ମନୋରଞ୍ଜନ

କମ୍‌ ଫିଲ୍ମ କରି ସଫଳତା ସାଉଁଟିଛନ୍ତି ଏହି ଅଭିନେତ୍ରୀ: ସୋସିଆଲ ମିଡିଆରେ ଶେୟାର କଲେ ପିଲାଦିନର ଫଟୋ

ବଲିଉଡ୍‌ର କିଛି ଅଭିନେତ୍ରୀ ଖୁବ୍‌ କମ୍‌ ଫିଲ୍ମରେ ଅଭିନୟ କରି ମଧ୍ୟ ସଫଳତାର ଶୀର୍ଷରେ ପହଞ୍ଚିଛନ୍ତି। ଏମିତି ଜଣେ ସଫଳ ଅଭିନେତ୍ରୀ ହେଉଛନ୍ତି ୟାମି ଗୌତମ। ଆଜି ଅର୍ଥାତ ନଭେମ୍ବର ୨୮ ଗୁରୁବାର ତାଙ୍କର ଜନ୍ମଦିନ। ଏହି ଖାସ୍‌ ଦିନରେ ଆସନ୍ତୁ…

ପିଜା ପାଇଁ ଶ୍ରଦ୍ଧା, ବରୁଣଙ୍କ ମଧ୍ୟ ଝଗଡା

ଏବିସିଡି-୨ ପରେ ଅଭିନେତା ବରୁଣ ଧାଓ୍ବନ ଏବଂ ଶ୍ରଦ୍ଧା କପୁର ପୁଣି ଏକ ଫିଲ୍ମରେ ଏକତ୍ର ନଜର ଆସିବେ। ଏହି ଫିଲ୍ମରେ ଉଭୟଙ୍କ କେମେଷ୍ଟ୍ରୀକୁ ଦର୍ଶକ ବେଶ୍‌ ପସନ୍ଦ କରିଥିଲେ। ଷ୍ଟ୍ରିଟ୍‌ ଡ୍ୟାନ୍ସର-୩ ଡିରେ ବରୁଣ, ଶ୍ରଦ୍ଧା ପୁଣି ଥରେ ଧୁମ୍‌…

ଅବସର ନେବେ ଅମିତାଭ !

ମୁମ୍ବାଇ: ବଲିଉଡ୍‌ ବିଗ୍‌ ବି ଅମିତାଭ ବଚ୍ଚନ ଅବସର ନେବେ ବୋଲି ତାଙ୍କ ବ୍ଲଗ୍‌ ମାଧ୍ୟମରେ ସୂଚନା ଦେଇଛନ୍ତି। ୧୯୬୯ରୁ ‘ସାତ ହିନ୍ଦୁସ୍ତାନୀ’ ମାଧ୍ୟମରେ ବଲିଉଡ୍‌ରେ କ୍ୟାରିୟର ଆରମ୍ଭ କରିଥିବା ଅମିତାଭ ବିଟାଉନରେ ୫୦ ବର୍ଷ ପୂରଣ କରି ସାରିଛନ୍ତି। ବିନା…

ଯୁବକଙ୍କଠାରୁ ସେଫ୍ଟିିପିନ୍‌ ଫୋଡ଼ା ଖାଇଥିଲି

ଗୀତିକାର ନିର୍ମଳ ନାୟକ । ଓଡ଼ିଆ ସିନେଜଗତରେ ତାଙ୍କୁ ସମସ୍ତେ ଡାକନ୍ତି ‘ମାମୁ’ । କଲମ ମୁନରେ ସଜେଇଛନ୍ତି ଅନେକ ସୁପରହିଟ୍‌ ଗୀତ। ୭ ହଜାରରୁ ଅଧିକ ନନ୍‌ଫିଲ୍ମ ଗୀତ ଲେଖିଛନ୍ତି। ଦେଢ଼ଶହରୁ ଊର୍ଦ୍ଧ୍ୱ ଓଡ଼ିଆ ଚଳଚ୍ଚିତ୍ରର ଗୀତିକାର ନିର୍ମଳଙ୍କ ଅନୁଭୂତିରୁ…

‘କଲ୍‌ ହୋ ନା ହୋ’କୁ ପୂରଣ ହେଲା ୧୬ ବର୍ଷ

ମୁମ୍ବାଇ: ନିଖିଲ ଆଡଭାନୀଙ୍କ ନିର୍ଦ୍ଦେଶିତ ରୋମାଣ୍ଟିକ୍‌ ଡ୍ରାମା ଫିଲ୍ମ ‘କଲ୍‌ ହୋ ନା ହୋ’କୁ ପୂରଣ ହୋଇଛି ୧୬ ବର୍ଷ। ଏହି ଉପଲକ୍ଷେ ବଲିଉଡ୍‌ ନିର୍ଦ୍ଦେଶକ କରନ ଜୋହର ଫିଲ୍ମ ପ୍ରତି ଥିବା ତାଙ୍କ ଭଲ ପାଇବାକୁ ସୋସିଆଲ ମିଡିଆରେ ଶେୟାର…

କାନୁନ୍‌ଗୋ ବୋଲି ଓଡ଼ିଆ ଭାବନ୍ତି

ଏକାଧାରରେ ଜଣେ ପ୍ଲେବ୍ୟାକ୍‌ ସିଙ୍ଗର୍‌, କମ୍ପୋଜର୍‌, ଆକ୍ଟର ଏବଂ ଏଣ୍ଟରପ୍ରିନିୟୋର୍‌। ନିଜ ପାର୍ଟି ନମ୍ବର୍‌ ଓ ର଼୍ୟାପ୍‌ ସଙ୍ଗ୍‌ ପାଇଁ ରାତାରାତ ୟୁଥ୍‌ ସେନ୍‌ସେସନ୍‌ ପାଲଟିଥିବା ଅର୍ଜୁନ ପାର୍ଟି ଗୀତକୁ ପାର୍ଟି ଆନ୍ଥେମ୍‌ କରିବାରେ ଉସ୍ତାଦ୍‌। ‘ବାକି ବାତେଁ ପିନେ ବାଦ୍‌’ରେ…

ଆୟୁଷ୍ମାନଙ୍କୁ ପ୍ରଶଂସା କଲେ ତାହିରା

ମୁମ୍ବାଇ: ବଲିଉଡ୍‌ ନାୟକ ଆୟୁଷ୍ମାନ ଖୁରାନାଙ୍କୁ ତାଙ୍କ ପତ୍ନୀ ତାହିରା ଖୁବ୍‌ ପ୍ରଶଂସା କରିଛନ୍ତି। ନିକଟରେ ସେ ଏକ ପ୍ରମୋଶନାଲ ପ୍ରେସ କନଫରେନ୍ସରେ ଯୋଗ ଦେବା ଅବସରରେ ଏପରି କହିଛନ୍ତି। ସେଠାରେ ସେ ବ୍ରେଷ୍ଟ କ୍ୟାନସର ଉପରେ ଆଲୋଚନା କରୁଥିଲେ। ଏଥିରେ…

ଟି-ଶାର୍ଟକୁ ନେଇ ଚର୍ଚ୍ଚାରେ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ର ସବୁଠାରୁ ବ୍ୟସ୍ତ ଷ୍ଟାର୍‌ ଭାବେ ସୁପର୍‌ଷ୍ଟାର୍‌ ଅକ୍ଷୟ କୁମାର ପରିଚିତ। ତାଙ୍କର ଗୋଟିଏ ପରେ ଗୋଟିଏ ଫିଲ୍ମ ରିଲିଜ୍‌ ହେଉଥିବାବେଳେ ଏଥିପାଇଁ ସେ ଲଗାତର ଶୁଟିଂରେ ବ୍ୟସ୍ତ ମଧ୍ୟ ରୁହନ୍ତି। ଏକାସମୟରେ ସେ ୨-୩ଟି ଫିଲ୍ମ ଶୁଟିଂ କରିଥାନ୍ତି।…

