ନିର୍ମିତ ଇୟର ରିଙ୍ଗ ଉପହାର…

ବରୁଣ ଧାଓ୍ବନଙ୍କ ବାଜିବ ସାହାନାଇ

ମୁମ୍ବାଇ: ବଲିଉଡ୍‌ ଅଭିନେତା ବରୁଣ ଧାଓ୍ବନଙ୍କର ସାହାନାଇ ବାଜିବ। ୨୦୨୦ ଏପ୍ରିଲ କିମ୍ବା ମେ’ ପ୍ରଥମ ସପ୍ତାହରେ ସେ ତାଙ୍କ ପ୍ରେମିକା ନତାଶା ଦଲାଲଙ୍କୁ ବିବାହ କରିବେ ବୋଲି ଚର୍ଚ୍ଚା ହେଉଛି। ଯାହା ଶୁଣିବାକୁ ମିଳୁଛି, ଦୁଇଜଣଙ୍କ ବିବାହ ପାଇଁ ସମସ୍ତ…

‘୨୫ ଦିନରେ ଶୁଟିଂ ସରିଥିଲା’

ସାମୁଦ୍ରିକ ଜାହାଜର କ୍ୟାପଟେନ୍‌ ଓ ଭାରତ ସରକାରଙ୍କ ବାଣିଜ୍ୟ ବିଭାଗର ଡେପୁଟି ଆଡ୍‌ଭାଇଜର ସହ ଇଣ୍ଟରନ୍ୟାଶନାଲ ମାରିଟାଇମ୍‌ ଅର୍ଗାନାଇଜେଶନ୍‌(ଆଇଏମ୍‌ଓ)ର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରି ଅବସର ନେଇଛନ୍ତି ଅଶୋକ ମହାପାତ୍ର। ଚଳଚ୍ଚିତ୍ର ପ୍ରତି ଅହେତୁକ ଦୁର୍ବଳତା ଥିବାରୁ ମହାପାତ୍ର ଅବସର ପରେ…

ଓସ୍କାର ଦୌଡ଼ରେ ଜୋସେଫ୍‌

ଭୁବନେଶ୍ୱର: ଏକାଡେମୀ ଅଫ୍‌ ମୋଶନ ପିକ୍‌ଚର୍‌ ଆର୍ଟସ ଆଣ୍ଡ ସାଇନ୍ସେସ୍‌ ଦ୍ୱାରା ନିକଟରେ ବିଶ୍ୱର ସର୍ବବୃହତ୍‌ ଚଳଚ୍ଚିତ୍ର ପୁରସ୍କାର ‘ଓସ୍କାର’ ୨୦୧୯ରେ ସାମିଲ ହୋଇଥିବା ଚଳଚ୍ଚିତ୍ରର ତାଲିକା ପ୍ରକାଶ ପାଇଥିବା ବେଳେ ଏଥିରେ ସାମିଲ ହୋଇଛି ଓଡ଼ିଆ ଫିଲ୍ମ ନିର୍ମାତାଙ୍କ ଚଳଚ୍ଚିତ୍ର…

୫୬ ବର୍ଷରେ ଗୋବିନ୍ଦା: ମାଙ୍କ ଜିଦ୍‌ ଯୋଗୁ ନୀଲମ୍‌ଙ୍କୁ ଛାଡ଼ି ସୁନୀତାଙ୍କୁ କରିଥିଲେ ବିବାହ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଗୋବିନ୍ଦା ଶନିବାର ୫୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୬୩ ଡିସେମ୍ବର ୨୧ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଗୋବିନ୍ଦା ଅରୁଣ ଆହୁଜା। ଲଭ୍‌-୮୬ ଫିଲ୍ମରେ ୧୯୮୬ରେ ସେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏହି ଫିଲ୍ମରେ…

ଭାଇରାଲ ହେଲା ନୁସରତଙ୍କ ଫଟୋ

ମୁମ୍ବାଇ: ନାୟିକା ତଥା ଏମ୍‌ପି ନୁସରତ ଜାହାଁ ପୁଣିଥରେ ଆସିଛନ୍ତି ଚର୍ଚ୍ଚାକୁ। ଏଥର ସେ ଟ୍ରାଡିଶନାଲ ଶାଢି ପିନ୍ଧି ଚର୍ଚ୍ଚାକୁ ଆସିଥିବା ଜଣାପଡିଛି। ନାୟିକା ଭାବେ ସେ ଯେତିକି ଚର୍ଚ୍ଚିତ ଚେହେରା ଥିଲେ ତା’ଠାରୁ ଅଧିକ ଚର୍ଚ୍ଚାକୁ ଆସିଲେ ଲୋକସଭା ନିର୍ବାଚନରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri