ମନୋରଞ୍ଜନ

ଭୋଟ ଦେଉ ନ ଥିବା ଲୋକଙ୍କ ଟିକସ ବଢ଼ାଯାଉ: ପରେଶ ରାଓ୍ବଲ

ମୁମ୍ବାଇ: ମହାରାଷ୍ଟ୍ରର ୧୩ ଲୋକ ସଭା ଆସନରେ ସୋମବାର ମତଦାନ ଅନୁଷ୍ଠିତ ହୋଇଯାଇଛି। ଗଣତନ୍ତ୍ରର ଏହି ମହାପର୍ବ ଅବସରରେ ମୁମ୍ବାଇରେ ଅନେକ ବଲିଉଡ୍‌ ସେଲିବ୍ରିଟି ନିଜ ମତଦାନର ଅଧିକାରକୁ ସାବ୍ୟସ୍ତ କରିଛନ୍ତି। ବଲିଉଡ୍‌ର ଭେଟେରାନ ଅଭିନେତା ତଥା ପୂର୍ବତନ ଏମ୍‌ପି ପରେଶ…

ଯେଉଁ ମନ୍ଦିରକୁ ଯାଉଛନ୍ତି କଙ୍ଗନା, ସେହି ମନ୍ଦିରକୁ ସଫା କରିବା ଜରୁରୀ, ବିକ୍ରମାଦିତ୍ୟ ସିଂଙ୍କ ବିବାଦୀୟ ବୟାନ

ମଣ୍ଡି,୨୦।୫: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ଆସନରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂ ଭାଜପା ପ୍ରାର୍ଥୀ କଙ୍ଗନା ରାଣାଓ୍ବତଙ୍କୁ ଟାର୍ଗେଟ କରିଛନ୍ତି। ଦେବ ସମାଜ ବିଷୟରେ ସେ କହିଛନ୍ତି ଯେ ଆଜି କଙ୍ଗନା ଯେଉଁ ମନ୍ଦିର ଯାଉଛନ୍ତି, ସେହି ମନ୍ଦିରଗୁଡ଼ିକୁ ସଫା…

ମା’ ହେଲେ ୟାମୀ ଗୌତମ

ବଲିଉଡ୍‌ ଅଭିନେତ୍ରୀ ୟାମୀ ଗୌତମ ମା’ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ୟାମି ଏବଂ ତାଙ୍କ ସ୍ବାମୀ ଆଦିତ୍ୟ ଧର ଏହି ଖୁସି ଖବର ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି। ଉଭୟ ଏକ…

ମତଦାନ ସାବ୍ୟସ୍ତ କଲେ ଅକ୍ଷୟ କୁମାର, କହିଲେ…

ମୁମ୍ବାଇ,୨୦ା୫: ସୋମବାର ଆଠଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଆସନରେ ୨୦୨୪ ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଛି। ପଞ୍ଚମ ପର୍ଯ୍ୟାୟ ଭୋଟିଂ ବିଷୟରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି, ରାଜନାଥ ସିଂ, ସ୍ମୃତି ଇରାନୀ…

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର କିଙ୍ଗ ଅର୍ଥାତ୍‌ ଶାହାରୁଖ ଖାନ ମଧ୍ୟ ଏହି ତାରକାମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ ହୋଇଥିଲେ, ଯେଉଁମାନେ…

ବାହା ହେବେ ସାରା!

ମୁମ୍ବାଇ: ବଲିଉଡର ଯୁବ ତାରକାମାନଙ୍କ ମଧ୍ୟରେ ଅଛନ୍ତି ଶୈଫ ଅଲି ଖାନ ଏବଂ ତାଙ୍କ ପୂର୍ବତନ ପତ୍ନୀ ଅମୃତା ସିଂଙ୍କ ଝିଅ ସାରା ଅଲି ଖାନ ଅଛନ୍ତି। ସେ ଖୁବ କମ ସମୟ ମଧ୍ୟରେ ହିନ୍ଦୀ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ନିଜକୁ ପ୍ରତିଷ୍ଠିତ…

କଣ ଏହି ‘ଗଜଗାମିନୀ’ ଚାଲି? ଅଦିତିଙ୍କ ବାସ ୧୦ ସେକେଣ୍ଡର ଝଲକ୍‌ରେ ଲୋକେ ହେଉଛନ୍ତି ଦିୱାନା

ଫ୍ୟାଶନ ଦୁନିଆରେ ‘କ୍ୟାଟୱାକ’ ବିଷୟରେ ଆପଣ ନିଶ୍ଚୟ ବହୁତ ଶୁଣିଥିବେ। କିନ୍ତୁ କେବେ ସ୍ବାନ ଓ୍ବାକ୍‌ କିମ୍ବା ଗଜ ଗାମିନୀ ବିଷୟରେ ଶୁଣିଛନ୍ତି କି? ପ୍ରାୟତ ସବୁ ଅଭିନେତ୍ରୀଙ୍କ ଠାରୁ ଆରମ୍ଭ କରି ମଡେଲମାନେ ପରଫେକ୍ଟ କ୍ୟାଟୱାକ କରିବା ପାଇଁ ଚେଷ୍ଟା…

