ମନୋରଞ୍ଜନ

ଓସ୍କାର ରେସ୍‌ରେ ‘ଲାପ୍‌ତା ଲେଡିଜ୍‌’

ମୁମ୍ବାଇ,୨୩ା୯: ଓସ୍କାର ରେସ୍‌ରେ ହିନ୍ଦୀ ଫିଲ୍ମ ‘ଲାପ୍‌ତା ଲେଡିଜ୍‌’। କିରଣ ରାଓଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ଥିଏଟର୍‌ ଏବଂ ଓଟିଟିରେ ବେଶ୍‌ ପ୍ରଶଂସା ସାଉଁଟିଥିଲା। ଆଉ ଏବେ ୨୯ଟି ଭାରତୀୟ ଫିଲ୍ମକୁ ମାତ୍‌ ଦେଇ ଓସ୍କାରର ପ୍ରଥମ ସୋପାନରେ ପ୍ରବେଶ କରିଛି।…

୬ ବର୍ଷ ପରେ ପୁଣି ଜାହ୍ନବୀ, ଇଶାନଙ୍କ ଯୋଡ଼ି

ମୁମ୍ବାଇ: ଅଭିନେତ୍ରୀ ଜାହ୍ନବୀ କପୁର ଓ ଅଭିନେତା ଇଶାନ ଖଟ୍ଟର ଶେଷ ଥର ପାଇଁ ୨୦୧୮ରେ ଫିଲ୍ମ ନିର୍ମାତା କରଣ ଜୋହରଙ୍କ ‘ଧଡକ୍‌’ ଫିଲ୍ମରେ ନଜରକୁ ଆସିଥିଲେ। ତେବେ ୬ ବର୍ଷ ପରେ ପୁଣିଥରେ ଏକ ବଡ଼ ପ୍ରୋଜେକ୍ଟରେ ଉଭୟଙ୍କୁ ଏକାଠି…

ସିନେ ଜଗତର ପ୍ରଥମ ଅଭିନେତା ଭାବେ ଚିରଞ୍ଜୀବୀଙ୍କୁ ଗିନିଜ ୱାଲର୍‌ଡ ରେକର୍ଡ

ହାଇଦ୍ରାବାଦ,୨୨।୯: ତେଲୁଗୁ ଫିଲ୍ମ ଜଗତରେ ମେଗାଷ୍ଟାର ଭାବେ ଚିରଞ୍ଜୀବୀ ପରିଚିତ। ସିନେ ଜଗତର ପ୍ରଥମ ଅଭିନେତା ଭାବେ ସେ ନିଜର ନୃତ୍ୟ ଦକ୍ଷତା ପାଇଁ ଗିନିଜ ବୁକ ଅଫ ୱାଲର୍‌ଡ ରେକର୍ଡରେ ସ୍ଥାନ ପାଇଛନ୍ତି। ହାଇଦ୍ରାବାଦରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଗିନିଜ…

ଏଥର ଦୁର୍ଗା ପୂଜାରେ ଦୁର୍ଗା

ଏଥର ଦୁର୍ଗା ପୂଜା ଅବସରରେ ରିଲିଜ ହେବାକୁ ଯାଉଥିବା ଫିଲ୍ମଗୁଡିକ ମଧ୍ୟରେ ରହିଛି ‘ଦୁର୍ଗା’। ଏକ ନାରୀକୈନ୍ଦ୍ରିକ ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ଏହି ଚଳଚ୍ଚିତ୍ରର ପ୍ରଯୋଜକ ହେଉଛନ୍ତି ଯୁବ ପ୍ରଯୋଜକ କୁମାର ପ୍ରୀତମ ସାହୁ। ଚଳଚ୍ଚିତ୍ରର ଟାଇଟଲ ଭୂମିକାରେ ଅଭିନୟ କରିଛନ୍ତି…

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା ପରେ ଏହି ପ୍ରଶ୍ନ ଅନେକ ଥର ଲୋକଙ୍କ ମନରେ ଉଠିଛି କି ପନ୍ତଙ୍କ ପ୍ରତି…

ସଲମାନଙ୍କ ସୁରକ୍ଷାରେ ତ୍ରୁଟି, ଭାଇଜାନଙ୍କୁ ରାତି ଅଧରେ…

ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାନଙ୍କ ସୁରକ୍ଷାରେ ପୁଣି ଥରେ ତ୍ରୁଟି ହୋଇଛି। ଜଣେ ଯୁବକ ତାଙ୍କ ବାଇକରେ କିଛି ସମୟ ପାଇଁ ସଲମାନ ଖାନଙ୍କ କାରକୁ ଫଲୋ କରିଥିଲେ। ଏହା ପରେ ସୁରକ୍ଷା କର୍ମୀମାନେ ତାଙ୍କୁ ଗାଲାକ୍ସି ବାହାରେ ଧରି…

ଜଣେ ଏମିତି ସାଥୀ ଚାହୁଁଛି ଯିଏ ମୋତେ ପାଗଳ ଭଳି ଭଲପାଇବ…ଛାଡପତ୍ର ବିବାଦ ଭିତରେ ଏମିତି କହିଦେଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ଐଶ୍ୱର୍ଯ୍ୟା ରୟ ଓ ଅଭିଷେକ ବଚ୍ଚନଙ୍କ ବିବାହକୁ ୧୭ବର୍ଷ ପୁରିଛି। ସେ ୨୦୦୭ରେ ଅଭିଷେକଙ୍କୁ ବିବାହ କରିଥିଲେ। ବିବାହ ପରେ ଐଶ୍ୱ ଖୁବ କମ ଫିଲ୍ମରେ ଅଭିନୟ କରିଛନ୍ତି। ବର୍ତ୍ତମାନ ଦୁହିଁଙ୍କ ଛାଡପତ୍ର ନେଇ ଆଲୋଚନା ଜୋର୍‌ ଧରିଛି। ଏହି…

ଐଶ୍ୱର୍ଯ୍ୟାଙ୍କ କଷ୍ଟ ଦେଖି ୨ ଦିନ ପର୍ଯ୍ୟନ୍ତ ଶୋଇ ପାରି ନ ଥିଲେ ଅମିତାଭ

ମୁମ୍ବାଇ: ବଚ୍ଚନ ପରିବାରର ‘ବୋହୂ’ ଐଶ୍ୱର୍ଯ୍ୟା ରାୟଙ୍କର କୌଣସି ପରିଚୟର ଆବଶ୍ୟକତା ନାହିଁ। ଇଣ୍ଡଷ୍ଟ୍ରିରେ କାର୍ଯ୍ୟ କରି ନିଜ ପାଇଁ ଏକ ବିଶେଷ ପରିଚୟ ସୃଷ୍ଟି କରିଥିବା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ନିକଟରେ ତାଙ୍କ ଝିଅ ଆରାଧ୍ୟା ବଚ୍ଚନଙ୍କ ସହ ଦକ୍ଷିଣ…

ଐଶ୍ୱର୍ଯ୍ୟା ଶ୍ରେଷ୍ଠ ଅଭିନେତ୍ରୀ

ଦୁବାଇ: ଦୁବାଇରେ ସୋମବାର ସାଉଥ୍‌ ଇଣ୍ଡିଆନ୍‌ ଇଣ୍ଟରନ୍ୟାଶନାଲ ମୁଭି ଆଓ୍ବାଡର୍‌ସ (ଏସ୍‌ଆଇଆଇଏମ୍‌ଏ) ୨୦୨୪ ଅନୁଷ୍ଠିତ ହୋଇଯାଇଛି। ମଣି ରତ୍ନମଙ୍କ ନିର୍ଦ୍ଦେଶିତ ତାମିଲ ଚଳଚ୍ଚିତ୍ର ‘ପୋନ୍ନିୟିନ୍‌ ସେଲଭନ: ପାର୍ଟ ୨’ରେ ଦମଦାର ଅଭିନୟ ପାଇଁ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କୁ ଏହି ସମାରୋହରେ ଶ୍ରେଷ୍ଠ…

ଲୁଚିଛପି ବିବାହ କଲେ ଅଦିତି-ସିଦ୍ଧାର୍ଥ

ମୁମ୍ବାଇ: ଆଦିତ୍ୟ ରାଓ ହାଇଦରୀ ଏବଂ ସିଦ୍ଧାର୍ଥ ଲୁଚିଛପି ବିବାହ କରଛନ୍ତି। ଏହି ଦମ୍ପତି ବିବାହ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ ଆଦିତ୍ୟ ଏବଂ ସିଦ୍ଧାର୍ଥ ପାରମ୍ପାରିକ ପୋଷାକରେ ନଜର ଆସିଛନ୍ତି। ଆଦିତ୍ୟ ଏବଂ ସିଦ୍ଧାର୍ଥ ୱାନାପାର୍ଥିର…

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ମଧ୍ୟରେ ଛାଡପତ୍ର! ମିଳିଗଲା ବଡ଼ ପ୍ରମାଣ

ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଉଭୟଙ୍କ ମଧ୍ୟରେ ସବୁକିଛି ଠିକ ନ ଥିବା ଆଲୋଚନା ହେଉଛି। ଐଶ୍ୱର୍ଯ୍ୟା ରାୟ ପ୍ରାୟତଃ ଝିଅ ଆରାଧ୍ୟାଙ୍କ ସହିତ ନଜର ଆସିଥାନ୍ତି। ନିକଟରେ ଐଶ୍ୱର୍ଯ୍ୟା ଝିଅ ଆରାଧ୍ୟାଙ୍କ ସହ…

ଆମି ପୁରସ୍କାର ଘୋଷଣା: ଏହି ଫିଲ୍ମକୁ ମିଳିଲା ୧୪ ପୁରସ୍କାର

ଲସ ଆଞ୍ଜେଲ୍ସର ପିକକ୍‌ ଥିଏଟରରେ ୭୬ତମ ପ୍ରାଇମଟାଇମ ଆମି ପୁରସ୍କାର ଆୟୋଜିତ ହୋଇଛି। ମନୋରଞ୍ଜନ ଜଗତର ସବୁଠାରୁ ସମ୍ମାନଜନକ ପୁରସ୍କାର ସମାରୋହରେ ଏଥର ଫିଲ୍ମ ‘ଶୋଗୁନ’ ଏବଂ ‘ଦ ବିୟର୍‌’ ପ୍ରାଧାନ୍ୟ ବଜାୟ କରିଛନ୍ତି। ଏହି ବର୍ଷ ‘ଶୋଗୁନ’ ସର୍ବାଧିକ ସଂଖ୍ୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?