ମନୋରଞ୍ଜନ

ରିଲିଜ୍‌ ହେଲା ‘ଛପାକ’ର ନୂଆ ପୋଷ୍ଟର

ମୁମ୍ବାଇ: ନିର୍ଦ୍ଦେଶକ ମେଘନା ଗୁଲଜାର ତାଙ୍କ ଅଗାମୀ ଫିଲ୍ମ ‘ଛପାକ’ ମାଧ୍ୟମରେ ଦର୍ଶକଙ୍କୁ ଜଣେ ଏସିଡ୍‌ ଆଟାକ୍‌ ସର୍ଭାଇଭରଙ୍କ ପ୍ରେରଣାଦାୟୀ କାହାଣୀ ସହ ପରିଚିତ କରାଇବାକୁ ପ୍ରସ୍ତୁତ ହୋଇସାରିଲେଣି। ଫିଲ୍ମରେ ‘ମାଳତି’ ଭୂମିକାରେ ଅଭିନୟ କରୁଥିବା ନାୟିକା ଦୀପିକା ପାଦୁକୋନ ତାଙ୍କର…

ଏକତରଫା ପ୍ରେମରେ ପଡିଲେ ହିମେଶ

ମୁମ୍ବାଇ: ବଲିଉଡ୍‌ ଗାୟକ ହିମେଶ ରେଶମିୟା ତାଙ୍କ ଅଭିନୀତ ଫିଲ୍ମ ‘ହାପି ହାର୍ଡି ଆଣ୍ଡ ହିର୍‌’ର ଟ୍ରେଲର ମଙ୍ଗଳବାର ରିଲିଜ୍‌ ହୋଇଛି। ୨ ମିିଟର ଏହି ଟ୍ରେଲର ଦେଖିବା ପରେ ଆଲୋଚନା ହେଉଛି କି ହିମେଶ ଏକତରଫା ପ୍ରେମରେ ପଡିଯାଇଛନ୍ତି। ସେ…

ବିପାଶାଙ୍କୁ ପୂରିଲା ୪୧: ଜନ୍‌ ଆବ୍ରାହମ୍‌ଙ୍କ ସହିତ ୯ ବର୍ଷ ଲିଭ୍‌ଇନ୍‌ରେ ରହିବା ପରେ କରନ ସିଂ ଗ୍ରୋଭରଙ୍କୁ କରିଥିଲେ ବିବାହ…

ମୁମ୍ବାଇ: ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ବିପାଶା ବସୁ ମଙ୍ଗଳବାର ୪୧ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୯ ଜାନୁୟାରୀ ୭ରେ ନୂଆଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ବହୁ ଫିଲ୍ମରେ ସେ ନିଜର ଅଭିନୟ ଦକ୍ଷତା ପ୍ରତିପାଦିତ କରି ବେଶ୍‌ ଚର୍ଚ୍ଚାରେ ରହିଥିଲେ। ୨୦୦୩ରେ…

୬୩ ବର୍ଷରେ ରୀନା ରାୟ: ଶତ୍ରୁଘ୍ନଙ୍କୁ ନିଜର କରି ନ ପାରି ଶେଷରେ ମୋହସୀନ୍‌ ଖାଁଙ୍କୁ କରିଥିଲେ ବିବାହ…

ମୁମ୍ବାଇ: ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ରୀନା ରାୟ ମଙ୍ଗଳବାର ୬୩ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୫୭ ଜାନୁୟାରୀ ୭ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ରୁପା ରାୟ। ବଲିଉଡ୍‌ରେ ସେ ଅନେକ ଫିଲ୍ମରେ ନିଜ ଅଭିନୟ ଦକ୍ଷତା…

ଶାହରୁଖ୍‌ଙ୍କ ସିକ୍ରେଟ୍‌ ଖୋଲିଲେ ଗୌରୀ

ବଲିଉଡ୍‌ର ବାଦ୍‌ଶାହ ଶାହରୁଖ ଖାଁ ଏବଂ ସ୍ତ୍ରୀ ଗୌରୀ ଖାନ ଇଣ୍ଡଷ୍ଟ୍ରୀର ସବୁଠୁ ଷ୍ଟାଇଲିସ୍‌ କପଲ୍‌ ଭାବେ ଜଣାଶୁଣା। କୌଣସି ପାର୍ଟିରେ ହେଉ କି ଇଭେଣ୍ଟ ଉଭୟଙ୍କୁ ଷ୍ଟାଇଲିସ୍‌ ଲୁକ୍‌ରେ ଦେଖିବାକୁ ମିଳେ। ଶାହରୁଖଙ୍କୁ କୌଣସି ସ୍ଥାନକୁ ଯିବାକୁ ହେଲେ ପ୍ରସ୍ତୁତ…

‘ଦୋସ୍ତାନା-୨’ର ଶୁଟିଂ ଆରମ୍ଭ କଲେ କାର୍ତ୍ତିକ

ମୁମ୍ବାଇ: ବଲିଉଡ୍‌ ନାୟକ କାର୍ତ୍ତିକ ଆର୍ଯ୍ୟନ୍‌ ଏବେ ସୋସିଆଲ ମିଡିଆରେ କିଛି ଫଟୋ ପୋଷ୍ଟ କରିଛନ୍ତି। ଯାହା ଚର୍ଚ୍ଚାକୁ ଆସିଯାଇଛି। ଏହି ଫଟୋସହ କ୍ୟାପଶନରେ ଲେଖାଯାଇଛି, ‘First working day 2020 #workmodeon’। ଏଥିରୁ ସ୍ପଷ୍ଟ ହୋଇଛି କି କାର୍ତ୍ତିକ ଏବେ…

କ୍ୟାମେରାରେ ଧରାପଡ଼ିଲା କ୍ୟାଟ୍ରିନା-ଭିକିଙ୍କ ଲୁଚାଛପା ପ୍ରେମ

ରବିବାର ରାତିରେ କ୍ୟାଟ୍ରିନା କୈଫ୍‌ ଏବଂ ଭିକି କୌଶଲ ଫିଲ୍ମ ନିର୍ମାତା ଆରତି ସେଟ୍ଟୀଙ୍କ ମୁମ୍ବାଇସ୍ଥିତ ଘରେ ପହଞ୍ଚିଥିଲେ। ଦୁଇଜଣ ଅଲଗା ଅଲଗା କାର୍‌ରେ ଯାଇଥିଲେ ସତ କିନ୍ତୁ ଫଟୋଗ୍ରାଫରଙ୍କ ନଜରରୁ ଖସି ପାରି ନ ଥିଲେ। ଏହି ସମୟର ଫଟୋ…

ବିବାହ ପାଇଁ ସମୟ ନାହିଁ: ମଲାଇକା

ମୁମ୍ବାଇ: ବଲିଉଡ୍‌ ନାୟିକା ମଲାଇକା ଆରୋରା ଓ ନାୟକ ଅର୍ଜୁନ କପୁରଙ୍କ ରିଲେସନଶିପକୁ ନେଇ ଅନେକ ସମୟରେ ଚର୍ଚ୍ଚା ହୋଇଥାଏ। ମଲାଇକା ତାଙ୍କ ପ୍ରଥମ ସ୍ବାମୀ ଅରବାଜ ଖାଁଙ୍କଠାରୁ ଅଲଗା ହେବା ପରେ ବେଶ୍‌ କିଛିଦିନ ହେବ ଅର୍ଜୁନଙ୍କ ସହ ରିଲେସନଶିପରେ…

ମିସ୍‌ ଗ୍ଲୋରି ଅଫ୍‌ ୟୁନିଭର୍ସ: ଭାରତର ପ୍ରତିନିଧିତ୍ୱ କରିବେ ମଞ୍ଜୁ ଥାପ୍ପା

ନୂଆଦିଲ୍ଲୀ,୬।୧: ମିସ୍‌ ଗ୍ଲୋରି ଅଫ୍‌ ୟୁନିଭର୍ସ-୨୦୨୦ ଫେବୃୟାରୀ ୫ରେ ବ୍ୟାଙ୍କକ୍‌ରେ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗୀତାରେ ଗ୍ଲୋରି ଅଫ୍‌ ନର୍ଥ-ଇଷ୍ଟ ମଞ୍ଜୁ ଥାପ୍ପା ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବେ। ଅନ୍ତଃରାଷ୍ଟ୍ରୀୟ ସ୍ତରରେ ଏହି ପ୍ରତିଯୋଗୀତାରେ ମଞ୍ଜୁ ସବୁଠାରୁ କନିଷ୍ଠ ପ୍ରତିଯୋଗୀ। ଏଥିପାଇଁ…

ଜେଏନ୍‌ୟୁ ହିଂସାକୁ ନେଇ ପ୍ରତିକ୍ରିୟା ରଖିଲେ ବଲିଉଡ୍‌ ସେଲିବ୍ରିଟି

ନୂଆଦିଲ୍ଲୀ,୬।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ) କ୍ୟାମ୍ପସ୍‌ରେ ରବିବାର ରାତିରେ ଦୁଇ ଛାତ୍ରଗୋଷ୍ଠି ମଧ୍ୟରେ ବିବାଦ ଦେଖାଦେଇଛି। ରାତି ଅନ୍ଧକାରରେ କିଛି ଦୁର୍ବୃତ୍ତ ମୁହଁରେ କପଡ଼ା ବାନ୍ଧି କ୍ୟାମ୍ପସ୍‌ ଭିତରକୁ ପଶି ଛାତ୍ରଙ୍କୁ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ଜେଏନ୍‌ୟୁ ଛାତ୍ର…

ଏ.ଆର୍‌. ରହମାନ୍‌ଙ୍କୁ ପୂରିଲା ୫୩: ଅସଫଳ ହୋଇ ଆତ୍ମହତ୍ୟା କରିବାକୁ ବହୁଥର କରିଥିଲେ ଉଦ୍ୟମ…

ମୁମ୍ବାଇ: ସଙ୍ଗୀତକାର ଏ.ଆର୍‌.ରହମାନ୍‌ ସୋମବାର ୫୩ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୬୭ ଜାନୁୟାରୀ ୬ରେ ଚେନ୍ନାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଏ.ଏସ୍‌. ଦିଲ୍ଲୀପ୍‌ କୁମାର ମୁଦଲିଆର ଥିଲା। ତାଙ୍କ ଭଉଣୀ ୧୯୮୬ରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ। ଏହି…

କଲାମଙ୍କ ଉପରେ ନିର୍ମାଣ ହେବ ଫିଲ୍ମ

ଆଜିକାଲି ବଲିଉଡ୍‌ରେ ଚାଲିଛି ବାୟୋପିକର ଟ୍ରେଣ୍ଡ। ଦର୍ଶକଙ୍କୁ ଅନ୍ୟ ଫିଲ୍ମ ଅପେକ୍ଷା ବାୟୋପିକ ବେଶୀ ଭଲ ଲାଗୁଛି ଓ ଏହା ବକ୍ସ ଅଫିସରେ ଭଲ ଆୟ ମଧ୍ୟ କରୁଛି। ତେଣୁ ପ୍ରଯୋଜକ ଓ ନିର୍ଦ୍ଦେଶକମାନେ ମଧ୍ୟ ବାୟୋପିକ ତିଆରି କରିବାକୁ ଆଗେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?