୧୧ ବର୍ଷ ପରେ ଏକାଠି ନଜର ଆସିବେ ରାଣୀ-ଶୈଫ
ମୁମ୍ବାଇ: ବଲିଉଡ୍ରେ ଦୀର୍ଘ ୧୧ ବର୍ଷ ପରେ ପୁଣିଥରେ ନଜରକୁ ଆସିବେ ରାଣୀ ମୁଖାର୍ଜି ଓ ଶୈଫ ଅଲ୍ଲି ଖାଁ। କାରଣ ୨୦୦୫ର ଫିଲ୍ମ ‘ବଣ୍ଟି ଔର ବବ୍ଲି’ ପୁଣିଥରେ ଦର୍ଶକଙ୍କୁ ହସାଇବାକୁ ଆସୁଛି। ପୂର୍ବରୁ ଏହି ସୁପରହିଟ୍ ଫିଲ୍ମରେ ଅଭିଷେକ…
‘ପାଟଣାଗଡ଼’କୁ ଅନ୍ତର୍ଜାତୀୟ ପୁରସ୍କାର
ସତ୍ୟ ଘଟଣାକୁ ନେଇ ପ୍ରସ୍ତୁତ ଓଡ଼ିଆ ସିନେମା ‘ପାଟଣାଗଡ଼’ ନିକଟରେ ମୁମ୍ବାଇର ଲୋନାଭୋଲାଠାରେ ସମାପିତ ‘ଏଲଆଇଏଫଏଫଟି ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ-୨୦୧୯’ରେ ଇସ୍ମାଇଲ ମର୍ଚ୍ଚାଣ୍ଟ ପୁରସ୍କାର ହାସଲ କରିବାରେ ସକ୍ଷମ ହୋଇଛି। ଏହି ପ୍ରତିଯୋଗିତାରେ ୪୦ଟି ଦେଶର ୨୫୦ଟି ଚଳଚ୍ଚିତ୍ର ଅଂଶଗ୍ରହଣ କରିଥିଲା।…
ଓଡ଼ିଆ ସିନେମାର ଭବିଷ୍ୟତ
”ଓଡ଼ିଆ ଚଳଚ୍ଚିତ୍ର ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହେଲେ ତାହାର ବ୍ୟବସାୟିକ ସଫଳତା ପାଇଁ ପ୍ରତି ଜିଲାରେ ପ୍ରେକ୍ଷାଳୟର ଅଧିକ ଆବଶ୍ୟକତା ରହିଛି। ପ୍ରେକ୍ଷାଳୟ କମ୍ ସାଙ୍ଗକୁ ବ୍ୟୟବୃଦ୍ଧି ଚଳଚ୍ଚିତ୍ରକୁ ନେଇ ଓଡ଼ିଆ ଚଳଚ୍ଚିତ୍ର କେବେ ବି ସମୃଦ୍ଧି ହେବ ନାହିଁ। ସରକାରଙ୍କ…
ଚାଲିଛି ନାୟିକା ଖୋଜା
ପ୍ରତିମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ହେବାକୁ ଯାଉଛି ନୂଆ ସିନେମା ‘ଗଁ।ର ନଁ। ଗାଲୁଆପୁର’। କମେଡିଭିତ୍ତିକ କାହାଣୀକୁ ଆଧାର କରି ପ୍ରସ୍ତୁତ ହେବାକୁ ଯାଉଥିବା ଏହି ଫିଲ୍ମର ଚିତ୍ରନାଟ୍ୟ ସହ ନିର୍ଦ୍ଦେଶନା ଦାୟିତ୍ୱ ତୁଲାଇବେ ବରିଷ୍ଠ ନିର୍ଦ୍ଦେଶକ ଜିତେନ୍ଦ୍ର ମହାପାତ୍ର। ବେଶ୍…
୧୪ ବର୍ଷ ପରେ ଛୋଟପରଦାକୁ ଫେରୁଛି ଶକ୍ତିମାନ
ଛୋଟପରଦାରେ ଏକଦା ଦର୍ଶକଙ୍କ ହୃଦୟରେ ରାଜ୍ କରୁଥିଲା ‘ଶକ୍ତିମାନ’ ସିରିୟଲ୍। ବିଶେଷକରି ଏହା ପିଲାମାନଙ୍କର ବହୁ ପସନ୍ଦ ଆସିଥିଲା। ଏତେ ପସନ୍ଦ ଆସିଥିଲା ଯେ, ସେମାନେ ହୋମଓ୍ବାର୍କ ଛାଡ଼ି ଟିଭି ପାଖରେ ବସି ଯାଉଥିଲେ। ଏଥିରୁ ବହୁ କଥା ଶିଖିବାକୁ ବି…
ସ୍ମୃତି @ ୬୦
ଡ. ରଜନୀ ରଞ୍ଜନ। ପେସା ଅଧ୍ୟାପନା, ହେଲେ ନିଶା ସଂଳାପ ରଚନା। ଓଲିଉଡ୍ର ଜଣେ ଆଗଧାଡ଼ିର ସଂଳାପକାର ଭାବରେ ସାଉଁଟିଛନ୍ତି ଅନେକ ପ୍ରଶଂସା। ଚଳିତ ମାସ ୨୨ରେ ସେ ୬୦ବର୍ଷ ବୟସରେ ପ୍ରଦାର୍ପଣ କରୁଛନ୍ତି। ୧୯୯୩ରେ ତାଙ୍କର ଓଡ଼ିଆ ସିନେମାରେ ସଂଳାପ…
୩୫ ବର୍ଷରେ ଅଙ୍କିତା: ୬ ବର୍ଷ ଲିଭ୍ଇନ୍ ପରେ ସୁଶାନ୍ତଙ୍କ ସହିତ ହୋଇଥିଲା ବ୍ରେକ୍ଅପ୍
ମୁମ୍ବାଇ: ଛୋଟ ପରଦାର ପବିତ୍ର ରିସ୍ତାରୁ କ୍ୟାରିୟର ଆରମ୍ଭ କରିଥିବା ସୁନ୍ଦରୀ ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଗୁରୁବାର ୩୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୪ ଡିସେମ୍ବର ୧୯ରେ ସେ ଇନ୍ଦୋରଠାରେ ଜନ୍ମଗ୍ରହଣ କରିଥିଲେ। ପବିତ୍ର ରିସ୍ତାରେ ଅଭିନୟ କରୁଥିବାବେଳେ ଅଭିନେତା ସୁଶାନ୍ତ…
ବିଶ୍ୱାସୀ ପ୍ରେମିକ ଖୋଜୁଛନ୍ତି ମାହି ଗିଲ୍: ଶୁକ୍ରବାର ରିଲିଜ୍ ହେବ ଦବଙ୍ଗ-୩
ମୁମ୍ବାଇ: ବଲିଉଡ୍ର ବୋଲ୍ଡ ଅଭିନେତ୍ରୀ ମାହି ଗିଲ୍ ଗୁରୁବାର ୪୪ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୫ ଡିସେମ୍ବର ୧୯ରେ ସେ ଚଣ୍ଡିଗଡ଼ଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ରିମ୍ପି କୌର ଗିଲ୍। ୧୮ ବର୍ଷ ବୟସରେ ତାଙ୍କର ବିବାହ ହୋଇଥିଲା।…
କଟକରେ ଭାଇଚାରା ସବୁବେଳେ ମିଳିବ
କଟକ ସହ ସମ୍ପର୍କ ଯୋଡ଼ିବା ଲୋକେ ଖୁବ୍ କମ୍। ହେଲେ ଯିଏ ସମ୍ପର୍କ ଯୋଡ଼ିଛି ସେ ଏହାର ଅସଲି ମଜା ପାଇଛି। ଏହି ସହର ଓ ସହରବାସୀଙ୍କୁ ଭୁଲିବାର ପ୍ରଶ୍ନ ଉଠେନି। ଏ ମାଟିର ବାସ୍ନାରେ ଭରି ରହିଥିବା ଭାଇଚାରାକୁ ନିଭେଇବା…
‘ନୋକ୍ ଝୋକ୍’ରେ ଦୀପିକାଙ୍କ ରୋମାନ୍ସ
ମୁମ୍ବାଇ: ଦୀପିକା ପାଦୁକୋନ୍ଙ୍କ ଅଭିନୀତ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଛପାକ୍’ର ରିଲିଜ୍କୁ ଦର୍ଶକେ ଖୁବ୍ ଉତ୍ସାହର ସହ ଅପେକ୍ଷା କରିଛନ୍ତି। ୨୦୧୯ ବର୍ଷ ଶେଷରେ ଫିଲ୍ମର ଟ୍ରେଲର୍ ରିଲିଜ୍ ଦୀପିକାଙ୍କ ଫ୍ୟାନ୍ମାନଙ୍କ ପାଇଁ ଏକ ବଡ଼ ଉପହାର ସଦୃଶ ଥିଲା। ଏବେ…
ପ୍ରତିଭା ବିକେ, ବିବେକ ନୁହେଁ
ମୁମ୍ବାଇ: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ଆନ୍ଦୋଳନ ଚାଲିଛି। ଏହି ବିକ୍ଷୋଭରେ ସାମିଲ ହେବା ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କୁ ମହଙ୍ଗା ପଡ଼ିଛି। ତାଙ୍କୁ ଟେଲିଭିଜନ୍ ଶୋ’ ‘ସାବ୍ଧାନ୍ ଇଣ୍ଡିଆ’ରୁ ବିଦା କରାଯାଇଛି। ଏହି ପରିପ୍ରେକ୍ଷୀରେ ସୁଶାନ୍ତ କହିଛନ୍ତି,…
ଫ୍ୟାନ୍ଙ୍କୁ ଦିଓ୍ବାନା କଲା ଶ୍ରଦ୍ଧାଙ୍କ ଲୁକ୍
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଶ୍ରଦ୍ଧା କପୁର ନିକଟରେ ସର୍ବିୟାରୁ ନିଜ ଅପ୍କମିଂ ଫିଲ୍ମ ‘ବାଗୀ-୩’ର ଶୁଟିଂ ଶେଷ କରି ଫେରିଛନ୍ତି। ଏହାପରେ ସେ ତୁରନ୍ତ ନିଜର ଦ୍ୱିତୀୟ ଅପ୍କମିଂ ଫିଲ୍ମ ‘ଷ୍ଟ୍ରିଟ୍ ଡ୍ୟାନ୍ସର ୩ଡି’ର ପ୍ରମୋଶନରେ ବ୍ୟସ୍ତ ହୋଇଗଲେଣି। ଫିଲ୍ମ ‘ବାଗୀ-୩’ରେ…
Archives


