ମନୋରଞ୍ଜନ

ପ୍ରଥମେ ବିକିଲେ ଘର, ଏବେ କିଣିଲେ ବିଳାସପୂର୍ଣ୍ଣ ଗାଡ଼ି, ଦାମ ଶୁଣିଲେ

ମୁମ୍ବାଇ: ହିମାଚଳ ପ୍ରଦେଶ ମଣ୍ଡି ଆସନର ଭାଜପା ଏମପି ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ନିକଟରେ ଏକ ବିଳାସପୂର୍ଣ୍ଣ କାର କିଣିଛନ୍ତି। କଙ୍ଗନା ଲ୍ୟାଣ୍ଡ ରୋଭରର ରେଞ୍ଜ ରୋଭର ଅଟୋବାୟୋଗ୍ରାଫି LWB ମଡେଲକୁ ତାଙ୍କ ଘରକୁ ଆଣିଛନ୍ତି। ଏହାପୂର୍ବରୁ ଅଭିନେତ୍ରୀ…

‘ସ୍ତ୍ରୀ ୨’ର ରେକର୍ଡ ଭାଙ୍ଗିଲା ‘ଦେବରା ପାର୍ଟ ୧’

ହାଇଦ୍ରାବାଦ: ଜୁନିୟର ଏନ୍‌ଟିଆର୍‌ଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଦେବରା ପାର୍ଟ ୧’ ଶୁକ୍ରବାର ମୁକ୍ତିଲାଭ କରିଛି। ଆରମ୍ଭରୁ ହିଁ ଏହି ଚଳଚ୍ଚିତ୍ରକୁ ଦର୍ଶକ ବେଶ୍‌ ପସନ୍ଦ କରିବାରେ ଲାଗିଛନ୍ତି, ଯାହାଫଳରେ ଏହା ବକ୍ସ ଅଫିସ୍‌ରେ ମଧ୍ୟ ଧମାଲ୍‌ ମଚାଇବାରେ ଲାଗିଛି। କେବଳ…

ଶାହରୁଖ୍‌ ଶ୍ରେଷ୍ଠ ଅଭିନେତା, ‘ଆନିମଲ୍‌’ ଶ୍ରେଷ୍ଠ ଚଳଚ୍ଚିତ୍ର

ଆବୁଧାବି, ୩୦।୯: ଭାରତୀୟ ଚଳଚ୍ଚିତ୍ର କ୍ଷେତ୍ରରେ ସର୍ବୋତ୍ତମ ପ୍ରତିଭାମାନଙ୍କୁ ସମ୍ମାନିତ କରିବା ପାଇଁ ଶନିବାର ରାତିରେ ଆବୁଧାବିର ୟସ୍‌ ଆଇଲାଣ୍ଡରେ ଇଣ୍ଟରନ୍ୟାଶ୍‌ନାଲ୍‌ ଇଣ୍ଡିଆନ୍‌ ଫିଲ୍ମ ଏକାଡେମୀ(ଆଇଆଇଏଫ୍‌ଏ) ୨୦୨୪ ଆୟୋଜିତ ହୋଇଯାଇଛି। ଏହି ପୁରସ୍କାର ବିତରଣ ଉତ୍ସବରେ ବିଭିନ୍ନ ବର୍ଗରେ ଅଭିନେତ୍ରୀ ଏବଂ…

‘ଗେମ ଚେଞ୍ଜର’ରେ ରାମ ଚରଣଙ୍କ ଧମାକେଦାର ଏଣ୍ଟ୍ରି, ୧୦୦୦ ଡ୍ୟାନ୍ସରଙ୍କ ସହ…

ଚେନ୍ନାଇ: ଆଗାମୀ ଫିଲ୍ମ ‘ଗେମ ଚେଞ୍ଜର’ରେ ସାଉଥ ସୁପରଷ୍ଟାର୍‌ ରାମ ଚରଣଙ୍କ ଏଣ୍ଟ୍ରି ଏକ ଭିନ୍ନ ଢଙ୍ଗରେ ପ୍ରଦର୍ଶିତ ହେବ। ଏହି ମୁଭିରେ ତାଙ୍କର ଏଣ୍ଟ୍ରି ରା ମାଚା ଗୀତ ସହିତ ହେବ। ଏଥିରେ ୧୦୦୦ ଡା୍ୟାନ୍ସର ନଜର ଆସିବେ। କୁହାଯାଉଛି…