ବ ଲି ଉ ଡ୍‌ ହା ଲ ଚା ଲ

*ନୂଆ ସିନେମା ‘ସତ୍ତେ ପେ ସତ୍ତା’ରେ ଅନୁଷ୍କା ଶର୍ମା ଜଣେ ଶିକ୍ଷୟିତ୍ରୀ ଭୂମିକାରେ ଅଭିନୟ କରିବେ। *‘ବଣ୍ଟି ଔର ବବଲି’ ସିକୁଏଲ୍‌ କାଷ୍ଟିଂରୁ ଅଭିଷେକ ବଚ୍ଚନ ବାଦ୍‌ ପଡ଼ିଛନ୍ତି। ତାଙ୍କ ସ୍ଥାନରେ ସୈଫ ଅଲ୍ଲୀ ଖଁାଙ୍କୁ ସାଇନ୍‌ କରାଯାଇଛି। ପ୍ରଥମେ ଏହି…

ଆଶାରେ ଶିବ୍‌

ସଦାଶିବ ନାୟକ ଓରଫ ଶିବ୍‌। ନିଜର ବଡ଼ ପରଦା କ୍ୟାରିୟରକୁ ନେଇ ସେ ବେଶ୍‌ ସଚେତନ। ଆସନ୍ତା ମାସରେ ରିଲିଜ ହେବାକୁ ଯାଉଥିବା ଓଡ଼ିଆ ସିନେମା ‘ବିଶ୍ୱରୂପ-ବର୍ନ ଟୁ ଫାଇଟ୍‌’ରେ ତାଙ୍କୁ ଜଣେ ବକ୍ସର ଭୂମିକା (ମ୍ୟାକ୍‌)ରେ ଦର୍ଶକ ଦେଖିବାକୁ ପାଇବେ।…

ଅଭିନେତ୍ରୀ ହୋଇ ନ ଥିଲେ..

ବଲିଉଡ୍‌ରେ ପ୍ରିୟଙ୍କା ଚୋପ୍ରା ଜଣେ ପରିଚିତା ଅଭିନେତ୍ରୀ। ବେଶ୍‌ କେତୋଟି ହିନ୍ଦୀ ସିନେମାରେ ଅଭିନୟ କରି ସେ ଦର୍ଶକଙ୍କ ମନ ଜିଣିବାରେ ସକ୍ଷମ ହୋଇଛନ୍ତି। ବର୍ତ୍ତମାନ ସେ ହଲିଉଡ୍‌ରେ ନିଜ କ୍ୟାରିୟରକୁ ନେଇ ବ୍ୟସ୍ତ। ହେଲେ ଜାଣିଛନ୍ତି, ଯଦି ପ୍ରିୟଙ୍କା ଅଭିନେତ୍ରୀ…

‘ମୁନ୍ନା ବଦ୍‌ନାମ୍‌ ହୁଆ’ ଗୀତରେ ଏକାଠି ନାଚିବେ ସଲମାନ, ପ୍ରଭୁଦେବା

ଦବଙ୍ଗ-୩ର ଜବରଦସ୍ତ ଟ୍ରେଲର ରିଲିଜ ହେବା ପରେ ଏବେ ବ୍ୟାକ ଟୁ ବ୍ୟାକ ଗୀତଗୁଡିକ ମଧ୍ୟ ରିଲିଜ ହୋଇଛି। ଦବଙ୍ଗ ଫିଲ୍ମର ମୁନ୍ନି ବଦନାମ ହୁୟି..ଗୀତଟି ଦର୍ଶକଙ୍କଠାରେ ବେଶ ଲୋକପ୍ରିୟ ହୋଇଥିବାବେଳେ ଦବଙ୍ଗ-୩ରେ ମୁନ୍ନି ନୁହେଁ, ‘ମୁନ୍ନା ବମ୍‌ନାମ ହୁଆ’ ଗୀତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri