ମନୋରଞ୍ଜନ

‘ଗଙ୍ଗୁବାଇ କାଠିୟାୱାଡି’ର ଫାଷ୍ଟ ଲୁକ୍‌ ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀ ଓ ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଅପ୍‌ କମିଂ ଫିଲ୍ମ ‘ଗଙ୍ଗୁବାଈ କାଠିୟାୱାଡି’ର ଫାଷ୍ଟ ଲୁକ୍‌ ବୁଧବାର ରିଲଜ୍‌ ହୋଇଛି। ଏହି ଫିଲ୍ମର ୨ଟି ପୋଷ୍ଟର ରିଲିଜ୍‌ ହୋଇଥିବା…

ଅମିତାଭ ଛାଡ଼ିଥିଲେ ଏହି ଫିଲ୍ମ, ଅମୀର କହିବା ପରେ ପୁଣି ଫେରିଥିଲେ

ମୁମ୍ବାଇ: ଫିଲ୍ମ ‘ଝୁଣ୍ଡ୍‌’ରେ ଅମିତାଭ ବଚ୍ଚନ ଜଣେ ଅବସରପ୍ରାପ୍ତ ସ୍ପୋର୍ଟସ ପ୍ରଫେସର ଭୂମିକାରେ ଅଭିନୟ କରୁଥିଲେ। ଯିଏକି, ବସ୍ତିପିଲାଙ୍କୁ ଫୁଟବଲ୍‌ ଖେଳ ଶିଖାଉଥିଲେ। ଏକ ସୂତ୍ରରୁ ଜଣାପଡ଼ିଛି, ଅମିତାଭ କୌଣସି କାରଣ ବଶତଃ ଏହି ଫିଲ୍ମଟି ଛାଡ଼ି ଦେଇଥିଲେ। ମାତ୍ର ଅମୀର…

୫୩ ବର୍ଷରେ ଭାନୁପ୍ରିୟା: ଫିଲ୍ମ ପାଇଁ ଅଧାରୁ ଛାଡିଥିଲେ ପାଠପଢ଼ା

ମୁମ୍ବାଇ: ସାଉଥ୍‌ର ସୁନ୍ଦରୀ ଫିଲ୍ମ ଅଭିନେତ୍ରୀ ଭାନୁପ୍ରିୟା ବୁଧବାର ୫୩ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୬୭ ଜାନୁୟାରୀ ୧୫ରେ ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଜିଲାର କୁରେକାନହାଲଠାରେ ଜନ୍ମଗ୍ରହଣ କରିଥିଲେ। ଫିଲ୍ମ ପାଇଁ ସେ ଅଧାରୁ ପାଠପଢ଼ା ଛାଡିଦେଇଥିଲେ। ୧୭ ବର୍ଷ…

‘ଗଙ୍ଗୁବାଈ କାଠିୟାଓ୍ବାଡି’ର ପ୍ରଥମ ପୋଷ୍ଟର ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲିଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି। ବି-ଟାଉନର ସବୁ କଳାକାରଙ୍କ ସ୍ବପ୍ନ, ଜୀବନରେ ଥରେ ହେଉ ପଛେ ତାଙ୍କ ଫିଲ୍ମରେ କାମ କରିବେ। ତେବେ ବଲିଉଡ୍‌ର ଟ୍ୟାଲେଣ୍ଟଡ୍‌ ନାୟିକା ଆଲିୟା…

ନୀଲ୍‌ ନୀତିନ୍‌ ମୁକେଶ ୩୮ ବର୍ଷରେ: ସୋନମ୍‌ଙ୍କ ସହିତ ୩୦ ଥର କିସିଂ ସିନ୍‌ ଦେଇଥିଲା ପରିଚିତି

ମୁମ୍ବାଇ: ବଲିଉଡ୍‌ ଷ୍ଟାର ନୀଲ୍‌ ନୀତିନ୍‌ ମୁକେଶ ବୁଧବାର ୩୮ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୨ ଜାନୁୟାରୀ ୧୫ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ନୀଲଙ୍କ ସହିତ ସୋନମ୍‌ ଚୌହ୍ବାନଙ୍କର ପ୍ରେମ ସମ୍ପର୍କ ନେଇ ବଲିଉଡ୍‌ ବେଶ୍‌ ଚର୍ଚ୍ଚା ହୋଇଥିଲା। ନୀଲ୍‌…

ଡେବ୍ୟୁ ପରେ ହ୍ରିତିକ୍‌ଙ୍କ ପାଇଁ ଆସିଥିଲା ୩୦ହଜାର ବିବାହ ପ୍ରସ୍ତାବ

ବମ୍ବେ: ଆଜିକୁ ୨୦ ବର୍ଷ ତଳେ ଫିଲ୍ମ ‘କହୋନା ପ୍ୟାର୍‌ ହେ’ ଜରିଆରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ ଅଭିନେତା ହ୍ରିତିକ୍‌ ରୋଶନ। ଫିଲ୍ମଟି ସୁପରହିଟ୍‌ ହେବା ସହ ନବାଗତ ହିସାବରେ ତାଙ୍କ ପାଇଁ ଅନେକ ପ୍ରଶଂସା ଆଣି ଦେଇଥିଲା। ବିଶେଷକରି ଫିଲ୍ମ…

