ରାନୁ ଟ୍ରୋଲ୍ ହେବା ପରେ ହିମେଶ କହିଲେ ଯାହାର ସ୍ଥାନ ଯେଉଁଠି
ପଶ୍ଚିମବଙ୍ଗର ରାଣାଘାଟ ରେଲଓ୍ବେ ଷ୍ଟେଶନରେ ବସି ଲତା ମଙ୍ଗେସକରଙ୍କ କଣ୍ଠରେ ଗୀତ ଗାଇ ରାନୁ ମଣ୍ଡଳ ରାତାରାତି ସୁପରଷ୍ଟାର ପାଲଟି ଯାଇଥିଲେ। ସେତେବେଳେ ରାନୁଙ୍କ ଏକ ଭିଡିଓ ସୋସିିଆଲ ମିଡିଆରେ ବେଶ୍ ଭାଇରାଲ ହୋଇଥିଲା। ଏହା ପରେ ବଲିଉଡ୍ର ଗୀତିକାର, ଗାୟକ…
୭୫ ବର୍ଷରେ ସୁଭାଷ ଘାଇ: ଅଭିନେତା ହେବାକୁ ଆସି ପାଲଟି ଗଲେ ନିର୍ଦ୍ଦେଶକ
ମୁମ୍ବାଇ: ବଲିଉଡ୍କୁ ଅଭିନେତା ହେବା ପାଇଁ ଆସି ଶେଷରେ ସୁଭାଷ ଘାଇ ପାଲଟି ଥିଲେ ନିର୍ଦ୍ଦେଶକ। ଶୁକ୍ରବାର ସେ ୭୫ତମ ଜନ୍ମ ଦିନ ପାଳନ କରୁଛନ୍ତି। ୧୯୪୫ ଜାନୁୟାରୀ ୨୪ରେ ନାଗପୁରଠାରେ ତାଙ୍କର ଜନ୍ମ ହୋଇଥିଲା। ଦିଲ୍ଲୀରେ ଗ୍ରାଜୁଏସନ୍ କରିବା ପରେ…
୩୯ରେ ରିୟା ସେନ : ବିବାହ ପୂର୍ବରୁ ଗର୍ଭବତୀ ଥିବା ନେଇ ହୋଇଥିଲା ଚର୍ଚ୍ଚା
ମୁମ୍ବାଇ: ବଲିଉଡ୍ର ଚୁଲ୍ବୁଲି ଅଭିନେତ୍ରୀ ସୁନ୍ଦରୀ ରିୟା ସେନ୍ ଶୁକ୍ରବାର ୩୯ ବର୍ଷରେ ପଦାର୍ପଣ କରିଛନ୍ତି । ସେ ୧୯୮୧ ଜାନୁୟାରୀ ୨୪ରେ କୋଲକତାଠାରେ ଜନ୍ମଗ୍ରହଣ କରିଥିଲେ। ନିଜର ବୋଲ୍ଡ୍ ନେସ୍ ପାଇଁ ରିୟା ବଲିଉଡ୍ରେ ବେଶ୍ ଚର୍ଚ୍ଚିତ ରହିଛନ୍ତି। ୧୯୯୧ରେ…
‘ଶୁଭ ମଙ୍ଗଲ୍ ଜ୍ୟାଦା ସାବଧାନ୍’ ଟ୍ରେଲର ରିଲିଜ୍ ପରେ ଆୟୁଷ୍ମାନ୍ଙ୍କ ମାତାପିତା କହିଲେ ଆମେ ଗର୍ବିତ
ଅଭିନେତା ଆୟୁଷ୍ମାନ ଖୁରାନା ବର୍ତ୍ତମାନ ବଲିଉଡ୍ର ଟପ୍ ଲିଷ୍ଟ୍ରେ ଅଛନ୍ତି। ଯେ କି ଲଗାତର ଗୋଟିଏ ପରେ ଗୋଟିଏ ହିଟ୍ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଚାଲିଛନ୍ତି। ଇତିମଧ୍ୟରେ ଆୟୁଷ୍ମାନଙ୍କ ଆଗାମୀ ଫିଲ୍ମ ‘ଶୁଭ ମଙ୍ଗଲ୍ ଜ୍ୟାଦା ସାବଧାନ୍’ର ଟ୍ରେଲର ରିଲିଜ୍ ହୋଇସାରିଛି।…
ବିବାହ ବିଚ୍ଛେଦର ୧୬ ବର୍ଷ ପରେ ଦୁଃଖ ପ୍ରକାଶ କଲେ ଶୈଫ
ମୁମ୍ବାଇ: ଛୋଟେ ନବାବ ଶୈଫ ଅଲି ଖାଁ ତାଙ୍କ ଅପ୍ କମିଂ ଫିଲ୍ମ ‘ତାନାଜୀ-ଅ ଅନସଙ୍ଗ ଓ୍ବାରିୟର’ର ପମୋଶନରେ ଏବେ ବ୍ୟସ୍ତ ଅଛନ୍ତି। ନିକଟରେ ସେ ଦେଇଥିବା ଏକ ସାକ୍ଷାତ୍କାରରେ ପୁରୁଣା ସ୍ମୃତିକୁ ମନେ ପକାଇଛନ୍ତି। ସେ ତାଙ୍କ ପ୍ରଥମ ପତ୍ନୀ…
ନିର୍ଦ୍ଦେଶକ ମନମୋହନଙ୍କ ସ୍ମରଣେ