୨୬ ଦିନ ପରେ ଫେରିଲେ ନିଖୋଜ ତାରକ ମେହେତା ଅଭିନେତା, ଚିହ୍ନିବା ହେଉଛି ମୁସ୍କିଲ

ବମ୍ବେ: ନିଖୋଜ ହେବାର ୨୬ ଦିନ ପରେ ଘରକୁ ଫେରିଲେ ‘ତାରକ ମେହେଟ୍ଟା କା ଉଲଟା ଚଷମା’ ଷ୍ଟାର ଗୁରୁଚରଣ ସିଂ। ଏପ୍ରିଲ ୨୨ରେ ସେ ଘରେ କାହାକୁ ନ କହି କେଉଁଆଡେ ଚାଲିଯାଇଥିଲେ। ଏନେଇ ତାଙ୍କ ବାପା ପୋଲିସରେ ଅଭିଯୋଗ…

ଗର୍ଲଫ୍ରେଣ୍ଡଙ୍କ ମୃତ୍ୟୁକୁ ସହିପାରିଲେନି ଏହି ଅଭିନେତା: ହାରିଲେ ଜୀବନ

କିଛି ଦିନ ପୂର୍ବରୁ ଅଭିନେତ୍ରୀ ପବିତ୍ରା ଜୟାରାମ ଏକ କାର ଦୁର୍ଘଟଣାରେ ମୃତ୍ୟୁବରଣ କରିଥିଲେ। ବର୍ତ୍ତମାନ ତାଙ୍କ ପ୍ରେମିକ ତଥା ସହ-ଅଭିନେତା ଚନ୍ଦ୍ରକାନ୍ତ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଶୁକ୍ରବାର ଚନ୍ଦ୍ରକାନ୍ତ ତେଲଙ୍ଗାନାର ଅଲକାପୁରରେ ଥିବା ନିଜ ଘରେ ନିଜ ଜୀବନ…

ସମ୍ପର୍କରେ ବାଜିଲା ମୋହର! ଶିବାଙ୍ଗୀଙ୍କ ପ୍ରେମରେ ପଡ଼ିଥିବା ସ୍ବୀକାର କଲେ…

ବମ୍ବେ: ପ୍ରେମରେ ପଡ଼ିଛନ୍ତି ଅଭିନେତା କୁଶାଲ ଟଣ୍ଡନ। ଅଭିନେତ୍ରୀ ଶିବାଙ୍ଗୀ ଜୋଶୀଙ୍କୁ ଡେଟ୍‌ କରୁଛନ୍ତି ସେ। କିଛି ଦିନ ଧରି ଉଭୟ ସମ୍ପର୍କରେ ଥିବା ନେଇ ଚର୍ଚ୍ଚା ହେଉଥିଲା। ହେଲେ ଏବେ କୁଶାଲଙ୍କ ଏକ ସୋସିଆଲ ମିଡିଆ ପୋଷ୍ଟ ପରେ ସବୁକିଛି…

ଡ୍ରାମା କୁଇନ ରାଖୀ ସାଓ୍ବନ୍ତଙ୍କ ଅବସ୍ଥା ସଙ୍କଟାପନ୍ନ: ପୂର୍ବତନ ସ୍ବାମୀ ରିତେଶ

ମୁମ୍ବାଇ,୧୮।୫: ଡ୍ରାମା କୁଇନ ରାଖୀ ସାୱନ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସବୁଥର ପରି, ଯେତେବେଳେ ତାଙ୍କ ହସ୍ପିଟାଲରେ ଭର୍ତ୍ତି ହେବାର ଖବର ଆସିଲା, କେହି ଏହାକୁ ବିଶ୍ୱାସ କଲେ ନାହିଁ ଏବଂ ଅନେକ ଜିନିଷ ସାମ୍ନାକୁ ଆସିବାକୁ ଲାଗିଲା । କିନ୍ତୁ…

କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଐଶ୍ୱର୍ଯ୍ୟାଙ୍କ ଜଲଓ୍ବା

ନୂଆଦିଲ୍ଲୀ: ଚଳିତ ବର୍ଷ ଅନୁଷ୍ଠିତ ୭୭ତମ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଜଲଓ୍ବା ଦେଖାଇଛନ୍ତି। ୨୦ ବର୍ଷ ହେଲା ଐଶ୍ୱର୍ଯ୍ୟା ଏହି ଫିଲ୍ମ ଫେଷ୍ଟିଭାଲର ରେଡ୍‌ କାର୍ପେଟରେ ଚାଲିଆସୁଥିବାବେଳେ ଏଥର ତାଙ୍କ ସହ ଝିଅ ଆରାଧ୍ୟାଙ୍କୁ ଦେଖିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri