ମନୋରଞ୍ଜନ

ସଙ୍ଗୀତ ମାୟାରେ ରୁନୁ

ପିଲାଟି ଦିନରୁ ତାଙ୍କର ସଙ୍ଗୀତ ପ୍ରତି ରୁଚି ଥିଲା। ଏହା ଦେଖି ତାଙ୍କର ମା’ ରଶ୍ମିତା ପଣ୍ଡା ଏବଂ ବାପା ଚନ୍ଦ୍ରମଣି ପଣ୍ଡା ତାଙ୍କୁ ଏ ଦିଗରେ ଉତ୍ସାହିତ କରିଥିଲେ। ନିହାର ରଞ୍ଜନ ପତିଙ୍କ ନିକଟରୁ ସଙ୍ଗୀତ ଶିକ୍ଷା ଶେଷ ପରେ…

କାହା ନାଁ ଆଲୁ ତ ଆଉ କିଏ ଚିରକୁଟ୍‌, ବଲିଉଡ୍‌ ଅଭିନେତ୍ରୀଙ୍କୁ ଏହି ନାମରେ ଡାକନ୍ତି ସାଙ୍ଗସାଥୀ

ବଲିଉଡ୍‌ ଅଭିନେତ୍ରୀମାନଙ୍କ ପ୍ରକୃତ ନାଁ ତ ଆପଣ ଜାଣିଥିବେ କିନ୍ତୁ କିଛି ଅଭିନେତ୍ରୀଙ୍କ ଡାକ ନାଁ ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହେବେ। ରଣବୀର କପୁରଙ୍କ ସହ ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଥିବା ଅଭିନେତ୍ରୀ ଆଲିଆ ଭଟ୍ଟଙ୍କୁ ତାଙ୍କ ସାଙ୍ଗମାନେ ଆଲୁ…

ବିଗ୍‌ବସ୍‌ର ନୂଆ ଲର୍ଭବାର୍ଡ ପାଲଟିଛନ୍ତି ଆସିମ୍‌-ହିମାଂଶୀ

ବମ୍ବେ: ଚଳିତ ଥର ଦର୍ଶକଙ୍କ ଖୁବ୍‌ ମନୋରଞ୍ଜନ କରୁଛି ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌। ଝଗଡା ହେଉ ଅଥବା ରୋମାନ୍ସ ସବୁର ଡୋଜ୍‌ ଦେଖିବାକୁ ମିଳୁଛି ଶୋ’ରେ। କିଛିଦିନ ତଳେ ପ୍ରତିଯୋଗୀ ସିଦ୍ଧାର୍ଥ ଶୁକ୍ଳା ଏବଂ ଆସିମ ରିଆଜଙ୍କ ମଧ୍ୟରେ ଝଗଡା…

ପ୍ରିୟଙ୍କା ଚୋପ୍ରାଙ୍କ ଘରକୁ ଆସିଲା ନୂଆ ମେମ୍ବର

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କ ଚୋପ୍ରା ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌। ନିକ୍‌ ଜୋନାସ୍‌ଙ୍କୁ ବିବାହ ପରେ ଉଭୟ ପ୍ରଥମ ବିବାହ ବାର୍ଷୀକି ପାଳନ କରିବାକୁ ଯାଉଛନ୍ତି। ଏହା ପୂର୍ବରୁ ପ୍ରିୟଙ୍କାଙ୍କ ଘରକୁ ଏକ ନୂଆ ମେମ୍ବର ଆସିଛି। ଯାହା ସହ ସେ…

ତାମିଲ ଫିଲ୍ମ ଅଭିନେତା ବାଲା ସିଂଙ୍କ ପରଲୋକ

ଚେନ୍ନାଇ,୨୭।୧୧: ତାମିଲ ଫିଲ୍ମ ଅଭିନେତା ବାଲା ସିଂ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୬୭ ବର୍ଷ ବୟସ ହୋଇଥିଲା। ଗତ କିଛିଦିନ ହେବ ଜ୍ୱରରେ ପୀଡିତ ହୋଇ ଚେନ୍ନାଇର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ବାଲାଙ୍କ ପରଲୋକରେ ତାମିଲ ଫିଲ୍ମ…

ପିଲାଙ୍କୁ ନିଜ ଫିଲ୍ମ ଦେଖିବାକୁ ମନାକଲେ ଇମ୍ରାନ୍‌ ହାସ୍‌ମୀ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଇମ୍ରାନ୍‌ ହାସ୍‌ମୀ ଆଜିକାଲି ଏକଦମ୍‌ ବ୍ୟସ୍ତ ଅଛନ୍ତି। ନିଜ ଅପ୍‌କମିଂ ଫିଲ୍ମ ‘ଦ ବଡି’ର ପ୍ରମୋଶନରେ ଲାଗିପଡ଼ିଛନ୍ତି ଇମ୍ରାନ୍‌। ଏହି ପରିପ୍ରେକ୍ଷୀରେ ଏକ ଜାତୀୟ ଗଣମାଧ୍ୟମ ସହ ସାକ୍ଷାତ୍‌କାର ସମୟରେ ସେ କିଛି ମତାମତ ଓ ପ୍ରତିକ୍ରିୟା…

