ମନୋରଞ୍ଜନ

ଶାଢି ପିନ୍ଧିବାରେ କୌଣସି ଅସୁବିଧା ନାହିଁ

ଅଭିନେତା ଅକ୍ଷୟ କୁମାର ୨୦୧୯ରେ ଅନେକ ହିଟ୍‌ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଥିଲେ। ୨୦୨୦ରେ ମଧ୍ୟ ତାଙ୍କ ଅଭିନୀତ ଅନେକ ଫିଲ୍ମ ପରଦାକୁ ଆସିବ। ପୃଥୀରାଜ୍‌, ସୂର୍ଯ୍ୟବଂଶୀ, ବଚ୍ଚନ ପାଣ୍ଡେ ଏବଂ ଲକ୍ଷ୍ମୀ ବମ୍‌ ଭଳି ବଡ ବଡ ବ୍ୟାନରର ଫିଲ୍ମ…

ଅନୁରାଧା ପୋଡ଼ଓ୍ବାଲଙ୍କୁ ନିଜର ମା କହିଲେ ୪୫ ବର୍ଷ ବୟସ୍କା ମହିଳା: ଦାବି କଲେ ୫୦ କୋଟି କ୍ଷତି ପୂରଣ

ଥିରୁଭାନନ୍ତପୁରମ୍‌,୨।୧: ଖ୍ୟାତି ସମ୍ପନ୍ନ ଗାୟିକା ଅନୁରାଧା ପୋଡ଼ଓ୍ବାଲଙ୍କୁ ନେଇ ଏବେ ଜୋର୍‌ ସୋର୍‌ ଚର୍ଚ୍ଚା ଆରମ୍ଭ ହୋଇଛି। କେରଳର ଥିରୁଭାନନ୍ତପୁରମ୍‌ଠାରେ ବାସ କରୁଥିବା ଜଣେ ୪୫ ବର୍ଷ ବୟସ୍କା ମହିଳା ଅନୁରାଧା ପୋଡ଼ଓ୍ବାଲଙ୍କୁ ନିଜର ମା ଦାବି କରିଛନ୍ତି। ଏହା ସହିତ…

ଚର୍ଚ୍ଚାରେ ରାଜକୁମାରଙ୍କ ‘ଲୁଡୋ’ ଲୁକ୍‌, ଲୋକେ କହିଲେ ଆଲିଆଙ୍କ ନକଲ

ବମ୍ବେ: କଳାକାରଟିଏ ନିଜକୁ ଚରିତ୍ରରେ ଢାଳିବା ଲାଗି କିଛି ବି କରିଥାଏ। ବେଶପୋଷାକ ହେଉ ଅବା ଶରୀର ଗଠନ ସବୁ ପରିବର୍ତ୍ତନ କରିବାକୁ ପଡ଼ିଥାଏ। ଏଭଳି କିଛି ଘଟିଛି ଅଭିନେତା ରାଜକୁମାର ରାଓଙ୍କ କ୍ଷେତ୍ରରେ। ନିଜର ଆଗାମୀ ଫିଲ୍ମ ‘ଲୁଡୋ’ରେ ରାଜକୁମାର…

ଏସିଡ୍‌ ପୀଡିତାଙ୍କ ସହ ଜନ୍ମଦିନ ପାଳିବେ ଦୀପିକା

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ବହୁ ପ୍ରତିକ୍ଷୀତ ଫିଲ୍ମ ‘ଛପାକ’ର ପ୍ରମୋଶନ୍‌ରେ ବ୍ୟସ୍ତ ଅଛନ୍ତି। ଫିଲ୍ମଟି ଜାନୁୟାରୀ ୧୦ରେ ପରଦାକୁ ଆସିବାକୁ ଥିବାବେଳେ ଏହାପୂର୍ବରୁ ଅର୍ଥାତ୍‌ ଜାନୁୟାରୀ ୫ ତାରିଖରେ ଦୀପିକା ନିଜର ୩୪ତମ ଜନ୍ମଦିନ ପାଳନ କରିବାକୁ ଯାଉଛନ୍ତି। ଏଥର…

ବିବାହ ବିଚ୍ଛେଦର ୧୦ ବର୍ଷ ପରେ ପୁଣି ବେଦିରେ ବସିବେ ଏହି ଅଭିନେତ୍ରୀ

ମୁମ୍ବାଇ: ବିବାହ ବିଚ୍ଛେଦର ୧୦ ବର୍ଷ ପରେ ପୁଣି ଜଣଙ୍କ ହାତ ଧରି ବେଦିରେ ବସିବାକୁ ଯାଉଛନ୍ତି ବଲିଉଡ୍‌ର ଜଣେ ଅଭିନେତ୍ରୀ। ଏକଥା ଆମେ କହୁନାହୁଁ। ଏକ ସାକ୍ଷାତକାରରେ ଏହି କଥା ସ୍ପଷ୍ଟ କରିଛନ୍ତି ଖୋଦ୍‌ ଅଭିନେତ୍ରୀ ଜଣକ। ଆଉ କେହି…

ବାବାଜି ଅବତାର

ବିଜୁ ବଡ଼ଜେନା ଖଳନାୟକ ଭାବରେ ଅନେକ ଥର ବଡ଼ ପରଦାରେ ମୁହଁ ଦେଖାଇ ସାରିଛନ୍ତି। ଗତ ବର୍ଷ ରିଲିଜ୍‌ ହୋଇଥିବା ‘ମାଲ୍‌ ମହୁ ଜୀବନ ମାଟି’ରେ ସେ କମେଡି ଖଳନାୟକ ଭୂମିକାରେ ଅବତୀର୍ଣ୍ଣ ହୋଇଥିଲେ। ଏବେ ବାବାଜି ଅବତାରରେ ଦର୍ଶକଙ୍କ ସାମ୍ନାକୁ…

ସ୍ବପ୍ନ ସତ ହେଲା

ନାଟ୍ୟକାର, ନିର୍ଦ୍ଦେଶକ ତଥା ଅଭିନେତା ପ୍ରଦୀପ ବିଶ୍ୱାଳ। ହିନ୍ଦୁ-ମୁସ୍‌ଲିମ ଭାଇଚାରାକୁ ନେଇ ନିଜେ ରଚନା କରିଥିବା ଏବଂ ନିର୍ଦ୍ଦେଶନା ଦେଇଥିବା ତଥା ଅନ୍ୟତମ ଅଗ୍ରଣୀ ଥିଏଟର ନାଟ୍ୟାନୁଷ୍ଠାନ ‘ଶ୍ୱେତପଦ୍ମା’ ଦ୍ୱାରା ପରିବେଷିତ ମଞ୍ଚ ନାଟକ ‘ଜୀନତ’ର ସଫଳତା ତାଙ୍କ ପାଇଁ ଆଉ…

ଭିନ୍ନ ଧରଣର ସିନେମା ନିର୍ମାଣକୁ ଗୁରୁତ୍ୱ ଦିଏ

ଚର୍ଚ୍ଚିତ ଓଡ଼ିଆ ସିନେମା ‘ପାଟଣାଗଡ଼’ର ପ୍ରଯୋଜକ ନିକଟରେ ଅନ୍ତର୍ଜାତୀୟ ସିନେମା ଉତ୍ସବରେ ଶ୍ରେଷ୍ଠ ପ୍ରଯୋଜକ ଭାବରେ ସମ୍ମାନିତ ହୋଇଛନ୍ତି। ଓଡ଼ିଆ ସିନେମା ଆଉ ଭବିଷ୍ୟତ ଯୋଜନା ସମ୍ପର୍କରେ ଓଲିଉଡ୍‌ର ଆଗଧାଡ଼ିର ପ୍ରଯୋଜକ ଶ୍ରୀଧର ମାର୍ଥା ଯାହା କହନ୍ତି… ପ୍ର. ଚାରୋଟି ଫିଲ୍ମ…

ମୁଁ ପରଦେଶୀ ଚଢ଼େଇ

ଥରେ ମନେପକାନ୍ତୁ ନା ରବି କିନ୍ନାଗୀଙ୍କ ନିର୍ଦ୍ଦେଶିତ ତଥା ଶ୍ରୀରାମ ପଣ୍ଡା-ରାମେଶ୍ୱରୀ ଅଭିନୀତ ସେହି ସୁପରହିଟ୍‌ ଓଡ଼ିଆ ସିନେମା ‘ମାନିନୀ’କୁ। ରାଧାକୃଷ୍ଣ ଭଞ୍ଜଙ୍କ ସ୍ବର ସଂଯୋଜନାରେ ଏହାର ସମସ୍ତ ଗୀତ ଦର୍ଶକଙ୍କୁ ପ୍ରଭାବିତ କରିଥିଲା। ତନ୍ମଧ୍ୟରୁ ଗୋଟିଏ ଥିଲା ‘ମୁଁ ପରଦେଶୀ…

ଫିଲ୍ମ ଲାଗି ସିରିଏଲ ଛାଡ଼ିବିନି

ରାକେଶ ଧଳ। ବହୁ କମ୍‌ ଦିନରେ ଟେଲିଭିଜନ ଜଗତରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିଜ ଅଭିନୟ ଯାଦୁରେ ସେ ଘରେ ଘରେ ପରିଚିତ । ‘ନେଇ ଯାରେ ମେଘ ମୋତେ’, ‘ଏସିପି ନିକିତା’, ‘ରାନୀ’, ‘ଆମ ଘର…

ଅଫିସର

ଏକ ରାଜ୍ୟରେ ପାଞ୍ଚଜଣ ଅଫିସରଙ୍କ ଭିତରେ ଥାଏ ଅତୁଟ ବନ୍ଧୁତା। ସତେଯେମିତି ସେମାନେ ଗୋଟିଏ ରଜ୍ଜୁରେ ବନ୍ଧା। କାହାର ଅସୁବିଧା ପଡ଼ିଲେ ଏକାଠି ହୋଇ ସାହାଯ୍ୟର ହାତ ବଢ଼ାଇ ଦିଅନ୍ତି। ହେଲେ ହଠାତ୍‌ ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ ଜୀବନ ଆକାଶରେ କଳା…

କ’ଣ କରୁଛନ୍ତି ପରିଣୀତି

ପରିଣୀତି ଚୋପ୍ରା ଏବେ କ’ଣ କରୁଛନ୍ତି ? ଯେହେତୁ ଶୁଟିଂ ନାହିଁ ସେ ନିଶ୍ଚୟ ପରିବାର ସହ ସମୟ କଟାଉଥିବେ। ହେଲେ ଏହି ବ୍ରେକ୍‌ ସମୟରେ ସେ ଫରେନ୍‌ ଟୁରରେ ଅଛନ୍ତି। ଅର୍ଥାତ୍‌, ବର୍ତ୍ତମାନ ପରିଣୀତି ଅଷ୍ଟ୍ରିଆରେ ଡେରା ପକାଇଛନ୍ତି। ସେଠାକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?