ମନୋରଞ୍ଜନ

ସେହି ୧୬ବର୍ଷ

ଡିମ୍ପଲ କାପାଡିଆଙ୍କ ହିନ୍ଦୀ ସିନେମା କ୍ୟାରିୟର ଆରମ୍ଭ ହୋଇଥିଲା ‘ବବି’ରୁ। ରାଜ କପୁର ଏହି ନବାଗତାଙ୍କ ଉପରେ ଭରସା ରଖି ତାଙ୍କୁ ସେ ସମୟର ରୋମାଣ୍ଟିକ ନାୟକ ରିଷି କପୁରଙ୍କ ଅପୋଜିଟ୍‌ରେ ଚୟନ କରିଥିଲେ। ହେଲେ ସେତେବେଳେ ଡିମ୍ପଲଙ୍କ ବୟସ କେତେ…

ଆରମ୍ଭରୁ ତ୍ରିମୁଖୀ ଲଢ଼େଇ

ଗତ କିଛିବର୍ଷ ଧରି ଓଡ଼ିଆ ସିନେମାର ନିର୍ମାଣ ଏବଂ ରିଲିଜ ସଂଖ୍ୟା ୩୦ ଅତିକ୍ରମ କରିଛି। ୨୦୧୯ରେ ୩୪ଟି ସିନେମାର ପରଦା ଉପରକୁ ଆସିଥିଲା। ଚଳିତବର୍ଷ ଆରମ୍ଭରୁ ରିଲିଜକୁ ନେଇ ବେଶ୍‌ ଚର୍ଚ୍ଚା। କାରଣ ଜାନୁୟାରୀରେ ପଛକୁ ପଛ ତିନୋଟି ଓଡ଼ିଆ…

କୋର୍ଟ ପହଞ୍ଚିଲା ‘ଛପାକ’: ରିଲିଜ୍‌ ସ୍ଥଗିତ ରଖିବାକୁ ଆବେଦନ

ମୁମ୍ବାଇ,୯।୧: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘ଛପାକ’ ଗୋଟିଏ ଦିନ ପରେ ରିଲିଜ୍‌ ହେବାକୁ ଯାଉଛି। ହେଲେ ରିଲିଜ୍‌ ପୂର୍ବରୁ ଏହା ଏବେ କୋର୍ଟରେ ପହଞ୍ଚିଯାଇଛି। ଆଇନଜୀବୀ ଅପର୍ଣ୍ଣା ଭଟ୍ଟ ଫିଲ୍ମର ରିଲିଜ୍‌କୁ ବନ୍ଦ କରିବାକୁ ଦିଲ୍ଲୀର ପଟିଆଲା…

କଣ୍ଠଶିଳ୍ପୀଙ୍କ ପାଇଁ ଦିନେ ନିଜ ହାତ ଜାଳି ଦେଇଥିଲେ ରାଜ କପୁର

ବଲିଉଡ୍‌ର ପ୍ରସିଦ୍ଧ କଣ୍ଠଶିଳ୍ପୀ ମହେନ୍ଦ୍ର କପୁରଙ୍କ ଆଜି ଜନ୍ମଦିନ। ୧୯୩୪ ମସିହା ଜାନୟାରୀ ୯ ତାରିଖରେ ପଞ୍ଜାବର ଅମୃତସରରେ ସେ ଜନ୍ମଗ୍ରହଣ କରିଥିଲେ। ବାଲ୍ୟକାଳରୁ ମୁମ୍ବାଇରେ ରହୁଥିବା ମହେନ୍ଦ୍ରଙ୍କ ପାଇଁ ନିଜ ହାତ ଜାଳି ଦେଇଥିଲେ ବଲିଉଡ୍‌ର ଶୋ’ ମ୍ୟାନ୍‌ ରାଜ୍‌…

ଅଲଗା ହେବେ ଆମିର-ସଞ୍ଜିଦା !

ବମ୍ବେ: ସୋସିଆଲ ମିଡିଆରେ ଅଭିନେତା ତଥା ଅଭିନେତ୍ରୀମାନଙ୍କର ଜୀବନ ଯେତିକି ରଙ୍ଗିନ ନଜର ଆସିଥାଏ, ବାସ୍ତବ ଜୀବନରେ କିନ୍ତୁ ତାହାର ଓଲଟା ଦେଖିବାକୁ ମିଳେ। ସେଭଳି କିଛି ଦେଖିବାକୁ ମିଳୁଛି ଟେଲିଭିଜନ ଜଗତର ଲୋକପ୍ରିୟ ଅଭିନେତା ସଞ୍ଜିଦା ଶେଖ୍‌-ଆମିର ଅଲ୍ଲୀଙ୍କ କ୍ଷେତ୍ରରେ।…

ଟେଲି ପରଦାର ଗ୍ଲାମରସ୍‌ ଜେଜେ ମା’

ବମ୍ବେ: ଟେଲି ପରଦାର ଗ୍ଲାମରସ୍‌ ଜେଜେ ମା’ଙ୍କ ମଧ୍ୟରୁ ଜଣେ ହେଉଛନ୍ତି ଅଭିନେତ୍ରୀ ସ୍ବାତୀ ଚିଟ୍‌ନିସ। ଷ୍ଟାର ପ୍ଲସରେ ପ୍ରସାରିତ ହେଉଥିବା ‘ୟେ ରିସ୍ତା କ୍ୟା କହଲାତା ହେ’ରେ ସେ ନଜର ଆସନ୍ତି। ଧାରାବାହିକରେ ପାରମ୍ପରିକ ପୋଷାକ ତଥା ସଂସ୍କାରକୁ ଜାବୁଡ଼ି…