‘ପ୍ରାଣୀର ଭଲମନ୍ଦ ବାଣୀ ମରଣକାଳେ ତାହା ଜାଣି।’ ଏ କଥାର ଯଥାର୍ଥତା ରହିଛି। ସେହିପରି ଏକ ନୀରବ ସାଧକ, ଚିତ୍ର ନିର୍ମାତା, ନିର୍ଦ୍ଦେଶକ ମନମୋହନ ମହାପାତ୍ରଙ୍କ ଦେହାନ୍ତ। ଓଡ଼ିଆ ଚଳଚ୍ଚିତ୍ର ପରିବାର ପାଇଁ ତାଙ୍କ ବିୟୋଗ ବ୍ୟାପକ କ୍ଷତି ପହଞ୍ଚାଇଛି। ସେ…
ରିଲ୍ରେ ଦେଖାଦେବେ ରିୟଲ ଲାଇଫ୍ର ପିତାପୁତ୍ର ଯୋଡି
ମୁମ୍ବାଇ: ବଲିଉଡ୍ ଇଣ୍ଡଷ୍ଟ୍ରିରେ ଖୁବ୍ କମ୍ ସମୟରେ ନିଜର ଏକ ଭିନ୍ନ ପରିଚୟ ସୃଷ୍ଟି କରିଥିବା ଟାଇଗର ଶ୍ରଫ ଏବେ ତାଙ୍କ ଆଗାମୀ ଫିଲ୍ମ ‘ବାଗି ୩’ର ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମ ଜରିଆରେ ଟାଇଗର ତାଙ୍କ ଫ୍ୟାନମାନଙ୍କୁ ସରପ୍ରାଇଜ୍…
ଶେଷରେ ପ୍ରିୟାମଣି
ଆମ ଦେଶର ଅନ୍ୟତମ ଲୋକପ୍ରିୟ ଖେଳ ହେଲା ଫୁଟବଲ୍। ଏହାର ସ୍ବର୍ଣ୍ଣ ଜୟନ୍ତୀ ଅବସରରେ ନିର୍ମିତ ହେଉଛି ହିନ୍ଦୀ ସିନେମା ‘ମୈଦାନ’। ଏଥିରେ ଅଜୟ ଦେବଗନ ଫୁଟବଲ ଖେଳାଳି ତଥା ଭାରତୀୟ ଫୁଟବଲ ଦଳର ମ୍ୟାନେଜର ଭାବରେ ଦାୟିତ୍ୱ (୧୯୫୦-୧୯୬୩) ତୁଲାଇଥିବା…
ଅଡୁଆ କରୁଛି କିସ୍
ଦିଶା ପଟାନି ଏବେ ଟେନସନରେ। କାରଣ ଯେଉଁ କେତୋଟି ଅଫର ମିଳୁଛି ସେଥିରେ ଲିପ୍-ଲକ୍ ସିନ୍ ରହୁଛି। ଆଉ ଏକଥା ଶୁଣିବା ପରେ ଦିଶା ପ୍ରଥମେ କି ନିଷ୍ପତ୍ତି ନେବେ ଜାଣିପାରି ନ ଥିଲେ। କିଛି ଦିନ ଚିନ୍ତା କରିବା ପରେ…
ସୁପରବୟ
ନୂଆ ଓଡ଼ିଆ ସିନେମା ‘ସୁପରବୟ’ ରିଲିଜ ଅପେକ୍ଷାରେ ରହିଛି। ଏକ ସସ୍ପେନ୍ସ କାହାଣୀକୁ ଆଧାର କରି ଫିଲ୍ମଟି ନିର୍ମିତ ହୋଇଛି। ଜଣେ ଯୁବକ କିପରି ସୁପର ପାଓ୍ବାରର ଅଧିକାରୀ ହୋଇଛି ଏବଂ ତା’ ଦ୍ୱାରା ସେ କ’ଣ କରିପାରୁଛି ସେକଥା ସିନେମାରେ…
୫୪ଟି କଷ୍ଟ୍ୟୁମ ପରେ…
ପ୍ରଯୋଜକ ୟଶ ଚୋପ୍ରା। ତାଙ୍କ ପ୍ରଯୋଜିତ ‘ଦିଲ୍ ତୋ ପାଗଲ ହେ’ ସୁପରହିଟ୍ ହୋଇଥିଲା। କେବଳ ଶାହରୁଖ, ଅକ୍ଷୟ କୁମାର, କରିସ୍ମା କପୁର ଏବଂ ମାଧୁରୀ ଦୀକ୍ଷିତଙ୍କ ବଳିଷ୍ଠ ଅଭିନୟ ନୁହେଁ, ଉତ୍ତମ ସିଂଙ୍କ ସ୍ବର ସଂଯୋଜିତ ଗୀତଗୁଡିକ ମଧ୍ୟ ଦର୍ଶକାଦୃତ…
ଚୁଜି ହେଲେଣି ଆଲିୟା
ଆଲିୟା ଭଟ୍ଟଙ୍କ ଖୁସି ଏବେ କହିଲେ ନ ସରେ। କାରଣ ତାଙ୍କର ନୂଆ ସିନେମା ‘ଗାଙ୍ଗୁବାଈ କାତଆଓ୍ବାଡି’ର ପ୍ରଥମ ଲୁକ୍ ରିଲିଜ ହେବା ପରେ ତାହା ଭାଇରାଲ ହୋଇଛି। ଏଥିରେ ତାଙ୍କର ଗେଟ୍ ଅପ୍କୁ ବେଶ୍ ପ୍ରଶଂସା କରାଯାଇଛି। ଏ ସମ୍ପର୍କରେ…