ହ୍ରିତିକ୍‌-ଅମିତାଭ ପାଲଟିଲେ ଟିକ୍‌ଟକ୍‌ ଷ୍ଟାର ଯୁବରାଜଙ୍କ ଫ୍ୟାନ୍‌

ବମ୍ବେ: ସୋସିଆଲ ମିଡିଆରେ ନିଜର କଳା ପ୍ରଦର୍ଶନ କରି ଅନେକେ ରାତାରାତି ଷ୍ଟାର ପାଲଟି ଯାଉଛନ୍ତି। ସେପରି ଏକ ପ୍ଲାଟଫର୍ମ ଟିକ୍‌ଟକ୍‌ରେ ନିଜର ଏକ ଭିଡିଓ ଶେୟାର କରି ଏବେ ଚର୍ଚ୍ଚାରେ ରାଜସ୍ଥାନ ଯୋଧପୁରର ଜଣେ ଯୁବକ ଚର୍ଚ୍ଚାକୁ ଆସିଛନ୍ତି। ବିଗ୍‌…

କପିଲଙ୍କ ଶୋ’ରେ ନଜରକୁ ଆସିବେ ସିଦ୍ଧୁ !

ବମ୍ବେ: ଲୋକପ୍ରିୟ କମେଡିଆନ୍‌ କପିଲ ଶର୍ମାଙ୍କ ଶୋ’କୁ ପୁଣି ଫେରିବେ ନବଜୋତ ସିଂ ସିଦ୍ଧୁ। ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ନିଜର ଇନ୍‌ଷ୍ଟା ଆକାଉଣ୍ଟରେ ଏକ ଭିଡିଓ ଶେୟାର କରିବା ପରେ ଏଭଳି କିଛି ଚର୍ଚ୍ଚା ହେଉଛି।   View this post…

ସାଇକେଲ ଚଳାଇ ଶୁଟିଂ ସେଟ୍‌ରେ ପହଞ୍ଚିଲେ ଭାଇଜାନ: ରାସ୍ତାରେ କେହି ବି ଚିହ୍ନି ପାରିଲେନି ତାଙ୍କୁ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାଁଙ୍କ ସାଇକେଲ ସଉକକୁ କିଏ ବା ନ ଜାଣେ। ବହୁ ସମୟରେ ନିଜର ବିଳାସପୂର୍ଣ୍ଣ ଓ ଦାମିକିଆ କାର୍‌କୁ ଛାଡି ସେ ସାଇକେଲ୍‌ ଚଳାଉଥିବା ଦେଖିବାକୁ ମିଳେ। ବେଳେ ବେଳେ ଶୁଟିଂ ସେଟ୍‌ରୁ ଟିକେ ସମୟ…

ଆଖୁ କିଆରିରେ ଅନନ୍ୟା

ମୁମ୍ବାଇ: ବଲିଉଡ୍‌ ଷ୍ଟାରକିଡ୍‌ ଅନନ୍ୟା ପାଣ୍ଡେ ଏବେ ଖୁବ୍‌ ଚର୍ଚ୍ଚାରେ। ନିକଟରେ ତାଙ୍କର ଏକ ଫଟୋ ସାସିଆଲ ମିଡିଆରେ ଭାଇରାଲ ହୋଇଛି। ଯାହାକୁ ନେଇ ୟୁଜର୍ସ ଟ୍ରୋଲ୍‌ ମଧ୍ୟ କରିଛନ୍ତି। ଘଟଣା ହେଉଛି ଅନନ୍ୟା ଏକ ଆଖୁ କିଆରିରେ ଠିଆ ହୋଇଥିବାର…

ଓଜନ ବଢାଇବାକୁ ଚାହୁଁଛନ୍ତି କ୍ରିତି

ମୁମ୍ବାଇ: ବଲିଉଡ୍‌ ନାୟିକା କରିନା କପୁର ଖାଁଙ୍କ ଜିରୋ ସାଇଜ୍‌ ଫିଗର ପରେ ଏହା ଯେମିତି ବଲିଉଡ୍‌ରେ ଏକ ପ୍ରକାର ଟ୍ରେଣ୍ଡ କରିବାରେ ଲାଗିଛି। ଫିଟ୍‌ନେସକୁ ନେଇ ଏବେ ବଲିଉଡ୍‌ ନାୟିକାମାନେ ବେଶ୍‌ ସଜାଗ। ସେମିତି ଜଣେ ନାୟିକା ହେଉଛନ୍ତି କ୍ରିତି…

‘ଗଙ୍ଗୁବାଇ କଠିଆଓ୍ବାଡି’ର ପ୍ରଥମ ପୋଷ୍ଟର ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ନିର୍ଦ୍ଦେଶକ ସଞ୍ଜୟ ଲିଲା ଭଂସାଲୀଙ୍କ ଅପ୍‌ କମିଂ ଫିଲ୍ମ ‘ଗଙ୍ଗୁବାଇ କଠିଆଓ୍ବାଡି’ର ପ୍ରଥମ ପୋଷ୍ଟର ରିଲିଜ୍‌ ହୋଇଛି। ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଏହି ଫିଲ୍ମର ଟାଇଟଲ୍‌କୁ ନିଜ ସୋସିଆଲ ଆକାଉଣ୍ଟରେ ଶେୟାର କରିଛନ୍ତି। ଶେୟାର ହେବାର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?