ମନୋରଞ୍ଜନ

ସ୍ବର୍ଣ୍ଣ ମନ୍ଦିରରେ ପହଞ୍ଚିଲେ ଦୀପବୀର

ତିରୁପତି ଦର୍ଶକ ପରେ ବଲିଉଡ୍‌ର ଚର୍ଚ୍ଚିତ ଦମ୍ପତି ରଣବୀର କପୁର ଓ ଦୀପିକା ପାଦ୍ୟୁକୋନ ଅମୃତସରର ସ୍ବର୍ଣ୍ଣ ମନ୍ଦିରରେ ପହଞ୍ଚତ୍ଛନ୍ତି। ସେଠାରେ ସେ ମଥା ଟେକିଛନ୍ତି। ପାରମ୍ପରିକ ଲୁକ୍‌ରେ ଉଭୟ ନଜର ଆସିଛନ୍ତି। ଦୀପିକା ମୁଣ୍ଡରେ ସିନ୍ଦୁର ଲଗାଇ ଓଢଣୀ ଦେଇ…

ବାଣୀଙ୍କ ବିକିନି ଟପ୍‌କୁ ନେଇ ବିବାଦ

ମୁମ୍ବାଇ: ଭାରତରେ ଆସ୍ଥା ଓ ଧର୍ମର ମହତ୍ତ୍ୱ ଅଧିକ। ଏଣୁ ଏ କ୍ଷେତ୍ରରେ ପ୍ରାୟତଃ ସବୁବେଳେ କିଛି ନା କିଛି ବିବାଦ ଓ ଘଟଣା ଦେଖିବାକୁ ମିଳିଥାଏ। ବି-ଟାଉନ୍‌ ଅଭିନେତ୍ରୀ ବାଣୀ କପୁର ଏ ପରିପ୍ରେକ୍ଷୀରେ ଏବେ ବିବାଦରେ ଫସିଛନ୍ତି। ବାଣୀଙ୍କ…

ଡେଙ୍ଗୁରେ ଆକ୍ରାନ୍ତ ସୁଶାନ୍ତ

ମୁମ୍ବାଇ: ଖୁବ୍‌ କମ୍‌ ଦିନରେ ହିଁ ବଲିଉଡ୍‌ ହିରୋ ସୁଶାନ୍ତ ସିଂ ରାଜପୂତ ନିଜ ଅଭିନୟ ମାଧ୍ୟମରେ ଲୋକପ୍ରିୟତା ହାସଲ କରିପାରିଛନ୍ତି। ନିକଟରେ ତାଙ୍କ ଅଭିନୀତ ଫିଲ୍ମ ‘ଛିଛୋରେ’ ମଧ୍ୟ ଦର୍ଶକଙ୍କୁ ଖୁବ୍‌ ପସନ୍ଦ ଆସିଛି। ଏହାପରେ ‘୫୦ ଡ୍ରିମ୍‌ସ’ ଶେୟାର…

ଅଜୟ ଦେବଗନଙ୍କ ସହ କାମ କରିବାକୁ ମନା କରିଥିଲେ ପରିଣୀତି, ସାମ୍ନାକୁ ଆସିଲା କାରଣ

ବଲିଉଡ୍‌ ଅଭିନେତ୍ରୀ ପରିଣୀତି ଚୋପ୍ରା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଭୁଜ: ଦ ପ୍ରାଇଡ୍‌ ଅଫ୍‌ ଇଣ୍ଡିଆ’ରେ କାମ କରିବାକୁ ମନା କରିଦେଲେ। ତେବେ ଏହାର କାରଣ ଏବେ ସାମ୍ନାକୁ ଆସିଛି। ଏକ ସୂତ୍ରରୁ ଜଣାପଡ଼ିଛି, ପରିଣୀତି ଅକ୍ଷୟଙ୍କ ଫିଲ୍ମରେ…