ବିଜ୍ଞାପନ କରି ଅଡୁଆରେ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଏକ ନାମୀଦାମୀ ବ୍ରାଣ୍ଡ ଓ୍ବାଶିଂ ପାଉଡରର ବିଜ୍ଞାପନ କରି ଏବେ ବିବାଦ ଘେରକୁ ଚାଲିଆସିଛନ୍ତି। ମରାଠା ଯୋଦ୍ଧାଙ୍କ ପରିହାସ କରିଥିବା ନେଇ ଅକ୍ଷୟଙ୍କ ନାଁରେ ଅଭିଯୋଗ ହୋଇଛି। ଏନେଇ ଲୋକମାନେ ତାଙ୍କ ବିରୋଧରେ ଅଭିଯୋଗ…

ଟୁଇଟର୍‌ରେ ଟ୍ରେଣ୍ଡ୍‌ କରୁଛି ‘ବୟକଟ୍‌ ଛପାକ୍‌’

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ ଜେଏନୟୁ କ୍ୟାମ୍ପସ ଗସ୍ତକୁ ନେଇ ରାଜନୀତି ଜୋର ଧରିଛି। ଦୀପିକାଙ୍କ ଏହି ଗସ୍ତ କିଛି ଲୋକଙ୍କୁ ପସନ୍ଦ ଆସିନାହିଁ। ସୋସିଆଲ୍‌ ମିଡିଆରେ ଦୀପିକାଙ୍କ ଆଗାମୀ ଫିଲ୍ମ ‘ଛପାକ୍‌’ ବୟକଟ୍‌ କରିବାକୁ ‘ବୟକଟ୍‌ ଛପାକ୍‌’ ନାମରେ ଏକ…

୩୪ ବର୍ଷରେ କ୍ରିକେଟର ଜାହିର ଖାଁଙ୍କ ସ୍ତ୍ରୀ ସାଗରିକା: ରଶ୍‌ ଫିଲ୍ମର କିସିଂ ସିନ୍‌ ଯୋଗୁ ରାତାରାତି ପାଲଟିଥିଲେ ଷ୍ଟାର…

ମୁମ୍ବାଇ,୮।୧: ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ତଥା କ୍ରିକେଟର ଜାହିର ଖାଁଙ୍କ ସ୍ତ୍ରୀ ସାଗରିକା ଘାଟଗେ ବୁଧବାର ୩୪ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୬ ଜାନୁୟାରୀ ୮ରେ କୋହ୍ଲାପୁରଠାରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍‌ରେ ସେ ଅନେକ ଫିଲ୍ମରେ ନିଜ ଅଭିନୟ ଦକ୍ଷତା…

ନେହାଙ୍କୁ ବିବାହ କରିବା ପୂର୍ବରୁ ଦୁଇଟି ବିବାହ କରିଛନ୍ତି ଶାର୍ଦ୍ଦୂଳ

ବମ୍ବେ: ଅଭିନେତ୍ରୀ ନେହା ପେଡ୍‌ନସେ ହଠାତ୍‌ ବିବାହ କରିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚକିତ କରିଦେଇଥିଲେ। ସେ ପ୍ରେମ ବିବାହ କରିବା ନେଇ ସ୍ପଷ୍ଟ ହେବା ପରେ କିଏ ସେହି ଯୁବକ ସେ ସମ୍ପର୍କରେ ଚର୍ଚ୍ଚା ଆରମ୍ଭ ହୋଇଥିଲା। ପରେ ସେ…

ସିଦ୍ଧାର୍ଥଙ୍କ ପ୍ରେମରେ ଆରତୀ, ହେଲେ କହିପାରୁନାହାନ୍ତି ମନକଥା

ବମ୍ବେ: ସୁପରଷ୍ଟାର ଗୋବିନ୍ଦାଙ୍କ ଭାଣିଜୀ ଆରତୀ ସିଂଙ୍କୁ ନେଇ ନୂଆ ଚର୍ଚ୍ଚା। ସେ କୁଆଡ଼େ ବିଗ୍‌ ବସ୍‌ ପ୍ରତିଯୋଗୀ ସିଦ୍ଧାର୍ଥ ଶୁକ୍ଳାଙ୍କୁ ମନେମନେ ଭଲ ପାଉଛନ୍ତି। ନିଜେ ଆରତୀ ବିଗ୍‌ ବସ୍‌ରେ ଏବେ ଅଛନ୍ତି। ତେଣୁ ଏଭଳି କିଛି ଚର୍ଚ୍ଚା ଶୋ’ରୁ…

ଏସିଡ୍‌ ପୀଡିତାଙ୍କୁ ଭେଟିଲେ ଦୀପିକା

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ବହୁ ପ୍ରତିକ୍ଷୀତ ଫିଲ୍ମ ‘ଛପାକ’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହି ଅବସରରେ ସେ ଦିଲ୍ଲୀରେ ଏସିଡ୍‌ ପୀଡିତାଙ୍କୁ ଭେଟିଛନ୍ତି। ଦୀପିକାଙ୍କ ସହ ଫିଲ୍ମର ନିର୍ଦ୍ଦେଶକ ମେଘନା ଗୁଲଜାର ଏବଂ ସହଅଭିନେତା ବିକ୍ରାନ୍ତ ମେସି ମଧ୍ୟ ଉପସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?