ଅକ୍ଟୋବର ୯ରେ ଭିଲେନ୍: ଶୁଣନ୍ତୁ ଫିଲ୍ମକୁ ନେଇ କ’ଣ କହୁଛନ୍ତି …

ଅକ୍ଟୋବର ୯ରେ ରିଲିଜ ହେବ ଓଡ଼ିଆ ଚଳଚ୍ଚିତ୍ର ଭିଲେନ୍ । ଏହି ଚଳଚ୍ଚିିତ୍ରରେ ନଜର ଆସିବେ ଅଭିନେତା ଅଦେ୍ର୍ଧନ୍ଦୁ ଏବଂ ଅଭିନେତ୍ରୀ ତମ୍ମନା । ତେବେ ଶୁଣନ୍ତୁ ଫିଲ୍ମକୁ ନେଇ କ’ଣ କହୁଛନ୍ତି ଅଭିନେତା ଏବଂ ଅଭିନେତ୍ରୀ ।

ଦର୍ଶକଙ୍କୁ ଧନ୍ୟବାଦ ଦେଲେ ରାଣୀ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରାନୀ ମୁଖାର୍ଜୀ ‘ମିସେସ ଚାଟାର୍ଜୀ ଭର୍ସେସ ନରୱେ’ରେ ତାଙ୍କର ଚମତ୍କାର ଅଭିନୟ ସହିତ ତାଙ୍କ ପ୍ରଶଂସକଙ୍କ ହୃଦୟ ଜିତିଥିଲେ। ପ୍ରଶଂସକମାନେ ତାଙ୍କ ଫିଲ୍ମକୁ ବହୁତ ପସନ୍ଦ କରିଥିଲେ। ଅଭିନେତ୍ରୀଙ୍କ ଏହି ଚମତ୍କାର ପ୍ରଦର୍ଶନ ଦେଖି ତାଙ୍କୁ ଆବୁଧାବିରେ…

ଓସ୍କାର ବିଜୟିନୀ ଅଭିନେତ୍ରୀ ମାଗି ସ୍ମିଥ୍‌ଙ୍କ ପରଲୋକ

ଲଣ୍ଡନ,୨୮ା୯: ଓସ୍କାର ବିଜୟିନୀ ଅଭିନେତ୍ରୀ ମାଗି ସ୍ମିଥ୍‌ଙ୍କର ଶୁକ୍ରବାର ସକାଳେ ଲଣ୍ଡନର ଏକ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କୁ ୮୯ ବର୍ଷ ହୋଇଥିଲା। ହାରି ପୋଟ୍ଟର ଫିଲ୍ମ ସିରିଜ୍‌ରେ ସେ ପ୍ରଫେସର ମାକ୍‌ଗୋନାଗାଲ ଭୂମିକାରେ ଅଭିନୟ କରିଥିଲେ। ‘ଦି ପ୍ରାଇମ୍‌ ଅଫ୍‌…

ରାହୁଲଙ୍କୁ ଡେଟ୍‌ କରିବାକୁ ଚାହାନ୍ତି କରୀନା କପୁର, ହେଲେ କଂଗ୍ରେସ ଏମପିଙ୍କୁ ନେଇ ଏ କ’ଣ କହିଦେଲେ ସୈଫ, ସମସ୍ତେ ତାଜୁବ

ନୂଆଦିଲ୍ଲୀ,୨୭।୯: ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନ୍‌ ଏକ ଜାତୀୟ ଗଣମାଧ୍ୟମ କନକ୍ଲେଭରେ ଯୋଗଦେଇ ବଡ଼ ବୟାନ ଦେଇଛନ୍ତି। ଯେତେବେଳେ ଏହି କାର୍ଯ୍ୟକ୍ରମରେ ତାଙ୍କୁ ପଚରାଯାଇଥିଲା କି, ତାଙ୍କର ପ୍ରିୟ ରାଜନେତା କିଏ? ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିରୋଧୀ ଦଳ ନେତା…

‘ଏମର୍ଜେନ୍ସି’ରେ କଇଁଚି ଲଗାଇବ ସେନ୍ସର ବୋର୍ଡ

ମୁମ୍ବାଇ, ୨୭।୯:ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୀବନୀ ଉପରେ ଆଧାରିତ ତଥା କଙ୍ଗନା ରାଣାଓ୍ବତଙ୍କ ଅଭିନୀତ ‘ଏମର୍ଜେନ୍ସି’ ଫିଲ୍ମର ରିଲିଜ୍‌ ତାରିଖ ବିଳମ୍ବିତ ହୋଇପାରେ। ଗୁରୁବାର ବମ୍ବେ ହାଇକୋର୍ଟରେ ଶୁଣାଣି ସମୟରେ ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଫିଲ୍ମ ସାର୍ଟିଫିକେଶନ(ସିବିଏଫ୍‌ସି) କହିଛି, ଫିଲ୍ମର…

‘ଭୁଲ୍‌ ଭୁଲୈୟା ୩’ ର ପ୍ରଥମ ପୋଷ୍ଟର

ମୁମ୍ବାଇ: ସମ୍ପ୍ରତି ହିନ୍ଦୀ ସିନେମାର ପ୍ରମୁଖ ତାରକାମାନଙ୍କ ମଧ୍ୟରେ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ଅନ୍ୟତମ। କାର୍ତ୍ତିକ ତାଙ୍କର ଅଭିନୟ ଓ ଲୁକ୍‌ ମାଧ୍ୟମରେ ବହୁ ପ୍ରଶଂସକ ସୃଷ୍ଟି କରିପାରିଛନ୍ତି। ଶେଷ ଥର ପାଇଁ ସେ ‘ଚନ୍ଦୁ ଚାମ୍ପିୟନ୍‌’ ଫିଲ୍ମରେ ନଜରକୁ ଆସିଥିଲେ।…

ମିସ୍‌ ୟୁନିଭର୍ସ ଇଣ୍ଡିଆ ଟାଇଟଲ ଜିତିଲେ ରିୟା ସିଂଘା

ଜୟପୁର, ୨୪।୯: ଗୁଜରାଟୀ ମଡେଲ ରିୟା ସିଂଘା(୧୯) ‘ମିସ୍‌ ୟୁନିଭର୍ସ ଇଣ୍ଡିଆ ୨୦୨୪’ ଟାଇଟଲ ହାସଲ କରିଛନ୍ତି। ରବିବାର ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ‘ମିସ୍‌ ୟୁନିଭର୍ସ ଇଣ୍ଡିଆ ୨୦୨୪’ର ଗ୍ରାଣ୍ଡ ଫିନାଲେରେ ସେ ୫୧ ଜଣ ଫାଇନାଲିଷ୍ଟଙ୍କୁ ପଛରେ ପକାଇ ଏହି…

ଛାଡପତ୍ର ଖବର ମଧ୍ୟରେ ଐଶ୍ୱର୍ଯ୍ୟା କରିଲେ ଏମିତି କାମ, ହେଉଛି ଭାଇରାଲ

ମୁମ୍ବାଇ: ବ୍ୟକ୍ତିଗତ ଜୀବନକୁ ନେଇ ଐଶ୍ୱର୍ଯ୍ୟା ରାୟ ଆଜିକାଲି ହେଡଲାଇନରେ ଅଛନ୍ତି। ତାଙ୍କ ସହ ଅଭିଷେକ ବଚ୍ଚନଙ୍କ ମଧ୍ୟରେ ଅନେକ ମାସ ଧରି ବିବାଦ ଲାଗି ରହିଥିବା ଖବର ଆସୁଛି। କିନ୍ତୁ ଉଭୟ ଏହି ପ୍ରସଙ୍ଗରେ ନୀରବତା ବଜାୟ ରଖିଛନ୍ତି। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?