ମନୋରଞ୍ଜନ

ନିଜର ପର୍ସନାଲିଟି ପାଇଁ ଦର୍ଶକଙ୍କ ମନ ଜିଣିଛନ୍ତି ସଲମାନ

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ନିଜ ଅଭିନୟକୁ ନେଇ ଯେତିକି ଚର୍ଚ୍ଚିତ ତାଙ୍କ ଉଦାରତା ପାଇଁ ମଧ୍ୟ ସେତିକି ଚର୍ଚ୍ଚିତ। ଏବେ କିନ୍ତୁ ତାଙ୍କ ପର୍ସନାଲିଟି ପାଇଁ ସେ ଟେଲିଭିଜନ ଜଗତରେ ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟି ଯାଇଛନ୍ତି। ତାଙ୍କ…

ବର୍ଷ ଶେଷରେ ବିବାଦରେ କପିଲ ଶର୍ମା ଶୋ’

ମୁମ୍ବାଇ: ଟେଲିଭିଜନ ରିୟଲିଟି ଶୋ’ ‘ଦ କପିଲ ଶର୍ମା ଶୋ’ ହାଇଏଷ୍ଟ ଟିଆର୍‌ ପିକୁ ନେଇ ଚର୍ଚ୍ଚାରେ ରହୁଥିବା ବେଳେ ଏବେ ପୁଣି ଥରେ ବିବାଦକୁ ଚାଲିଯାଇଛି। ଦର୍ଶକଙ୍କୁ ହସାଇ ହସାଇ ବେଦମ୍‌ କରୁଥିବା ଏହି ଶୋ’ର ଅନ୍ୟତମ କଳାକାର ଭାରତ…

ଫିଲ୍ମ ‘ସୂର୍ଯ୍ୟବଂଶୀ’ରେ ଏହି ଚରିତ୍ରରେ ନଜର ଆସିବେ କ୍ୟାଟ୍ରିନା

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ଓ ବଲିଉଡ୍‌ ଦିବା କ୍ର଼୍ୟାଟ୍ରିନା କୈଫ ପୁଣି ଥରେ ଏକାଠି ସ୍କ୍ରିନ୍‌ ଶେୟାର କରିବାକୁ ଯାଉଛନ୍ତି। ରୋହିତ ସେଟ୍ଟୀଙ୍କ ଫିଲ୍ମ ‘ସୂର୍ଯ୍ୟବଂଶୀ’ରେ ଏହି ଯୋଡି ପୁଣି ଏକାଠି ନଜର ଆସିବେ। ପୂର୍ବରୁ ଦୁହେଁ…

ନୂଆବର୍ଷ ସେଲିବ୍ରେଟ କରିବାକୁ ଗୋଆରେ ପହଞ୍ଚିଲେ ମଲାଇକା

ମୁମ୍ବାଇ: ଆଉ କିଛି ସମୟ ପରେ ପୁରୁଣା ବର୍ଷକୁ ବିଦାୟ ଦେଇ ନୂଆବର୍ଷକୁ ସ୍ବାଗତ କରାଯିବ। ଏଥିପାଇଁ ଗାଁରୁ ସହର ଚଳଚଞ୍ଚଳ ହୋଇପଡ଼ିଛି। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ୍‌ ସେଲିବ୍ରିଟି ନୂଆବର୍ଷକୁ ପାଳିବା ପାଇଁ ନିଜ ନିଜ ପସନ୍ଦର ସ୍ଥାନ…

ଶାହରୁଖଙ୍କୁ ପ୍ରଶଂସକଙ୍କ ଧମକ

ମୁମ୍ବାଇ: କିଛି ଦିନ ହେବ ବଡ଼ ପରାଦାରୁ ଦୂରେଇ ରହିଛନ୍ତି ବଲିଉଡ୍‌ ବାଦଶାହ। ଶେଷଥର ନିର୍ଦ୍ଦେଶକ ଆନନ୍ଦ ଏଲ୍‌ ରୟଙ୍କ ଫିଲ୍ମ ‘ଜିରୋ’ରେ ତାଙ୍କୁ ଦେଖିବାକୁ ମିଳିଥିବା ବେଳେ ଏବେ ପର୍ଯ୍ୟନ୍ତ ଶାହରୁଖ ଖାଁଙ୍କର କୌଣସି ନୂଆ ପ୍ରୋଜେକ୍ଟ ଆସିନାହିଁ। ବହୁ…

ଦୀପିକାଙ୍କ ଆଖିମରା ଦେଖି ପ୍ରିୟାପ୍ରକାଶଙ୍କୁ ଭୁଲିଯିବେ ଦର୍ଶକେ,  ଭିଡିଓ ଭାଇରାଲ

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ୍‌ ଆଜିକାଲି ଫିଲ୍ମ ‘ଛପାକ୍‌’ର ପ୍ରମୋଶନରେ ବ୍ୟସ୍ତ ରହୁଛନ୍ତି। ଏହି ଅବସରରେ ଦୀପିକା ଫିଲ୍ମର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଯାହା ଏବେ ଭାଇରାଲ ହେବାରେ ଲାଗିଛି। ଦୀପିକା ତାଙ୍କ ଇନ୍‌ଷ୍ଟାଗ୍ରାମରେ ଏମିତି ଏକ…

ସୈଫ୍‌ଙ୍କୁ ଧୋକାବାଜ୍‌ କହିଲେ କାଜୋଲ

ବଲିଉଡ୍‌ ଅଭିନେତ୍ରୀ କାଜୋଲ ଏବେ ନିଜ ଆଗାମୀ ଫିଲ୍ମ ‘ତାହ୍ନାଜୀ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ସେ ସ୍ବାମୀ ଅଜୟ ଦେବଗନଙ୍କ ସ୍ତ୍ରୀ ଭୂମିକାରେ ନଜର ଆସିବେ। ଫିଲ୍ମର ଟ୍ରେଲର ରିଲିଜ୍‌ ପରେ ଅଜୟ ଏବଂ କାଜୋଲଙ୍କ ଯୋଡିକୁ ବେଶ୍‌…

ସାମ୍ନାକୁ ଆସିଲା ସଲମାନଙ୍କ ଭାଣିଜୀ ଅୟାତଙ୍କ ପ୍ରଥମ ଫଟୋ

ମୁମ୍ବାଇ: ଭାଇ ଉଉଣୀଙ୍କ ଭଲପାଇବାର କାହାଣୀ ଅନେକ ଥର ଶୁଣିଥିବେ ଓ ଦେଖିଥିବେ ମଧ୍ୟ। କିନ୍ତୁ ବଲିଉଡ୍‌ର ଭାଇଜାନ କୁହାଯାଉଥିବା ସଲମାନ ଖାଁ ଓ ଭଉଣୀ ଅର୍ପିତାଙ୍କ ଭଲପାଇବା ସମସ୍ତଙ୍କ ପାଇଁ ଏବେ ଏକ ଉଦାହରଣ ସୃଷ୍ଟି କରିଛି। ଭାଇ ସଲମାନଙ୍କୁ…

ବାପାଙ୍କୁ ‘ହିରୋ’ ବୋଲି ସମ୍ବୋଧନ କଲେ ଅଭିଷେକ

ମୁମ୍ବାଇ: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନଙ୍କୁ ଭାରତୀୟ ସିନେମାର ସର୍ବଶ୍ରେଷ୍ଠ ପୁରସ୍କାର ଦାଦା ସାହେବ ଫାଲ୍‌କେ ପୁରସ୍କାରରେ ସମ୍ମାନୀତ କରାଯାଇଛି। ରବିବାର ନୂଆଦିଲ୍ଲୀରେ ଆୟାଜିତ ସ୍ବତନ୍ତ୍ର ସମାରୋହରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବିଗ୍‌ ବିଙ୍କୁ ପୁରସ୍କୃତ କରିଥିଲେ। ଏହି ଅବସରରେ ଅମିତାଭଙ୍କ…

ଫୁକେଟରେ ନୂଆବର୍ଷ ପାଳିବେ ଏକତା

ମୁମ୍ବାଇ: ନୂଆବର୍ଷକୁ ନେଇ ବଲିଉଡ୍‌ ସେଲିବ୍ରିଟିଙ୍କଠାରୁ ଆରମ୍ଭ କରି ଟେଲିଭିଜନ ସେଲିବ୍ରିଟିମାନେ ନୂଆ ନୂଆ ଯୋଜନା କରିଛନ୍ତି। ଅଧିକାଂଶ ବଲିଉଡ୍‌ ସେଲିବ୍ରିଟି ସ୍ବିଜରଲାଣ୍ଡରେ ଛୁଟି କଟାଇବାକୁ ଯାଇଥିବା ବେଳେ ଏକତା କପୁର କିନ୍ତୁ ତାଙ୍କ ଟିମ୍‌ ସହ ଯାଇ ଥାଇଲାଣ୍ଡରେ ପହଞ୍ଚିଛନ୍ତି।…

ନୂଆବର୍ଷ ଛୁଟି ମନାଇବାକୁ ବାହାରିଲେ ଆଲିଆ-ରଣବୀର, ଏୟାରପୋର୍ଟରେ ସ୍ପଟ୍‌

ମୁମ୍ବାଇ: ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ରଣବୀର କପୁରଙ୍କ ରିଲେସନଶିପ୍‌କୁ ନେଇ ବେଶ୍‌ କିଛିଦିନ ଧରି ବଲିଉଡ୍‌ରେ ଚର୍ଚ୍ଚା ହୋଇଆସୁଛି। ଆଉ ଏ କଥା ବି ଶୁଣିବାକୁ ମିଳିଛି ୨୦୨୦ରେ ଏହି ଯୋଡ଼ି କୁଆଡ଼େ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି।…

ଦାଦା ସାହେବ ଫାଲ୍‌କେ ପୁରସ୍କାରରେ ସମ୍ମାନିତ ହେଲେ ବିଗ୍‌-ବି

ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ ଦାଦା ସାହେବ ଫାଲ୍‌କେ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ସମ୍ମାନିତ କରିଛନ୍ତି। ଅମିତାଭ ୨୦୧୯ ବର୍ଷ ପାଇଁ ଭାରତୀୟ ସିନେମା ଜଗତର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?