କୁକୁରକୁ ୨୫ ଶହ ଟଙ୍କାରେ ବିକି ପୁଣି ୧୦ ଲକ୍ଷ ଟଙ୍କାରେ କିଣିଥିଲେ ଏହି ଅଭିନେତା

ହଲିଉଡ ସୁପରଷ୍ଟାର ସିଲ୍‌ୱେଷ୍ଟର ଷ୍ଟେଲାନ୍‌ ଷ୍ଟାଇଲ୍‌ ଓ ଆକ୍‌ସନ୍‌ ପାଇଁ ପ୍ରସିଦ୍ଧ। ଭାରତରେ ମଧ୍ୟ ତାଙ୍କ ଫ୍ୟାନ୍‌ମାନଙ୍କ ସଂଖ୍ୟା ଅଧିକ। କିନ୍ତୁ ଏପରି ଏକ ସମୟ ଥିଲା ତାଙ୍କ ପାଖରେ ଘରଭଡା ଦେବାକୁ ମଧ୍ୟ ଟଙ୍କାନଥିଲା। କ୍ୟାରିଅର୍‌ର ପ୍ରାରମ୍ଭରେ ସେ ଅନେକ…

ତାରାଙ୍କ ପ୍ରେମରେ ସିଦ୍ଧାର୍ଥ

ମାୟାନଗରୀର କଳାକାରଙ୍କ ମଧ୍ୟରେ ରୋମାନ୍ସ ତଥା ବ୍ରେକ୍‌ଅପ୍‌ ଖବର ସବୁବେଳେ ଲାଗିରହିଥାଏ। କିଏ କାହା ସହ ଡେଟ୍‌ କଲା କିମ୍ବା କାହାର ବ୍ରେକ୍‌ଅପ୍‌ ହେଲା, ଏସବୁ ଖବର ଜାଣିବାକୁ ଦର୍ଶକଙ୍କର ରୁଚି ଅଧିକ ଥାଏ। ଏବେ ବି ଠିକ୍‌ ସେମିତି ଏକ…

କାର୍ତ୍ତିକ-କିୟାରାଙ୍କ ‘ଭୁଲ ଭୁଲୈୟା-୨’ରେ ତବ୍‌ବୁ

ଫିଲ୍ମ ‘ଭୁଲ ଭୁଲେୟା-୨’ ମାଧ୍ୟମରେ କାର୍ତ୍ତିକ ଆର୍ୟନ ଏବଂ କିୟାରା ଆଡଓ୍ବାଣୀଙ୍କ ଯୋଡି ପ୍ରଥମ ଥର ପାଇଁ ସ୍କ୍ରିନ୍‌ ଶେୟାର କରିବାକୁ ଯାଉଛନ୍ତି। ପ୍ରଥମରୁ ହିଁ ଏହି ଯୋଡିକୁ ନେଇ ଚର୍ଚ୍ଚା ଜୋର୍‌ ଧରିଥିଲା। କିଛି ଦିନ ହେବ ମୁମ୍ବାଇରୁ ଫିଲ୍ମର…

କେଟି ପେରୀଙ୍କୁ ଗୁପ୍‌ଚୁପ୍‌ ଖାଇବାକୁ ଦେବାକୁ ଚାହୁଁଛନ୍ତି ଜ୍ୟାକ୍‌ଲିନ

ମୁମ୍ବାଇ: ଇଣ୍ଟରନ୍ୟାଶନାଲ ପପ୍‌ ଷ୍ଟାର କେଟି ପେରୀ ଏବେ ଭାରତ ଆସିଛନ୍ତି। ଆସନ୍ତା ୧୬ରେ ଭାରତରେ ତାଙ୍କର ଶୋ’ ରହିଛି। ଏତିକି ବେଳେ ବଲିଉଡ୍‌ ନାୟିକା ଜ୍ୟାକଲିନ ତାଙ୍କୁ ନେଇ ଯାହାସବୁ କହିଛନ୍ତି ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ…

ଚିହ୍ନି ହେଉନାହିଁ ବଲିଉଡ୍‌ର ଏହି ସବୁ କଳାକାରଙ୍କୁ

ମୁମ୍ବାଇ: ବଲିଉଡ୍‌ ବର୍ଷିୟାନ ଅଭିନେତା ଋଷି କପୁର ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରୁହନ୍ତି। ପ୍ରାୟ ସମୟରେ ସେ ସୋସିଆଲ ମିଡିଆରେ କିଛି ନା କିଛି ମଜାଳିଆ ଫଟୋ ଓ ଭିଡିଓକୁ ଶେୟାର କରି ପ୍ରଶଂସକଙ୍କୁ ମନୋରଞ୍ଜନର ଖୋରାକ ଯୋଗାଇଥାନ୍ତି। ହେଲେ…

ରିଲିଜ୍‌ ହେଲା ‘ମର୍ଦାନୀ-୨’ର ଆକ୍ସନ ଟ୍ରେଲର୍‌

ମୁମ୍ବାଇ: ରାଣୀ ମୁଖାର୍ଜୀଙ୍କ ମଚ୍‌ ଆଓ୍ବେଟେଡ୍‌ ଫିଲ୍ମ ‘ମର୍ଦାନୀ-୨’ର ଆକ୍ସନ୍‌ ଟ୍ରେଲର୍‌ ରିଲିଜ୍‌ ହୋଇଛି। ଏଥିରେ ରାଣୀ ଜଣେ ବଳାତ୍କାରୀଙ୍କୁ ଖୋଜୁଥିବା ଦେଖାଯାଇଛି। ଯେଉଁ ବଳାତ୍କାରୀ ବଳାକାର କରିବା ପରେ ଯୁବତୀମାନଙ୍କୁ ମାରି ଦେଇଥାଆନ୍ତି। ଏଥିରେ ରାଣୀ ଜଣେ ପୋଲିସ ଅଫିସର…

ବଲିଉଡ୍‌ ହାଲଚାଲ

*ଚଳିତବର୍ଷ ଅକ୍ଷୟ କୁମାରଙ୍କ ଆଉ ଏକ ଫିଲ୍ମ ବକ୍ସ ଅଫିସରେ ରେକର୍ଡ ସୃଷ୍ଟି କରିଛି। ତାଙ୍କ ଅଭିନୀତ ‘ହାଉସଫୁଲ-୪’ ୨୦୦ କୋଟି କ୍ଲବରେ ପ୍ରବେଶ କରିଛି। ଏଥିରେ ଅକ୍ଷୟଙ୍କ ବ୍ୟତୀତ ରିତେଶ ଦେଶମୁଖ, କ୍ରିତି ସାନନ ଏବଂ ପୂଜା ହେଗ୍‌ଡେ ଅଭିନୟ…

ଆକ୍ଟ୍ରେସ୍‌ ହେବା ନିଷ୍ପତ୍ତିରେ ମୁଁ ହଣ୍ଡ୍ରେଡ୍‌ ପର୍‌ସେଣ୍ଟ ସନ୍ତୁଷ୍ଟ

ପାଠପଢ଼ା ଆଉ ଅଭିନୟ – ଏହି ଦୁଇଟିକୁ ବେଶ୍‌ ସମାନ୍ତରାଳ ଭାବରେ ନେଇ ଆଗେଇ ଚାଲିଛନ୍ତି ନବାଗତା ଆହାନା । ଡେବ୍ୟୁ ଫିଲ୍ମ ‘ଭରବ’ ପରେ ତାଙ୍କ ଅଭିନୀତ ଅନ୍ୟତମ ଫିଲ୍ମ ‘ବ୍ଲାକ୍‌ମେଲ୍‌’ ଗତବର୍ଷ ରିଲିଜ ହୋଇଥିଲା । ନିଜ ରିଲ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri