ମନୋରଞ୍ଜନ

ପରଲୋକରେ ରାଜକପୁରଙ୍କ ସୁପୁତ୍ରୀ ଋତୁ ନନ୍ଦା

ମୁମ୍ବାଇ,୧୪।୧: ରାଜକପୁରଙ୍କ ସୁପୁତ୍ରୀ ଋତୁ ନନ୍ଦାଙ୍କର ମଙ୍ଗଳବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା। ଦୀର୍ଘଦିନ ଧରି ସେ କର୍କଟ ରୋଗରେ ପୀଡ଼ିତ ଥିଲେ। ଭାଇ ଋଷି କପୁର, ରଣଧୀର କପୁର ଏବଂ ରାଜୀବ କପୁର ଖବର…

ଦୀପିକାଙ୍କୁ ଦରକାର ମୋ ଭଳି ପରାମର୍ଶଦାତା: ବାବା ରାମଦେବ

ମୁମ୍ବାଇ,୧୪।୧: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟିରେ ହୋଇଥିବା ହିଂସା ପରେ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ସେଠାକୁ ଗସ୍ତ କରିଥିଲେ। ସେଠାରେ ସେ ବିରୋଧ ପ୍ରଦର୍ଶନକାରୀ ଛାତ୍ରଙ୍କ ସମେତ ଆହତ ଛାତ୍ରଙ୍କୁ ମଧ୍ୟ ଭେଟିଥିଲେ। ଏହାପରେ ଦୀପିକାଙ୍କ ଗସ୍ତକୁ ନେଇ ବିବାଦ…

୫୫ରେ ପାଦ ଥାପିଲେ ସୀମା ବିଶ୍ୱାସ: ବ୍ୟାଣ୍ଡିଟ୍‌ କୁଇନ୍‌ ଫିଲ୍ମର ଶୁଟିଂ ପରେ ସାରା ରାତି କାନ୍ଦିଥିଲେ

ମୁମ୍ବାଇ: ବଲିଉଡ୍‌ ଷ୍ଟାର ମଙ୍ଗଳବାର ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୬୫ ଜାନୁୟାରୀ ୧୪ରେ ଆସାମର ନଲବାରିଠାରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍‌ରେ ଶେଖର କପୁରଙ୍କ ଫିଲ୍ମ ବ୍ୟାଣ୍ଡିଟ୍‌ କୁଇନ୍‌ରେ ସୀମା ଡାକୁରାଣୀ ଫୁଲନ ଦେବୀ ଭୂମିକାରେ ଅଭିନୟ କରିଥିଲେ। ଏଥିରେ…

ଉତ୍ତର ପ୍ରଦେଶରେ ଜିଏସ୍‌ଟି ଫ୍ରି ହେଲା ‘ତାନାଜୀ’

ଲକ୍ଷ୍ନୌ,୧୪।୧: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ବଲିଉଡ୍‌ ନାୟକ ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ତାନାଜୀ: ଦ ଅନସଙ୍ଗ ଓ୍ବାରିୟର’କୁ ରାଜ୍ୟରେ ଜିଏସ୍‌ଟି ଫ୍ରି ଘୋଷଣା କରିଛନ୍ତି। ନିକଟରେ କଂଗ୍ରେସ ଶାସିତ କିଛି ରାଜ୍ୟ ବଲିଉଡ୍‌ ନାୟିକା ଦୀପିକା ପାଦୁକୋନଙ୍କ…

ଓସ୍କାର ଦୌଡ଼ରେ ଆଗରେ ‘ଜୋକର’

ଲସ୍‌ ଏଞ୍ଜେଲସ,୧୪ା୧: ବହୁଚର୍ଚ୍ଚିତ ଏବଂ ସମୀକ୍ଷକଙ୍କ ଦ୍ୱାରା ପ୍ରଶଂସା ସାଉଁଟି ଥିବା ଜୋକ୍ୱିନ ଫିନିକ୍ସଙ୍କ ଅଭିନୀତ ଫିଲ୍ମ ଜୋକର ୯୨ତମ ଓସ୍କାର ପୁରସ୍କାର ଦୌଡ଼ରେ ସବୁଠୁ ଆଗରେ ରହିଛି। ୧୦ ବର୍ଗରେ ମନୋନୀତ ହୋଇଥିବା ‘ୱାନ୍‌ସ ଅପନ୍‌ ଏ ଟାଇମ୍‌ ଇନ୍‌…

ଭାରତୀୟ କ୍ରିକେଟ ଦଳର ଜର୍ସିରେ ଅନୁଷ୍କା ଶର୍ମା

ବଲିଉଡ୍‌ ଅଭିନେତ୍ରୀ ତଥା ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଅନେକ ଦିନ ବ୍ୟବଧାନ ପରେ ଫିଲ୍ମ ଶୁଟିଂ ଆରମ୍ଭ କରିଛନ୍ତି। ଶୁଟିଂ ସେଟ୍‌ରେ ତାଙ୍କୁ ଭାରତୀୟ କ୍ରିକେଟ ଦଳର ଜର୍ସି ପିନ୍ଧିଥିବାର ଦେଖାଯାଇଛି। ତେବେ…

ଆରପାରିରେ ବିଶିଷ୍ଟ ଫିଲ୍ମ ନିର୍ଦ୍ଦେଶକ ମନମୋହନ ମହାପାତ୍ର

ଭୁବନେଶ୍ୱର, ୧୩।୧: ବିଶିଷ୍ଟ ଫିଲ୍ମ ନିର୍ମାତା ଏବଂ ନିର୍ଦ୍ଦେଶକ ମନମୋହନ ମହାପାତ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୬୯ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ତାଙ୍କ ମୃତ୍ୟୁ ହୋଇଥିବା ସାନ ପୁଅ ମନତୋଷ ମହାପାତ୍ର ସୂଚନା ଦେଇଛନ୍ତି।…

ତାମିଲ ଫିଲ୍ମ ପାଇଁ ସମ୍ମାନୀତ ହେଲେ ତାପସୀ

ମୁମ୍ବାଇ: ବଲିଉଡ୍‌ର ଚୁଲ୍‌ବୁଲି ନାୟିକା ତାପସୀ ପନ୍ନୁ ଏବେ ତାମିଲ ଇଣ୍ଡଷ୍ଟ୍ରିରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଏବେ ନାରୀ କୈନ୍ଦ୍ରୀକ ଫିଲ୍ମ ଭଲ ବ୍ୟବସାୟ କରୁଥିବା ବେଳେ ନିକଟରେ ଦୀପିକା ପାଦୁକୋନଙ୍କ ଅଭିନୀତ ଏମିତି ଏକ ନାରୀ କୈନ୍ଦ୍ରୀକ…

ଭାଲେଣ୍ଟାଇନ୍‌ ଡେ’ରେ ବିବାହ କରିବେ ନେହା-ଆଦିତ୍ୟ, କାର୍ଡ ଭାଇରାଲ

ବଲିଉଡ୍‌ର ପ୍ରସିଦ୍ଧ ଗାୟିକା ନେହା କକ୍କରଙ୍କ ବିବାହକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ସେ କୁଆଡେ, ପ୍ରସିଦ୍ଧ ଗାୟକ ଉଦିତ୍‌ ନାରାୟଣଙ୍କ ପୁଅ ଆଦିତ୍ୟ ନାରାୟଣଙ୍କୁ ବିବାହ କରିବାକୁ ଯାଉଛନ୍ତି। ଉଭୟଙ୍କ ବିବାହ ଆସନ୍ତା ଫେବୃୟାରୀ ୧୪ ଅର୍ଥାତ୍‌ ଭାଲେଣ୍ଟାଇନ୍‌…

କିୟାରାଙ୍କ ପ୍ରେମରେ ପାଗଳ ହେଲେ ସିଦ୍ଧାର୍ଥ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରାଙ୍କ ନାମ ପୂର୍ବରୁ କେତେଜଣ ବଲିଉଡ୍‌ ନାୟିକାଙ୍କ ସହ ଯୋଡି ହୋଇଥିବା ବେଳେ ଏବେ କିନ୍ତୁ କିୟାରା ଓ ସିଦ୍ଧାର୍ଥଙ୍କ ପ୍ରେମ କାହାଣୀ ରହିଛି ଚର୍ଚ୍ଚାରେ। ସିଦ୍ଧାର୍ଥଙ୍କ ନାମ ସହ ପ୍ରଥମେ ଆଲିଆ ଭଟ୍ଟ, ତାରା…

‘ମଲଙ୍ଗ’ ଟ୍ରେଲରକୁ ଦେଖି ସଲମାନ କହିଲେ ‘ଝକାସ୍‌’

ମୁମ୍ବାଇ: ଗତ ସପ୍ତାହରେ ଫିଲ୍ମ ‘ମଲଙ୍ଗ’ର ଟ୍ରେଲର ରିଲିଜ୍‌ ହୋଇଛି। ଏହି ଫିଲ୍ମରେ ଅନୀଲ କପୁର, ଆଦିତ୍ୟ ରୟ କପୁର, ଦିଶା ପଟାନୀ ଓ କୃନାଲ ଖେମୁଙ୍କ ଦମ୍‌ଦାର ଅଭିନୟ ଦେଖିବାକୁ ମିଳିବ। ଏହି ଟ୍ରେଲରକୁ ପ୍ରଶଂସକ ବେଶ୍‌ ପସନ୍ଦ କରିଥିବା…

ପିତାଙ୍କ ୮୦ତମ ଜନ୍ମଦିବସରେ ଏହି ପ୍ରଶ୍ନ ପଚାରିଥିଲେ ଅମିତାଭ, ଭିଡିଓ ଭାଇରାଲ

ବିଗ୍‌ ବି ଅମିତାଭ ବଚ୍ଚନ ନିଜର ଫିଲ୍ମ ଶୁଟିଂରୁ କିଛି ସମୟ ବାହାର କରି ସୋସିଆଲ ମିଡିଆରେ ଆକ୍ଟିଭ୍‌ ରହୁଛନ୍ତି। କବିତା ହେଉକି କି ଫ୍ୟାମିଲି ଫଟୋ ପ୍ରତିଦିନ କିଛି ନା କିଛି ଶେୟାର କରି ପ୍ରଶଂସକମାନଙ୍କୁ ଜଣାଉଛନ୍ତି। ଏବେ ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?