ଆହତ ହେଲେ ଟାଇଗର

ମୁମ୍ବାଇ: ବଲିଉଡ୍‌ ନାୟକ ଟାଇଗର ଶ୍ରଫ ଆହତ ହୋଇଥିବା ସୂଚନା ମିଳିଛି। ସୋମବାର ସେ ତାଙ୍କ ପିଠିର ଏକ ଫଟୋ ଶେୟାର କରି ଏହି ସୂଚନା ଦେଇଛନ୍ତି। ତେବେ ଫିଲ୍ମ ‘ବାଗି-୩’ର ଶୁଟିଂ ସେଟ୍‌ରେ ସେ ଆହତ ହୋଇଥିବା କହିଛନ୍ତି। ଅହମ୍ମଦ…

ରଣବୀର କପୁରଙ୍କ ବିବାହକୁ ନେଇ ସ୍ପଷ୍ଟ କଲେ ଦୀପିକା: ରିଆକ୍ସନ ଦେଲେ ଆଲିଆ

ମୁମ୍ବାଇ: ବଲିଉଡ୍‌ ନାୟିକା ଦୀପିକା ପାଦୁକୋନ ନିକଟରେ ଏକ୍‌ ଚାଟ୍‌ ଶୋ’ରେ ରଣବୀର କପୁରଙ୍କ ବିବାହକୁ ନେଇ କିଛିଟା କଥା ସ୍ପଷ୍ଟ କରିଛନ୍ତି। ହେଲେ ଏହା ଆଦୌ ଆଲିଆ ଭଟ୍ଟଙ୍କୁ ପସନ୍ଦ ଆସିନାହିଁ। ତେବେ ରଣବୀର କପୁର ଓ ଆଲିଆ ଭଟ୍ଟଙ୍କୁ…

ବ୍ରହ୍ମାସ୍ତ୍ରର ଶୁଟିଂ ପାଇଁ ମନାଲି ପହଞ୍ଚିଲେ ଆଲିଆ-ରଣବୀର

ମୁମ୍ବାଇ: ବି-ଟାଉନର ଚର୍ଚ୍ଚିତ ଯୋଡି ଆଲିଆ ଭଟ୍ଟ ଓ ରଣବୀର କପୁର ଏବେ ନିଜର ଅପ୍‌ କମିଂ ଫିଲ୍ମ ‘ବ୍ରହ୍ମାସ୍ତ୍ର’ର ଶୁଟିଂ ପାଇଁ ବ୍ୟସ୍ତ ଅଛନ୍ତି। କିଛି ଦିନରୁ ଦୁହିଁଙ୍କ ବିବାହକୁ ନେଇ ଚର୍ଚ୍ଚା ଲାଗି ରହିଛି। ଉକ୍ତ ଫିଲ୍ମରୁ ଆଲିଆ…

ରୁମ୍‌ରେ ଯେଉଁ ମଡେଲଙ୍କ ଲଗାଉଥିଲେ ପୋଷ୍ଟର, ତାଙ୍କୁ କଲେ ବିବାହ: ୨୧ବର୍ଷ ପରେ ହେଲା ବିଚ୍ଛେଦ

ମୁମ୍ବାଇ: ଅଭିନେତା ଅର୍ଜୁନ ରାମପାଲ ମଙ୍ଗଳବାର ନିଜର ୪୭ତମ ଜନ୍ମଦିନ ପାଳନ କରିଛନ୍ତି। ୧୯୭୨ ନଭେମ୍ବର ୨୬ରେ ମଧ୍ୟପ୍ରଦେଶର ଜବଲପୁର ସହରରେ ସେ ଜନ୍ମଗ୍ରହଣ କରିଥିଲେ। ଅର୍ଜୁନ ଜଣେ ମଡେଲ ଭାବେ ବଲିଉଡ୍‌ରେ କ୍ୟାରିୟର ଆରମ୍ଭ କରିଥିଲେ। ଫିଲ୍ମରେ ଆସିବା ପାଇଁ…

‘ବଣ୍ଟି ଔର ବବଲି’ ସିକ୍ୱେଲରୁ ଅଭିଷେକ ଆଉଟ୍‌

୨୦୦୫ରେ ରିଲିଜ୍‌ ହୋଇଥିବା ରାନୀ ମୁଖାର୍ଜୀ ଓ ଅଭିଷେକ ବଚ୍ଚନଙ୍କ ଅଭିନୀତ ସୁପରହିଟ ଫିଲ୍ମ ‘ବଣ୍ଟି ଔର ବବଲି’ ସିକ୍ୱେଲର ପ୍ରସ୍ତୁତି ଆରମ୍ଭ ହେବାକୁ ଯାଉଛି। ଏହି ବ୍ଲକବ୍ଲଷ୍ଟର ଫିଲ୍ମ ପୁଣି ଥରେ ଦର୍ଶକଙ୍କ ମନ ଜିତିବାରେ ସଫଳ ହେବ ବୋଲି…

ତାପସିଙ୍କୁ ହିନ୍ଦୀ କହିବାକୁ କହି ଫସିଗଲେ ଯୁବକ

ମୁମ୍ବାଇ: ବଲିଉଡ୍‌ ନାୟିକା ତାପସି ପନ୍ନୁ ନିକଟରେ ଗୋଆରେ ଅନୁଷ୍ଠିତ ୫୦ତମ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲରେ ଯୋଗ ଦେଇଥିଲେ। ସେଠାରେ ସେ ‘ଓମେନ୍‌ ଇନ୍‌ ଲିଡ୍‌’ ସେସନରେ ନିଜର ବକ୍ତବ୍ୟ ରଖିବାକୁ ପହଞ୍ଚିଥିଲେ। ଏହି ସମୟରେ ସେ ଇଂରାଜୀରେ ନିଜର ବକ୍ତବ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri